Home Left

ଓଜନ ଆଉ ପେଟ କମାଇବ ଏହି ଯୋଗାସନ

ସୁସ୍ଥ ରହିବା ପାଇଁ ଯୋଗାସନ ଜରୁରୀ ଅଟେ। ଫଳକାସନ ଏମିତି ଏକ ଆସନ ଯାହା କରିବା ଦ୍ୱାରା ଓଜନ କମିବା ସହ ପେଟ କମିଥାଏ ବୋଲି ଯୋଗଗୁରୁ ମତ ଦିଅନ୍ତି। ଖାଲି ଏତିକି ନୁହେଁ, ପାଚନ ସମ୍ବନ୍ଧୀୟ ସମସ୍ୟା, ନିଦ୍ରାହୀନତା ହୂର…

ମହିଳାମାନେ ଡେଟ୍‌ରେ ଗଲାବେଳେ ବ୍ୟାଗ୍‌ରେ ରଖନ୍ତୁ ଏହି ଜିନିଷ: ରହିବେ ସୁରକ୍ଷିତ

ବର୍ତ୍ତମାନ ସମୟର ଯୁବପିଢ଼ି ପାର୍ଟନରଙ୍କ ସହିତ ଅଧିକ ସମୟ ବିତାଇବାକୁ ଚାହୁଁଛନ୍ତି। ସେଥିଲାଗି ସେମାନେ ନିଜ ନିଜ ପାର୍ଟନରଙ୍କ ସହ ଡେଟ୍‌ରେ ଯିବାକୁ ପସନ୍ଦ କରିଥାନ୍ତି। ତେବେ ଏହି ଡେଟ୍‌ରେ ଯିବା ସମୟରେ ଝିଅମାନେ କିଛି ଜିନିଷ ନେବାକୁ ଭୁଲି ଯାଇଥାନ୍ତି,…

ଭିନ୍ନ ରହିବେନି ଭିନ୍ନକ୍ଷମ

ଅନୁଗୋଳ ଅଫିସ, ୨୭।୨ ଜନ୍ମରୁ ହେଉ ଅବା ରୋଗ କି ଦୁର୍ଘଟଣା, ବିଭିନ୍ନ କାରଣରୁ ଭିନ୍ନକ୍ଷମ ହୋଇଯାଇଥିବା ବ୍ୟକ୍ତିଙ୍କୁ ଶାରୀରିକ ଭାବେ ସକ୍ଷମ କରାଯିବ। କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଲଗାଇ ସେମାନଙ୍କୁ ସାଧାରଣଙ୍କ ପରି ଜୀବନ ଅତିବାହିତ ପାଇଁ ସୁଯୋଗ ଦିଆଯିବ। ଏଥିନିମନ୍ତେ…

ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ବକ୍ସିଂ: ଦୀପକ କୁମାର ଫାଇନାଲରେ

ନୂଆଦିଲ୍ଲୀ, ୨୭ା୨ (ପି.ଟି.)-ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ଉଜ୍‌ବେକିସ୍ତାନର ସାଖୋବିଦ୍ଦିିିନ ଜୋଇରୋଭଙ୍କ ବିପକ୍ଷରେ ୪-୧ରେ ବିଜୟ ହାସଲ କରି ଏସିଆନ ଗେମ୍ସ ବିଜେତା ଦୀପକ କୁମାର (୫୨କେଜି) ବୁଲ୍‌ଗେରିଆର ସୋଫିଆଠାରେ ଚାଲିଥିବା ୭୨ତମ ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ବକ୍ସିଂ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ…

ହିମାଙ୍କୁ ପୋଲିସ ଡିଏସ୍‌ପି ନିଯୁକ୍ତି

ଗୁଆହାଟୀ, ୨୭ ୨ (ପି.ଟି.)-ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ଆସାମ ପୋଲିସରେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ପଦବୀରେ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କଠାରୁ ସେ ନିଯୁକ୍ତିପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ପୋଲିସ ଡିଜିଙ୍କ ସମେତ…

ବିଜୟ ହଜାରେ ଟ୍ରଫି: ଓଡ଼ିଶାର ପ୍ରଥମ ବିଜୟ

ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି)-ଅଧିନାୟକ ଶାନ୍ତନୁ ମିଶ୍ରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଓଡ଼ିଶା ଚଳିତ ବିଜୟ ହଜାରେ ଟ୍ରଫି ଦିନିକିଆ ଘରୋଇ କ୍ରିକେଟ ଟୁର୍ନାମେଣ୍ଟରେ ଶୁକ୍ରବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅଲୁରର କେଏସ୍‌ସିଏ ଗ୍ରାଉଣ୍ଡ-୨ରେ ଶୁକ୍ରବାର ଅନୁଷ୍ଠିତ ଗ୍ରୁପ୍‌ ‘ସି’ ମ୍ୟାଚରେ…

ଜଙ୍ଗଲରେ ନିଆଁ…

କେନ୍ଦୁଝର,୨୭ା୨: କେନ୍ଦୁଝର ଜିଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବାରୁ ବନ ବିଭାଗ ପାଇଁ ଚିନ୍ତାର କାରଣ ହୋଇଛି। ନିଆଁ ଲାଗିଲେ ଲିଭାଇବା ପାଇଁ କାୈଣସି ବ୍ୟବସ୍ଥା ଗ୍ରହଣ କରାଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଜିଲାର ତେଲକୋଇ, ସଦର,…

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟାକରି ପୋଡ଼ିଦେଲେ

ପଦ୍ମପୁର,୨୭ା୨: ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା ପରେ ପୋଡ଼ି ଦିଆଯାଇଛି। ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ୍‌ ନୂଆଗଡ଼ ପଞ୍ଚାୟତ ପାଜିଲିବନ୍ଧ ଗାଁ ନୂଆସାହିରେ ଏଭଳି ଏକ ଅମାନବୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ସାହିର ରାମ…

ଆଣ୍ଠୁ ଗଣ୍ଠି ଦରଜ ଦୂର କରେ ଲେମ୍ବୁ

ଅନେକ ଘରୋଇ ଉପଚାର ମାଧ୍ୟମରେ ବେଳେ ବେଳେ କିଛି ଜଟିଳ ସମସ୍ୟାରୁ ମୁକ୍ତି ମିଳିଥାଏ । ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ପ୍ରାୟ ପ୍ରତିଦିନ ଆଣ୍ଠୁଗଣ୍ଠି ସମସ୍ୟାରେ ପୀଡ଼ିତ ହୋଇଥାଆନ୍ତି । ହେଲେ ଲେମ୍ବୁ ଚୋପାର ତେଲ ବ୍ୟବହାର କରି…

ଫୁଡ୍‌ ଡେଲିଭରୀ ବୟ ଲୋକେଶନ ନ ପାଇବାରୁ ଏମିତି କଲେ ଗ୍ରାହକ

ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇବା ବର୍ତ୍ତମାନ ସାଧାରଣ ହୋଇଗଲାଣି। ଏହାକୁ ଲକ୍‌ଡାଉନର ପ୍ରଭାବ କହିପାରିବା। କିନ୍ତୁ ରେଷ୍ଟୁରାଣ୍ଟ ଯିବା ବଦଳରେ ଏବେ ଅନ୍‌ଲାଇନରେ ଖାଦ୍ୟ ମଗାଇବାକୁ ଲୋକେ ଅଧିକ ପସନ୍ଦ କରୁଛନ୍ତି। ତେବେ ଖାଦ୍ୟ ନେଇକି ଆସୁଥିବା ଡେଲିଭରୀ ବୟକୁ ସଠିକ୍‌ ଲୋକେଶନ…

ଓଜନ ନିୟନ୍ତ୍ରଣ କରେ ସାଗୁ

ଅନେକ ଅଛନ୍ତି ବ୍ରତ ଉପବାସ ସମୟରେ ହିଁ କେବଳ ସାଗୁଦାନା ଭିଜେଇ ଖାଇବାକୁ ପସନ୍ଦ କରନ୍ତି। କିନ୍ତୁ ଜାଣିରଖନ୍ତୁ, ଏସମୟରେ ସାଗୁଦାନା ଯେତିକି ଆବଶ୍ୟକ ଅନ୍ୟସମୟରେ ବି ସ୍ବାସ୍ଥ୍ୟ ପାଇଁ ତାହା ଅଧିକ ନିରାମୟ ଏବଂ ଲାଭକାରୀ ସାବ୍ୟସ୍ତ ହୋଇଥାଏ। ଧଳା…

ସି-ଶୋର’ର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

କଟକ,୨୬।୨: ବହୁ ଚର୍ଚ୍ଚିତ ସି ଶୋର ଚିଟ୍‌ଫଣ୍ଡ ସଂସ୍ଥାର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ଲାଗି ଶୁକ୍ରବାର ସ୍ବତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଜାରି କରିଛନ୍ତି। ସଂସ୍ଥାର ୧୯୭ ଏକର ଜମି, ୧୩୮୫ ଗ୍ରାମ ସୁନା, ୨ କୁଇଣ୍ଟାଲ ରୁପା, ବ୍ୟାଙ୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?