ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ମିଳିବ କରୋନା ଟିକା: ଜାଣନ୍ତୁ ପାଇବେ କେଉଁଠି
ଭୁବନେଶ୍ୱର, ୨୭।୨(ବ୍ୟୁରୋ): ମାର୍ଚ୍ଚ ୧ରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬୦ ବର୍ଷ ବୟସ୍କରୁ ଅଧିକ ଓ ବହୁବିଦ୍ଧ ରୋଗାକ୍ରାନ୍ତ ଥିବା ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ମୋଟ…
ଐତିହାସିକ ପୋତାଗଡ଼ ମୁଖ୍ୟ ଫାଟକରେ ତାଲା, ପର୍ଯ୍ୟଟକ ନିରାଶ
ଗଞ୍ଜାମ,୨୭।୨(ଡି.ଏନ୍.ଏ.) ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ମୁଖ୍ୟ ଗେଟରେ ତାଲା ପଡ଼ିଥିବା ଶନିବାର ଦେଖିବାକୁ ମିଳିଛି । ଯାହା ଫଳରେ ପୋତାଗଡ଼ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ନିରାଶ ହେଉଛନ୍ତି । ଏଥିସହିତ ସକାଳ ଓ ସନ୍ଧ୍ୟାରେ ସ୍ଥାନୀୟ ଅଞ୍ଚଳ ଛାତ୍ରମାନେ ଖେଳକୁଦ,…
ଜମ୍ମୁ ଶାନ୍ତି ସମ୍ମିଳନୀରେ ରାଜ ବବର କହିଲେ ଆମେ ଜି ୨୩ ନୁହେଁ ଗାନ୍ଧୀ ୨୩
ଜମ୍ମୁ,୨୭ ।୨: ଜମ୍ମୁରେ ଆୟୋଜିତ ଶାନ୍ତି ସମ୍ମିଳନୀରେ ଯୋଗ ଦେଇଥବା କଂଗ୍ରେସ ନେତା ରାଜ ବବର କହିଛନ୍ତି ଆମକୁ ଜି-୨୩ କହୁଛନ୍ତି ହେଲେ ମୁଁ କହୁଛି ଆମେ ଗାନ୍ଧୀ ୨୩ । ମହାତ୍ମା ଗାନ୍ଧୀଙ୍କ ବିଶ୍ୱାସ, ସଂକଳ୍ପ ଓ ଚିନ୍ତାଧାରା ସହ…
କଂଗ୍ରେସ ସବୁ ଧର୍ମକୁ ସମ୍ମାନ ଦିଏ: ଆଜାଦ୍
ଜମ୍ମୁ,୨୭।୨: ଦେଶର ସମସ୍ତ ଲୋକଙ୍କ ହିତ ପାଇଁ କାମ କରିବାକୁ କଂଗ୍ରେସ ସର୍ବଦା ତତ୍ପର। ଦଳ ସବୁ ଧର୍ମକୁ ସମ୍ମାନ ଦେଇଥାଏ। କଂଗ୍ରେସ ସମ୍ମୁଖରେ ସଭିଏଁ ସମାନ ବୋଲି ଜମ୍ମୁରେ ଆୟୋଜିତ ହୋଇଥିବା ୨ ଦିନିଆ ଶାନ୍ତି ସମ୍ମିଳନୀରେ କଂଗ୍ରେସର ବରିଷ୍ଠ…
ଚିତ୍ରକାର ହେବାକୁ ଚାହୁଁଥିଲେ, ଫିଲ୍ମ ନିର୍ମାତା ହୋଇଗଲେ ପ୍ରକାଶ ଝା
ବଲିଉଡ୍ ଫିଲ୍ମ ନିର୍ମାତା ପ୍ରକାଶ ଝା ୨୭ ଫେବୃୟାରୀ ୧୯୫୨ରେ ବିହାରରେ ଜନ୍ମଗ୍ରହଣ କରିଥିଲେ। ସେ ଗଙ୍ଗା ଜଳ, ରାଜନୀତି ଏବଂ ସତ୍ୟଗ୍ରାହ ପରି ସୁପରହିଟ୍ ଫିଲ୍ମ ନିର୍ମାଣ କରିଛନ୍ତି। ସେ ସୈନିକ ସ୍କୁଲ ତିଲାଇୟା ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ବୋକାରୋରେ…
କୃଷକ କରିବେ ସାଇକେଲ ରାଲି: କନ୍ୟାକୁମାରୀରୁ କଶ୍ମୀର
ନୂଆଦିଲ୍ଲୀ,୨୭।୨: କୃଷି ଆଇନ ବିରୋଧରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ଦେଶର ପ୍ରତି ଲୋକଙ୍କୁ ଆନ୍ଦୋଳନ ସମ୍ପର୍କରେ ଅବଗତ କରାଇବା ପାଇଁ କୃଷକମାନଙ୍କ ପକ୍ଷରୁ କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ଦୀର୍ଘ ୮,୩୦୮ କିଲୋମିଟରର ସାଇକେଲ ରାଲି କରାଯିବା…
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବିଦେଶକୁ ବିମାନ ସେବା ବାତିଲ
ନୂଆଦିଲ୍ଲୀ,୨୭ ।୨: କରୋନା ମହାମାରୀ ସଂକ୍ରମଣ ଦେଶରେ ଲଗାତାର ଭାବେ ବଢି ଚାଲିଥିବା ବେଳେ ଏବେ ଅନ୍ତରାଷ୍ଟ୍ରୀୟ ବିମାନ ସେବା ଉପରେ ରୋକ ଲାଗିଛି । ଡାଇରେକ୍ଟର ଜେନରାଲ ଅଫ୍ ସିଭିଲ ଆଭିଏଶନ(ଡିଜିସିଏ) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ୩୧…
ଦିଶାଙ୍କ ସହ ବୁଲିବାକୁ ବାହାରିଲେରାହୁଲ: ବୁକ୍ କଲେ ପ୍ରାଇଭେଟ ହେଲିକପ୍ଟର
ରିଆଲିଟି ଶୋ’ ‘ବିଗ ବସ୍-୧୪’ର ରନର୍ ଅପ୍ ହୋଇଥିବା ରାହୁଲ ବୈଦ୍ୟ ବିଗ ବସ୍ ଘର ଉକ୍ତ ସମୟରେ ନିଜର ଭଲ ଇମେଜ୍ ସୃଷ୍ଟି କରିପାରିଥିଲେ। ରାହୁଲ ହୁଏତ ଟାଇଟଲ ଜିତି ନ ଥିଲେ, କିନ୍ତୁ ସେ ଲୋକଙ୍କ ହୃଦୟ ଜିତିପାରିଥିଲେ।…
ବଡ଼ ଝିଅର ଜୀବନ ବଞ୍ଚାଇବାକୁ ସାନକୁ ୧୦ ହଜାରରେ ବିକିଲେ ମା’ବାପା
ପ୍ରତ୍ୟେକ ମଣିଷ ପାଇଁ ତାର ସମସ୍ତ ସନ୍ତାନ ସମାନ ହୋଇଥାନ୍ତି। କିନ୍ତୁ ଦରିଦ୍ର ଆଗରେ ବ୍ୟକ୍ତି ଅସହାୟ ହୋଇପଡ଼ନ୍ତି। ଏମିତି କିଛି ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶର ନେଲ୍ଲୋରରେ। ଏକ ଦମ୍ପତ୍ତି ସେମାନଙ୍କର ବଡ଼ ବର୍ଷ (୧୬ ବର୍ଷ)ର ଚିକିତ୍ସା ପାଇଁ ସାନ…
ସଜ ହେଲେଣି କମଲ ହାସନ
ଚେନ୍ନାଇ,୨୭ ।୨: ନିର୍ବାଚନ କମିଶନଙ୍କ ଦ୍ୱାରା ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଆଉ ଶନିବାର ସବୁଠି ଦେଖିବାକୁ ମିଳିଲାଣି ନିର୍ବାଚନୀ ସଜବାଜ । ସବୁ ରାଜନୈତିକ ଦଳ ଭୋଟରଙ୍କୁ…
ଆନ୍ଧ୍ରକୁ ବାଲି ଚୋରା ଚାଲାଣ: ୧୯ ଟ୍ରକ୍କୁ ଧରିଲା ପୋଲିସ
ଛତ୍ରପୁର,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ନଦୀରୁ ଆନ୍ଧ୍ରକୁ ବାଲି ଚୋରା ଚାଲାଣ ବେଳେ ମଧ୍ୟରାତିରେ ୧୯ଟି ବାଲି ବୋଝେଇ ଟ୍ରକ୍କୁ ପୋଲିସ ଜବତ କରିଛିି। ନିୟମିତ ଏଠାର କେତେକ ବାଲି ମାଫିଆ ଆନ୍ଧ୍ରକୁ ବାଲି ଚୋରାଚାଲାଣ କରିଆସୁଥିଲେ ହେଁ ପ୍ରଶାସନ କୌଣସି…
ଧାନବସ୍ତା ରଖି ରାସ୍ତା ଅବରୋଧ କଲେ ଚାଷୀ
ବନ୍ତ,୨୭।୨(ସ୍ବ.ପ୍ର.): ଭଦ୍ରକ-ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ବସନ୍ତିଆଠାରେ ଶନିବାର ଚାଷୀମାନେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ବସନ୍ତିଆ ସମବାୟ ସମିତିରେ ବିକ୍ରି ଧାନ ବସ୍ତା ପଡି ରହିଥିବା ବେଳେ ଟୋକନ ଅଭାବରୁ ଧାନ ଉଠାଇବାରେ ବିଳମ୍ବ ପ୍ରତିବାଦରେ ଏହି…

