Home Left

ଏମିତି ମାଟି ଦୀପ: ଯାହା ଜଳୁଛି ୪୦ ଘଣ୍ଟା

ରାୟପୁର,୩୧ା୧୦: ଛତିଶଗଡ଼ର କୋଣ୍ଡାଗାଁରେ ରହୁଥିବା ଅଶୋକ ଚକ୍ରଧାରୀ ଏକ ମାଟିର ଦୀପ ତିଆରି କରିଛନ୍ତି। ଯାହା ୨୪ରୁ ୪୦ ଘଣ୍ଟା ପର୍ଯ୍ୟନ୍ତ ଜଳିପାରିବ। ଏହି ଦୀପକୁ ନେବା ପାଇଁ ଲୋକେ ଫୋନ୍‌ ପରେ ଫୋନ୍‌ କରୁଛନ୍ତି। ଅଶୋକଙ୍କୁ ଏଥିପାଇଁ ଜାତୀୟ ମେରିଟ୍‌…

୧୦ ହଜାର ଟଙ୍କାକୁ ବନ୍ଧା ପଡ଼ିଥିଲା ରାଶନକାର୍ଡ, ସହଯୋଗର ହାତ ବଢ଼ାଇଲେ ଯୁବ ସ୍ବେଚ୍ଛାସେବୀ

ଗଞ୍ଜାମ,୩୧ା୧୦(ଡି.ଏନ୍‌.ଏ.): ଅଭାବ ଅନଟନ ହେଲେ ସାଧାରଣତଃ ଲୋକେ ସୁନା ରୁପା ବନ୍ଧକ ରଖି ଟଙ୍କା ଧାର ଆଣିଥାନ୍ତି l କିନ୍ତୁ ପରିବାର ବୋଝ ପାଇଁ ସରକାର ପ୍ରଦାନ କରିଥିବା ରାଶନକାର୍ଡ ମାତ୍ର ୧୦ ହଜାର ଟଙ୍କାରେ ବନ୍ଧା ପକାଇବା ଘଟଣା ସ୍ଥାନୀୟ…

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କମଲନାଥ

ନୂଆଦିଲ୍ଲୀ,୩୧ା୧୦: ଷ୍ଟାର କ୍ୟାମ୍ପେନର ତାଲିକାରୁ ହଟାଯିବା ପରେ ବରିଷ୍ଠ କଂଗ୍ରେସ ନେତା କମଲନାଥ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଯୋଗୁ ଶୁକ୍ରବାର ନିର୍ବାଚନ କମିଶନ କମଲନାଥଙ୍କ ଷ୍ଟାର୍‌ କ୍ୟାମ୍ପେନର ମାନ୍ୟତା ପ୍ରତ୍ୟାହାର କରିଥିଲେ। ଏହି ନିଷ୍ପତ୍ତି ବିରୋଧରେ…

ନଦୀ ପାର ହେଉଛି ୫୦ ଫୁଟ୍‌ ଲମ୍ବର ଆନାକୋଣ୍ଡା: ଭିଡିଓ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ବ୍ରାଜିଲର ଜିଙ୍ଗୁ ନଦୀରେ ଏକ ୫୦ ଫୁଟ୍‌ ଲମ୍ବର ଆନାକୋଣ୍ଡା ନଦୀ ପାର ହେଉଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ବେଶ ଆକର୍ଷଣୀୟ ଶୈଳୀରେ ବିରାଟକାୟ ସାପଟି ନଦୀର…

ଭାଷଣ ଦେବାବେଳେ ମଞ୍ଚ ଭୁଶୁଡିଲା: ପପୁ ଯାଦବଙ୍କ ହାତ ଭାଙ୍ଗିଲା

ମୁଜଫରପୁର,୩୧।୧୦-ବିହାର ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ତରଫରୁ ନିର୍ବାଚନୀ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର ମୁଜଫରପୁର ଜିଲାର ମୀନାପୁରରେ ଜନ ଅଧିକାର ପାର୍ଟି ପକ୍ଷରୁ ଏକ ଜନସଭା ଆୟୋଜନ କରାଯାଇଥିଲା। ମଞ୍ଚରେ ଜନ ଅଧିକାର ପାର୍ଟିର ମୁଖ୍ୟ ପପୁ…

ଗାଁର ସବୁ ଛାତ୍ରୀଙ୍କୁ ସାଇକେଲ ଦେବାକୁ ଘୋଷଣା କଲେ ସୋନୁ ସୁଦ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୋନୁ ସୁଦ ଲକ୍‌ଡାଉନ୍‌ ସମୟରୁ ଆଜି ପର୍ଯ୍ୟନ୍ତ ଲୋକଙ୍କୁ ସାହାଯ୍ୟ କରି ଚର୍ଚ୍ଚାରେ ରହି ଆସୁଛନ୍ତି। ସୋନୁ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ତାଙ୍କୁ ସୋସିଆଲ ମିଡିଆ ଜରିଆରେ ଯିଏ ସାହାଯ୍ୟ ଯେଉଁ ସାହାଯ୍ୟ ମାଗେ…

ମାଳଦ୍ୱୀପରେ ପହଞ୍ଚାଇବାକୁ ସୋନୁ ସୁଦ୍‌ଙ୍କୁ ଅନୁରୋଧ କଲେ ଜଣେ ବ୍ୟକ୍ତି, ଅଭିନେତାଙ୍କ ଉତ୍ତର ଶୁଣି ହସିହସି ଗଡ଼ିବେ

ମୁମ୍ବାଇ: କରୋନା ମହାମାରୀ ସମୟରେ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହାଦ୍ୱାରା ପ୍ରବାସୀ ଶ୍ରମିକମାନେ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ତେବେ ଏମାନଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଥିଲେ ବଲିଉଡ୍‌ ଅଭିନେତା ସୋନୁ ସୁଦ। ସୋନୁଙ୍କ ଏପରି ସାହାଯ୍ୟ ସହଯୋଗ…

ଯୁବପିଢ଼ିଙ୍କୁ ପଛରେ ପକାଇଲେ ଏହି ବୃଦ୍ଧା, ୟୁଟ୍ୟୁବ୍‌ରୁ ମିଳିଲା ସିଲଭର ବଟନ

ସୋସିଆଲ ମିଡିଆ ଆଜିକାଲି ଯୁବପିଢ଼ିଙ୍କ ପାଇଁ ବରଦାନ ସାଜିଛି। ଏଥିରୁ ବେଶ୍‌ ଅର୍ଥ ରୋଜଗାର କରୁଛନ୍ତି ଯୁବପିଢ଼ି। ବିଶେଷକରି ୟୁଟ୍ୟୁବ୍‌ରୁ ମୋଟା ଅଙ୍କର ଅର୍ଥ ରୋଜଗାର କରୁଛନ୍ତି। ମାତ୍ର ମହାରାଷ୍ଟ୍ରର ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କ ୟୁଟ୍ୟୁବ ଚ୍ୟାନେଲ ଏବେ ଚର୍ଚ୍ଚାରେ…

ନବଜାତ ପୁଅ ସହ ଫଟୋ ଶେୟାର କଲେ ଏହି ଲୋକପ୍ରିୟ ଅଭିନେତା

ଛୋଟ ପରଦାର ଲୋକପ୍ରିୟ ଅଭିନେତା ଗୌତମ ଚୋପ୍ରା ୨ ମାସ ପୂର୍ବେ ନିଜ ମା’ବାପାଙ୍କୁ ହରାଇଥିଲେ। ଏହା ପରେ ତାଙ୍କ ପରିବାର ଦୁଃଖରେ ଭାଙ୍ଗିପଡ଼ିଥିଲା। କିନ୍ତୁ କିଛି ଦିନ ହେବ ତାଙ୍କ ଘରକୁ ଖୁସି ଫେରିଆସିଛି। ଗୌତମଙ୍କ ସ୍ତ୍ରୀ ହିତିଶା ଚେରଣ୍ଡା…

ଗରିବ ପିଲାଙ୍କୁ ଖାଦ୍ୟ ପୁଡ଼ିଆ ବାଣ୍ଟି ଚର୍ଚ୍ଚାରେ ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ: ବଲିଉଡ୍‌ରେ ଅନେକ ଷ୍ଟାର ଅଛନ୍ତି, ଯେଉଁମାନେ ଫିଲ୍ମ ବ୍ୟତୀତ ସାମାଜିକ କାର୍ଯ୍ୟ କରି ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏମାନଙ୍କ ମଧ୍ୟ କିଛି ଷ୍ଟାର ଅସହାୟ ଲୋକଙ୍କୁ ସାହାଯ୍ୟ କରୁଥିବା ନଜିର ମଧ୍ୟ ରହିଛି। ସେହିପରି ଜଣେ ଷ୍ଟାର ହେଉଛନ୍ତି ଉର୍ବଶୀ…

ରଣବୀର-ଦୀପିକାଙ୍କ ବିବାହ ପାର୍ଟିରେ ଜବରଦସ୍ତି ଶାମିଲ ହୋଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ର ଚର୍ଚ୍ଚିତ ଯୋଡି ମଧ୍ୟରୁ ଅନ୍ୟତମ ଦୀପିକା ପାଦୁକୋନ, ରଣବୀର ସିଂହଙ୍କ ଯୋଡି। ଏହି ଯୋଡି ଇଟାଲୀରେ ବିବାହ କରିଥିଲେ। ଭାରତ ଫେରିବା ପରେ ସେମାନେ ନିଜ ବନ୍ଧୁ, ସାମ୍ବାଦିକ ଏବଂ ବଲିଉଡ୍‌ ବନ୍ଧୁଙ୍କୁ ଅଲଗା ଅଲଗା ପାର୍ଟି ଦେଇଥିଲେ। ସେମାନଙ୍କ…

କୋଲକାତାରେ ହେବ ଟାୟାର ପାର୍କ

କୋଲକାତା,୩୧।୧୦: ପଶ୍ଚିମବଙ୍ଗର କୋଲକାତାରେ ଏକ ଟାୟାର ପାର୍କ ପ୍ରତିଷ୍ଠା ହେବ। ଅଦରକାରୀ ଟାୟାରରୁ ଏଠାରେ ବିଭିନ୍ନ କଳାକୃତି ନିର୍ମାଣ କରାଯିବାର ଯୋଜନା ପ୍ରସ୍ତୁତ ହୋଇଛି। ସ୍ଥାନୀୟ ଇସପ୍ଲାନେଡ୍‌ ଅଞ୍ଚଳର ଏଭଳି ଅନନ୍ୟ ପାର୍କ ପ୍ରତିଷ୍ଠା କରାଯିବ। ପାର୍କରେ ଫାଷ୍ଟ ଫୁଡ୍‌ ଦୋକାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri