Home Left

ସ୍ମାର୍ଟ ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଗ୍ରହଣ କଲେ ମନ୍ତ୍ରୀ

ଜୁନାଗଡ଼,୨୬।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଲା ବାଲାଜୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ କଳାହାଣ୍ଡି ଜିଲାପାଳ ଡ. ପରାଗ ହର୍ଷଦ ଗାଭାଲି ସ୍ମାର୍ଟ ହାଇସ୍କୁଲ କରିବା ପାଇଁ ଘୋଷଣା କରିଥିଲେ। ଜିଲାପାଳଙ୍କ ଘୋଷଣା ପରେ ଉନ୍ନୟନ କାମ ଆରମ୍ଭ ହୋଇଯାଇଛି। ଏହାର…

ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଡୋଲେଶ୍ୱରୀ ଛୁରିଆ(୩) ଓ ନିଶା ମହାନନ୍ଦ(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ସୁସ୍ଥ ହେଲେ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୨: ଓଡ଼ିଶାରେ ଶୁକ୍ରବାର ୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୪,୪୬୩ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୧, ଝାରୁସୁଗୁଡ଼ାରୁ ୧୦, ବରଗଡ଼ ଓ ସମ୍ବଲପୁରରୁ ୯, ଖୋର୍ଦ୍ଧାରୁ ୫, ବାଲେଶ୍ୱର, ଯାଜପୁର…

ପଡ଼ୋଶିନୀଙ୍କୁ ବିଭତ୍ସ ହତ୍ୟା ପରେ ….

ଆମେରିକାର ଓକଲାହୋମା ରାଜ୍ୟର ଚିକାଶା ଅଞ୍ଚଳରୁ ସାମ୍ନାକୁ ଆସିଛି ଏକ ନୃସଂଶ ଘଟଣା। ଜଣେ ବ୍ୟକ୍ତି ପଡ଼ୋଶିନୀଙ୍କୁ ହତ୍ୟା କରିବା ପରେ କଲିଜାକୁ ରୋଷେଇ କରି ଖାଇଦେଇଛନ୍ତି। କେବଳ ଏତିକି ନୁହେଁ ନିଜ ପରିବାର ସଦସ୍ୟଙ୍କୁ ମଣିଷ କଲିଜା ଖୁଆଇବା ପରେ…

୨ଦିନ ହେଲା ଦୁଇମୃତଦେହର ପରିଚୟ ଖୋଜୁଛି ପୋଲିସ

ଆସିକା,୨୬।୨: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢାକେନ୍ଦୁ ଜଙ୍ଗଲରୁ ପୋଲିସ ୨ ଗଳିତ ମୃତଦେହ ଜବତ କରିଥିଲା । ଘଟଣାର ୨ଦିନ ପରେ ମୃତକଙ୍କ ସମ୍ପର୍କରେ ପୋଲିସକୁ କୌଣସି ସୁରାକ ମିଳିପାରି ନାହିଁ । ଶୁକ୍ରବାର ଗଞ୍ଜାମ ଏସ୍‌ପି ବ୍ରିଜେଶ…

ବରଫକଳରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍‌

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍‌ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇଛି। ଗ୍ୟାସ୍‌ ଲିକ୍‌ ହେବାରୁ ଅଞ୍ଚଳରେ ପ୍ରବଳ ଗନ୍ଧ ହେବା ସହ ଲୋକଙ୍କ ଆଖି…

ନିଜ ସମ୍ପର୍କରେ ବଡ଼ ଖୁଲାସା କଲେ ଅଶ୍ୱିନ

ନୂଆଦିଲ୍ଲୀ,୨୬।୨: ନିକଟରେ କ୍ରିକେଟର ଲମ୍ବା ଫର୍ମାଟରେ ୪୦୦ ଉଇକେଟ ପୂରଣ କରିଥିବା ଭେଟେରାନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜ ସମ୍ପର୍କରେ ଏକ ବଡ଼ ଖୁଲାସା କରିଛନ୍ତି। ମୁଁ ଦୁର୍ଘଟଣାବଶତଃ କ୍ରିକେଟର ହୋଇଗଲି। ମୁଁ ଜଣେ କ୍ରିକେଟ ପ୍ରେମୀ ଯିଏ ପ୍ରକୃତରେ…

ନିର୍ବାଚନ ପୂର୍ବରୁ ଶ୍ରମିକଙ୍କ ପାଇଁ ନୂଆ ଯୋଜନା ଘୋଷଣା କଲେ ମମତା

କୋଲକତା,୨୬।୨: ପଞ୍ଚିମବଙ୍ଗ ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର ରାଜ୍ୟ ସହରାଞ୍ଚଳ ନିଯୁକ୍ତ ରୋଜଗାର ଯୋଜନାରେ ଶ୍ରମିକଙ୍କ ମଜୁରୀ ଟଙ୍କା ବୃଦ୍ଧି ପାଇଁ ଘୋଷଣା କରିଛନ୍ତି। ଏନେଇ ମମତା ଟୁଇଟ୍‌ କରି କହିଛନ୍ତି। ଏହି ଯୋଜନା ଦ୍ୱାରା ରାଜ୍ୟର…

କରୋନା ପାଇଁ ବଢୁଛି ଟ୍ରେନ ଯାତ୍ରା ଭଡ଼ା

ନୂଆଦିଲ୍ଲୀ,୨୬।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ରେଳ ଭଡ଼ା ବୃଦ୍ଧି କରାଯାଇଛି। ଲୋକାଲ ପାସେଞ୍ଜର ଟ୍ରେନରେ ୩୦ରୁ ୪୦ କି.ମି ଯାତ୍ରା କରୁଥିବା ଯାତ୍ରୀଙ୍କ ଭଡ଼ା ୨ ଗୁଣା କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭଡ଼ା ବୃଦ୍ଧି ହୋଇଥିବା ରେଳ…

ଗୋଟିଏ ଦିନରେ ଦୁଇ କ୍ରିକେଟରଙ୍କ ଅବସର

ନୂଆଦିଲ୍ଲୀ,୨୬।୨: ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ଦୁଇ ଖେଳାଳି ଶୁକ୍ରବାର ଅବସର ଘୋଷଣା କରିଛନ୍ତି। ଗୋଟିଏ ପକ୍ଷରେ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ୟୁସୁଫ ପଠାନ ଥିବାବେଳେ ଅନ୍ୟ ପଟେ ରହିଛନ୍ତି ପେସର ବିନୟ କୁମାର। ୨୦୦୭ରେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର…

ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୨୬।୨: କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୃହ ମନ୍ତ୍ରାଳୟ ପକ୍ଷରୁ ମାର୍ଚ୍ଚ ପାଇଁ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଏଥିରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଟିକାକରଣକୁ ଅଧିକ ବଢାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ…

କ୍ରିକେଟକୁ ଅଲ୍‌ବିଦା କଲେ ୨୦୦୭ ଟି୨୦, ୨୦୧୧ ବିଶ୍ୱକପ୍‌ ହିରୋ

ନୂଆଦିଲ୍ଲୀ,୨୬।୨: ପୂର୍ବତନ ଭାରତୀୟ ଅଲରାଉଣ୍ଡର ୟୁସୁଫ ପଠାନ ଶୁକବ୍ରାର ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ବଡ଼ ଭାଇ ୟୁସୁଫ ୨୦୦୭ ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଥିଲେ। ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?