ହାପି ବର୍ଥ ଡେ ବ୍ରେଟ୍ ଲି: ଏକଦା ଥିଲେ ସେଲ୍ସମ୍ୟାନ୍; ବିଶ୍ୱକପ୍ରେ ହାଟ୍ରିକ୍ ନେଇ ପୂରଣ କରିଥିଲେ ପିଲାଦିନର ସ୍ବପ୍ନ
ନୂଆଦିଲ୍ଲୀ,୮।୧୧: ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ବ୍ର୍ରେଟ୍ ଲି ବିଶ୍ୱର ଦ୍ରୁତତମ ବୋଲରମାନଙ୍କ ମଧ୍ୟରୁ ଅନ୍ୟତମ। ରବିବାର ସେ ନିଜର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ଏନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ନିଉ ସାଉଥ୍ ଓ୍ବେଲ୍ସରେ ୧୯୭୬ ମସିହା…
ଚିତ୍ରକୋଣ୍ଡାରେ ଡିଜିପି ଅଭୟ: ସମୀକ୍ଷା କଲେ ମାଓବାଦୀ ଗତିବିଧି
ଚିତ୍ରକୋଣ୍ଡା,୮।୧୧(ଡି.ଏନ୍.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଓପ୍ରବଣ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଲାଲଗଡ଼କୁ ରବିବାର ପୋଲିସ ଡିଜି ଅଭୟ ଗସ୍ତ କରିଛନ୍ତି। ସେ ଗୋରାସେତୁ ବିଏସ୍ଏଫ କ୍ୟାମ୍ପକୁ ଯାଇ ମାଓ ସ୍ଥିତି ଓ ଗତିବିଧିର ସମୀକ୍ଷା କରିଛନ୍ତି। ତାଙ୍କ ସହ…
ସାବଧାନ! ଏହି ମାଛ ଖାଇଲେ ଚାଲିଯିବ ଜୀବନ
ସାଧାରଣତଃ ମାଛ ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। ମାତ୍ର ବିଶ୍ୱରେ ଏମିତି ଏକ ମାଛ ଅଛି, ଯାହାକୁ ଖାଇଲେ ଜୀବନ ଚାଲିଯିବ। ତେଣୁ ଏଥିପ୍ରତି ସାବଧାନ ରହିବା ଜରୁରୀ। ଏପରି ବିଷାକ୍ତ ମାଛର ନାଁ ହେଉଛି ପଫର। ଏଥିରେ ସାଇନାଇଡ୍ଠାରୁ…
ବାଇଡେନ-କମଲାଙ୍କ ବିଜୟକୁ ନେଇ ଖୁସି ପ୍ରକାଶ କଲେ ପ୍ରିୟଙ୍କା କହିଲେ ବଡ ସ୍ୱପ୍ନ ଦେଖ
ମୁମ୍ବାଇ: ବଲିଉଡ୍ ତଥା ହଲିଉଡ୍ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନସ୍ ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର ମତ ପ୍ରକାଶ କରିଛନ୍ତି । ଜୋ ବାଇଡେନ୍ ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ…
ବଲିଉଡ୍ ସହ ବାଇଡେନଙ୍କ ସମ୍ପର୍କ ରହିଛି ଏମିତି, ପ୍ରଚାର ମୈଦାନରେ ବାଜୁଥିଲା ଏହି ଫିଲ୍ମ ଗୀତ
ଓ୍ବାଶିଂଟନ/ନୂଆଦିଲ୍ଲୀ,୮ା୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଫଳାଫଳରେ ଡେମୋକ୍ରାଟିକ୍ ପ୍ରାର୍ଥୀ ଜୋ ବାଇଡେନ୍ ବିଜୟ ଲାଭ କରିଛନ୍ତି। ଏହି ନର୍ବାଚନ ଜିତିବା ପରେ ବାଇଡେନ ହେଉଛନ୍ତି ଆମେରିକାର ୪୬ତମ ରାଷ୍ଟ୍ରପତି। ତେବେ ଜାଣନ୍ତି କି ବାଇଡେନ୍ଙ୍କ ସହ ବଲିଉଡ୍ର ସମ୍ପର୍କ ରହିଛି। ଏମିତିରେ…
ଏକ୍ଜିଟ୍ ପୋଲ୍କୁ ଦେଖି କଂଗ୍ରେସ ତତ୍ପର
ନୂଆଦିଲ୍ଲୀ,୮ ।୧୧: ସରିଛି ବିହାର ବିଧାନସଭା ନିର୍ବାଚନ । ଏବେ ଏକ୍ଜିଟ୍ ପୋଲ୍ର ଫଳାଫଳକୁ ଦେଖିଲେ ମହାମେଣ୍ଟ ସମସ୍ତଙ୍କ ଉପରେ ଭାରି ପଡିବ ବୋଲି କୁହାଯାଉଛି । ଆଉ ଏହି ମହାମେଣ୍ଟର ଅଂଶ ହେଉଛି କଂଗ୍ରେସ । ତେଣୁ ଏକ୍ଜିଟ୍ ପୋଲ୍କୁ…
ଟ୍ରମ୍ପ୍ଙ୍କୁ ଛାଡ଼ପତ୍ର ଦେବେ ମେଲାନିଆ: ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚା !
ଓ୍ବାଶିଂଟନ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍ ପରାଜିତ ହୋଇଛନ୍ତି। ଟ୍ରମ୍ପ୍ଙ୍କ ତୃତୀୟ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍ ଏବେ ତାଙ୍କୁ ଛାଡ଼ପତ୍ର ଦେବାକୁ ଯୋଜନା କରିଥିବା ନେଇ ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚା ହେଉଛି। ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ପରେ ମେଲାନିଆ ଏଭଳି…
ବିବାହ ପରେ ନାମ ବଦଳାଇଲେ କାଜଲ; ଅଗ୍ରଓ୍ବାଲ ପରିବର୍ତ୍ତେ ରଖିଲେ କିଚଲୁ
ବମ୍ବେ: ଜୀବନରେ ଅନେକ କିଛି ପରିବର୍ତ୍ତନ କରିଦିଏ ବିବାହ। ସେଭଳି ଗୋଟିଏ ହେଉଛି ନାମ ପରିବର୍ତ୍ତନ। ମହିଳାଟିଏ ବିବାହ ପରେ ନିଜ ସରନେମ୍ ବଦଳାଇଥାଏ। ଯଦିଓ ଆଜିକାଲିର ସମାଜରେ କିଛି ମହିଳା ଏଭଳି କରିବାକୁ ପସନ୍ଦ କରୁନାହାନ୍ତି, ତଥାପି କିଛି ଖୁସିରେ…
ଏସ୍ସି, ଏସ୍ଟି ଛାତ୍ରୀଛାତ୍ରଙ୍କ ସ୍କଲାରଶିପ୍ରେ ହେବନାହିଁ କୌଣସି ପରିବର୍ତ୍ତନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଏସ୍ସି, ଏସ୍ଟି ଛାତ୍ରୀଛାତ୍ରଙ୍କ ପୋଷ୍ଟ ମାଟ୍ରିକ୍ ସ୍କଲାରଶିପ୍ରେ କୌଣସି ପରିବର୍ତ୍ତନ ହେବ ନାହିଁ। ଛାତ୍ରୀଛାତ୍ର ପ୍ରଚଳିତ ହାରରେ ସ୍କଲାରଶିପ୍ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏସ୍ସି, ଏସ୍ଟି ଉନ୍ନୟନ ବିଭାଗ ଦ୍ୱାରା ଏ ସମ୍ପର୍କରେ ପ୍ରକାଶିତ ରେଜୁଲେଶନକୁ…
ବାଇଡେନ୍ ରାଷ୍ଟ୍ରପତି ହେବା ପରେ ନାତୁଣୀ ଶେୟାର କଲେ ଫଟୋ, ଲେଖିଲେ ଏହି ବାର୍ତ୍ତା
ଓ୍ବାଶିଂଟନ,୮ା୧୧: ଆମେରିକାର ରାଷ୍ଟ୍ରପତି ଭାବେ ବିଜୟୀ ଲାଭ କରିଛନ୍ତି ଜୋ ବାଇଡେନ୍। ପେନ୍ସିଲଭାନିଆରେ ଯେତେବେଳେ ଜୋ ବାଇଡେନ୍ଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଘୋଷଣା କରାଯାଇଥିଲା ସେତେବେଳେ ତାଙ୍କ ପରିବାର ସଦସ୍ୟମାନେ ଏକାଠି ହୋଇ ତାଙ୍କୁ ଆଲିଙ୍ଗନ କରିଥିଲେ। ଏହି ଶୁଭ…
ସର୍ଚ୍ଚ ଅପରେଶନ୍: ଜଣେ ଯବାନ ଶହୀଦ୍
ଶ୍ରୀନଗର,୮।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ସର୍ଚ୍ଚ ଅପରେଶନ୍ରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। କୁପଓ୍ବାରା ଜିଲାର ମାଛିଲି ସେକ୍ଟରଠାରେ ଆତଙ୍କବାଦୀ ଏବଂ ମିଳିତ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ଏହା ଘଟିଛି। ଶହୀଦ୍ ହୋଇଥିବା ଯବାନ ହେଉଛନ୍ତି କନେଷ୍ଟଳ ସୁଦୀପ୍…
ପାଞ୍ଚ ଲକ୍ଷ ଭାରତୀୟଙ୍କୁ ବାଇଡେନ ଦେବେ ଆମେରିକା ନାଗରିକତା!
ୱାଶିଂଟନ,୮ ।୧୧: ଜୋ ବାଇଡେନ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିବା ପରେ ସେ କହିଛନ୍ତି ମୁଁ ବାଣ୍ଟିବା ବା ଭାଙ୍ଗିବା ବାଲା ରାଷ୍ଟ୍ରପତି ନୁହେଁ । ବରଂ ଦେଶକୁ ଏକଜୁଟ କରିବା ରାଷ୍ଟ୍ରପତି । ଅନୁମାନ କରାଯାଉଛି କି…
Archives


