Home Left

ବାନ୍ନେରଘାଟ୍ଟ ଜାତୀୟ ଉଦ୍ୟାନ

କର୍ନାଟକସ୍ଥିତ ବାନ୍ନେରଘାଟ୍ଟ ଜାତୀୟ ଉଦ୍ୟାନରେ ପର୍ଯ୍ୟଟକ ବହୁ ବିରଳ ପଶୁପକ୍ଷୀଙ୍କ ସମେତ ଜାତିଜାତିକା କୁମ୍ଭୀର, ସାପ ତଥା ପ୍ରଜାପତି ଦେଖିବାର ସୁଯୋଗ ପାଇପାରିବେ। ଏପରିକି ବିଭିନ୍ନ କିସମର ବନସ୍ପତି ବୃକ୍ଷକୁ ଏଠାରେ ଦେଖିବା ସହ ଅନେକ କିଛି ଅଜଣା ତଥ୍ୟ ହାସଲ…

ମୂର୍ତ୍ତି ନୁହେଁ କେକ୍‌

ବିଭିନ୍ନ ଆକାର ଆକୃତିର କେକ୍‌ ଦେଖିଥିବେ। ହେଲେ ଆମେ ଏଠାରେ ଯେଉଁ କେକ୍‌ ସମ୍ପର୍କରେ କହୁଛୁ ତାହା ପ୍ରଥମ ନଜରରେ ମୂର୍ତ୍ତିଭଳି ଲାଗିବ। କିନ୍ତୁ ପ୍ରକୃତରେ ଏସବୁ ହେଉଛି କେକ୍‌। ଆଉ ଏସବୁକୁ ଏତେ ନିଖୁଣ ଓ ସୁନ୍ଦରଭାବେ କରାଯାଇଛି ଯେ,…

ବ୍ରାହ୍ମଣୀ ନଦୀ ପଠାରୁ ଚାଲିଛି ମାଟି, ବାଲି ଉଠାଣ

ପଟ୍ଟାମୁଣ୍ଡାଇ,୨୮।୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ପଠାରୁ ପରିବେଶ କ୍ଲିୟରାନ୍ସ ପ୍ରମାଣ ପତ୍ର ନ ଥାଇ ବାଲି ଓ ମାଟି ଉଠାଣ ଚାଲିଛି। ପ୍ରତିଦିନ ଶତାଧିକ ଟ୍ରକରେ ବାଲି ଓ ମାଟି ଉଠାଯାଇ ବିଭିନ୍ନ ସ୍ଥାନକୁ…

କଂଗ୍ରେସର ନାଁ ପରିବର୍ତ୍ତନ କରିବାକୁ ରାହୁଲଙ୍କୁ ଚିଠି ଲେଖିଲା ହିନ୍ଦୁ ମହାସଭା!

ନୂଆଦିଲ୍ଲୀ,୨୮ ।୨: ହିନ୍ଦୁ ମହାସଭାର ନେତା କଂଗ୍ରେସର ସଦସ୍ୟତା ଗ୍ରହଣ କରିବା ପରେ କଂଗ୍ରେସ ଦୁଇ ଭାଗରେ ବିଭକ୍ତ ହୋଇଯାଇଛି । ଏବେ ହିନ୍ଦୁ ମହାସଭା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଏକ ଚିଠି ଳେଖିଥିବା ସୂଚନା ମିଳିଛି ।…

କରତ ଚକ ଲଗା ସାଇକେଲ

ବଡ଼ ବଡ଼ ଗଛ କାଟିବା ପାଇଁ ଗୋଲାକାର କରତର ବ୍ୟବହାର କରାଯାଏ। ତେବେ ଏହି ଧାରୁଆ କରତକୁ ଜଣେ ବ୍ୟକ୍ତି ଅସମ୍ଭବଭାବେ ଏକ ଭିନ୍ନ ଉପାୟରେ ବ୍ୟବହାର କରିଛନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ସେ ଏହି କରତକୁ ନିଜ ସାଇକେଲର ଚକଭାବେ…

ଡେଭିଡ୍‌ ବେକହାମ୍‌ ମନ୍ଦିର

ଦେବଦେବୀଙ୍କ ମନ୍ଦିର ସହ ଅନେକ ସମୟରେ କିଛି ଅଜବ ମନ୍ଦିର ବି ସାରା ପୃଥିବୀରେ ଦେଖିବାକୁ ମିଳେ। କିଛି ସ୍ଥାନରେ ତ ଲୋକଙ୍କ ପ୍ରିୟ ତାରକା, ସେ ସିନେ ତାରକା ହୁଅନ୍ତୁ କି ଖେଳ ତାରକାଙ୍କ ମନ୍ଦିର ବି ରହିଛି। ସେହିଭଳି…

‘ମନ୍ କି ବାତ୍‌’ କାର୍ଯ୍ୟକ୍ରମ ପୂର୍ବରୁ ମୋଦିଙ୍କ ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୨୮ ।୨:କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଲଗାତାର ଭାବେ ଦୋଷ ଲଦି ଆସୁଥିବା ଦେଖାଯାଇଛି । ଏଥର ବି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି ପ୍ରତି ରବିବାର…

ଗୁରୁଜଙ୍ଗ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ,୨୮।୨: ଗୁରୁଜଙ୍ଗ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁମାରବସ୍ତ ଗ୍ରାମର ଦୀପୁ ଓରଫ ଦୀପକ କୁମାର ପ୍ରଧାନଙ୍କୁ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଶନିବାର ଗିରଫ କରିଛି। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ୨ଟି ଜୀବନ୍ତ ଗୁଳି ଜବତ ହୋଇଛି। ଦୀପୁଙ୍କ…

ଆକର୍ଷଣ ପାଲଟିଛି ଅଲୋଡ଼ା କୁଞ୍ଜବନ ମଠ

ଖୋର୍ଦ୍ଧା ଅଫିସ,୨୮।୨: କୁହାଯାଏ ଇଚ୍ଛା ଓ ନିଷ୍ଠା ଥିଲେ ସବୁ କିଛି ସମ୍ଭବ। ସଫଳତା ଆପେ ଆପେ ମିଳିଥାଏ। ଏହାର ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଦୁଇ ଯୁବବନ୍ଧୁ ସନ୍ତୋଷ କୁମାର ମାନସିଂ ଓ ସୁମନ୍ତ କୁମାର ପ୍ରଧାନ। ଉଭୟଙ୍କ ଅକ୍ଳାନ୍ତ ପରିଶ୍ରମ…

ଜେଲ୍‌ରେ ଗଞ୍ଜା

ବେଟିଂ କରି ଲୋକେ ଜେଲ୍‌ ଯାଉଥିବା କଥା ଶୁଣିଥିବେ। ହେଲେ ଜାଣନ୍ତି କି ନିକଟରେ ଦୁଇଟି ଗଞ୍ଜା କୁକୁଡାକୁ ବେଟିଂ ଭଳି ସଙ୍ଗିନ ଅଭିଯୋଗରେ ଜେଲ୍‌ ଯିବାକୁ ପଡିଛି। ୧୦ ଜାନୁୟାରୀ, ତେଲେଙ୍ଗାନାରେ ଘଟିଛି ଏହି ଘଟଣା। ସେବେଠାରୁ ଏହି ଦୁଇ…

ମାର୍ଚ୍ଚ-୧ରୁ କ୍ଷୀର ଲିଟର ୧୦୦ ଟଙ୍କା

ହିସାର,୨୮।୨: କୃଷି ଆଇନ ବିରୋଧରେ ଜାରି ରହିଥିବା ଆନ୍ଦୋଳନକୁ ହରିୟାଣା ଖାପ୍‌ ପଞ୍ଚାୟତର ସମର୍ଥନ ମିଳିଛି। ମାର୍ଚ୍ଚ ୧ରୁ କ୍ଷୀର ଲିଟର ପିଛା ୧୦୦ଟଙ୍କାରେ ବିକ୍ରି କରିବାକୁ ପଞ୍ଚାୟତ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସରକାରୀ ସମିତି ସମେତ ଡାଏରୀ କମ୍ପାନୀଗୁଡ଼ିକୁ…

ଅଲିଭ୍‌ ରିଡ୍‌ଲେ କଇଁଛ ମୃତ୍ୟୁ ଘଟଣା: ୩ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ୍‌,୨୮।୨: କେନ୍ଦ୍ରାପଡ଼ା ଜିଲା ଗହୀରମଥା ମୁହାଣରେ ୮୦୦ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ମୃତ୍ୟୁ ଘଟଣାରେ ନିଜ ଆଡ଼ୁ ଜନସ୍ବାର୍ଥ ମାମଲା ରୁଜୁ କରିଥିବା ହାଇକୋର୍ଟ ଏବେ ଏକ ୩ଜଣିଆ କମିଟି ଗଠନ କରିଛନ୍ତି। ଶୁକ୍ରବାର ମାମଲାର ଶୁଣାଣି କରି ହାଇକୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?