‘ବିଜ୍ଞାନ ଶିକ୍ଷାରେ ମନୋନିବେଶ କର’
ଭୁବନେଶ୍ୱର (ବ୍ୟୁରୋ)/ରାୟଗଡ଼ା ଅଫିସ୍/ ଜୟପୁର (ନି.ପ୍ର.)୪।୩ : ରାୟଗଡ଼ାରେ ଏକ ପ୍ଲାନେଟାରିୟମ ଓ କୋରାପୁଟ ଜିଲାର ଜୟପୁରଠାରେ ନିର୍ମାଣ ହେବ ଜିଲା ବିଜ୍ଞାନ କେନ୍ଦ୍ର(ସାଇନ୍ସ ପାର୍କ )। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସ ଜରିଆରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…
ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରୁ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ନିର୍ମାଣ ହେବ ସୁଡ଼ଙ୍ଗ
ନୂଆଦିଲ୍ଲୀ,୪ ।୩: ଦେଶର ନୂଆ ପାର୍ଲାମେଣ୍ଟ ଭାବନ ବା ସଂସଦ ଭବନକୁ ପ୍ରଧାନମନ୍ତ୍ରୀ ଓ ଉପରାଷ୍ଟ୍ରପତିଙ୍କ ଭଳି ଭିଭିଆଇପିଙ୍କ ଯିବା ଆସିବା ଏବେ ସହଜ ହେବ । ଏମାନଙ୍କୁ ଆଉ ରାସ୍ତାରେ ବେଶି ଅଟକିବାକୁ ପଡିବ ନାହିଁ । ନ୍ରୂଆ ପାର୍ଲାମେଣ୍ଟକୁ…
ବିବନଙ୍କୁ ଚିହ୍ନିଲେ ଅଞ୍ଜନା
ଭୁବନେଶ୍ୱର,୪।୩ (ବ୍ୟୁରୋ): ଦୀର୍ଘ ୨୨ବର୍ଷ ପରେ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍ ବା ଅଭିଯୁକ୍ତ ଚିହ୍ନଟ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଝାରପଡ଼ା ଜେଲରେ ସିବିଆଇ ପକ୍ଷରୁ କରାଯାଇଥିବା ଟିଆଇ…
ନିଆଁ ଆଁରେ ଶିମିଳିପାଳ
ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୪।୩: ଜଳୁଛି ଶିମିଳିପାଳ ଅଭୟାରଣ୍ୟ। ୮ ରେଞ୍ଜର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଚାରି ଦିଗକୁ ମାଡ଼ି ଚାଲିଛି। ନିଆଁ ନିୟନ୍ତ୍ରଣକୁ ଆସୁ ନ ଥିବାରୁ ବିପଦ ମୁହଁକୁ ଠେଲି ହୋଇଯାଉଛି ଶିମିଳିପାଳର ଜୈବମଣ୍ଡଳ। ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ…
ତାଜ୍ମହଲରେ ବୋମା ଆତଙ୍କ: ପର୍ଯ୍ୟଟକଙ୍କୁ ବାହାର କରାଗଲା
ଆଗ୍ରା,୪।୩: ତାଜ୍ମହଲରେ ବୋମା ଆତଙ୍କ ଯୋଗୁ ଏହାର ପରିସରକୁ ଖାଲି କରି ଦିଆଯାଇଛି। ପର୍ଯ୍ୟଟକଙ୍କୁୁ ସିଆଇଏସ୍ଏଫ୍ ଟିମ୍ ପକ୍ଷରୁ ବାହାର କରାଯାଇଛି। ପରିସରରେ ବୋମା ରହିଥିବା ସୂଚନା ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ପୋଲିସ କହିଛି।…
ପଞ୍ଜାବର ସ୍ଥପତି ଦେବେ ରାଫାଲ ଜେଟ୍ର ଅନୁଭୁତି
ଚଣ୍ଡିଗଡ଼,୪ ।୩: ପଞ୍ଜାବର ସ୍ଥପତି ରାମପାଲ ବେହନିୱାଲ ନିଜର ବୁଦ୍ଧି ଖଟାଇ ଏକ ଯାନ ନିର୍ମାଣ କରିଛନ୍ତି । ଯାହା ଦେଖିବାକୁ ଅବିକଳ ଯୁଦ୍ଧ ବିମାନ ରାଫାଲ ଭଳି । ଏହାର ନାମ ଦେଇଛନ୍ତି ‘ପଞ୍ଜାବ ରାଫାଲ’ । ଏହି ଯାନକୁ…
