Home Left

ଭାରତ ସହ ସବୁ ପ୍ରସଙ୍ଗର ସମାଧାନ ପାଇଁ ପାକ୍‌ ପ୍ରସ୍ତୁତ

ଇସ୍‌ଲାମାବାଦ, ୨୮।୨: ଭାରତ ସହ ପାକିସ୍ତାନର ଅସ୍ତ୍ରବିରତି ରାଜିନାମାକୁ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଶନିବାର ସ୍ବାଗତ କରିଛନ୍ତି। ତେବେ ଦ୍ୱିପାକ୍ଷିକ ସମ୍ପର୍କରେ ଅଧିକ ଉନ୍ନତି ଲାଗି ଉପଯୁକ୍ତ ପରିବେଶ ସୃଷ୍ଟି କରିବା ଭାରତର ଦାୟିତ୍ୱ ବୋଲି ସେ କହିଛନ୍ତି। ନିୟନ୍ତ୍ରଣ…

କଂଗ୍ରେସରେ ବିରୋଧର ସ୍ବର

ନୂଆଦିଲ୍ଲୀ, ୨୮।୨: ବିଭିନ୍ନ ନିର୍ବାଚନରେ କଂଗ୍ରେସ କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିଆସୁଛି। ଏହାର ସମୀକ୍ଷା ପାଇଁ ଗତବର୍ଷ ଅଗଷ୍ଟରେ ଦଳର ୨୩ ଜଣ ଅସନ୍ତୁଷ୍ଟ ନେତା (ଜି-୨୩) ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖିଥିଲେ। ସେମାନେ ଦଳର ନେତୃତ୍ୱକୁ…

୨୫୦ରେ ଟିକା

ନୂଆଦିଲ୍ଲୀ, ୨୮।୨: ଘରୋଇ ହସ୍ପିଟାଲ ଓ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍‌ ଟିକା ଡୋଜ୍‌ ପିଛା ୨୫୦ ଟଙ୍କାରେ ଉପଲବ୍ଧ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହା ସ୍ଥିର ହୋଇଛି। ତେବେ ସରକାରୀ ହସ୍ପିଟାଲ ଓ ଟିକାଦାନ କେନ୍ଦ୍ରରେ ଟିକା ମାଗଣାରେ…

ଏବେ ରାନୁ ମଣ୍ଡଳଙ୍କ ନାଁ ଶୁଣିଲେ ପ୍ରଚଣ୍ଡ ରାଗୁଛନ୍ତି ହିମେଶ

ମୁମ୍ବାଇ: ବଲିଉଡ୍‌ କମ୍ପୋଜର, ଗାୟକ ତଥା ଅଭିନେତା ହିମେଶ ରେଶମିୟା ନିଜର କଠୋର ଆଭିମୁଖ୍ୟ ପାଇଁ ବେଶ୍‌ ଜଣାଶୁଣା। ମ୍ୟୁଜିକ୍‌ ଶୋ’ ସମୟରେ ହେଉ କି ଖବରଦାତାଙ୍କ ପ୍ରଶ୍ନ ପାଇଁ ହେଉ ସେ ରୋକ୍‌ଠୋକ୍‌ ଜବାବ ଦିଅନ୍ତି। ଏବେ ଏକ କାର୍ଯ୍ୟକ୍ରମରେ…

ଜାଣନ୍ତୁ ଏହି ରାଶିର ମହିଳାଙ୍କ ସ୍ବଭାବ: ବିବାହ ସମୟରେ ଆସିବ କାମରେ

ଅଧିକାଂଶ ପୁଅ ଚାହିଁଥାଆନ୍ତି ଯାହାକୁ ସେମାନେ ବିିବାହ କରିବେ ସେ ଭଲ ସ୍ବଭାବର ହେବା ସହ ତାଙ୍କୁ ମଧ୍ୟ ଅନୁରୂପ ଭାବେ ଭଲ ପାଆନ୍ତୁ। ତେବେ ଏପରି ଝିଅ ଖୋଜିବା ସମ୍ଭବ ହୋଇ ନ ଥାଏ। ସାଧାରଣତଃ ଅନ୍ୟ ଜଣଙ୍କୁ ଦେଖି…

ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ

ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରରେ ଏକ ଘରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ ମଦ,…

ଜନ୍ମଦିନ ପାଳନ ପାଇଁ ୪ ବର୍ଷ ଅପେକ୍ଷା କରନ୍ତି ଏହି ଅଭିନେତ୍ରୀ…

ଛୋଟ ପରଦାର ସୁନ୍ଦରୀ ନାୟିକା ଜାହ୍ନଭୀ ଛେଡ଼ା ନିଜର ଜନ୍ମଦିନ ପାଳନ ପାଇଁ ସମସ୍ୟାରେ ପଡ଼ିଥାନ୍ତି। ସେ ୧୯୮୪ ଫେବୃୟାରୀ ୨୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତେଣୁ କେବଳ ୨୯ ଦିନିଆ ଫେବୃୟାରୀ ମାସକୁ ସେ ଚାହିଁ ବସିଥାନ୍ତି। ପ୍ରତି ୪…

ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ପିଲାଙ୍କୁ ଶିକ୍ଷାଦାନ ନେଇ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ ଶନିବାର…

ଅନେକ ସମସ୍ୟାର ସମାଧାନ କରେ ଗୁଜୁରାତି

ପ୍ରାୟ ସମସ୍ତଙ୍କ ଘରେ ଗୁଜୁରାତିର ବ୍ୟବହାର କରାଯାଉଥିବା ଦେଖାଯାଏ । କିନ୍ତୁ ଏହାର ଔଷଧୀୟ ଗୁଣ ସମ୍ପର୍କରେ ସମସ୍ତଙ୍କୁ ଜଣା ନ ଥାଏ । ଏହା ହଜମ ଶକ୍ତି ବୃଦ୍ଧି କରିବା ସହ ଶରୀରରେ କୋଲେଷ୍ଟରଲ ସ୍ତର କମ୍ କରିଥାଏ ବୋଲି…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ବୁଲାଇ ନେବା ବାହାନାରେ ଗର୍ଭ ନଷ୍ଟ

କୁଚିଣ୍ଡା,୨୭ା୨: ବିବାହ ପ୍ରତିଶ୍ରୁତି ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ଜଣେ ନାବାଳିକା ଗର୍ଭବତୀ ହୋଇଥିଲେ। ପରେ ନାବାଳିକା ବିବାହ ପାଇଁ ଜିଦି କରିଥିଲେ। ଏହି ପରିସ୍ଥିତିରେ ପ୍ରେମିକ ହୀରାକୁଦ ବୁଲିବା ବାହାନାରେ ଔଷଧ ଦେଇ ନାବାଳିକାଙ୍କ ଗର୍ଭ ନଷ୍ଟ…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର

ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୩୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।…

ଖେଳିବେ ୟୁସୁଫ୍‌, ଜୟସୁରିୟା

ରାୟପୁର,୨୭ା୨: ମାର୍ଚ୍ଚ ୫ରୁ ରାୟପୁରରେ ଖେଳାଯିବାକୁ ଥିବା ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ ପାଇଁ ଭାରତ ଲିଜେଣ୍ଡ୍ସ ଦଳରେ ପୂର୍ବତନ କ୍ରିକେଟର ୟୁସୁଫ୍‌ ପଠାନ, ନମନ ଓଝା ଓ ବିନୟ କୁମାର ସ୍ଥାନ ପାଇଛନ୍ତି। ଏହି ୩ଜଣ ନିକଟରେ ସେମାନଙ୍କ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?