Home Left

ବଲିଉଡ ଚଳଚ୍ଚିତ୍ର ନିର୍ମାତା ଫିରୋଜ ନାଦିଆଦୱାଲାଙ୍କ ଘରୁ ମିଳିଲା ଡ୍ରଗ୍ସ

ମୁମ୍ବାଇ,୮।୧୧-ବଲିଉଡ ଚଳଚ୍ଚିତ୍ର ନିର୍ମାତା ଫିରୋଜ ନାଦିଆଦୱାଲାଙ୍କ ବାସଭବନରେ ରବିବାର ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଚଢାଉ କରି ଡ୍ରଗ୍ସ ଜବତ କରିଛି। ହେଲେ ଚଢାଉ ସମୟରେ ଫିରୋଜ ଘରେ ନ ଥିବା ଜଣାପଡିଛି। ଅପରପକ୍ଷେ ଏନ୍‌ସିବି ଫିରୋଜଙ୍କ ସ୍ତ୍ରୀଙ୍କୁ ପଚରାଉଚରା କରିଥିବା…

ବିଗୁଡୁଛି ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା

ରାଞ୍ଚି,୮।୧୧: ରାଷ୍ଟ୍ରିୟ ଜନତା ଦଳ (ଆରଜେଡି) ସଭାପତି ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣିଥରେ ବିଗିଡିଯାଇଛି। ତାଙ୍କୁ ସୁଗାର ସ୍ତର ବଢିଯାଇଛି। ଏଥି ସହିତ, ସେରମ କ୍ରିଏଟିନିନ୍‌ ସ୍ତର ମଧ୍ୟ ବୃଦ୍ଧି ପାଉଛି। ଲାଲୁଙ୍କ ଚିକିତ୍ସା କରୁଥିବା ମେଡିସିନ୍‌ ବିଭାଗର ଦାୟିତ୍ୱରେ…

୬ ମାସ ମଧ୍ୟରେ ୧୨୦ ମହିଳାଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଉଥିଲେ ଏହି ବ୍ୟକ୍ତି, ଆଉ ତା’ପରେ

ବେଙ୍ଗାଲୁରୁ,୮।୧୧: କର୍ନାଟକରେ ଏକ ରୋଚକ ଘଟଣା ଘଟିଛି। ଗତ ୬ ମାସ ମଧ୍ୟରେ ୧୨୦ ମହିଳାଙ୍କ ସମେତ ୨୦୦ରୁ ଅଧିକ ଲୋକଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଇ ଚର୍ଚ୍ଚାକୁ ଆସିଛନ୍ତି ଜଣେ ୫୪ ବର୍ଷୀୟ ବ୍ୟକ୍ତି। ଏହି ଘଟଣାରେ ପୋଲିସ ସମ୍ପୃକ୍ତ…

ପିଲାଦିନେ ଭାଇକୁ ଚିଡ଼ାଉଥିଲେ, ବିବାହ ପୂର୍ବରୁ ଫଟୋ ଶେୟାର କରି ଏମିତି ଲେଖିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ସୋସିଆଲ ମିଡିଆରେ ତାଙ୍କ ପିଲାଦିନର ଏକ ଫଟୋ ଶେୟାର କରିଛନ୍ତି। ସେ କ୍ୟାପଶନ ଲେଖିଛନ୍ତି, ଉଦୟପୁରରେ ମୋ’ ଭାଇଙ୍କ ବିବାହ ଉତ୍ସବ ଆୟୋଜନ ହେବ। ଯେଉଁଠାରେ ମୁଁ ଜନ୍ମ ହୋଇଥିଲି। ବର୍ତ୍ତମାନ ସେହି ସ୍ଥାନକୁ…

ବିଜ୍ଞାପନରେ ଏକାଠି ନଜର ଆସିଲେ ଦୀପବୀର

ମୁମ୍ବାଇ: ବଲିଉଡ୍ ନାୟିକା ଦୀପିକା ପାଦୁକୋନ ଏବେ ଖୁବ୍ ଚର୍ଚ୍ଚାରେ । ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏହାସହ ଯୋଡି ହୋଇଯାଇଛି ଡ୍ରଗ୍ସ ମାମଲା । ଆଉ ଏହି ମାମଲରେ କେତେଜଣ ସେଲିବ୍ରିଟିଙ୍କ ନାଁ ଥିବା ବେଳେ…

ଏମିତି ଗାଁ, ଯେଉଁଠି ସମସ୍ତଙ୍କ ଘରେ ଦିଆଯାଏ କେବଳ କଳାରଙ୍ଗ

ସାଧାରଣତଃ ଘରକୁ ସଜାଇବା ପାଇଁ ଲୋକେ ଭିନ୍ନ ଭିନ୍ନ ରଙ୍ଗ ବ୍ୟବହାର କରିଥାନ୍ତି। ମାତ୍ର ଏମିତି ଏକ ଗାଁ ଅଛି, ଯେଉଁଠି ଘର ରଙ୍ଗ କରିବା ପାଇଁ କେବଳ କଳାରଙ୍ଗର ବ୍ୟବହାର କରାଯାଏ। ଛତିଶଗଡ଼ର ଜୟପୁର ଜିଲାସ୍ଥିତ ଏକ ଆଦିବାସୀ ବହୁଳ…

ବିଶ୍ୱାସୀ ବନ୍ଧଙ୍କୁ ମଧ୍ୟ ବାଣ୍ଟନ୍ତୁ ନାହିଁ ବ୍ୟବସାୟ ସହ ଜଡ଼ିତ କଥା, ଜାଣନ୍ତୁ ଏପରି କାହିଁକି କହିଲେ ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ବ୍ୟବସାୟ ସହ ଜଡିତ ଅଧିକାଂଶ କଥା ଅନ୍ୟକୁ କହିବା ଉଚିତ ନୁହେଁ। କାରଣ ଏହା କରିବା ଦ୍ୱାରା ବ୍ୟବସାୟରେ ବ୍ୟାପକ କ୍ଷତି ହୋଇଥାଏ। ବିଶେଷକରି ସେ ପାଞ୍ଚ ଜଣଙ୍କୁ ବ୍ୟବସାୟ କଥା ବାଣ୍ଟିବାକୁ ବାରଣ କରିଛନ୍ତି। ଜାଣନ୍ତୁ…

ବୋତଲରେ ପାଣି ପିଉଛି ବତକ ଛୁଆ: ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…

ହାପି ବର୍ଥ ଡେ ବ୍ରେଟ୍‌ ଲି: ଏକଦା ଥିଲେ ସେଲ୍ସମ୍ୟାନ୍‌; ବିଶ୍ୱକପ୍‌ରେ ହାଟ୍ରିକ୍‌ ନେଇ ପୂରଣ କରିଥିଲେ ପିଲାଦିନର ସ୍ବପ୍ନ

ନୂଆଦିଲ୍ଲୀ,୮।୧୧: ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ବ୍ର୍ରେଟ୍‌ ଲି ବିଶ୍ୱର ଦ୍ରୁତତମ ବୋଲରମାନଙ୍କ ମଧ୍ୟରୁ ଅନ୍ୟତମ। ରବିବାର ସେ ନିଜର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ଏନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ନିଉ ସାଉଥ୍‌ ଓ୍ବେଲ୍ସରେ ୧୯୭୬ ମସିହା…

ଚିତ୍ରକୋଣ୍ଡାରେ ଡିଜିପି ଅଭୟ: ସମୀକ୍ଷା କଲେ ମାଓବାଦୀ ଗତିବିଧି

ଚିତ୍ରକୋଣ୍ଡା,୮।୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଓପ୍ରବଣ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଲାଲଗଡ଼କୁ ରବିବାର ପୋଲିସ ଡିଜି ଅଭୟ ଗସ୍ତ କରିଛନ୍ତି। ସେ ଗୋରାସେତୁ ବିଏସ୍‌ଏଫ କ୍ୟାମ୍ପକୁ ଯାଇ ମାଓ ସ୍ଥିତି ଓ ଗତିବିଧିର ସମୀକ୍ଷା କରିଛନ୍ତି। ତାଙ୍କ ସହ…

ସାବଧାନ! ଏହି ମାଛ ଖାଇଲେ ଚାଲିଯିବ ଜୀବନ

ସାଧାରଣତଃ ମାଛ ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। ମାତ୍ର ବିଶ୍ୱରେ ଏମିତି ଏକ ମାଛ ଅଛି, ଯାହାକୁ ଖାଇଲେ ଜୀବନ ଚାଲିଯିବ। ତେଣୁ ଏଥିପ୍ରତି ସାବଧାନ ରହିବା ଜରୁରୀ। ଏପରି ବିଷାକ୍ତ ମାଛର ନାଁ ହେଉଛି ପଫର। ଏଥିରେ ସାଇନାଇଡ୍‌ଠାରୁ…

ବାଇଡେନ-କମଲାଙ୍କ ବିଜୟକୁ ନେଇ ଖୁସି ପ୍ରକାଶ କଲେ ପ୍ରିୟଙ୍କା କହିଲେ ବଡ ସ୍ୱପ୍ନ ଦେଖ

ମୁମ୍ବାଇ: ବଲିଉଡ୍ ତଥା ହଲିଉଡ୍‌ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନସ୍ ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର ମତ ପ୍ରକାଶ କରିଛନ୍ତି । ଜୋ ବାଇଡେନ୍ ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri