କ୍ରିକେଟର ‘ବିରାଟ’ ବାଦ୍ଶାହ
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଆଜି ୩୨ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ବିଶ୍ୱକ୍ରିକେଟରେ ରାଜ୍ କରୁଥିବା କୋହଲି ଅନେକ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କୁ ମଧ୍ୟ ସେ ପଛରେ ପକାଇ ଦେବେ…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତିଙ୍କ ପରଲୋକ
ବ୍ରହ୍ମପୁର ଅଫିସ, ୫।୧୧: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ତଥା ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ, ସାହିତି୍ୟକ ପ୍ରଫେସର ହରିହର ଦାସ (୮୨)ଙ୍କର ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ଚର୍ଚ୍ଚରୋଡ ସ୍ଥିତ ବାସଭବନରେ ପରଲୋକ ଘଟିଛି। ସେ ବିଜେବି କଲେଜ ଓ ଗଙ୍ଗାଧର ମେହେର…
କମିଲା ବାଲେଶ୍ୱର, ତିର୍ତ୍ତୋଲ ମତଦାନ
ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ମତଦାନ ହାର କମିଛି। ଗତ ୩ ତାରିଖରେ ହୋଇଥିବା ଉପନିର୍ବାଚନରେ ବାଲେଶ୍ୱରରେ ୭୦.୬୯ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୬୯.୬୬ ପ୍ରତିଶତ ହୋଇଛି। ୨୦୧୯ ସାଧାରଣ ନିର୍ବାନରେ ବାଲେଶ୍ୱର ବିଧାନସଭା ପାଇଁ…
୪୮ ସେକେଣ୍ଡରେ ୬ ରକେଟ୍
ବାଲେଶ୍ୱର ଅଫିସ,୫।୧୧: ଡିଆର୍ଡିଓ ପକ୍ଷରୁ ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପରୀକ୍ଷଣ କେନ୍ଦ୍ରରୁ ବିକଶିତ ମଲ୍ଟି ବ୍ୟାରେଲ ରକେଟ ଲଞ୍ଚର୍ ‘ପିନାକ’ର ସଫଳ ପରୀକ୍ଷା କରାଯାଇଛି। ଏକାଦିକ୍ରମେ ରକେଟ ଲଞ୍ଚର୍ରୁ ୪୮ ସେକେଣ୍ଡରେ ୬ଟି ରକେଟ୍ ନିକ୍ଷେପ କରାଯାଇଥିଲା। ଏହି ବିକଶିତ ରକେଟ…
ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ ନିର୍ଦ୍ଦେଶ
ଭୁବନେଶ୍ୱର,୫।୧୧(ବ୍ୟୁରୋ): କୋଭିଡ୍-୧୯ ମୁକାବିଲା ଲାଗି ମାସ୍କ ଓ ପିପିଇ କିଟ୍ କିଣା ଦୁର୍ନୀତି ମାମଲାରେ ଦୁଇ ବରିଷ୍ଠ ଆଇଏଏସ୍ ଅଧିକାରୀ ହେମନ୍ତ ଶର୍ମା ଓ ଯାମିନୀ କାନ୍ତ ଷଡ଼ଙ୍ଗୀ ବୁଧବାର ଲୋକାୟୁକ୍ତଙ୍କ ନିକଟରେ ଦ୍ୱିତୀୟଥର ପାଇଁ ହାଜର ହୋଇଛନ୍ତି। ଶୁଣାଣିବେଳେ ସେମାନେ…
ବ୍ରିଜ୍ରୁ ପାତାଳି ନଦୀକୁ ଖସି ୨ ମୃତ
କୋରାପୁଟ,୫।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆଠାରେ ମଙ୍ଗଳବାର ରାତିରେ ଏକ ବ୍ରିଜ୍ ନିକଟରେ କାର- ଓ ଅଟୋ ମୁହାଁମୁହିଁ ହୋଇ ଗାଡି ୨ଟି ପାତାଳୀ ନଦୀ ଭିତରକୁ ଖସିପଡିଛି। ଫଳରେ ୨ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ପ୍ରତୀକ୍ଷା ଶର୍ମା (୨୪) ଓ…
ପେନ୍ସନଭୋଗୀଙ୍କ ଅନୁପସ୍ଥିତିରେ ମିଳିବ ପେନ୍ସନ
ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ୫-‘ଟି’ ଏବଂ ‘ମୋ ସରକାର’ ସୂତ୍ର ଅଧୀନରେ ପରିବାର ପେନ୍ସନଭୋଗୀଙ୍କୁ ସେବା ଯୋଗାଇ ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି। ବାର୍ଷିକ ଜୀବନ ପ୍ରମାଣପତ୍ର, ପୁନଃ ବିବାହ ଓ ଅବିବାହିତ ସମ୍ବନ୍ଧୀୟ ଘୋଷଣାନାମା ସହ ନିୟୋଜନ…
ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ଅପ୍ଡେଟ୍ ଷ୍ଟାଟସ୍ ରିପୋର୍ଟ ମାଗିଲେ ହାଇକୋର୍ଟ
ଭୁବନେଶ୍ୱର(ବ୍ୟୁରୋ)/ କଟକ ଅଫିସ, ୫।୧୧: ବହୁ ଚର୍ଚ୍ଚିତ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଉପରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଧାର୍ଯ୍ୟ ସମୟରେ କ୍ରାଇମବ୍ରାଞ୍ଚ ଷ୍ଟାଟସ୍ ରିପୋର୍ଟ ଦେଇ ପାରି ନ ଥିବାରୁ କ୍ଷୁବ୍ଧ ହୋଇଛନ୍ତି।…
ପାଣିରେ ପଡ଼ିଲା ୪୮ କୋଟି
ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଚାଷଜମିକୁ ପାଣି ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ଜିଲାରେ ନିର୍ମାଣ କରୁଛନ୍ତି ଜଳସେଚନ ପ୍ରକଳ୍ପ। କେନାଲ ସମ୍ପ୍ରସାରଣ, ମରାମତି, ଖନନ ମଧ୍ୟ ହେଉଛି। ଏଥିଲାଗି ସରକାରୀ ତହବିଲରୁ ଖର୍ଚ୍ଚ ହେଉଛି ବହୁ କୋଟି ଟଙ୍କା। ହେଲେ ଜଳ ସମ୍ପଦ…
କମର ଭାଙ୍ଗିଦେଲା କଟକଣା
ଅନୁଗୋଳ ଅଫିସ, ୫।୧୧: କରୋନା କାରଣରୁ ଚଳିତବର୍ଷ ପୂଜା ଉତ୍ସବ ନିରାଡମ୍ବରରେ ପାଳନ କରାଯାଇଛି। ଫଳରେ ପ୍ରତିବର୍ଷ ଏହି ସମୟରେ ହେଉଥିବା କୋଟି କୋଟି ଟଙ୍କାର ବ୍ୟବସାୟ ମାଡ଼ ଖାଇଯାଇଛି। ମହାମାରୀକୁ ଦୃଷ୍ଟିରେ ରଖି ସରକାର ପର୍ବ ପାଳନ ନେଇ ସ୍ବତନ୍ତ୍ର ନିୟମାବଳୀ…
ଜ୍ୟାକ୍ ମାଙ୍କ ଅଢ଼େଇ ଲକ୍ଷ କୋଟିର ଆଇପିଓ ଅଟକିଲା
ନୂଆଦିଲ୍ଲୀ: ଚାଇନାର ସବୁଠାରୁ ଧନୀ ବ୍ୟକ୍ତି ଜ୍ୟାକ ମା ୨.୫ ଲକ୍ଷ କୋଟି ମୂଲ୍ୟର ଇନିସିଆଲ ପବ୍ଲିକ ଅଫରିଂ (ଆଇପିଓ) ଆଣିବା ନେଇ ଯୋଜନା ରଖିଥିଲେ। ଏହା ଦୁନିଆର ସବୁଠାରୁ ବଡ ଆଇପିଓ ହୋଇଥାନ୍ତି। ଆଣ୍ଟ ଗ୍ରୁପ୍ର ଏହି ଆଇପିଓ ଯୋଜନା…
ଶିଳ୍ପ ବନ୍ଦ କଥା ସରକାରଙ୍କୁ ଅଜଣା
ଯାଜପୁର ଅଫିସ/ବାଲେଶ୍ୱର ଅଫିସ୍/ଅନୁଗୋଳ ଅଫିସ୍/ବଲାଙ୍ଗୀର ଅଫିସ୍/କେନ୍ଦୁଝର ସ୍ବ.ପ୍ର./ ସୁନ୍ଦରଗଡ଼/ଓଡ଼ାପଡ଼ା, ୫।୧୧(ଡି.ଏନ.ଏ.): ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର କହୁଛନ୍ତି। ଏହି କ୍ରମରେ ରାଜ୍ୟ ଏକକ ବାତାୟନ (ସିଙ୍ଗିଲ୍…
Archives


