ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ
ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍ଲକ୍-୬ ଗାଇଡ୍ଲାଇନ ଜାରି କରିଛନ୍ତି। ଏହି ଗାଇଡ୍ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପରିସ୍ଥିତିକୁ ଦେଖି ଏ ନେଇ ଅନୁମତି ଦେଇପାରିବେ। ତେବେ ଏହି ଗାଇଡ୍ଲାଇନକୁ…
ମାଡ଼ି ଆସୁଛି ବିପଦ: ପୃଥିବୀକୁ ଧକ୍କାଦେବ ଗ୍ରହାଣୁପିଣ୍ଡ, ହେବ ପ୍ରଚଣ୍ଡ ବିସ୍ଫୋରଣ
ଓ୍ବାଶିଂଟନ,୧।୧୧: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ୪୮ ବର୍ଷ ପରେ ୨୦୬୮ ଏପ୍ରିଲ୍ ୧୨ରେ ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ ତୀବ୍ର ବେଗରେ ଧକ୍କାଦେବ। ଏହାଯୋଗୁ ପ୍ରଚଣ୍ଡ ବିସ୍ଫୋରଣ ହେବ। ବିସ୍ଫୋରଣର ତୀବ୍ରତା ୮୮ କୋଟି ଟନ୍ ଟ୍ରାଇ ନାଇଟ୍ରୋ…
ଆଉ ଏକ ଖଣି ଦୁର୍ନୀତିର ପୂର୍ବାଭାସ
ଯାଜପୁର ଅଫିସ,୧ା୧୧: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର, ହରଦେଇପୁର ପ୍ରଭୃତି ଅଞ୍ଚଳରେ ଶନିବାର ବିପୁଳ ପରିମାଣର ଚୋରା ଲୁହାପଥର ଜବତ ହୋଇଛି। ଯାଜପୁରରୋଡ ଖଣି ଉପନିର୍ଦ୍ଦେଶାଳୟ ପକ୍ଷରୁ ପ୍ରାୟ ୨୦୦ଟନ୍ ଚୋରା ଲୁହାପଥର ଜବତ କରାଯାଇଛି। ରିପୋର୍ଟ ଲେଖା…
ବିବାହ ଭୋଜିରେ ସାମିଲ ହୋଇପାରିବେ ଦୁଇ ଶହରୁ ଅଧିକ ଅତିଥି: ମାନିବାକୁ ପଡିବ ୫ ନିୟମ!
ନୂଆଦିଲ୍ଲୀ,୧ ।୧୧: ବିବାହ ଉତ୍ସବକୁ ନେଇ ଦିଲ୍ଲୀ ସରକାର ଏକ ଖୁସି ଖବର ଦେଇଛନ୍ତି । ସୂଚନାରୁ ଜଣାପଡିଛି ଏଣିକି ବିବାହ ଉତ୍ସବରେ ୨ଶହରୁ ଅଧିକ ଅତିଥି ଯୋଗ ଦେଇ ପାରିବେ । ହେଲେ ଏଥିପାଇଁ ସରକାର କେତୋଟି ସର୍ତ୍ତ ରଖିଛନ୍ତି…
୬୨ ମିଟର ଦୂର ଚାଲିଲା ୫ ମହଲା କୋଠା: ସୁରକ୍ଷିତ ସ୍ଥାନକୁ ହେଲା ସ୍ଥାନାନ୍ତର
ବେଜିଂ,୧।୧୧: ଜୀବିତ ପ୍ରାଣୀ ଚାଲବୁଲ କରିଥାନ୍ତି। ତେବେ କୋଠା ଚାଲିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି ଘଟଣା ଚାଇନାର ସାଙ୍ଘାଇରେ ଘଟିଛି। ରୋବୋଟିକ୍ ଗୋଡ଼ ଲଗାଇ ଚାଇନାର ଏକ ୫ ମହଲା କୋଠାକୁ ୬୨ ମିଟର ଦୂର…
ହୁଗୁଳା ହେଉଛି ସାତକୋଶିଆ ସୁରକ୍ଷା
ବନ୍ତଳା,୧ା୧୧: ମହାବଳ ବାଘ ମହାବୀରର ମୃତ୍ୟୁ ପରଠାରୁ ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ଅନ୍ଧକାରକୁ ଠେଲି ହୋଇଯାଇଛି। ଏଠାରେ ପ୍ରଥମ କରି ଆରମ୍ଭ କରାଯାଇଥିବା ଦେଶର ଆନ୍ତଃରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତର ପ୍ରକଳ୍ପକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ)…
ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରୁଛି କଳା ପଲିଥିନରେ ଥିବା କରୋନା ସଂକ୍ରମିତଙ୍କ ମୃତଦେହ!
ମସ୍କୋ,୧ ।୧୧: ରୁଷିଆରେ କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଯାଇଛି । ଯାହା ପୂର୍ବାପେକ୍ଷା ଅଧିକ ବୋଲି ଅନୁମାନ କରାଯାଉଛି । ଶୁକ୍ରବର ଏଠାରେ ୧୮,୨୮୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୩୫୫ଜଣଙ୍କ ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ…
ବାହୁବଳୀ ବିଧାୟକଙ୍କ ହୋଟେଲ ଉପରେ ଚାଲିଲା ବୁଲ୍ଡୋଜର
ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶର ମଉ ବିଧାନସଭା ଆସନର ବାହୁବଳୀ ବିଧାୟକ ମୁକ୍ତାର ଅନସାରୀଙ୍କ ହୋଟେଲରେ ରବିବାର ସକାଳେ ପ୍ରଶାସନ ପକ୍ଷରୁ ବୁଲ୍ଡୋଜର ଚଲାଯାଇଛି। ବେଆଇନ ନିର୍ମାଣ ହଟାଇବା ଲାଗି ଏଭଳି କରାଯାଇଛି। ଗାଜିପୁରଠାରେ ଥିବା ଅନସାରୀଙ୍କ ହୋଟେଲ ଗଜଲ୍ରେ ଅତିକ୍ରମଣ ହଟାଯାଇଛି। ଶନିବାର…
ପାକିସ୍ତାନ ରାସ୍ତା କଡରେ ଲାଗିଲା ୱିଙ୍ଗ କମାଣ୍ଡର ଅଭିନନ୍ଦନ ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟର
ଲାହୋର,୧ ।୧୧: ଭାରତୀୟ ବାୟୁସେନାର ପରାକ୍ରମୀ ପାଇଲଟ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଣିଥରେ ପାକିସ୍ତାନରେ ଚର୍ଚ୍ଚାର ବିଷୟ ପାଲଟି ଯାଇଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କିଛି ପୋଷ୍ଟର ମଧ୍ୟ ପାକିସ୍ତାନ ରାସ୍ତାରେ ଲଗାଯାଇଥିବା ଦେଖାଯାଇଛି । ଏହି…
ମୋଦିଙ୍କୁ ତେଜସ୍ବୀଙ୍କ ପ୍ରଶ୍ନ: ଚପରାସି ଚାକିରି ପାଇଁ ଆବେଦନ କରୁଛନ୍ତି ଇଞ୍ଜିନିୟରିଂ ସ୍ନାତକ
ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୨ ଦିନିଆଗସ୍ତରେ ଆସିବେ। ଏହାର କେଇଘଣ୍ଟା ପୂର୍ବରୁ ଆର୍ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୋଦିଙ୍କୁ କଡ଼ା ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ବିକାଶର କଥା କହୁଥିବାବେଳେ ବିହାରର…
ବଢିଲା କରୋନା ସଂକ୍ରମଣ: ଏକ ମାସ ପାଇଁ ପୁଣିଥରେ ଲକ୍ଡାଉନ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ଲଣ୍ଡନ,୧ ।୧୧: ଶୀତ ବଢିଲା ବଢିଲା କରୋନା ଭାଇରସ ସଂକ୍ରମଣ । ବ୍ରିଟେନରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଚିନ୍ତାରେ ପଡିଯାଇଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ । ଏହାକୁ କାବୁ କରିବାକୁ ଯାଇ ନଭେମ୍ବର ୧ରୁ ଡିସେମ୍ବର ୨ ପର୍ଯ୍ୟନ୍ତ…
କୃଷି ଆଇନ ବିରୋଧରେ ୩ ବିଲ୍ ଆଣିଲା ରାଜସ୍ଥାନ
ନୂଆଦିଲ୍ଲୀ,୧।୧୧(ପି.ଟି.): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ଅକାମୀ କରିବା ପାଇଁ ରାଜସ୍ଥାନ ସରକାର ଶନିବାର ବିଧାନସଭାରେ ତିନୋଟି ବିଲ୍ ଆଗତ କରିଛନ୍ତି। ପୂର୍ବରୁ ପଞ୍ଜାବ ସରକାର ବିଧାନସଭାରେ କୃଷି ଆଇନ ବିରୋଧରେ ସଂକଳ୍ପ ଗୃହୀତ କରାଇବା ସହ ବିବାଦୀୟ ଆଇନ…
Archives


