ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…
ନୂଆଦିଲ୍ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି ୧୪ ମାର୍ଚ୍ଚରେ ଖାଦ୍ୟ, ଯୋଗାଣ ଏବଂ ଗ୍ରାହକ ବ୍ୟାପାର ବିଭାଗ ଦ୍ୱାରା ପ୍ରକାଶିତ…
ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ
ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିଲେ। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ରମେଶ ଗରିଆରଙ୍କ ମୃତ୍ୟୁ ଘଟିଛି। ସ୍ତ୍ରୀ,…
ସୁଯୋଗରୁ ଫାଇଦା
ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା ପାଞ୍ଚଟି ନୀତିକୁ ଦର୍ଶାଇଥିଲେ। ସେଗୁଡ଼ିକ ଥିଲା: ପ୍ରଥମତଃ, ବିଶ୍ୱ ସହିତ ବିଶେଷକରି ପ୍ରମୁଖ…
ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!
ସିଓଲ,୧୫ା୩: ଇରାନ୍ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼ କରିଛି। ଉ. କୋରିଆ ଛାଡିଥିବା ଏହି ୧୦ ବାଲିଷ୍ଟିକ୍ ମିଶାଇଲ ଜାପାନର ସ୍ୱତନ୍ତ୍ର…
ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!
ଓ୍ୱାଶିଂଟନ୍ ,୧୫ା୩: ଇରାନ୍ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି କରିବାକୁ ଇରାନ୍ ସାଉଦି ଆରବ, ୟୁଏଇ, କାତାର,ବାହାରିନ୍, କୁଏଟ୍ ଭଳି ବହୁ ଉପସାଗରୀୟ…
ଆଜିଠୁ ୪ ଦିନ ଝଡ଼ବର୍ଷା
ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା ୪୦.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଏହା ତଳକୁ ସମ୍ୱଲପୁର ୪୦ ଡିଗ୍ରୀ ଏବଂ…
କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍ ନାଚିଲେ…
ମସୁରୀ, ୧୪।୩: ଟିମ୍ ଇଣ୍ଡିଆର ଷ୍ଟାର୍ ସ୍ପିନର୍ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯ ମାର୍ଚ୍ଚ) ରେ ଭାରତୀୟ ଦଳ ସହ ଲଗାତାର ଦ୍ୱିତୀୟ ଥର ଟି-୨୦ ବିଶ୍ୱକପ…
୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ
ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ ଯୁବ କଂଗ୍ରେସ ଆସନ୍ତା ୧୬ ତାରିଖରେ ସଂସଦ ଘେରାଉ ଆନ୍ଦୋଳନ କରିବାକୁ ଶନିବାର…
ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍କା! ଲିଗ୍ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…
ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ କ୍ୟାମ୍ପରେ ପହଞ୍ଚୁଛନ୍ତି। କିନ୍ତୁ ଏହି ସବୁ ମଧ୍ୟରେ ଦିଲ୍ଲୀ କ୍ୟାପିଟାଲ୍ସ ଶିବିରରୁ ଏକ…
ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ
କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ ଭାଇରାଲ ଘଟଣା ଏବେ ସାମ୍ନାକୁ ଆସିଛି। ଏହି ଘଟଣାରେ ଜିଲା ଶିକ୍ଷାଧିକାରୀ ଦୀପକ…
ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି
ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ଯୋଗାଣ ବିଭାଗ ପତ୍ର ସଂଖ୍ୟା ୨୩୩/ଏକ୍ସଭିଆଇଆଇ/ଏଚଏସଡିରେ ବ୍ଲକ…
ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ
ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍ ବରଗାଁ ଗ୍ରାମର ବଡ଼ସାହିରେ ଶନିବାର ଚଢ଼ାଉ…

