Home Left

୭୦ ବର୍ଷୀୟା ବୃଦ୍ଧା ମାଆକୁ ଘରୁ ବାହାର କରିଦେଲେ ପୁଅ, ବୋହୂ

ପୁରୀ ଅଫିସ,୮ା୧୧: ପାରିବାରିକ କଳହ ଏବେ ଭୟଙ୍କର ରୂପ ନେଉଛି। ଅନେକ ସମୟରେ ନିଜ ଜନ୍ମ କଲା ମାଆକୁ ବି ପୁଅ ହତାଦାର କରୁଛନ୍ତି। ଶନିବାର ପୁରୀରେ ଏମିତି ଏକ ଘଟଣା ନଜରକୁ ଆସିଛି। ବୃଦ୍ଧା ରୋଗଣା ମାଆକୁ ସ୍ତ୍ରୀ ସହିତ…

କରୋନା ଛଡ଼ାଇନେଇଛି ବୃତ୍ତି: ବଞ୍ଚିବା ପାଇଁ ଯାତ୍ରା କଳାକାରଙ୍କ ନିଆରା ପ୍ରୟାସ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): କରୋନା ମହାମାରୀ ଛଡ଼ାଇନେଇଛି କଳାକାରଙ୍କ ବୃତ୍ତି, ବେଉସା। ପେଟକୁ ଦାନା ମୁଠେ ଯୋଗାଡ଼ କରିବାକୁ ସେମାନେ ବିଭିନ୍ନ ପନ୍ଥା ଆପଣାଉଛନ୍ତି। ନିକଟରେ ବଲିଉଡ୍‌ରେ ଭାଗ୍ୟ ପରୀକ୍ଷା କରୁଥିବା ଜଣେ ସିନେ କଳାକାର ଭୁବନେଶ୍ୱରରେ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ କୋରାପୁଟର ଝିଅ ପ୍ରାଞ୍ଜଳ, ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଚମକିଲେ

କୋଟପାଡ଼,୮ା୧୧ (ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳର ପ୍ରାଞ୍ଜଳ ପାତ୍ର ଆନ୍ତଃ ରାଜ୍ୟସ୍ତରୀୟ ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଗତ କିଛିଦିନ ପୂର୍ବେ ପ୍ରଥମେ ଜିରୋନ ପ୍ରଡକ୍ସନର ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି…

ଉପରାଷ୍ଟ୍ରପତି ପଦରେ ମୁଁ ପ୍ରଥମ ମହିଳା କିନ୍ତୁ ଶେଷ ନୁହେଁ: କମଲା

ୱାଶିଂଟନ,୮ ।୧୧: ଆମେରିକାର ୪୬ତମ ରାଷ୍ଟ୍ରପତି ପାଇଁ ନିର୍ବାଚନ ସରିଥିବା ବେଳେ ଫଳାଫଳ ବି ଆସି ଯାଇଛି । ଏଥିରେ ଡେମୋକ୍ରାଟିକ୍ ପାର୍ଟିର ଜୋସେଫ ଆର୍ ବାଇଡେନ୍ ବା ଜୋ ବାଇଡେନ୍ ଆମେରିକାର ରାଷ୍ଟ୍ରପତି ଓ ଭାରତୀୟ ମୂଳ ବାସିନ୍ଦା କମଲା…

ବାଇଡେନ୍‌ଙ୍କୁ ଶୁଭେଚ୍ଛା ଜଣାଇଲେ ଦିଗ୍‌ବିଜୟ: ୨୦୨୪ରେ ଭାରତକୁ ବି ନୂଆ ନେତା ମିଳିବାର ରହିଛି ଆଶା !

ନୂଆଦିଲ୍ଲୀ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ଙ୍କ ବିଜୟ ହୋଇଛି। ଏନେଇ କଂଗ୍ରେସ ନେତା ଦିଗ୍‌ ବିଜୟ ସିଂ ତାଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତିି। ସେ ଆମେରିକା ମତଦାତାଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ସେମାନଙ୍କର ପଦକ୍ଷେପ…

ବାଇଡେନ୍‌ଙ୍କୁ ନେଇ ବଢ଼ୁଛି ଉତ୍କଣ୍ଠା

ନୂଆଦିଲ୍ଲୀ, ୮।୧୧: ଡେମୋକ୍ରାଟିକ୍‌ ପାର୍ଟି ନେତା ଜୋ ବାଇଡେନ୍‌ ନିର୍ବାଚନ ଜିତି ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ତାଙ୍କ ପ୍ରଶାସନର ଭାରତ ସହ କିଭଳି ସମ୍ପର୍କ ରହିବ ତାହାକୁ ନେଇ ଭାରତୀୟଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ବାରାକ…

