Home Left

ଘର ଛାତ ଉପରେ ସ୍କର୍ପିଓ ଡିଜାଇନ୍‌ର ପାଣିଟାଙ୍କି, ଦେଖିଲେ ଲାଖିଯିବ ଆଖି

ବିହାରର ଜଣେ ବ୍ୟକ୍ତି ମହିନ୍ଦ୍ରା ସ୍କର୍ପିଓର ଡିଜାଇନ୍‌ରେ ଘର ଛାତ ଉପରେ ଏକ ପାଣିଟାଙ୍କି ତିଆରି କରିଛନ୍ତି। ଯାହାକୁ ଦେଖିଲେ ଆଖି ଲାଖିଯିବ। ଭାଗଲପୁରର ଇଣ୍ଟସାର ଆଲାମ ଏହି ପାଣି ଟାଙ୍କି ନିର୍ମାଣରେ ଆଗ୍ରାର ଶ୍ରମିକମାନଙ୍କୁ ସ୍ବତନ୍ତ୍ର ଭାବେ ନିଯୁକ୍ତି ଦେଇଥିଲେ।…

ଫ୍ରାନ୍ସ ଆତଙ୍କବାଦୀ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇ ଫସିଲେ ମୁନବ୍ୱର

ଲକ୍ଷ୍ନୌ,୨ ।୧୧: ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇଥିବା ଜଣାଶୁଣା ଶାୟର ମୁନବ୍ୱର ରାଣାଙ୍କ ବିରୋଧରେ ଲକ୍ଷ୍ନୌର ହଜରତଗଞ୍ଜ କୋତୱାଲିରେ ଏଫ୍‌ଆଇଆର୍ ଦିଆଯାଇଛି । ତାଙ୍କ ବିରୋଧରେ ଗମ୍ଭୀର ଧାରାରେ ମାମଲା ଦାୟର କରାଯାଇଛି । ସୂଚନାଯୋଗ୍ୟ, ଆତଙ୍କବାଦୀ…

ହାଥରସ ମାମଲା: ୟୁପି ସରକାରଙ୍କୁ ଯାଞ୍ଚ ରିପୋର୍ଟ ଦେଲା ଏସ୍‌ଆଇଟି

ହାଥରସ,୨ ।୧୧: ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ଯାଞ୍ଚ କରୁଥିବା ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଆଇଟି) ସୋମବାର ଏହାର ଯାଞ୍ଚ ରିପୋର୍ଟ ଉତ୍ତର ପଦେଶ ସରକାରଙ୍କୁ ଦେଇଛନ୍ତି । ଏବେ ଆହ୍ଲାବାଦ ହାଇକୋର୍ଟରେ ଶୁଣାଣି ସମୟରେ ଏହି ରିପୋର୍ଟ ଉପସ୍ଥାପନ କରାଯାଇପାରେ ।…

ଶୁଟିଂ ସେଟ୍‌ରେ କଥା ହେଉ ନ ଥିଲେ ଅଭିନେତ୍ରୀ ଅଭିନେତା, ତଥାପି ସୁପରହିଟ୍‌ ହୋଇଥିଲା ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ର ୩ ଖାଁ ଏକା ସାଥୀରେ କାମ କରି ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଏହି ୩ ଖାଁ ହେଲେ ଶାହାରୁଖ୍‌, ସଲମାନ୍‌ ଏବଂ ଅମୀର। ଆଜି ଫିଲ୍ମ ‘ଅନ୍ଦାଜ ଅପ୍‌ନା ଅପ୍‌ନା’ସହିତ ଜଡ଼ିତ…

ଶାହାରୁଖ୍‌ଙ୍କ ଉପରେ ରାଗି ନିଜ ଜିନ୍ସ ଚିରିଦେଇଥିଲେ ସନ୍ନି ଦେଓଲ: ଜାଣନ୍ତୁ କାହିଁକି

ବଲିଉଡ୍‌ ବାଦ୍‌ଶାହା ଶାହାରୁଖ୍‌ ଖାନ୍‌ଙ୍କର ଆଜି ଅର୍ଥାତ୍‌ ନଭେମ୍ବର ୨ ହେଉଛନ୍ତି ଜନ୍ମଦିନ। ଆଜି ସେ ୫୫ ତମ ଜନ୍ମଦିନ ପାଳନ କରୁଛନ୍ତି। ତେବେ ଶାହାରୁଖ୍‌ଙ୍କ ଏହି ଖାସ୍‌ ଦିନରେ ତାଙ୍କୁ ନେଇ ଏକ ରୋଚକ କଥା ଜାଣିବା। ୧୭ ବର୍ଷ…

ଅଜବ ମ୍ୟୁଜିୟମ୍‌ : ଯେଉଁଠି ସଂରକ୍ଷିତ ରହିଛି ଶୌଚାଳୟ ସାମଗ୍ରୀ

ଯଦି କେବେ ମ୍ୟୁଜିୟମ ଯାଇଥିବେ ତେବେ ନିଶ୍ଚିତ ଇତିହାସ ସହିତ ଜଡ଼ିତ କିଛି ସାମଗ୍ରୀ, ବିଲୁପ୍ତ ପଶୁପକ୍ଷୀଙ୍କ କଙ୍କାଳ, ମହାପୁରୁଷମାନେ ବ୍ୟବହାର କରୁଥିବା ଜିନିଷ ଦେଖିଥିବେ। ମାତ୍ର ଭାରତରେ ଏମିତି ମ୍ୟୁଜିୟମ ଅଛି, ଯେଉଁଠି ଅଜବ ସାମଗ୍ରୀ ରଖାଯାଇଛି; ଯାହା ଦେଖିଲେ…

କମଲନାଥଙ୍କୁ ଆଶ୍ୱସ୍ତି: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଉପରେ ରାୟ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ ।୧୧: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲନାଥଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ଷ୍ଟାର ପ୍ରଚାରକ ମାନ୍ୟତା ରଦ୍ଦ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତି ଉପରେ ସୋମବାର ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି ।…

ହିନ୍ଦୀ କି ଇଂରାଜୀ ନୁହେଁ, କେବଳ ଏହି ଭାଷା ବୁଝେ କମେଡି କିଙ୍ଗ୍‌ଙ୍କ ଝିଅ

ମୁମ୍ବାଇ: କୌଣସି ଭେଦଭାବ ନ ରଖି ପ୍ରତ୍ୟେକ ଧର୍ମର ଲୋକଙ୍କୁ ହସାଉଥିବା କପିଲ ଶର୍ମା ତାଙ୍କ ଶୋ’ରେ ସମସ୍ତଙ୍କ ଜୀବନରେ ଖୁସି ଭରି ଦିଅନ୍ତି। କପିଲଙ୍କୁ ହସର ରାଜା ବୋଲି କୁହାଯାଏ। ବୋଧହୁଏ ଏପରି ଲକ୍ଷଣ ମଧ୍ୟ ତାଙ୍କ ଝିଅଠାରେ ପ୍ରକାଶ…

ଦୀର୍ଘ ୭ ମାସ ପରେ ଖୋଲିଲା ଆହାର କେନ୍ଦ୍ର

ବେଲପାହାଡ଼,୨ା୧୧(ଡି.ଏନ୍‌.ଏ.): ଦୀର୍ଘ ୭ ମାସ ଧରି କରୋନା ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ବେଲପାହାଡ଼ ଆହାରକେନ୍ଦ୍ର ସୋମବାରରୁ ପୁନଃ ଖୋଲିଛି। ଏହି ଅବସରରେ ଝାରସୁଗୁଡ଼ା ଉପଜିଲାପାଳ ଶିବ ଟପ୍ପୋ, ବେଲପାହାଡ଼ ପୌରପରିଷଦର ପୂର୍ବତନ ପୌରାଧ୍ୟକ୍ଷ ପର୍ଶୁରାମ ସାହୁ, କାଉନସିଲର କୈଳାସ ଚନ୍ଦ୍ର…

କଟକରେ ଖୋଲିବ ବାଣ ଦୋକାନ: ମିଳିଲା ଅନୁମତି

କଟକ ଅଫିସ, ୨।୧୧: ଆଗକୁ କାଳୀ ପୂଜା ଓ ଦୀପାବଳି। ତେବେ କୋଭିଡ୍‌ କଟକଣା ଭିତରେ ପାଳିତ ହେବ ଏହିସବୁ ପର୍ବ। କଟକରେ ପୂର୍ବଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି। ହେଲେ କେଉଁଠି ବାଣ ଦୋକାନ…

ମନ୍ଦିରରେ ନମାଜ ପାଠ: ୪ ଜଣଙ୍କ ବିରୋଧରେ ମାମଲା ଦାଏର

ମଥୁରା,୨।୧୧: ଦିଲ୍ଲୀରୁ ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍‌ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଥିବା ଖବର ପ୍ରଚାରିତ ହେବାପରେ ଏନେଇ ବିବାଦ ଆରମ୍ଭ ହୋଇଛି। ଦିଲ୍ଲୀର ଫୈଜଲ ଖାଁ ଏବଂ ମହମ୍ମଦ୍‌ ଚାନ୍ଦ୍‌…

ଏନ୍‌ଡିଏ-ମହାମେଣ୍ଟ ପାଇଁ କିଙ୍ଗ୍‌ ମେକର ହେବ କି କୁଶବାହାଙ୍କ ତୃତୀୟ ସାମୁଖ୍ୟ: ଚର୍ଚ୍ଚା ଆରମ୍ଭ !

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ନଭେମ୍ବର ୧୦ରେ ପ୍ରକାଶ ପାଇବ। ଚଳିତ ଥର ରାଜ୍ୟରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏନ୍‌ଡିଏ ଏବଂ ତେଜସ୍ବୀ ଯାଦବଙ୍କ ମହାମେଣ୍ଟ ମଧ୍ୟରେ ଲଢ଼େଇ ଜାରି ରହିଛି। ଚଳିତ ଥର ଆର୍‌ଏଲ୍‌ଏସ୍‌ପି ମୁଖ୍ୟ ଉପେନ୍ଦ୍ର କୁଶବାହାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri