Home Left

କପିଳାଶ ଜାଗର ଯାତ୍ରା ପାଇଁ କଟକଣା: ଜିଲାବାସୀଙ୍କ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଢେଙ୍କାନାଳ ଅଫିସ, ୪।୩: ଆସନ୍ତା ୧୧ ତାରିଖରେ ପଡ଼ୁଛି ମହା ଶିବରାତ୍ରୀ। ଏହି ଅବସରରେ ପ୍ରସିଦ୍ଧ ଶୈବ ପୀଠ ଢେଙ୍କାନାଳର କପିଳାଶରେ କଟକଣା ଜାରି କରାଯାଇଛି। ଜାଗର ଯାତ୍ରାରେ ଜିଲା ବାହାର ଲୋକଙ୍କୁ କପିଳାଶକୁ ବାରଣ କରାଯାଇଛି । ଏପରିକି କୋଭିଡ୍‌…

ପୁଣି ଥରେ ସ୍ଥଗିତ ହେଲା ପିଏସ୍‌ଏଲ

କରାଚୀ,୪।୩ : ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)କୁ ଗୁରୁବାର ବାତିଲ କରିଦିଆଯାଇଛି। ୩ ଖେଳାଳିଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଏହି ଟି୨୦ ଇଭେଣ୍ଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ଲିଗ୍‌କୁ…

ପୁଣି ଚାଲିଲା ଅଶ୍ୱିନ-ଅକ୍ଷରଙ୍କ ଯାଦୁ : ୨୦୫ରେ ଅଲଆଉଟ୍‌ ହେଲା ଇଂଲଣ୍ଡ

ଅହମ୍ମଦାବାଦ,୪।୩ : ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଓ ତୃତୀୟ ଟେଷ୍ଟ ଭଳି ଚତୁର୍ଥ ମ୍ୟାଚ୍‌ରେ ମଧ୍ୟ ଭାରତୀୟ ଦଳର ଦୁଇ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଓ ଅକ୍ଷର ପଟଲଙ୍କ ଯୋଡ଼ିର ଯାଦୁ ଦେଖିବାକୁ ମିଳିଛି। ଏଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଚତୁର୍ଥ…

ମା’ବାପାଙ୍କ ସହ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ନେଲେ କୋଭିଶିଲ୍ଡ ଟିକା

ନୂଆଦିଲ୍ଲୀ,୪।୩: ଲୋକ ନାୟକ ଜୟ ପ୍ରକାଶ ନାରାୟଣ ଡାକ୍ତରଖାନାରେ ଗୁରୁବାର ବାପା ଗୋବିନ୍ଦ ରାମ କେଜ୍ରିୱାଲ ଏବଂ ମା’ ଗୀତା ଦେବୀଙ୍କ ସହ ଦିଲ୍ଲୀ ମୁଖ୍ୟ ମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଉତ୍ପାଦିତ କୋଭିଶିଲ୍ଡ ଟିକା ନେଇଛନ୍ତି। ଟିକାକରଣ ପରେ…

ଚେନ୍ନାଇରେ ଧୋନୀ; ଆରମ୍ଭ ହେବ ସିଏସ୍‌କେର ଟ୍ରେନିଂ କ୍ୟାମ୍ପ

ଚେନ୍ନାଇ,୪।୩ : ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ରାତିରେ ତାମିଲନାଡୁର ରାଜଧାନୀରେ ପହଞ୍ଚିଛନ୍ତି। ଆଗାମୀ ଆଇପିଏଲ ଲାଗି ଧୋନୀଙ୍କ ଦଳ ଆସନ୍ତା ୯ ତାରିଖରୁ ଟ୍ରେନିଂ କ୍ୟାମ୍ପ ଆରମ୍ଭ କରିପାରେ। ସେ ଏଠାରେ ୫…

ପୁଣି ବଢ଼ିଲା ବସ୍‌ ଭଡ଼ା, କେତେ ହେଲା ଜାଣନ୍ତୁ…

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିଲା ବସ୍‌ ଭଡ଼ା। ଲଗାତାର ଭାବେ ପ୍ରେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣିଥରେ ବସ୍‌ ଭଡ଼ା ବୃଦ୍ଧି ପାଇଛି। ବର୍ଦ୍ଧିତ ଭଡ଼ା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍‌ ଭଡା କିଲୋମିଟର…

କରୋନା ଟିକା ଲଗାଇବା ପରେ ଖୁସିରେ ନାଚିଲେ ଏହି ପଞ୍ଜାବୀ ବ୍ୟକ୍ତି, ଭିଡିଓ ଭାଇରାଲ ପରେ…

କରୋନା ସଂକ୍ରମଣରୁ ରକ୍ଷା ପାଇବାକୁ ନେଇ ବିଶ୍ୱରେ ଟିକାକରଣ ପ୍ରକିୟା ଜାରି ରହିଛି। ପ୍ରଥମେ ଟିକାକୁ ନେଇ ଲୋକଙ୍କ ମନରେ ଡର ଥିଲା। ହେଲେ ଏହା ଧିରେ ଧିରେ କମିବାରେ ଲାଗିଛି। ଏହି କ୍ରମରେ କାନାଡ଼ାରେ କରୋନା ଟିକା ନେବା ପରେ…

ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ୪ ଲୋକାଲ କେସ ରହିଛି। ସହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…

ମଝି ରାସ୍ତାରେ ହାତୀକୁ ଦେଖି ସାଇକେଲ୍‌ ଧରି ଧାଇଁଲେ ବ୍ୟକ୍ତି, ହେଲେ …

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

ଝିଅର ଏପରି କାର୍ଯ୍ୟକଳାପରେ ବିରକ୍ତ ହେଲେ ଟ୍ବିଙ୍କଲ, କହିଲେ ଏମିତି…

ବଲିଉଡ୍‌ର ଖିଲାଡି ହିରୋ ଅକ୍ଷୟ କୁମାରଙ୍କ ଅଭିନେତ୍ରୀ ସ୍ତ୍ରୀ ଟ୍ବିଙ୍କଲ ଖନ୍ନା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ନିଜର ପୋଷ୍ଟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିଜର ପ୍ରତିଟି ମୁହୂର୍ତ୍ତକୁ ପ୍ରଶଂସକଙ୍କ ସହ ସେ ଶେୟାର କରିଥାନ୍ତି। ନିକଟରେ ଟ୍ବିଙ୍କଲ…

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୩ ଯବାନ ସହିଦ, ଦୁଇ ଗୁରୁତର

ରାଉରକେଲା,୪।୩(ଡି.ଏନ୍‌.ଏ.): ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ କୁମ୍ବିଂ ଅପରେଶନ ଚାଲିଥିବାବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ତିନି ଯବାନ ସହିଦ ହୋଇଛନ୍ତି। ଅନ୍ୟ ଦୁଇ ଯବାନ ଗୁରୁତର ହୋଇଛନ୍ତି। ସହିଦ ଯବାନମାନେ ହେଲେ ଦେବେନ୍ଦ୍ର କୁମାର ପଣ୍ଡିତ, ହରଦ୍ବାର…

ନିର୍ଦ୍ଦୋଷ ଥାଇ ୨୩ ବର୍ଷ ଜେଲ୍‌ରେ ରହିଲେ ଏହି ବ୍ୟକ୍ତି, ଏବେ ସରକାର ଗଣିବେ…

ଓ୍ବାଶିଂଟନ,୪।୩: ଆମେରିକାର ଜଣେ ବ୍ୟକ୍ତି ନିର୍ଦ୍ଦୋଷ ହୋଇ ବି ୨୩ ବର୍ଷ ପର୍ଯ୍ୟନ୍ତ ଜେଲ୍‌ରେ ସଜା କାଟିଲେ। ଏବେ ତାଙ୍କୁ ନ୍ୟାୟ ମିଳିଛି। କୋର୍ଟଙ୍କ କହିବା ଅନୁଯାୟୀ, କ୍ଷତିପୂରଣ ହିସାବରେ ଏହି ବ୍ୟକ୍ତିଙ୍କୁ ୫ ହଜାର ଡଲାର ଅର୍ଥାତ୍‌ ପ୍ରାୟ ୩.୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?