ରାପର କିଙ୍ଗ୍‌ ଭୋନ୍‌ଙ୍କ ସମେତ ୩ ମୃତ

ଆଟଲାଣ୍ଟା,୮।୧୧: ଚିକାଗୋ ରାପର କିଙ୍ଗ ଆକା କିଙ୍ଗ ଭୋନ୍‌ ଓ ଅନ୍ୟ ଦୁଇଜଣ ଶୁକ୍ରବାର ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି। ଏକ ନାଇଟ କ୍ଲବ ବାହାରେ ଥିବାବେଳେ ଗୁଳିମାଡ଼ କରାଯାଇଥିଲା। ପାର୍କିଂ ଲଟ୍‌ରେ ଦୁଇଗୋଷ୍ଠୀ ମଧ୍ୟରେ ଯୁକ୍ତିତର୍କ ହେବା ପରେ ଗୁଳିମାଡ଼ କରାଯାଇଥିଲା।…

୫୦% ଛାତ୍ରଙ୍କୁ କଲେଜରେ ମିଳିବ ଅନୁମତି: ୟୁଜିସି

ଜାତିସଂଘ,୮।୧୧: ଭାରତୀୟ କୂଟନୀତଜ୍ଞ ବିଦିଶା ମୈତ୍ର ଜାତିସଂଘ ଉପଦେଷ୍ଟା (ପ୍ରଶାସନିକ ଓ ବଜେଟାରି) କମିିଟିକୁ ମନୋନୀତ ହୋଇଛନ୍ତି। ତାଙ୍କୁ ୧୨୬ ଖଣ୍ଡ ଭୋଟ ମିଳିଛି। ୧୯୩ ସଦସ୍ୟଯୁକ୍ତ ସାଧାରଣ ସଭାରେ ଯୋଗ୍ୟତା, ଅଭିଜ୍ଞତା ଓ ଭୌଗୋଳିକ ଜ୍ଞାନକୁ ନେଇ ସଦସ୍ୟକୁ ବଛାଯାଇଥାଏ।…

ଶପଥ ନେଲେ ନୂଆ ସିଆଇସି

ନୂଆଦିଲ୍ଲୀ,୮।୧୧: ନୂଆ ମୁଖ୍ୟ ସୂଚନା କମିଶନର(ସିଆଇସି) ଭାବେ ୟଶ୍‌ବର୍ଦ୍ଧନ ସିହ୍ନା ଶନିବାର ଶପଥଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଥିଲେ। ଆଗାମୀ ୩ ବର୍ଷ ଲାଗି ସିହ୍ନା ସୂଚନା…

ପ୍ରଥମେ ୩୦କୋଟିଙ୍କୁ ଦିଆଯିବ ଟିକା

ନୂଆଦିଲ୍ଲୀ,୮।୧୧: ଭାରତରେ ଆସନ୍ତା ଫେବୃୟାରୀରେ କରୋନା ଟିକା ଉପଲବ୍ଧ ହେବ। ଭାରତ ବାୟୋଟେକ୍‌ ପକ୍ଷରୁ ଏହାର ଟିକା କୋଭାକ୍ସିନ୍‌ ପ୍ରଥମ ଥର ଲାଗି ଭାରତରେ ମିଳିବ। ଏହି ଟିକାର ବିତରଣ ପ୍ରକ୍ରିୟା ନେଇ କେନ୍ଦ୍ର ସରକାର ଚୂଡ଼ାନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଅର୍ଣ୍ଣବଙ୍କ ଜାମିନ ଆବେଦନ ରାୟ ସଂରକ୍ଷିତ

ମୁମ୍ବାଇ, ୮।୧୧: ରିପବ୍ଲିକାନ ଟିଭିର ଏଡିଟର-ଇନ୍‌-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀ ଅନ୍ତରୀଣ ଜାମିନ ପାଇଁ କରିଥିବା ଆବେଦନ ଉପରେ ବମ୍ବେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଫଳରେ ଶନିବାର ତାଙ୍କର ହାଜତରୁ ବାହାରିବା ସମ୍ଭବ ହୋଇନାହିଁ। ୨୦୧୮ରେ ସେ ଇଣ୍ଟେରିୟର ଡିଜାଇନର ଅନ୍ବୟ…

ଏକ୍‌ଜିଟ୍‌ ପୋଲ୍‌ରେ ମହାମେଣ୍ଟ

ନୂଆଦିଲ୍ଲୀ,୮ା୧୧: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଶାସନ କରୁଥିବା ବିହାରରେ ଏଥର କ୍ଷମତା ପରିବର୍ତ୍ତନର ଆଭାସ ମିଳିଛି। ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ନେତୃତ୍ୱାଧୀନ ବିରୋଧୀ ମହାମେଣ୍ଟ ହାତକୁ ଶାସନର ଡୋରି ଯାଇପାରେ। ହିନ୍ଦୀ ଭାଷୀ ଏହି ରାଜ୍ୟରେ ତେଜସ୍ବୀ ଯାଦବଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri