Home Left

ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ମାନସ ଦତ୍ତ

ବାଲେଶ୍ୱର ଅଫିସ, ୩।୧୧: କୋଭିଡ୍‌ କଟକଣା ମଧ୍ୟରେ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ତେବେ ଜଣଙ୍କ ପରେ ଜଣେ ପ୍ରାର୍ଥୀ ନିଜର ମତ ସାବ୍ୟସ୍ଥ କରୁଥିବା ଦେଖିବାକୁ ମିଳୁଛି। ଏହିକ୍ରମରେ ଭାଜପା ପ୍ରାର୍ଥୀ ମାନସ ଦତ୍ତ…

ଲୋକ ସଭା-ରାଜ୍ୟ ସଭା ମିଶିଲେ ବି କଂଗ୍ରେସର ନାହାନ୍ତି ଶହେ ଏମ୍‌ପି: ମୋଦି

ଅରରିୟା,୩ ।୧୧: ବିହାରରେ ଗୋଟିଏ ପଟେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି ଅନ୍ୟପଟେ ତୃ୍‌ତୀୟ ପର୍ଯ୍ୟାୟ ଭୋଟ ଗ୍ରହଣକୁ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ରହିଛନ୍ତି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର…

ଲାଲୁ ଯାଦବଙ୍କୁ ‘ପାରିବାରିକ ବନ୍ଧୁ’ କହିଲେ ଶତ୍ରୁଘ୍ନ ସିହ୍ନା

ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୭ ଜିଲାରେ ୯୪ ଆସନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନ ପାଇଁ ମୋଟ ୧୪୬୩ ପ୍ରାର୍ଥୀ ମୈଦାନକୁ ଓହ୍ଲାଇଛନ୍ତି। ଏହି ପର୍ଯ୍ୟାୟ ନିର୍ବାଚନରେ ଅଭିନେତା-ରାଜନେତା ଶତ୍ରୁଘ୍ନ…

ଚାକର ଅଛନ୍ତି, କିନ୍ତୁ ମୁକେଶ ଅମ୍ବାନୀଙ୍କ ପିଲାମାନେ ଘରେ କରିଥାନ୍ତି ଏହି କାମ

ଦେଶରୁ ସବୁଠାରୁ ଧନୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ୍‌ ମୁକେଶ ଅମ୍ବାନୀ, ସ୍ତ୍ରୀ ନୀତା ଅମ୍ବାନୀ ସେମାନଙ୍କ ଜୀବନଶୈଳୀକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ମୁକେଶ ଘରର ସମସ୍ତ ଚାକର ୨ ଲକ୍ଷରୁ ଅଧିକ ଟଙ୍କା ଦରମା ରୂପେ ନେଇଥାନ୍ତି। ହେଲେ…

ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେବାପାଇଁ ଲାଇନ୍‌ରେ କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୩।୧୧: ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ଭୋଟ ଦେବା ପାଇଁ ଆସି ଲାଇନ୍‌ରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି। କଟକଣା ମଧ୍ୟରେ ପ୍ରତ୍ୟେକ ଭୋଟରଙ୍କ ଥର୍ମାଲ…

ବଢିଲା ଚାଇନାର ଚିନ୍ତା

ବିଶାଖାପଟନମ୩ ।୧୧: ପୂର୍ବ ଲଦ୍ଦାଖରେ ଭାରତ-ଚାଇନା ସୀମା ବିବାଦ ଲାଗି ରହିଥିବା ବେଳେ ମଙ୍ଗଳବାର ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ମାଲାବାର ନୌସେନା ଅଭ୍ୟାସର ପ୍ରଥମ ପର୍ଯ୍ୟାୟ ଆରମ୍ଭ କରିଛନ୍ତି । ବଙ୍ଗୋପସାଗର ଉପକୂଳ ବିଶାଖାପଟନମରେ ଏହା ଆରମ୍ଭ କରାଯାଇଛି…

ମୁକେଶ ଅମ୍ବାନୀଙ୍କୁ ଝଟ୍‌କା, ଧନୀ ତାଲିକାରୁ ଖସିଲେ

ନୂଆଦିଲ୍ଲୀ, ୩।୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କ ଜବରଦସ୍ତ ଝଟ୍‌କା ଲାଗିଛି। ଶେୟାର ମୂଲ୍ୟ ଖସିବା ଯୋଗୁ ରିଲାଏନ୍ସକୁ ବହୁ କ୍ଷତି ସହିବାକୁ ପଡିଛି। ଫଳସ୍ବରୂପ ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ପ୍ରାୟ ୬.୮ ବିଲିୟନ ଡ଼ଲାର (ପ୍ରାୟ ୫୦ ହଜାର…

ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେଲେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ

ବାଲେଶ୍ୱର ଅଫିସ, ୩।୧୧: ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ କଡ଼ା କଟକଣା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ମତଦାନ ଜାରି ରହିଥିବା ବେଳେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ତାଙ୍କର ମତ ସାବ୍ୟସ୍ଥ କରିଛନ୍ତି ।…

ଚାଇନା ବାଣ ରଖିବା-ବିକିବା ଅପରାଧ: ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଚଣ୍ଡିଗଡ଼,୩।୧୧: ହରିୟାଣାରେ ଚାଇନା ବାଣ ରଖିବା ଏବଂ ବିକିବା ଉପରେ ରାଜ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଏଭଳି କାର୍ଯ୍ୟରେ ଲିପ୍ତଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ରାଜ୍ୟରେ ଦୀପାବଳି, ଗୁରୁପର୍ବ ଏବଂ…

ସୁଶୀଲ ମୋଦିଙ୍କ ନାଁରେ ସାଧାରଣ ଜନତାଙ୍କ ଅଭିଯୋଗ

ପାଟନା,୩ ।୧୧: ମଙ୍ଗଳବାର ସକାଳେ ଆରମ୍ଭ ହୋଇଛି ବିହାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ପାଟନାରେ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଭୋଟ ଦେଇଥିବା ଦେଖାଯାଇଛି । ହେଲେ ତାଙ୍କ ଭୋଟ ଦାନକୁ ନେଇ ଏବେ ବିବାହ ଉପୁଜିଛି…

ପରଲୋକରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସତୀଶ ପ୍ରସାଦ ସିଂହଙ୍କ ନୂଆଦିଲ୍ଲୀରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଗତ କିଛି ଦିନ ତଳେ ସତୀଶ ପ୍ରସାଦ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ…

ମୃତ୍ୟୁକୁ ନେଇ ଗୁଜବ, ମୁହଁ ଖୋଲିଲେ ମହାନ ଅଲରାଉଣ୍ଡର

ଆଜିକାଲି ସୋସିଆଲ ମିଡିଆରେ ନକଲି ଖବର ପ୍ରତି ସତର୍କ ରହିବା ଆବଶ୍ୟକ। ସୋମବାର ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ କପିଲ ଦେବଙ୍କ ଦେହାନ୍ତ ହୋଇଥିବା ଖବର ଗୁଜବ ସୋସିଆଲ ମିଡିଆରେ ପ୍ରଚାରିତ ହୋଇଥିଲା। ଏହି ଖବର ନିଆଁ ପରି ବ୍ୟାପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri