ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍କା! ଲିଗ୍ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…
ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ କ୍ୟାମ୍ପରେ ପହଞ୍ଚୁଛନ୍ତି। କିନ୍ତୁ ଏହି ସବୁ ମଧ୍ୟରେ ଦିଲ୍ଲୀ କ୍ୟାପିଟାଲ୍ସ ଶିବିରରୁ ଏକ…
ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ
କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ ଭାଇରାଲ ଘଟଣା ଏବେ ସାମ୍ନାକୁ ଆସିଛି। ଏହି ଘଟଣାରେ ଜିଲା ଶିକ୍ଷାଧିକାରୀ ଦୀପକ…
ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି
ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ଯୋଗାଣ ବିଭାଗ ପତ୍ର ସଂଖ୍ୟା ୨୩୩/ଏକ୍ସଭିଆଇଆଇ/ଏଚଏସଡିରେ ବ୍ଲକ…
ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ
ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍ ବରଗାଁ ଗ୍ରାମର ବଡ଼ସାହିରେ ଶନିବାର ଚଢ଼ାଉ…
ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…
ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା ଦେଖିବାକୁ ମିଳିଛି। ଜଣେ ୧୯ ବର୍ଷୀୟା ଯୁବତୀ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ…
ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା
ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା ମାଓବାଦୀଙ୍କୁ ରେଡ୍ କାର୍ପେଟ ବିଛାଇ ଅଣାଯିବ ବୋଲି କୁହାଯାଇଥିଲା। ଧାର୍ଯ୍ୟ ସମୟସୀମା ପାଖେଇ…
ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ
ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ ଯାଉଥିଲେ। ହେଲେ ପୁନେ ଜିଲା ଦଉଣ୍ଡ ରେଲୱେ ଷ୍ଟେଶନରୁ ବୁଲୁ ନିଖୋଜ ହୋଇଯାଇଥିବା…
IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ…
ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ ଅପେକ୍ଷା କରି ରହିଛନ୍ତି। ମାର୍ଚ୍ଚ ୨୮ରୁ ଲିଗ୍ର ୧୯ତମ ସିଜନ ଆରମ୍ଭ ହେବ।…
ମେଡିକାଲ ସିସିଟିଭି ଫୁଟେଜ୍ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ
ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ ମହିଳାଙ୍କ ପୁଅ ଧର୍ମରାଜ ଭୂୟାଁ ଶୁକ୍ରବାର ଥାନାରେ ଏ ଘଟଣା ସଂପର୍କରେ ଅଭିଯୋଗ…
ସିଦ୍ଧିବିନାୟକଙ୍କ ଆଶୀର୍ବାଦ ନେଲେ ସୂର୍ଯ୍ୟକୁମାର, ଗମ୍ଭୀର
ମୁମ୍ବାଇ,୧୪ା୩: ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟି୨୦ ବିଶ୍ୱକପ୍ ଟ୍ରଫି ସହ ସିଦ୍ଧିବିନାୟକ ମନ୍ଦିର ଦର୍ଶନ କରିଛନ୍ତି। ଗତ ରବିବାର ଟିମ ଇଣ୍ଡିଆ ନରେନ୍ଦ୍ର ମୋଦି ଷ୍ଟାଡିୟରେ ଖେଳାଯାଇଥିବା ଫାଇନାଲରେ ୯୬ ରନ୍ରେ…
ମହିଳା ଫୁଟ୍ବଲ୍ ଏସିଆ କପ୍: ସେମିଫାଇନାଲରେ ପହଞ୍ଚିଲା ଚାଇନା
ପର୍ଥ,୧୪ା୩: ତାଇଓ୍ବାନକୁ ୨-୦ ଗୋଲ୍ରେ ପରାସ୍ତ କରି ଗତଥରର ଚାମ୍ପିୟନ ଚାଇନା ମହିଳା ଫୁଟ୍ବଲ୍ ଏସିଆ କପ୍ ସେମିଫାଇନାଲରେ ପ୍ରବେଶ କରିବା ସହ ୨୦୨୭ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଦଳ ବର୍ତ୍ତମାନ ଆୟୋଜକ ଅଷ୍ଟ୍ରେଲିଆ ସହ ମୁକାବିଲା କରିବ।…
ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ
ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ, ମନ୍ଦିର ଭିତର ଓ ବାହାରର ବ୍ୟବସ୍ଥା ଉପରେ ସେ ନଜର ରଖିବେ ।…

