ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….
ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ ହେଉଛି, ସେତେବେଳେ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକ ଏକ ଚାଞ୍ଚଲ୍ୟକର ପଦକ୍ଷେପ ନେଉଛନ୍ତି।…
ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…
ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ପୂରା ଦମ୍ ଲଗାଇ ଦେଇଛନ୍ତି। ଏହା ଭିତରେ ପ୍ରତ୍ୟେକ…
ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…
ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ସମ୍ବଲପୁର ଜିଲା ଆଇନ ସେବା…
ଜେଲ୍ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ( ୩୭)। ଗତ ୨୦୨୧ରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ୍ ଯାଇଥିଲେ।…
ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ
କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ସ୍ଥାନୀୟ ସରପଞ୍ଚ ସୁକୁରିଆ ମୁଣ୍ଡାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଚାଲିଛି। ଦୀର୍ଘ ପ୍ରାୟ…
ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ
ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ ଦ୍ୱୀପରେ ଅବସ୍ଥିତ ସମସ୍ତ ସାମରିକ ଘାଟି ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ଯଦିଓ ସେ…
ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା
ନନ୍ଦପୁର,୧୪୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧୀନ ୨୩ ପଞ୍ଚାୟତର ଭିବି ରାମଜି(ଏମ୍ଜିଏନ୍ଆର୍ଇଜିଏସ୍)ରେ କରାଯାଇଥିବା କାର୍ଯ୍ୟ ଓ ବିଦ୍ୟାଳୟଗୁଡ଼ିକରେ ସମଗ୍ର ଶିକ୍ଷା ଯୋଜନା ପାଣ୍ଠି ବିନିଯୋଗର ସାମାଜିକ ସମୀକ୍ଷା ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲା…
ଗ୍ୟାସ୍ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…
କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା। ବିଶେଷ କରି ଆଗକୁ ଆସୁଥିବା ବଡ଼ ବଡ଼ ଭୋଜିଭାତ ଏବଂ ବିବାହ କାର୍ଯ୍ୟ…
ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …
ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି ଅଶୋକ କହିଛନ୍ତି। ସେ କହିଛନ୍ତି, କେଉଁଠି ଲୁଚାଇଛନ୍ତି ସେମାନେ କହିପାରିବେ, ଭାଜପା ସମ୍ମୁଖରେ…
ଭାରତ ସାମ୍ନାରେ ହାତ ପତାଉଛି ଆମେରିକା! ଯୁଦ୍ଧ ମଧ୍ୟରେ କାହିଁକି ଏମିତି କହିଲେ ଇରାନ ବୈଦେଶିକ ମନ୍ତ୍ରୀ? ଜାଣନ୍ତୁ…
ତେହରାନ୍,୧୪।୩: ଆମେରିକାର ଆକ୍ରମଣ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି, ରୁଷୀୟ ତୈଳ ସମ୍ପର୍କରେ ୱାଶିଂଟନକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଟ୍ରମ୍ପ ପ୍ରଶାସନ ଏବେ ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶକୁ ରୁଷୀୟ ତୈଳ କିଣିବାକୁ…
ଅସ୍ବାଭାବିକ ପାଣିପାଗ, ମହୁଲ ଗଛରେ ଧରୁନି ଫୁଲ: ଅଭାବୀ ବିକ୍ରିର ଶିକାର ହେଉଛି ସଂଗ୍ରହକାରୀ
ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଆଦିବାସୀ ତଥା ଦୁର୍ଗମ ଅଞ୍ଚଳବାସୀଙ୍କ ଜୀବନଜୀବିକା ସହ ଜଡିତ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ। ହେଲେ ଅସ୍ବାଭାବିକ ପାଣିପାଗ ଯୋଗୁ ଜିଲାରେ ଆଉ ପୂର୍ବଭଳି ମହୁଲ ଗଛରେ ପର୍ଯ୍ୟାପ୍ତ ଫୁଲ ଧରୁନି। ଫଳରେ କମିଯାଉଛି…
ହର୍ମୁଜକୁ କବଜା କରିବ ଆମେରିକା? ପୂର୍ବତନ ଆମେରିକୀୟ ନୌସେନା ଅଧିକାରୀ ଦେଲେ ଚମକାଇବା ଭଳି ଖବର
ଓ୍ବାଶିଂଟନ,୧୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ମାର୍ଚ୍ଚ ୧୩) ଘୋଷଣା କରିଛନ୍ତି ଯେ ଆମେରିକୀୟ ସେନା ଇରାନର ଖାର୍ଗ ଦ୍ୱୀପପୁଞ୍ଜ ଉପରେ ଆକ୍ରମଣ ଆରମ୍ଭ କରିଛି। ଏହି ଘଟଣା ପରେ, ଆମେରିକା ହର୍ମୁଜ…

