Home Left

କରୋନା ରୋଗୀଙ୍କ ପାଇଁ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାୟଗଡ଼ାର ବିଷମ କଟକ ଭଳି ଅନୁନ୍ନତ ଅଞ୍ଚଳରେ କରୋନା ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ମିଳିବ। ନୂଆଦିଲ୍ଲୀସ୍ଥିତ ସାମାଜିକ ଅନୁଷ୍ଠାନ ‘ଆଶ୍ରା’ ପକ୍ଷରୁ ଏପରି ଉଦ୍ୟମ ଆରମ୍ଭ ହୋଇଛି। ଶୁକ୍ରବାର ମଞ୍ଚେଶ୍ବରସ୍ଥିତ ଓଡ଼ିଶା ଡିଜେଲ୍‌ ଇଞ୍ଜିନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ପରିସରରେ ଅନୁଷ୍ଠାନର…

ଅନ୍ଧାରୁଆରେ ହେବ ଟିକା ପ୍ରସ୍ତୁତ ୟୁନିଟ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଟିକା ତିଆରି ୟୁନିଟ୍‌ ସ୍ଥାପନ ହେବ। ଏଥିରେ ୩୦୦ କୋଟି ଟଙ୍କାର ପୁଞ୍ଜିନେବଶ କରାଯିବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ବୈଠକରେ ଏହି…

ଆସନ୍ତା ସପ୍ତାହରେ ବସିପାରେ କ୍ୟାବିନେଟ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଆସନ୍ତା ସପ୍ତାହରେ ରାଜ୍ୟ କ୍ୟାବିନେଟ ବୈଠକ ବସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଚଳିତ ୧୦ ତାରିଖରେ ଭିଡିଓ କନଫରେନ୍ସରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଏଥିରେ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ସମେତ ଜଙ୍ଗଲ…

ଶୀତ ଅଧିବେଶନ ପୂର୍ବରୁ ୧୦ରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ଅତିରିକ୍ତ ବଜେଟ୍‌ ଆଗତ ହେବା ସହିତ ଏହାକୁ ମଞ୍ଜୁରୀ ପ୍ରଦାନ କରାଯିବ। ହେଲେ ଆସନ୍ତା ଅଧିବେଶନରେ ବିଧାୟକ, ବିଧାନସଭା…

ସେଲ୍ଫ ଆଇସୋଲେଶନରେ ଗମ୍ଭୀର

ନୂଆଦିଲ୍ଲୀ, ୭ା୧୧ (ପି.ଟି.)-ଭାରତର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କ ଘରେ ଜଣେ କେହି କରୋନା ସଂକ୍ରମିତ ହୋଇଛନ୍ତି। ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ସେ ନିଜର କୋଭିଡ୍‌ ଟେଷ୍ଟ କରିଥିବାବେଳେ ସେଲ୍ଫ ଆଇସୋଲେଶନରେ ରହିଛନ୍ତି। ଏହାକୁ ହାଲୁକା ଭାବେ ନ ନେଇ ସମସ୍ତଙ୍କୁ…

ରୟାଲ ଚ୍ୟାଲେଞ୍ଜର୍ସ ଏଲିମିନେଟ୍‌

ଆବୁଧାବି, ୭।୧୧- ଖରାପ ବ୍ୟାଟିଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଗୁରୁତ୍ୱପୂର୍ଣ୍ଣ ଏଲିମିନେଟର ମ୍ୟାଚରେ ବିରାଟ କୋହଲିଙ୍କ ଦଳ ସନ୍‌ରାଇଜର୍ସ ହାଇଦ୍ରାବାଦ ନିକଟରୁ ୬ ଉଇକେଟରେ ହାରି ବିଦାୟ ନେଇଛି।…

ତେଜରାତି ଦୋକାନରେ ୨ ମୂଷାଙ୍କ ମଧ୍ୟରେ ଚାଲିଲା ଘମାଘୋଟ ଲଢେଇ: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଏକ ତେଜରାତି ଦୋକାନରେ ୨ ମୂଷାଙ୍କ ଘମାଘୋଟ ଲଢେଇର ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଏକ ତେଜରାତି ଦୋକାନର ଉପର ସେଲ୍ଫରେ ଦୁଇ ମୂଷା ଲଢେଇ କରୁଛନ୍ତି। ଏହି…

ସ୍କୁଲ ସମୟର ଫଟୋ ଶେୟାର କଲେ ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀ

ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ବର୍ତ୍ତମାନ ନିଜ ସ୍କୁଲ ସମୟର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ସେ ନିଜ ସାଙ୍ଗମାନଙ୍କ ସହ ନଜର ଆସିଛନ୍ତି। ପିଲାଦିନର ସ୍ମୃତି ଚାରଣ କରି…

ହଜ ଯାତ୍ରା ଉପରେ ଲାଗିଥିବା ପ୍ରତିବନ୍ଧକ ହଟିଲା: ନଭେମ୍ବର ୭ରୁ ୧୦ଯାଏଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୬।୧୧: ହଜ ଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଥିବା ଯାତ୍ରୀଙ୍କ ପାଇଁ ଖୁସି ଖବର। ହଜ କମିଟି ଅଫ୍‌ ଇଣ୍ଡିଆ ପକ୍ଷରୁ ହଜ ଯାତ୍ରା ୨୦୨୧ ପାଇଁ ଆକ୍ସନ ପ୍ଲାନ ଜାରି କରାଯାଇଛି। କିନ୍ତୁ କରୋନା କାଳ ପାଇଁ ଚଳିତ ଥର କିଛି…

ଦିଲ୍ଲୀ, ପଶ୍ଚିମବଙ୍ଗ ପରେ ଏବେ କର୍ନାଟକରେ ବି ବିନା ବାଣରେ ପାଳନ ହେବ ଦୀପାବଳି: ମୁଖ୍ୟମନ୍ତ୍ରୀ ଲଗାଇଲେ ପ୍ରତିବନ୍ଧକ

ବେଙ୍ଗାଲୁରୁ,୬।୧୧: ଦେଶରେ ବଢ଼ୁଥିବା ପ୍ରଦୂଷଣ ଓ କରୋନା ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଚଳିତ ଥର ଦୀପାବଳିରେ ବାଣ ନ ଫୁଟାଇବା ପାଇଁ ବିଭିନ୍ନ ରାଜ୍ୟର ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ, ପଶ୍ଚିମବଙ୍ଗ, ରାଜସ୍ଥାନ ଓ ଓଡ଼ିଶା ପରେ ଏବେ କର୍ନାଟକରେ…

ବିଜେଡିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଜୀବନ ପ୍ରଦୀପ ଦାସ। ଏ ନେଇ ଶୁକ୍ରବାର ବାଲେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନିଜର ଇସ୍ତଫା ସମ୍ପର୍କରେ ଘୋଷଣା କରିଛନ୍ତି ଜୀବନ। ଅଭିଯୋଗ ଉପରେ ପକ୍ଷ ରଖିବାକୁ ସୁଯୋଗ ନ ଦେବାରୁ ସେ…

ମତୁଆ ସମ୍ପ୍ରଦାୟର ମନ୍ଦିର ଦର୍ଶନ ପରେ ଭୋଜନ କଲେ ଶାହା

କୋଲକାତା, ୬।୧୧: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ମିଶନ ପଶ୍ଚିମବଙ୍ଗରେ। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରୀ କାଳୀଙ୍କୁ ଦର୍ଶନ କରିଥିଲେ। ଦ୍ୱିପ୍ରହରରେ ଶାହା କୋଲକାତାର ନ୍ୟୁଟାଉନ ସ୍ଥିତ ମତୁଆ ସମ୍ପ୍ରଦାୟର ମନ୍ଦିର ଦର୍ଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri