ଜନମତ ସର୍ଭେରେ ବାଇଡେନ୍ ଆଗରେ
ଓ୍ବାଶିଂଟନ,୩ା୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ପ୍ରଚାର ଜୋର୍ଦାର ହୋଇଛି। ରିପବ୍ଲିକାନ ପ୍ରାର୍ଥୀ ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ପ୍ରଚାର ଶେଷ ଦିନରେ ମିଚିଗାନ, ନର୍ଥ କାରୋଲିନ୍ରେ ରାଲି କରିଥିଲେ। ସେହିପରି ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ…
ଭାରତ ମହାସାଗରରେ ପାଟ୍ରୋଲିଂ କରିବ ଜର୍ମାନ ଯୁଦ୍ଧଜାହାଜ
ନୂଆଦିଲ୍ଲୀ,୩ା୧୧: ଆସନ୍ତା ବର୍ଷରୁ ଭାରତ ମହାସାଗରରେ ଜର୍ମାନୀର ଯୁଦ୍ଧଜାହାଜ ପାଟ୍ରୋଲିଂ କରିବ। ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ପ୍ରଭାବ ବଢ଼ୁଥିବାରୁ ଏହାକୁ ପ୍ରତିହତ କରିବା ପାଇଁ ଜର୍ମାନ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରୀ ଆନେଗ୍ରେଟ କ୍ରାମ୍ପ-କରେନବାଉର୍ କହିଛନ୍ତି।…
ବାଂଲାଦେଶରେ ପ୍ୟାରିସ୍ ତାତି
କୋଲକାତା,୩ା୧୧: ବାଂଲାଦେଶର କୋମିଲା ଜିଲାରେ ଏକ ଫେସ୍ବୁକ୍ ପୋଷ୍ଟରେ ଇସ୍ଲାମ ଧର୍ମକୁ ନିନ୍ଦା କରାଯାଇଥିବା ନେଇ ଗୁଜବ ପ୍ରଚାରିତ ହେବା ପରେ ମୌଳବାଦୀ ମୁସଲମାନମାନେ ଶତାଧିକ ହିନ୍ଦୁ ପରିବାରର ଘରେ ପଶି ଭଙ୍ଗାରୁଜା କରିବା ସହ ଜାଳିଦେଇଛନ୍ତି। ଏଥିସହିତ କେତେକ ହିନ୍ଦୁ…
୩ କ୍ରୀଡ଼ା ଭିତ୍ତିଭୂମିର ଉଦ୍ଘାଟନ
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟକୁ କ୍ରୀଡ଼ା ହବ୍ରେ ପରିଣତ କରିବାକୁ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ୩ଟି କ୍ରୀଡ଼ା ଭିତ୍ତିଭୂମିକୁ ଉଦ୍ଘାଟନ କରିଛନ୍ତି। ଗଞ୍ଜାମ ଜିଲାର ହିଞ୍ଜିଳିକାଟୁରେ ଇନ୍ଡୋର ଷ୍ଟାଡିୟମ୍, ଛତ୍ରପୁରରେ ୩ଟି…
ମଧ୍ୟପ୍ରଦେଶର ୨୮ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ
ଭୋପାଳ,୩ ।୧୧: ମଧ୍ୟପ୍ରଦେଶର ୨୮ ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ଅନୁଷ୍ଠିତ ହୋଇଛି । ମଙ୍ଗଳବାର ସକାଳୁ ବିଭିନ୍ନ ଭୋଟ ଗ୍ରହଣ କେନ୍ଦ୍ରରେ ଭୋଟରମାନେ ପହଞ୍ଚୁଥିବା ଦେଖାଯାଇଛି । ସକାଳ ୭ଟାରୁ ଏହା ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…
ବିହାରରେ ପରିବର୍ତ୍ତନର ଗଙ୍ଗା ପ୍ରଭାବିତ ହେଉଛି
ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନ ୨୦୨୦ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୧୭ଟି ଜିଲାର ୯୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଭୋଟ ଦେବା ପାଇଁ ଆରଜେଡି ନେତା ତେଜସ୍ବୀ ଯାଦବ ପାଟନାରେ…
ଟିକା ପାଇଁ ୯୮% ସ୍ବାସ୍ଥ୍ୟକର୍ମୀ ପଞ୍ଜୀକୃତ
ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଖୁବ୍ଶୀଘ୍ର କରୋନା ଟିକା ଆସିବାର ଅଛି। ଟିକା ଆସିଲେ ପ୍ରଥମେ ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହିତ ଆଗଧାଡ଼ିର ଯୋଦ୍ଧାଙ୍କୁ ଦିଆଯିବ ବୋଲି କୁହାଯାଉଛି। ତେଣୁ କେନ୍ଦ୍ର ସରକାର ସମ୍ପୃକ୍ତ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ତଥ୍ୟ ଦେବାକୁ ରାଜ୍ୟଗୁଡ଼ିକୁ…
ଅବହେଳାରୁ ୧୨୪କୋଟି କ୍ଷତି
ଭୁବନେଶ୍ୱର,୩।୧୧(ବ୍ୟୁରୋ): ପରିବହନ ବିଭାଗର କେତେକ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଏବଂ ଟିକସ ଆଦାୟରେ ଅନିୟମିତତା ଯୋଗୁ ରାଜ୍ୟ ସରକାରଙ୍କୁ ବହୁ କୋଟି ଟଙ୍କାର ରାଜସ୍ବ ହରାଇବାକୁ ପଡୁଛି। ମୋଟର ଯାନ ଟିକସ ଆଦାୟ ବିଳମ୍ବ, ଡେରିରେ ଆଦାୟ ହେଉଥିବା ଟିକସରେ ଜରିମାନା…
ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ: ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍
ଭୁବନେଶ୍ୱର,୩ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ କଡ଼ା କଟକଣା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର ସହ କୋଭିଡ ଗାଇଡଲାଇନ ଅନୁସାରେ ଭୋଟ ଗ୍ରହଣ କରାଯାଉଛି । ପ୍ରତ୍ୟେକ…
ବଡ ଧରଣର ଆତଙ୍କବାଦୀ ଆକ୍ରମଣ: ୭ ମୃତ
ଭିଏନା, ୩।୧୧: ଅଷ୍ଟ୍ରିଆର ଭିଏନା ସହରର ବିଭିନ୍ନ ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ଜଣେ ଆତଙ୍କବାଦୀଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ଭିଏନା ପୋଲିସ ବିଭାଗ ଅନୁଯାୟୀ ଏହି ଆକ୍ରମଣରେ ଅନେକ ଲୋକ ଆହତ ହୋଇଛନ୍ତି। ଭିଏନା…
ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଅନେକ ହେବିଓ୍ବେଟ୍ଙ୍କ ଭାଗ୍ୟ ନିର୍ଦ୍ଧାରଣ
ପାଟନା,୩।୧୧: ବିହାରରେ ମଙ୍ଗଳବାର ସକାଳୁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଯୋଗେ ୨ୟ ପର୍ଯ୍ୟାୟରେ ବିହାରବାସୀଙ୍କୁ ପାଇଁ ଭୋଟ ଦେବା ପାଇଁ ଅନୁରୋଧ କରିଛନ୍ତି। ସମସ୍ତେ ଭୋଟ ଦେବାକୁ ଯାଆନ୍ତୁ। ସବୁ…
ଧାରଣାରେ ବସିଲେ ଡାକ୍ତର, କର୍ମଚାରୀ
ଢେଙ୍କାନାଳ ଅଫିସ,୩ା୧୧ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦରେ ସୋମବାର ସମସ୍ତ ଡାକ୍ତର ଓ କର୍ମଚାରୀ ଧାରଣାରେ ବସିଥିଲେ। ଅଭିଯୁକ୍ତମାନଙ୍କୁ ୨୪ ଘଣ୍ଟା ମଧ୍ୟରେ ଗିରଫ କରା ନ…
Archives