ମୁଖ୍ୟମନ୍ତ୍ରୀ ମାତା ପିତାଙ୍କ ସହିତ ନେଲେ କରୋନା ଟିକାର ପ୍ରଥମ ଡୋଜ୍
ନୂଆଦିଲ୍ଲୀ,୪।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନରେ ଗୁରୁବାର ପ୍ରଥମ ଡୋଜ୍ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ହସ୍ପିଟାଲରେ ପହଞ୍ଚି କୋଭିଶିଲ୍ଡ ଟିକା ନେଇଛନ୍ତି। ତାଙ୍କ ସହିତ ମାତା ଗୀତା ଦେବୀ ଏବଂ…
୭୦ ନୁହେଁ ୧୦୭ ଏକର ଜମିରେ ନିର୍ମିତ ହେବ ଭବ୍ୟ ରାମମନ୍ଦିର: ଅଧିକ ଜମି କିଣିଛି ଟ୍ରଷ୍ଟ୍
ଅଯୋଧ୍ୟା,୪।୩: ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ରାମମନ୍ଦିର ୭୦ ଏକର ଜମିରେ ନିର୍ମାଣ କରାଯିବ ବୋଲି ପୂର୍ବରୁ କହାଯାଇଥିଲା। ତେବେ ପ୍ରକୃତରେ ମନ୍ଦିର ନିର୍ମାଣ ୧୦୭ ଏକର ଜମିରେ କରାଯିବ ବୋଲି ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍ ପକ୍ଷରୁ ସୂଚନା…
ଗୁଳିମାଡ଼ରେ ୩୮ ନିହତ
ୟାଙ୍ଗୁନ୍, ୪।୩: ମ୍ୟାନ୍ମାର ବିକ୍ଷୋଭକାରୀଙ୍କ ଉପରେ ସୁରକ୍ଷା ବଳର ଦମନଲୀଳା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ବିଭିନ୍ନ ସହରରେ ପୋଲିସ ଓ ସେନା ଗୁଳିରେ ୩୮ ବିକ୍ଷୋଭକାରୀ ପ୍ରାଣ ହରାଇଥିବା ସ୍ଥାନୀୟ ଗଣମାଧ୍ୟମ ତଥା ସୋସିଆଲ ମିଡିଆ ରିପୋର୍ଟରୁ ଜଣାପଡିଛି।…
ଆତ୍ମହତ୍ୟାରେ ଶେଷ ଯୌତୁକ ଯନ୍ତ୍ରଣା
ଅହମଦାବାଦ, ୪ା୩: ଗତ ଫେବୃୟାରୀ ୨୫ରେ ସାବରମତୀ ନଦୀକୁ ଲମ୍ଫ ମାରି ଆତ୍ମହତ୍ୟା କରିଥିଲେ ଗୁଜରାଟ ଅହମଦାବାଦର ଆୟେଶା। ଏହା ପୂର୍ବରୁ ସେ ଏକ ଭିଡିଓ କରିଥିଲେ। ଭିଡିଓରେ ସେ କହିଥିଲେ,‘ଯଦି ସେ ମୋଠାରୁ ମୁକ୍ତି ଚାହଁାନ୍ତି ତେବେ ତାଙ୍କୁ ତାହା…
ପ୍ରାର୍ଥିତ୍ୱ ପ୍ରତ୍ୟାହାର କଲେ ନୀରା ଟଣ୍ଡନ
ଓ୍ବାଶିଂଟନ, ୪।୩(ପି.ଟି.): ଭାରତୀୟ ବଂଶୋଦ୍ଭବ ନୀରା ଟଣ୍ଡନଙ୍କୁ ହ୍ବାଇଟ୍ ହାଉସ ଅଫିସ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ବଜେଟର ନିର୍ଦ୍ଦେଶିକା ଭାବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ମନୋନୀତ କରିଥିଲେ। ତେବେ ନିଜ ଦଳ ଡେମୋକ୍ରାଟ ସମେତ ରିପବ୍ଲିକାନ ସିନେଟରଙ୍କ ବିରୋଧ ଯୋଗୁ…
ଏମର୍ଜେନ୍ସି ଭୁଲ୍ ଥିଲା
ନୂଆଦିଲ୍ଲୀ,୪ା୩ : ୧୯୭୫ ଜୁନ୍ ୨୫ରୁ ୧୯୭୭ ମାର୍ଚ୍ଚ ୨୧ ଏକୋଇଶ ମାସର ଅବଧି। ଏହି କାଳଖଣ୍ଡରେ ସୃଷ୍ଟି ହୋଇଥିଲା ସ୍ବାଧୀନ ଭାରତର ସବୁଠୁ କଳଙ୍କିତ ଓ ବିବାଦୀୟ ଅଧ୍ୟାୟ। ଏହାକୁ ରଚିଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ। ଦେଶବ୍ୟାପୀ ଜାରି…

