Home Left

ଜମା, ଉଠାଣରେ ଚାର୍ଜ ନେବେ ବ୍ୟାଙ୍କ;କଂଗ୍ରେସ କହିଲା ସରକାରଙ୍କ ‘କମର ତୋଡ ତୋଫା’

ନୂଆଦିଲ୍ଲୀ: ଜମା ଏବଂ ଉଠାଣ କ୍ଷେତ୍ରରେ କିଛି ବ୍ୟାଙ୍କ ଗ୍ରାହକଙ୍କଠାରୁ ଚାର୍ଜ ଆଦାୟ କରିବେ। ରିପୋର୍ଟ ମୁତାବକ ବ୍ୟାଙ୍କ ଅଫ୍‌ ବରୋଦା ନିର୍ଦ୍ଧାରିତ ନେଣଦେଣଠାରୁ ଅଧିକ ଥର ନେଣଦେଣରେ ନଭେମ୍ବର ପହିଲାରୁ ଏଭଳି ନିୟମ ଲାଗୁ କରିଛି। ବ୍ୟାଙ୍କ ଅଫ୍‌ ଇଣ୍ଡିଆ,…

ବାଟ ରୋକିଲା ହାଟ

ଅନୁଗୋଳ ଅଫିସ, ୨।୧୧: ଭିଡ଼ ହେଲେ ସଂକ୍ରମଣ ବଢ଼ିବ। ସେଥିପାଇଁ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଭିତରେ ହେଉଥିବା ହାଟକୁ ପ୍ରଶାସନ ବନ୍ଦ କରି ଅନୁଗୋଳ-କଟକ ରାସ୍ତାର କଲେଜ ଛକକୁ ସ୍ଥାନାନ୍ତର କଲା। କିନ୍ତୁ ରାସ୍ତା ପାର୍ଶ୍ୱରେ ବସୁଥିବା ଉକ୍ତ ହାଟରେ କିପରି…

ସର୍ବାଧିକ ଦିନିକିଆ ମ୍ୟାଚ୍‌ ପରିଚାଳନାରେ ଦାର୍‌ଙ୍କ ରେକର୍ଡ

ରାଓ୍ବଲପିଣ୍ଡି : ପାକିସ୍ତାନ ଅମ୍ପାୟର ଆଲିମ ଦାର ଆଉ ଏକ ରେକର୍ଡ କରିଛନ୍ତି। ଜଣେ ଅନ୍‌ଫିଲ୍ଡ ଅମ୍ପାୟର ଭାବେ ସେ ସର୍ବାଧିକ ଦିନିକିଆ ମ୍ୟାଚ୍‌ ପରିଚାଳନା କରି ଏହି ସଫଳତା ପାଇଛନ୍ତି। ଏଠାରେ ରବିବାର ଖେଳାଯାଇଥିବା ପାକିସ୍ତାନ- ଜିମ୍ବାଓ୍ବେ ଦ୍ୱିତୀୟ ଦିନିକିଆ…

ଜିଏସ୍‌ଟି ସଂଗ୍ରହ ଲକ୍ଷେ କୋଟି ଟପିଲା

ନୂଆଦିଲ୍ଲୀ: ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ବାବଦକୁ ସରକାର ଲକ୍ଷେ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଅର୍ଥ ସଂଗ୍ରହ କରିଛନ୍ତି। ଗତ ୮ ମାସ ମଧ୍ୟରେ ପ୍ରଥମ ଥର ଲାଗି ପରୋକ୍ଷ ଟିକସ ସଂଗ୍ରହ ୧ ଲକ୍ଷ କୋଟି ଟଙ୍କା ଟପିଛି।…

ଗୁଜୁରାତିରେ ରହିଛି ଅନେକ ଔଷଧୀୟ ଗୁଣ

ଗୁଜୁରାତି ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ। ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ଆସନ୍ତୁ ଜାଣିବା ଏ ସମ୍ପର୍କରେ… – ଗୁଜୁରାତି ଖାଇବା ଦ୍ୱାରା ପାଚନକ୍ରିୟା ସହଜ ହୋଇଥାଏ। ପ୍ରତିଦିନ ସକାଳେ ୪/୫ଟି ଗୁଜୁରାତି ପାଣିରେ ଭିଜାଇ…

ନାଲ୍‌କୋ ଇଡି ଦାୟିତ୍ୱ ନେଲେ ଅମ୍ବିକା ପ୍ରସାଦ

ବଅଁରପାଳ, ୧ା୧୧(ଡି.ଏନ.ଏ.)- ନାଲ୍‌କୋ ସ୍ମେଲଟର ଓ ପାଓ୍ବାର ପ୍ଲାଣ୍ଟର ନୂତନ ନିର୍ବାହୀ ନିର୍ଦ୍ଦେଶକ(ଇଡି) ଭାବେ ଅମ୍ବିକା ପ୍ରସାଦ ପଣ୍ଡା ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ସିପିପିରେ ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ସେହିପରି ସିପିପିର ନୂତନ ମହାପ୍ରବନ୍ଧକ ଦାୟିତ୍ୱ…

ଉପନିର୍ବାଚନ ପାଇଁ ସରିଲା ପ୍ରଚାର: ୩ରେ ମତଦାନ

ଭୁବନେଶ୍ୱର,୧।୧୧(ବ୍ୟୁରୋ)-ରାଜ୍ୟର ୨ ବିଧାନସଭା ନିର୍ବାଚନ ମଣ୍ଡଳୀ ବାଲେଶ୍ୱର ଓ ତିର୍ତ୍ତୋଲରେ ଉପନିର୍ବାଚନ ପାଇଁ ସରିଛି ପ୍ରଚାର। ୩ ତାରିଖରେ ଅନୁଷ୍ଠିତ ହେବ ଭୋଟ ଗ୍ରହଣ। ଯଦି କେହି ନିୟମ ଉଲ୍ଲଙ୍ଘନ କରନ୍ତି ତେବେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟ ନିର୍ବାଚନ…

ସାରୁଅ ଜମି ବିବାଦ: ଓଟିଭି ସିଏଫ୍‌ଓଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧ ା୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଇଓଡବ୍ଲ୍ୟୁ ଓଟିଭିର ସିଏଫ୍‌ଓ ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ ଗିରଫ କରିଛି। କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ରବିବାର ତାଙ୍କୁ ୯ଘଣ୍ଟା ଜେରା କରାଯିବା ପରେ ଗିରଫ କରାଯାଇଛି। ମନୋରଞ୍ଜନ ଷଡ଼ଙ୍ଗୀଙ୍କ ବିରୋଧରେ…

ଅନକାଡେଲି ଅଞ୍ଚଳରୁ ୧.୫ କୋଟି ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ/ଲମତାପୁଟ,୧ା୧୧(ସ୍ବ.ପ୍ର.)-କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନକାଡେଲି ପଞ୍ଚାୟତର ହନୁମାଳ ଗ୍ରାମରେ ରବିବାର ପୋଲିସ ଚଢାଉ କରି ୮କୁଇଣ୍ଟାଲ ୧୨ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ଦେଢ କୋଟି ଟଙ୍କା ହେବ ବୋଲି ଜଣାଯାଇଛି ।…

ଏ ଦୁନିଆରେ ଦୁଇଟି ବ୍ୟକ୍ତିଙ୍କୁ ଖୋଜିବା କଷ୍ଟକର

ନୂଆଦିଲ୍ଲୀ,୧।୧୧: ଅଭିନେତା ତଥା କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଟୁଇଟରରେ ଦୁଇଟି କ୍ଲିପ ଶେୟାର କରି ସେ କହିଛନ୍ତି, ଏ ଦୁନିଆରେ ଦୁଇଜଣ ବ୍ୟକ୍ତିଙ୍କୁ ଖୋଜିବା ଅସମ୍ଭବ। ଜଣେ ହେଲେ ମୋଦିଙ୍କ କ୍ଲାସମେଟ୍‌ ଏବଂ…

ସୁରତରେ ତିଆରି ହେଲା ଗୋଲ୍ଡ ଘାରି ମିଠା: କିଲୋ ପ୍ରତି ଦାମ ରହିଛି ୯୦୦୦ ଟଙ୍କା

ସୁରତ,୧।୧୧- ସୁରତର ଲୋକ ପର୍ବ ଚାନ୍ଦି ପାଦଭୋକୁ ନଜରରେ ରଖି ସୁରତ ସହରର ଏକ ମିଠା ଦୋକାନରେ ନିଆରା ମିଠା ପ୍ରସ୍ତୁତ କରାଯାଇଛି। ଏହି ମିଠାର ନାମ ରହିଛି ଗୋଲ୍ଡ ଘାରି। ଆଗକୁ ଏହି ପର୍ବ ଆସୁଥିବାରୁ ଦୃଷ୍ଟିରେ ରଖି ଏହି…

ଶେଷ ମ୍ୟାଚ୍‌ ଜିତି ଟୁର୍ନାମେଣ୍ଟରୁ ବିଦାୟ ନେଲା ଚେନ୍ନାଇ

ଦୁବାଇ,୧।୧୧: ଆଇପିଏଲ ୨୦୨୦ର ୫୩ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ୯ ଉଇକେଟ୍‌ରେ କିଙ୍ଗ୍ସ ଏକାଦଶ ପଞ୍ଜାବକୁ ପରାସ୍ତ କରିଛି। ୧୫୪ ବିଜୟ ଲକ୍ଷ୍ୟକୁ ପିଛା କରି ଚେନ୍ନାଇ ମାତ୍ର ଏକ ଉଇକେଟ ହରାଇ ଟାର୍ଗେଟରେ ପହଞ୍ଚି ଯାଇଥିଲା। ରୁତୁରାଜ ଗାୟକ୍ୱାଡଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri