Home Left

ବାଣ ପେଟି ଧରି ଗାଁମୁହାଁ

ଅନୁଗୋଳ ଅଫିସ, ୪।୧୧ – ଦୀପାବଳିରେ ବାଣ ବିକ୍ରି ଓ ଫୁଟାଯିବା ଉପରେ ସରକାର ମଙ୍ଗଳବାର ସମ୍ପୂର୍ଣ୍ଣ କଟକଣା ଲଗାଇବା ପରେ ଅନୁଗୋଳ ଜିଲାର ବାଣ ବ୍ୟବସାୟୀଙ୍କ ମଧ୍ୟରେ ଭାଳେଣି ପଡ଼ିଯାଇଛି। କୋଭିଡ୍‌ ପାଇଁ ସବୁ ପର୍ବ ମାଡ଼ ଖାଇଯାଉଥିବା ବେଳେ…

ବ୍ୟାଟ୍ସମ୍ୟାନଙ୍କ ଲାଗି ହେଲମେଟ୍‌ ବାଧ୍ୟତାମୂଳକ ହେଉ

ନୂଆଦିଲ୍ଲୀ, ୪ା୧୧(ପି.ଟି.)-ପ୍ରଫେସନାଲ ସ୍ତରରେ ଖେଳିବାବେଳେ ବ୍ୟାଟ୍ସମ୍ୟାନଙ୍କ ଲାଗି ହେଲମେଟ ପିନ୍ଧିବା ବାଧ୍ୟତାମୂଳକ କରାଯାଉ ବୋଲି ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ କହିଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ମୁଣ୍ଡରେ ବଲ୍‌ ବାଜିବା ଦୃଶ୍ୟର…

ଅମିତାଭ ବଚ୍ଚନଙ୍କ ନାଁରେ ଥାନାରେ ମାମଲା

ମୁମ୍ବାଇ,୩।୧୧- ବିବାଦରେ ଫସିଛି ଲୋକପ୍ରିୟ ଟେଲିଭିଜନ ଶୋ’ କୌନ ବନେଗା କରୋଡ ପତି ସିଜନ ୧୨। ଅକ୍ଟୋବର ୩୦ରେ ଶୋ’ର କରମବୀର ଏପିସୋଡରେ ଅଭିନେତା ଅମିତାଭ ବଚ୍ଚନ ମନୁସ୍ମୃତି ସମ୍ପର୍କିତ ଏକ ପ୍ରଶ ଜଣେ ସମାଜସେବୀଙ୍କୁ ପଚାରିଥିଲେ। ତେବେ ଏହି ପ୍ରଶ୍ନ…

ଚାଇନାର କରୋନା ଟିକା ନେବା ପରେ ଏମିତି କହିଲେ ୟୁଏଇର ପ୍ରଧାନମନ୍ତ୍ରୀ

ଦୁବାଇ,୩।୧୧-ୟୁଏଇର ପ୍ରଧାନମନ୍ତ୍ରୀ ଶେଖ ମହମ୍ମଦ ବିନ ରଶିଦ ଅଲ ମକତୌମଙ୍କ ଉପରେ ଚାଇନା ପ୍ରସ୍ତୁତ କରିଥିବା କରୋନା ଟିକାକୁ ପ୍ରୟୋଗ କରାଯାଇଛି। ଏ ନେଇ ଶେଖ ମହମ୍ମଦ ନିଜେ ମଙ୍ଗଳବାର ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ସେ କରୋନା ଟିକାର…

ମହିଳା କଳାକାରଙ୍କୁ ଅସଦାଚରଣ କରି ଗିରଫ ହେଲେ ବଲିଉଡର ଏହି ଅଭିନେତା

ମୁମ୍ବାଇ, ୩।୧୧-ମହିଳା କଳାକାରଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବଲିଉଡ ଅଭିନେତା ବିଜୟ ରାଜଙ୍କୁ ମଙ୍ଗଳବାର ରାମନଗର ପୋଲିସ ଗିରଫ କରିଛି। ମହାରାଷ୍ଟ୍ରର ଗୋଣ୍ଡିଆ ଜିଲାରୁ ତାଙ୍କୁ ଗିରଫ କରାଯାଇଛି। ବିଜୟ ଫିଲ୍ମ ସେଟରେ ମହିଳା କଳାକାରଙ୍କୁ ଅସଦାଚରଣ କରିଥିବା ନେଇ ଗତ…

୧୪ ବର୍ଷ ବୟସରେ ଯୌନ ନିର୍ଯାତନାର ଶିକାର ହୋଇଥିଲେ ଇରା

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ଫରଫେକ୍ଟନିଷ୍ଟ ନିଜ ଅଭିନୟ ହେଉ ବା କାର୍ଯ୍ୟକଳାପକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏବେ ତାଙ୍କ ଝିଅ ଇରା ଖାଁ ଚକିତ କରିଦେବା ଭଳି ଏକ ଖୁଲାସା କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ନିକଟରେ ଇରା…

କେଦାରନାଥରେ ପ୍ରଥମ ତୁଷାରପାତ

ଡେରାଡୁନ,୩।୧୧: ଜଗତ ଜନନୀ ମା’ଙ୍କ ବିଦାୟ ପରେ ପରେ ଦେଶରେ ଶୀତର ପ୍ରକୋପ ଆରମ୍ଭ ହୋଇଗଲାଣି। ଗତ କିଛି ଦିନ ତଳେ ଦେଶର ରାଜଧାନୀ ଦିଲ୍ଲୀରେ ଥଣ୍ଡାର ପ୍ରକୋପ ଅନୁଭୂତ ହୋଇଥିଲା। ସେହିପରି ଏହାର ପ୍ରଭାବ ଉତ୍ତରାଖଣ୍ଡରେ ମଧ୍ୟ ଦେଖିବାକୁ ମିଳିଛି।…

ଝିଅ ଜନ୍ମଦିନ ଉପଲକ୍ଷେ ଅନ୍‌ଲାଇନ୍‌ରେ ସ୍ବତନ୍ତ୍ର ପୂଜା କରାଇଲେ ହେମା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଧର୍ମେନ୍ଦ୍ର ଓ ଡ୍ରିମ୍‌ଗର୍ଲ ହେମା ମାଳିନୀଙ୍କ ଝିଅ ଇଶା ଦେଓଲ ସୋମବାର ନିଜର ୩୯ତମ ଜନ୍ମଦିନ ପାଳନ କରିଛନ୍ତି। ଇଶାଙ୍କ ଜନ୍ମଦିନ ଉପଲକ୍ଷେ ତାଙ୍କର ଖୁସି ଓ ମଙ୍ଗଳ କାମନା କରି ମା’ ହେମା ମାଳିନୀ ଅନ୍‌ଲାଇନ୍‌ରେ…

କରୋନା ସମୟରେ କାହିଁକି ବିବାହ କଲେ କାଜଲ

ମୁମ୍ବାଇ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରି କୁହନ୍ତୁ ଅବା ବଲିଉଡ୍ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି କାଜଲ ଅଗ୍ରୱାଲ । ନିକଟରେ ଅର୍ଥାତ୍ ଅକ୍ଟୋବର ୩୦ରେ ସେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ବିଜ୍‌ନେସମ୍ୟାନ ଗୌତମ କିଚଲୁଙ୍କୁ ବିବାହ…

ନୂଆବର୍ଷରେ ଏକାଠି ନଜର ଆସିବେ ଅକ୍ଷୟ-କ୍ରିତି

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଏବେ ତାଙ୍କ ଫିଲ୍ମ ‘ଲକ୍ଷ୍ମୀ’ ପାଇଁ ଖୁବ୍ ବ୍ୟସ୍ତ ଅଛନ୍ତି । ଏହାପରେ ବି ଅକ୍ଷୟଙ୍କ ଅଭିନୀତ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ଏବେ ଟୁଇଟରରେ ଟ୍ରେଣ୍ଡ କରିବାରେ ଲାଗିଛି । ଏହାଏକ ଆକ୍ସନ…

୨ ଶ୍ରମିକ ପାଲଟିଲେ ଲକ୍ଷପତି: ମାଟି ଗଦାରୁ ମିଳିଲା ହୀରା

ପାନ୍ନା,୩।୧୧: ମଧ୍ୟପ୍ରଦେଶରେ ୨ ଜଣ ଶ୍ରମିକଙ୍କ ଭାଗ୍ୟ ଖୋଲିଯାଇଛି। ମାଟି ଗଦାରୁ ସେମାନଙ୍କୁ ହୀରା ମିଳିଛି। ପାନ୍ନା ଜିଲାରେ ଏହି ଘଟଣା ଘଟିଛି। ଜରୁଆପୁରର ଦିଲ୍ଲୀପ ମିଶ୍ରଙ୍କୁ ୭.୪୪ କ୍ୟାରେଟ୍‌ ଓଜନର ହୀରା ମିଳିଛି। ସେହିପରି କ୍ରିଷ୍ଣ କଲ୍ୟାଣପୁରର ଲଖନ ଯାଦବଙ୍କୁ…

ନଭେମ୍ବର ୧୬ରୁ ଏହି ରାଜ୍ୟରେ ଖୋଲିବ ବିଶ୍ୱବିଦ୍ୟାଳୟ

ଚଣ୍ଡିଗଡ଼,୩।୧୧: ମହାମାରୀ କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଗତ କିଛି ମାସରୁ ସ୍କୁଲ, କଲେଜ ବନ୍ଦ ରହିଛି। ବର୍ତ୍ତମାନ ଦେଶରେ ଅନ୍‌ଲକ୍‌-୬.୦ ଜାରି ରହିଥିବା ବେଳେ କେନ୍ଦ୍ର ସରକାର କରୋନା କାଳରେ ପିଲାଙ୍କ ଭବ୍ୟଷ୍ୟତକୁ ଦୃଷ୍ଟିରେ ରଖି କଲେଜ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri