Home Left

କେମିତି ଫେରିଲେ ସଞ୍ଜୁ ସାମସନ, ଜିମରେ ଗୁପ୍ତ କଥାବାର୍ତ୍ତାର ଗୁମର ଖୋଲିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୧୫।୩: ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ସଞ୍ଜୁ ସାମସନଙ୍କୁ ପ୍ରଶଂସା କରିଛନ୍ତି। ଗମ୍ଭୀର ବିଶ୍ୱାସ କରନ୍ତି ଯେ ଯେତେବେଳେ ସଞ୍ଜୁ ସାମସନ ଫର୍ମରେ ଥାଆନ୍ତି, ସେ ପାୱାରପ୍ଲେ ମଧ୍ୟରେ ଏକାକୀ ପ୍ରତିପକ୍ଷଙ୍କଠାରୁ ମ୍ୟାଚ ଛଡ଼ାଇ ନେଇପାରନ୍ତି। ଆଇସିସି ପୁରୁଷ…

ନେପାଳରେ ଓଲଟିଲା ଭାରତୀୟଙ୍କୁ ନେଇ ଯାଉଥିବା ବସ୍, ୭…

କାଠମାଣ୍ଡୁ,୧୫।୩; ନେପାଳରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ଭାରତୀୟ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଏକ ଘାଟିରେ ଓଲଟି ପଡିଛି । ମଧ୍ୟ ନେପାଳରେ ଘଟିଛି ଏହି ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ସାତ…

ମୃତ୍ୟୁ ପରେ ଅଙ୍ଗଦାନ କରିବାକୁ ପଞ୍ଜୀକରଣ କଲେ ମହିଳା ଚାଷୀ

କର୍ଲାମୁଣ୍ଡା,୧୫ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧଅଁରାଖମନ ଗାଁର ସଫଳ ମହିଳା ଜୈବିକ ଚାଷୀ ଫାଲ୍‌ଗୁନି ଭୋଇ ( ୪୦) ଶରୀରର ଅଙ୍ଗଗୁଡ଼ିକ ଦାନ କରିବାକୁ ଇଚ୍ଛା ପ୍ରକାଶ କରି ଆବେଦନ କରିବା ପରେ ଇଚ୍ଛାକୃତ…

୩୦ ବର୍ଷ ପରେ ମା’ ଦକ୍ଷିଣକାଳୀ ପୀଠରେ ହେଲା ମହାଯଜ୍ଞ

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଜଳେଶ୍ବରଖଣ୍ଡି ଗ୍ରାମ ଋଷିକୂଲ୍ୟା ନଦୀତଟରେ ତାରାତାରିଣୀଙ୍କ ନିକଟରେ ପ୍ରତିଷ୍ଠିତ ଅନ୍ୟତମ ଶକ୍ତିପୀଠ ମା’ ଦକ୍ଷିଣକାଳୀଙ୍କ ପୀଠରେ ଦୀର୍ଘ ୩୦ ବର୍ଷ ପରେ ଅନୁଷ୍ଠିତ ହୋଇଛି ସପ୍ତସତୀ ଚଣ୍ଡୀ ମହାଯଜ୍ଞ। ମନ୍ଦିର ଟ୍ରଷ୍ଟି ସୁଦର୍ଶନ…

ହର୍ମୁଜ ଷ୍ଟ୍ରେଟକୁ ଯୁଦ୍ଧ ଜାହାଜ ପଠାଇବେ ଚାଇନା-ବ୍ରିଟେନ? ଇରାନ ବିରୋଧରେ ଟ୍ରମ୍ପଙ୍କ ଆବେଦନର ଆସୁଛି ପ୍ରତିକ୍ରିୟା

ଓ୍ବାଶିଂଟନ,୧୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆମେରିକା ହର୍ମୁଜ ପ୍ରଣାଳୀରେ ଯୁଦ୍ଧଜାହାଜ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି। ସେ ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ମାର୍ଗକୁ ସୁରକ୍ଷିତ ରଖିବା ପାଇଁ ଅନ୍ୟ ରାଷ୍ଟ୍ରଗୁଡ଼ିକୁ ସେମାନଙ୍କର ଜାହାଜ ପଠାଇବାକୁ ମଧ୍ୟ ନିବେଦନ…

ବାଜିଲା ମୋହର: ବାପା ହେବାକୁ ଯାଉଛନ୍ତି ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ, ପତ୍ନୀ ଦେବିଶାଙ୍କ…

ନୂଆଦିଲ୍ଲୀ,୧୫।୩: ଭାରତୀୟ ଟି-୨୦ ଦଳର ଅଧିନାୟକ ତଥା ବିଶ୍ୱକପ ବିଜୟୀ ହିରୋ ସୂର୍ଯ୍ୟକୁମାର ଯାଦବଙ୍କ ଘରକୁ ଆସିବାକୁ ଯାଉଛି ନୂଆ ଅତିଥି। ଖୁବଶୀଘ୍ର ସୂର୍ଯ୍ୟକୁମାର ବାପା ହେବାକୁ ଯାଉଥିବା ବେଳେ ଏବେ ପତ୍ନୀ ଦେବିଶା ଶେଟ୍ଟୀଙ୍କ ‘ବେବି ସାୱାର୍‌’ ଉତ୍ସବର ଏକ…

ମଦ ଭାଗବଣ୍ଟାରୁ ସାଙ୍ଗକୁ ମାରିଦେଲେ ସାଙ୍ଗ, ଜୀବନ ଚାଲିଯିବା ପରେ…

ବଲାଙ୍ଗୀର,୧୫ା୩(ସୁନିଲ କୁମାର ମହାନ୍ତି): ରିନବଚନ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବଲାଙ୍ଗୀର ସଦର ଥାନା ପୋଲିସ। ମଦ ପାଉଚ ଭାଗ ବଣ୍ଟାରୁ ସାଙ୍ଗ ସାଙ୍ଗ ମଧ୍ୟରେ ହତ୍ୟାକାଣ୍ଡ ହୋଇଥିବା ପୋଲିସ ସୂଚନା ଦେଇଛି। ସଦର ଏସ୍‌ଡିପିଓ ସରୋଜ ଉପାଧ୍ୟାୟ ରବିବାର ସଦର ଥାନାରେ…

ସିଲିଣ୍ଡର ବୁକିଂ କଲେ ବି ଆଉ ମିଳିବନି… ଡବଲ ସିଲିଣ୍ଡର ଥିଲେ ଜାଣି ନିଅନ୍ତୁ

ନୂଆଦିଲ୍‌ଲୀ,୧୫।୩: ଘରୋଇ ବଜାରରେ ରୋଷେଇ ଗ୍ୟାସର ବୃଦ୍ଧି ପାଉଥିବା ସଙ୍କଟକୁ ଦୃଷ୍ଟିରେ ରଖି, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବିଶେଷକରି ଗ୍ୟାସ ସିଲିଣ୍ଡରର ବୁକିଂ ଅବଧି ବୃଦ୍ଧି କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ରିପୋର୍ଟ ଅନୁଯାୟୀ, ବୁକିଂ…

ବନ୍ଧୁକ ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେଲେ ୧୧ ମାଓବାଦୀ, ଆବେଦନ କରି DGP କହିଲେ…

ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ରିଜର୍ଭ ପୋଲିସ ପଡ଼ିଆଠାରେ ରବିବାର ଏକାସାଙ୍ଗରେ ୧୧ ଜଣ ମାଓବାଦୀ ନିଜ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଓ୍ବାଇ୍‌.ବି ଖୁରାନିଆଙ୍କ ଉପସ୍ଥିତିରେ ସେମାନେ ସାମିଲ ହୋଇଛନ୍ତି। ମାର୍ଚ୍ଚ ୩୧…

ଭାଜପା ସରକାରଙ୍କ ଉପରେ ବର୍ଷିଲା ଜେଏମ୍‌ଏମ୍‌, ଟାର୍ଗେଟ୍‌ କରି କହିଲା…

ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା କଲ୍ୟାଣମଣ୍ଡପରେ ରବିବାର ପୂର୍ବାହ୍ନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ବିଭିନ୍ନ ସମସ୍ୟାକୁ ନେଇ ବର୍ତ୍ତମାନର ଭାଜପା ସରକାରଙ୍କୁ ଟାର୍ଗେଟ…

ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!

ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନାକୁ ଦେଖିଲେ ଲୋକଙ୍କ ମନରେ ପ୍ରଶ୍ନ ଉଠୁଛି ଯେ,…

୨ ଜଣଙ୍କୁ ଧକ୍କା ଦେଲା ହାଇଓ୍ବା

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ରତନପୁର ନିକଟରେ ରବିବାର ମଧ୍ୟାହ୍ନରେ ଏକ ହାଇଓ୍ବା ଗାଡ଼ି ଧକ୍କାରେ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜଗନ୍ନାଥ ବେହେରା ଓ ପ୍ରତାପ ଚନ୍ଦ୍ର ଦାସ। ଆହତ ଦ୍ବୟଙ୍କୁ ସଂପୃକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?