Home Left

ଭୁବନେଶ୍ୱରରୁ ପୁଣି ୬୪ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୮୭

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ଜଣ ରହିଥିବା ବେଳେ ଲୋକାଲ କେସ୍‌ ରହିଛି ୪୭। ସେହିପରି ଆଜି ଭୁବନେଶ୍ୱରରୁ ୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ…

ଆଜୀବନ କାରାଦଣ୍ଡ ଭୋଗୁଥିବା ୫୫ ମହିଳା କଏଦୀ ହେବେ ମୁକ୍ତ

ବିଜୟଓ୍ବାଡା,୭।୧୧: ଆନ୍ଧ୍ରପ୍ରଦେଶ ସରକାର ଆଜୀବନ କାରାଦଣ୍ଡ ଭୋଗୁଥିବା ୫୫ ମହିଳା କଏଦୀଙ୍କୁ ମୁକ୍ତ କରିବା ଲାଗି ଯୋଜନା କରିଛନ୍ତି। ରାଜ୍ୟର ବିଭିନ୍ନ ଜେଲ୍‌ରେ ଏହି ମହିଳା କଏଦୀଙ୍କୁ ଚଳିତ ସପ୍ତାହରେ ମୁକ୍ତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ନିଷ୍ପତ୍ତି…

ନିର୍ବାଚନ ପରିଣାମ ଆସିବା ପୂର୍ବରୁ ହ୍ବାଇଟ୍‌ ହାଉସ୍‌ ଛାଡ଼ୁଛନ୍ତି କି ଟ୍ରମ୍ପ? ଭାଇରାଲ ହେଉଛି ଏହି ଭିଡିଓ, ଦେଖନ୍ତୁ…

ଓ୍ବାଶିଂଟନ,୭।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଉପରେ ବିଶ୍ୱ ସମୁଦାୟର ନଜର କେନ୍ଦ୍ରୀଭୂତ ହୋଇଥିବା ବେଳେ ୭୭ ବର୍ଷୀୟ ଡେମୋକ୍ରାଟ ଜୋ ବାଇଡେନ୍‌ ଜିତିବା ଧିରେ ଧିରେ ସ୍ପଷ୍ଟ ହେଉଛି। ଅପରପକ୍ଷେ ରିପବ୍ଲିକାନ୍‌ ଡୋନାଲ୍ଡ ଟ୍ରମ୍ପ ଏହି ଜନାଦେଶକୁ ଗ୍ରହଣ କରିବାକୁ ଅସ୍ବୀକାର…

ଭୋଟର-ସୁରକ୍ଷାକର୍ମୀ ହାତାହାତି: ଲାଠିଚାର୍ଜ, ଫାୟାରିଂ ଯୋଗୁ ଲୋକେ ଆତଙ୍କିତ

ପାଟନା,୭।୧୧: ବିହାରର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ଭୋଟର ଏବଂ ସୁରକ୍ଷାକର୍ମୀ ହାତାହାତି ହୋଇଛନ୍ତି। ପୂର୍ଣିଆର ଧମଦାହା ଆସନର ଅଲିଗଞ୍ଜ୍‌ ସ୍ଥିତ ବୁଥ୍‌ ନମ୍ବର ୨୮୨ରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଲାଇନରେ ଭୋଟରମାନେ ମତଦାନ କରୁଥିଲେ। ଜଣେ…

ଶାହାରୁଖ୍‌ଙ୍କୁ ଦେଖିବା ପାଇଁ ତାଙ୍କ ଘର ସମ୍ମୁଖରେ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ରାଜକୁମାର ରାଓ ନିଜର ପ୍ରତିଭା ମାଧ୍ୟମରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ପ୍ରତ୍ୟେକ ଫିଲ୍ମରେ ତାଙ୍କ କାମକୁ ପ୍ରଶଂସା କରାଯାଏ। ତେବେ ରାଜକୁମାର ଯଦି ଜଣେ ଅଭିନେତା ହୋଇପାରିଛନ୍ତି ତାହା କେବଳ ଶାହାରୁଖ୍‌ ଖାନ୍‌ଙ୍କ…

କଏଦୀଙ୍କ ପିଲାଙ୍କୁ ପାଠପଢ଼ାରେ ସହାୟତା କରିବେ କେରଳ ସରକାର

ଥିରୁଭାନନ୍ତପୁରମ୍‌,୭।୧୧: କଏଦୀଙ୍କ ପିଲାଙ୍କୁ ପାଠପଢ଼ାରେ ସହାୟତା କରିବା ଲାଗି କେରଳ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସରକାର ନିଷ୍ପତ୍ତି ନେଇଛନ୍ତି। ସାଧାରଣ ଶିକ୍ଷାପାଇଁ ୧୫ ଲକ୍ଷ ଟଙ୍କା ଅନୁଦାନ ଯୋଗାଇ ଦିଆଯାଇଥିବାବେଳେ ପେଶାଦାର ଶିକ୍ଷା ଲାଗି ୫…

କେରଳ ରାଜ୍ୟପାଳ କରୋନା ପଜିଟିଭ

ଥିରୁଭାନନ୍ତପୁରମ,୭ ।୧୧: କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାଁ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଟୁଇଟରରେ ସେ ନିଜେ ଏହି ସୂଚନା ଦେଇଛନ୍ତି । ସେ ଟୁଇଟ୍ କରି…

ଗୁପ୍‌ଚୁପ୍‌ରେ ଶୌଚାଳୟ ପାଣି: ଲୋକେ ଭାଙ୍ଗିଦେଲେ ଠେଲାଗାଡ଼ି

ମୁମ୍ବାଇ,୭।୧୧: ରାସ୍ତାକଡ଼ରେ ଗୁପ୍‌ଚୁପ୍‌ ଖାଇବାକୁ କେତେକ ପସନ୍ଦ କରିଥାନ୍ତି। ତେବେ ମୁମ୍ବାଇର କୋହ୍ଲାପୁର ଅଞ୍ଚଳରେ ଲୋକଙ୍କୁ ପିଇବାକୁ ଦେଉଥିବା ଖଟାପାଣିରେ ଶୌଚାଳୟ ପାଣି ମିଶାଉଥିବା ଅଭିଯୋଗରେ ଜଣେ ଗୁପ୍‌ ଚୁପ୍‌ ବିକାଳିଙ୍କ ଠେଲାଗାଡ଼ିକୁ ଲୋକେ ଭାଙ୍ଗି ଦେଇଛନ୍ତି। ସ୍ଥାନୀୟ ରଣକଳା ଝିଲ୍‌…

ଓଡ଼ିଶାବାସୀଙ୍କୁ ସତର୍କ ରହିବାକୁ ପଡ଼ିବ: ବାଚସ୍ପତି

ଦିଗପହଣ୍ଡି, ୭।୧୧ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ଶନିବାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ଲୋକଙ୍କୁ ସତର୍କ ରହିବା ସହ ମୁହଁରେ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଛନ୍ତି। ଶୀତଋତୁରେ ଓଡ଼ିଶାବାସୀଙ୍କୁ…

ଡେଟିଂ ଆପ୍‌ରେ ମିଳିଥିବା ପ୍ରେମିକଙ୍କ ପାଇଁ ଘର, ଚାକିରି ଛାଡିଲେ ଏହି ସୁନ୍ଦରୀ: ଶେଷରେ ଘଟିଲା ଏମିତି…

ଅଷ୍ଟ୍ରେଲିଆର ୨୭ ବର୍ଷିୟା ଷ୍ଟେଫନି ଗୋର୍ଟନ ଡେଟିଂ ଆପ୍‌ ମାଧ୍ୟମରେ ଜଣେ ବ୍ୟକ୍ତିଙ୍କୁ ଭେଟିଥିଲେ। ଉକ୍ତ ବ୍ୟକ୍ତିଙ୍କ ପାଇଁ ଷ୍ଟେଫନି ନିଜ ଚାକରି ଏବଂ ଘର ମଧ୍ୟ ଛାଡିବାକୁ ପଛାଇଲେ ନାହିଁ। କିନ୍ତୁ ପରେ ଯାହା ଘଟିଲା ଷ୍ଟେଫିନ ଲଜ୍ଜାରେ କାହାକୁ…

ଚକମା ଦେଖାଇ ଗଧିଆ ଛୁଆକୁ କାବୁ କରିନେଲେ ମହିଳା: ଶେଷ ଯାଏଁ ନ ଦେଖିଲେ ଜାଣି ହେଲାନି ଚାଲ୍‌

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…

ଆର୍‌ସିବି-ହାଇଦ୍ରାବାଦ ମ୍ୟାଚ୍‌ରେ ନିଆରା ଦୃଶ୍ୟ: ଗୋଟିଏ ମ୍ୟାଚ୍‌ରେ ନଜର ଆସିଲେ ୪ ଦେଶର ଅଧିନାୟକ

ଆବୁଧାବି,୭।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୦ ର ଦ୍ୱିତୀୟ ଏଲିମିନେଟର ମ୍ୟାଚ୍‌ ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳା ଯାଇଛି। ଉଭୟ ଟିମ୍‌ ପାଇଁ ଏହା ଡୁ ଅର୍‌ ଡାଏ ମ୍ୟାଚ୍‌ ଥିଲା। ହେଲେ ଏଥିରେ ହାଇଦ୍ରାବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri