Home Left

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଅନେକ ହେବିଓ୍ବେଟ୍‌ଙ୍କ ଭାଗ୍ୟ ନିର୍ଦ୍ଧାରଣ

ପାଟନା,୩।୧୧: ବିହାରରେ ମଙ୍ଗଳବାର ସକାଳୁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଯୋଗେ ୨ୟ ପର୍ଯ୍ୟାୟରେ ବିହାରବାସୀଙ୍କୁ ପାଇଁ ଭୋଟ ଦେବା ପାଇଁ ଅନୁରୋଧ କରିଛନ୍ତି। ସମସ୍ତେ ଭୋଟ ଦେବାକୁ ଯାଆନ୍ତୁ। ସବୁ…

ଧାରଣାରେ ବସିଲେ ଡାକ୍ତର, କର୍ମଚାରୀ

ଢେଙ୍କାନାଳ ଅଫିସ,୩ା୧୧ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦରେ ସୋମବାର ସମସ୍ତ ଡାକ୍ତର ଓ କର୍ମଚାରୀ ଧାରଣାରେ ବସିଥିଲେ। ଅଭିଯୁକ୍ତମାନଙ୍କୁ ୨୪ ଘଣ୍ଟା ମଧ୍ୟରେ ଗିରଫ କରା ନ…

କଷ୍ଟ ବୁଝୁନାହାନ୍ତି କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୩।୧୧ – ଯନ୍ତ୍ରଣାରେ ଛଟପଟ ହେଉଥିବା ରୋଗୀଟିକୁ ତୁରନ୍ତ ଓ୍ବାର୍ଡରେ ଭର୍ତ୍ତି କରିବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା ଏକ ବ୍ୟାଟେରିଚାଳିତ ଗାଡ଼ି। କିନ୍ତୁ ଦୀର୍ଘଦିନ ହେବ ଉକ୍ତ ଗାଡ଼ି ଅଚଳ ଅବସ୍ଥାରେ ପଡ଼ିରହିଥିଲେ ହେଁ ତାହାର ମରାମତି…

ଭୁଶୁଡ଼ିବ ମାଛକାନ୍ଦଣା ପୋଲ

କେନ୍ଦୁଝର,୩ା୧୧(ସ୍ବ.ପ୍ର.)-ଖଣି ଓ ଶିଳ୍ପ ସମୃଦ୍ଧ କେନ୍ଦୁଝର ଜିଲାର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଥିଲେ ହେଁ ମରାମତି ଅଭାବରୁ ବହୁ ରାସ୍ତାଘାଟ ତଥା ପୋଲ ଅସୁରକ୍ଷିତ ହୋଇ ରହିଛି ା ଏହି ସବୁ ରାସ୍ତା ଓ ପୋଲର ମରାମତି ନେଇ…

ଗଢ଼ା ମଜୁରୀ ଉଠୁନି

କେନ୍ଦୁଝର, ୩।୧୧(ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ଅନେକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି ା ବିଶେଷ କରି ପାର୍ବଣ ଋତୁରେ କାରିଗରମାନେ ମୂର୍ତ୍ତି ଗଢି ଯାହା ରୋଜଗାର କରନ୍ତି ସେଥିରେ ବର୍ଷ ତମାମ ପରିବାର ଚଳାଇଥାନ୍ତି। ତେବେ ଚଳିତବର୍ଷ ରୋଜଗାର ଉପରେ କରୋନା…

ଏମ୍‌ପିଏଲ୍‌ ଭାରତୀୟ କ୍ରିକେଟ ଦଳର ନୂଆ କିଟ୍‌ ପ୍ରାୟୋଜକ

ନୂଆଦିଲ୍ଲୀ: ନାଇକ୍‌ ସ୍ଥାନରେ ଫାଣ୍ଟାସି ଗେମିଂ ପ୍ଲାଟ୍‌ଫର୍ମ ମୋବାଇଲ ପ୍ରିମିୟର ଲିଗ୍‌ର ଏକ ସହାୟକ ସଂସ୍ଥା ‘ଏମ୍‌ପିଏଲ୍‌ ସ୍ପୋଟର୍‌ସ ଆପାରେଲ ଆଣ୍ଡ୍‌ ଆସେସୋରିଜ’ ୩ବର୍ଷ ପାଇଁ ଭାରତୀୟ କ୍ରିକେଟ ଦଳର ନୂଆ କିଟ୍‌ ପ୍ରାୟୋଜକ ହୋଇଛି। ଆପେକ୍ସ କାଉନ୍‌ସିଲର ଜଣେ ସଦସ୍ୟ…

ସ୍ପ୍ରିଣ୍ଟ କୁଇନ୍‌ ଦୂତୀଙ୍କୁ ପଦୋନ୍ନତି

ଭୁବନେଶ୍ୱର: ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ କରୋନା ମହାମାରୀ ପାଇଁ କ୍ରୀଡ଼ା ପ୍ରତିଯୋଗିତାରେ ଭାଗନେଇ ପାରି ନାହାନ୍ତି। ତେବେ ଅର୍ଜୁନ ପୁରସ୍କାର ପାଇଥିବାରୁ ତାଙ୍କ ପାଇଁ ଏହି ବର୍ଷର ଶେଷଭାଗ ଖୁସି ଖବର ଆଣିଛି। ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମସି)ରେ…

୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ

ସୁନ୍ଦରଗଡ,୨।୧୧(ଡି.ଏନ୍‌.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା ପରେ ଏବେ ନିଜ ଦେଶ ଭାରତକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପାକିସ୍ତାନ ସରକାର ତାଙ୍କୁ ଅନ୍ୟ…

ସମାଜବାଦୀ ପାର୍ଟିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ଏମ୍‌ପି ଅନୁ ଟଣ୍ଡନ

ଲକ୍ଷ୍ନୌ,୨।୧୧-କଂଗ୍ରେସର ପୂର୍ବତନ ସାଂସଦ ଅନୁ ଟଣ୍ଡନ ସୋମବାର ସମାଜବାଦୀ ପାର୍ଟିରେ ସାମିଲ ହୋଇଛନ୍ତି। ଦଳୀୟ ମୁଖ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ସେ ଯୋଗଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ୨୯ ତାରିଖରେ ଅନୁ କଂଗ୍ରେସରୁ…

ଗଛରୁ ଗଛକୁ ଡେଉଁନି ମାଙ୍କଡ଼ ଆପଣାଉଛି ଏମିତି ଉପାୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…

ବିବାଦ ଘେରରେ ଶାହରୁଖ: କେବଳ ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ହୋଇଥିଲା ଝଗଡ଼ା

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ନଭେମ୍ବର ୨ରେ ତାଙ୍କର ୫୫ ତମ ଜନ୍ମଦିନ ପାଳନ କରୁଛନ୍ତି। ଶାହରୁଖ ସମଗ୍ର ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ସେ ଯେତିକି ଲୋକପ୍ରିୟ ହୋଇଛନ୍ତି, ସେତିକି ବିବାଦ ଘେରକୁ…

କରୀନାଙ୍କ ଏହି ମହଙ୍ଗା ହିଲ୍‌ର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ: ଦେଖିଲେ କହିବେ ଖାଲି ଚପଲ ଏହାଠୁ କେତେ ଭଲ

ଫ୍ୟାଶନ ଦୃଷ୍ଟିରୁ ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ ସମ୍ପୂର୍ଣ୍ଣ ଭିନ୍ନ। ସେ ଗର୍ଭାବସ୍ଥାରେ ଏପରି ଏକ ଷ୍ଟାଇଲିସ ଲୁକ୍‌ରେ ଦେଖାଯାଇଥିଲେ ଯେ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଗଲେ। କରୀନା ତାଙ୍କ ହିଲ୍‌କୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଛନ୍ତି। ଡ୍ରେସ୍‌ ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri