ଜିପିଟିଇଏ, ଜିଆରଏସ୍ଙ୍କୁ ତାଲା ପକାଇଲେ ଜିଲାପରିଷଦ ସଦସ୍ୟା
ପାଟଣା,୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ କାର୍ଯ୍ୟାଳୟ ଗୃହରେ ଗୁରୁବାର ପୂର୍ବାହ୍ନରେ ବ୍ଲକର ପଞ୍ଚାୟତ ବୈଷୟିକ ସହାୟିକା ମୋନାଲିସା ଚକ୍ର ଓ ଜିଆରଏସ ନିର୍ମଳ ମହାନ୍ତଙ୍କୁ ଅଫିସ କାର୍ଯ୍ୟାଳୟରେ ୨୨ ନମ୍ବର ଜିଲାପରିଷଦ ସଦସ୍ୟା ଡଲି ପାତ୍ର ତାଲା…
ଖରାକୁ ସାମ୍ନା କରିବାକୁ ଆନ୍ଦୋଳନରତ କୃଷକଙ୍କ ପାଇଁ ଲାଗିଲା ଫ୍ରିଜ୍, ଫ୍ୟାନ୍, ପାଣିପମ୍ପ
ନୂଆଦିଲ୍ଲୀ,୪ ।୩: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଗତ ଡିସେମ୍ବରରୁ ଦିଲ୍ଲୀର ବିଭିନ୍ନ ସୀମାରେ କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ପ୍ରବଳ ଥଣ୍ଡାକୁ ସାମ୍ନାକରି ମଧ୍ୟ ଏମାନେ ଆନ୍ଦୋଳନରୁ ଓହରି ଯାଇ ନାହାନ୍ତି । ତମ୍ବୁ ମଧ୍ୟରେ…
କ୍ଲବ୍-୬୯
ସାଇବର କ୍ରାଇମ୍ ଏବେ ଏକ ବଡ଼ ସମସ୍ୟା ଭାବରେ ଉଭା ହୋଇଛି କହିଲେ ଆଦୌ ଭୁଲ ହେବ ନାହିଁ। ମୋବାଇଲ୍ରେ ଫେକ୍ କଲ୍ ମାଧ୍ୟମରେ ମିଠା ମିଠା କଥା କହି ଅନ୍ୟମାନଙ୍କୁ ଅସୁବିଧାରେ ପକାଇବା ଲାଗି କେତେକ ଗ୍ୟାଙ୍ଗ ବେଶ୍ ତତ୍ପର।…
ମା’ର ପରିଚୟ ପାଇଁ ସୁଭଦ୍ରାଙ୍କୁ ମାଡ଼
କେନ୍ଦ୍ରାପଡ଼ା ଅଫିସ,୪।୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବରକୋଳିଖଳା ଗଁାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅନୁପ୍ରବେଶକାରୀ ଓଡ଼ିଶା ମାଟିରେ ପ୍ରବେଶ କରି ନିଜର ଦୌରାତ୍ମ୍ୟ ଦେଖାଇଛନ୍ତି। ମା’ର ପରିଚୟ ନ ଦେବାରୁ ଗଁାର ସୁଭଦ୍ରା ରାୟଙ୍କୁ ମାଡ…
ସଡ଼କ ଦୁର୍ଘଟଣା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର
ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଛଣପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ତ୍ରୀଙ୍କ ଜୀବନ ଯାଇଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁବାର ସକାଳେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏକ ଅଜଣା ଗାଡ଼ି ବାଇକ୍କୁ ଧକ୍କା…
ସୁଧୁରୁନି ଖୋର୍ଦ୍ଧା ସହର ଟ୍ରାଫିକ୍ ସମସ୍ୟା
ଖୋର୍ଦ୍ଧା ଅଫିସ,୪।୩: ଖୋର୍ଦ୍ଧା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚଣ୍ଡିଚୁଆଠାରୁ ମୁକୁନ୍ଦପ୍ରସାଦ, ଡାକ୍ତର୍ସ ଲେନ୍ଠାରୁ ଗୁରୁଜଙ୍ଗ ରାସ୍ତା, ଥାନାଛକ (ଟ୍ରାଫିକ ଛକ) ଠାରୁ ନୂଆ ବସ୍ଷ୍ଟାଣ୍ଡ, ବସ୍ଷ୍ଟାଣ୍ଡଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ, ବାଟମଙ୍ଗଳା ଠାରୁ ଚଣ୍ଡିଚୁଆ ଛକ ଭାୟା ଟିଏଲସି…
ଭୁବନେଶ୍ୱରରୁ ୫ ମୂର୍ତ୍ତି ଉଦ୍ଧାର, ଜଣେ ଗିରଫ
ପିପିଲି,୪।୩(ସ୍ବ.ପ୍ର.): ପିପିଲି କାକୁଡ଼ିଆସ୍ଥିତ ଶ୍ରୀ ଗୋପୀନାଥ ଦେବ ମନ୍ଦିରରୁ ଚୋରି ୫ ମୂର୍ତ୍ତିକୁ ପୋଲିସ ଭୁବନେଶ୍ୱରରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳର ବାପୁନି ପାଢୀ(୨୯)।…
ପେଟ୍ରୋଲରେ ପାଣି
ଭୁବନେଶ୍ୱର,୪।୩(ବ୍ୟୁରୋ): ଗତ କିଛି ମାସ ଧରି ପେଟ୍ରୋଲ ଓ ଡିଜେଲ୍ ଦର ବଢ଼ିବାରେ ଲାଗିଛି। ଲିଟର ପିଛା ଦର ୧୦୦ ଟଙ୍କା ଛୁଇଁବାକୁ ବସିଲାଣି। ଜରୁରୀ କାମ ନ ଥିଲେ ଲୋକେ ପେଟ୍ରୋଲ ପକାଇବାକୁ ବହୁବାର ଚିନ୍ତା କରୁଛନ୍ତି ା ଏଭଳି…
ମା’ ହେବେ ଶ୍ରେୟା !
ମୁମ୍ବାଇ: ବଲିଉଡ୍ର ସୁପ୍ରତିଷ୍ଠିତ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ଘରକୁ ଖୁବ୍ଶୀଘ୍ର ଆସିବେ ନୂଆ ଅତିଥି । ପର୍ସନାଲ ଲାଇଫକୁ ନେଇ ସବୁବେଳେ ଚୁପ୍ ରହୁଥିବା ଏହି କଣ୍ଠଶିଳ୍ପୀ କିନ୍ତୁ ପ୍ରଫେସନାଲ ଲାଇଫକୁ ନେଇ ଅଧିକାଂଶ ସମୟରେ ଆସି ଥାଆନ୍ତି ଚର୍ଚ୍ଚାକୁ ।…
ଘାଟିରେ ଓଲଟିଲା ବସ୍, ୪ ଗୁରୁତର ୩୦ ଆହତ
ଠାକୁରମୁଣ୍ଡା,୪।୩(ଡି.ଏନ୍.ଏ.): ରାଇରଙ୍ଗପୁରରୁ ଭାୟା ଠାକୁରମୁଣ୍ଡା ଦେଇ ଭୁବନେଶ୍ୱର ଯାଉଥିବା ମା’ ତାରିଣୀ ନାମକ ଏକ ଯାତ୍ରୀବାହୀ ବସ୍ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଗୋଡ଼ଭଙ୍ଗା ଘାଟିରେ ଓଲଟି ପଡ଼ିବାରୁ ୪ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ଗୁରୁବାର…
ଭିସୁଟ୍ରୁ ଉଠିଲା କୋଭିଡ୍ କଟକଣା
ସମ୍ବଲପୁର,୪।୩(ବ୍ୟୁରୋ): ସମ୍ବଲପୁରର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ରୁ ବୁଧବାରଠାରୁ କୋଭିଡ୍ କଟକଣାକୁ ଉଠାଇ ଦିଆଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ନୋଟିସ୍ ଜାରି କରାଯାଇଛି। ମଙ୍ଗଳବାର ୨୫ ଛାତ୍ରୀଛାତ୍ରଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା…
ଅଫିସ୍ରେ ଜିନ୍ସ୍-ଟି ଶର୍ଟ ପିନ୍ଧିବା ମନା
ସମ୍ଭାଲ,୪।୩: ଉତ୍ତରପ୍ରଦେଶ ସମ୍ଭାଳ ଜିଲାପାଳ ଜିଲାର ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍ ଲାଗୁ କରିଛନ୍ତି। ସରକାରୀ କର୍ମଚାରୀମାନେ ଅଫିସକୁ ଜିନ୍ସ, ଟି-ଶର୍ଟ ପିନ୍ଧି ଆସିବେ ନାହିଁ ବୋଲି ଜିଲାପାଳ ସଞ୍ଜିବ ରଞ୍ଜନଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।…

