ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଜୋ ବାଇଡେନ ଆଗରେ
ଓ୍ବାଶିଂଟନ୍,୪।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ଏବେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ଡେମୋକ୍ରାଟ୍ସ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବାଇଡେନ ଅଗ୍ରଣୀ ଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପଛରେ ପଡିଯାଇଛନ୍ତି। ବାଇଡେନ…
ବସ୍ ଭଡ଼ା ବଢ଼ିି ନ ଥିବା କହିଲା ଏସ୍ଟିଏ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ କେତେଗୁଡିଏ ବସ୍ ଅଧିକ ଭଡା ନେଉଥିଲେ। ଏନେଇ ବିଭିନ୍ନ ମହଲରୁ ଅଭିଯୋଗ ଆସିବାପରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ) ଏହା ଉପରେ ସ୍ପଷ୍ଟୀକରଣ ରଖିଛି। ଏବେ ବସ୍ ଭଡା ବଢି ନ ଥିବା ଏବଂ ପୂର୍ବ ଆଦେଶ ଅପରିବର୍ତ୍ତିତ…
ଆମେରିକାରେ ହିଂସା ଆଶଙ୍କା, ହ୍ବାଇଟ୍ ହାଉସ୍ ସୁରକ୍ଷା ବଢିଲା
ଓ୍ବାଶିଂଟନ୍,୪।୧୦: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଆସିବା ଆରମ୍ଭ କରିଛି। ଟ୍ରେଣ୍ଡ ଅନୁଯାୟୀ ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ ଆଗୁଆ ଅଛନ୍ତି। ବିଡେନ ନ୍ୟୁ ଜର୍ସିରେ ଜିତିଛନ୍ତି। ତେବେ ନିର୍ବାଚନ ଫଳଫଳ ଆସିବା ପରେ…
୨ କାର୍ ସହ ୧୪ କେଜି ଗଞ୍ଜେଇ ଜବତ
ଭୁବନେଶ୍ୱର, ୪ା୧୧(ବ୍ୟୁରୋ): କନ୍ଧମାଳରୁ ରାଜଧାନୀକୁ କାର୍ରେ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ମଙ୍ଗଳବାର ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ଖଜୁରିପଦା ଥାନା ଅଞ୍ଚଳର ସତୀଶ କୁମାର ପ୍ରଧାନ ଓରଫ ଲିଟୁ…
ଶାହାରୁଖ୍ଙ୍କ ପରି ଜନ୍ମଦିନ ପାଳିବାକୁ ଚାହୁଥିବା କହିଲେ ଏହି ବ୍ୟକ୍ତି: ସୋନୁ ସୁଦଙ୍କ ଏପରି ଉତ୍ତର ଲୋକଙ୍କ ହୃଦୟ ଜିତିଲା
ଲୋକଙ୍କ ପାଇଁ ଏବେ ପ୍ରକୃତ ହିରୋ ପାଲଟିଛନ୍ତି ବଲିଉଡ୍ ଅଭିନେତା ସୋନୁ ସୁଦ। ମହାମାରୀ କରୋନା ସମୟରୁ ଆଜି ପର୍ଯ୍ୟନ୍ତ ସେ ଯେପରି ଭାବେ ଅସହାୟ ଲୋକଙ୍କ ସହାୟତା କରିଚାଲିଛନ୍ତି ତାହା ନିଶ୍ଚିନ୍ତଭାବେ ପ୍ରଶଂସନୀୟ। ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ନିଜ…
ଜେଲ ଗଲେ କଲେଜ ଅଧ୍ୟକ୍ଷ
ସୁନାବେଡା,୪ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଜୁନିୟର ମହିଳା ମହାବିଦ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ କଲେଜ ଅଧ୍ୟକ୍ଷ ପବିତ୍ର କୁମାର ବେଦାନ୍ତ ମଙ୍ଗଳବାର ଗିରଫ ହୋଇଛନ୍ତି। ୨୦୧୮ରୁ ଅଧ୍ୟକ୍ଷ ତାଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଇ…
୧୦ରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର…
ପରିବହନରେ ଜିପିଏସ୍ ବ୍ୟବସ୍ଥା ବାଟବଣା
ଯାଜପୁର ଅଫିସ,୪ା୧୧: ଯାଜପୁର ଓ କେନ୍ଦୁଝର ଜିଲାରେ ମୂଲ୍ୟବାନ ଖଣିଜ ପଦାର୍ଥ ପରିବହନକୁ ସୁନିୟନ୍ତ୍ରିତ କରିବାକୁ ଜିପିଏସ୍ (ଗ୍ଲୋବାଲ ପୋଜିଶନିଂ ସିଷ୍ଟମ) ଉପରେ ଗୁରୁତ୍ୱାରୋପ କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ୨୦୧୪-୧୫ ଆର୍ଥିକ ବର୍ଷରେ ସ୍ବତନ୍ତ୍ର କମ୍ପାନୀ ଜରିଆରେ ଖଣି ପରିବହନରେ…
ଲାଞ୍ଚନେଇ ଫରେଷ୍ଟ ଗାର୍ଡ ଗିରଫ
ସମ୍ବଲପୁର,୪ା୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍ ଯୁଯୁମୁରା ବନ ବିଭାଗ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା ସମିତି ଗୃହ ନିର୍ମାଣ କାମର ବିଲ୍ କରିବା ପାଇଁ ସେ ୩୬ହଜାର ଟଙ୍କା…
ରେଟ୍ କଣ୍ଟ୍ରାକ୍ଟକୁ ଅଣଦେଖା: ସଙ୍କଟରେ ଏମ୍ଏସ୍ଏମ୍ଇ
ଭୁବନେଶ୍ୱର,୪।୧୧(ବ୍ୟୁରୋ): ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ବିକାଶ ଲାଗି ବିଭିନ୍ନ ପଦକ୍ଷେପ ନିଆଯାଉଥିବା ରାଜ୍ୟ ସରକାର କହୁଛନ୍ତି। ସ୍ଥାନୀୟ ଶିଳ୍ପଗୁଡ଼ିକର ସ୍ବାର୍ଥ ରକ୍ଷା ଲାଗି ସରକାର ଇପିଏମ୍ (ରପ୍ତାନି ପ୍ରୋତ୍ସାହନ ଓ ବିପଣନ) ରେଟ୍ କଣ୍ଟ୍ରାକ୍ଟ ବ୍ୟବସ୍ଥାକୁ ଆଜି…
ବେଦାନ୍ତ ନେଲା ରାଧିକାପୁର
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଦେଶର ୧୯ କୋଇଲା ବ୍ଲକ ପାଇଁ ସୋମବାରଠାରୁ ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ନିଲାମର ପ୍ରଥମ ଦିନରେ ବେଦାନ୍ତ ଅନୁଗୋଳ ଜିଲାର ରାଧିକାପୁର ଓ୍ବେଷ୍ଟ କୋଲ୍ ବ୍ଲକକୁ ସର୍ବାଧିକ ୨୧ ପ୍ରତିଶତ ପ୍ରିମିୟମରେ ନିଲାମ ନେଇଛି। ଏହି କୋଇଲାଖଣିରେ ପ୍ରାୟ…
ଉନ୍ନତୀକରଣ ପାଇଁ ଉଚ୍ଛେଦ
ଅନୁଗୋଳ ଅଫିସ, ୪।୧୧ – ଅନୁଗୋଳ ସହରର ହେବ ଉନ୍ନତୀକରଣ। ଏଥିପାଇଁ ପୂର୍ବରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଥିବା ବେଳେ ମଙ୍ଗଳବାରଠାରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଥାନା ଛକ ଠାରୁ ମା’ ବୁଢ଼ୀ ଠାକୁରାଣୀ ମନ୍ଦିର…
Archives


