ଏନ୍ଇପିକୁ ଚ୍ୟାଲେଞ୍ଜ, ହିନ୍ଦୀକୁ ବିରୋଧ: ତାମିଲନାଡୁ ଆଣିଲା ନିଜସ୍ବ ଶିକ୍ଷାନୀତି
ଚେନ୍ନାଇ,୯ା୮(ପି.ଟି.):କେନ୍ଦ୍ରର ଏନ୍ଇପି ବିରୋଧରେ ତାମିଲାନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ଶୁକ୍ରବାର ରାଜ୍ୟର ନୂଆ ଶିକ୍ଷାନୀତି ଉନ୍ମୋଚନ କରିଛନ୍ତି। ଏନ୍ଇପି ସାମାଜିକ ନ୍ୟାୟ ବିରୋଧୀ ଥିଲା ଏବଂ ରାଜ୍ୟରେ ହିନ୍ଦୀ ଭାଷାକୁ ଲଦିଦେବା ଲକ୍ଷ୍ୟ ରହିଥିଲା ବୋଲି ଷ୍ଟାଲିନ୍ ଅଭିଯୋଗ ଆଣିଛନ୍ତି। ସେ…
ଫେସ୍ବୁକ୍ ଫ୍ରେଣ୍ଡ୍ ରିକ୍ୱେଷ୍ଟରୁ ୮୦ ବର୍ଷୀୟଙ୍କୁ ୮.୭ କୋଟି ଠକେଇ
ମୁମ୍ବାଇ, ୯।୮: ମହାରାଷ୍ଟ୍ରର ମୁମ୍ବାଇରେ ଜଣେ ୮୦ ବର୍ଷୀୟ ବ୍ୟକ୍ତି ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଫେସ୍ବୁକ୍ରେ ଜଣେ ଅଜଣା ମହିଳାଙ୍କ ଫ୍ରେଣ୍ଡ୍ ରିକ୍ୱେଷ୍ଟ ଗ୍ରହଣ କରି ୨ ବର୍ଷ ମଧ୍ୟରେ ୮.୭ କୋଟି ଟଙ୍କା ଠକେଇର ସମ୍ମୁଖୀନ ହୋଇଛନ୍ତି। ଜଣେ ବ୍ୟକ୍ତି…
ନାବାଳିକାଙ୍କୁ ପ୍ରେମ ବିବାହ ପରେ ନିର୍ଯାତନା ଦେଉଥିଲେ ସବ୍ଇନ୍ସପେକ୍ଟର: ଅଭିଯୋଗ ପରେ ବି…
ଜଗତ୍ସିଂହପୁର,୯ା୮(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପ୍ରେମ ବିବାହ ପରେ ପ୍ରତାରଣା କରିଛନ୍ତି ଜଣେ ପୋଲିସ ସବ୍ ଇନ୍ସପେକ୍ଟର (ଏସ୍ଆଇ)। ସେ ହେଉଛନ୍ତି ବାଲେଶ୍ୱର ଜିଲା ବାଲିଆପାଳ ଥାନା ରତେଇ ଗାଁର ଅମିତ୍ ପାଢ଼ୀ। ନାବାଳିକାଙ୍କ ଅଭିଯୋଗ ଅନୁଯାୟୀ,…
ରାଜଧାନୀରେ ଚାଞ୍ଚଲ୍ୟ: ହସ୍ପିଟାଲ ବାଥରୁମ୍ରୁ ମିଳିଲା ନର୍ସଙ୍କ ମୃତଦେହ
ଭୁବନେଶ୍ବର,୯।୮: ଘରୋଇ ହସ୍ପିଟାଲରେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ହୋଇଛି। ହସ୍ପିଟାଲ ବାଥରୁମ୍ରୁ ମୃତଦେହ, ମିଳିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତ ନର୍ସ ଗଞ୍ଜାମ ଜିଲାର ବୋଲି ଜଣାପଡିଛି। ଖବରପାଇ…
ମାଉଣ୍ଟ କିଲିମାଞ୍ଜାରୋ ଅଭିଯାନରେ କଳାହାଣ୍ଡିର ରାହୁଲ
ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦେପୁର ଗ୍ରାମର ଓଡ଼ିଶାର ପ୍ରଥମ ପାରାଗ୍ଲାଇଡିଂ ପାଇଲଟ ରାହୁଲ ପଧାନ ଶୁକ୍ରବାର ଆଫ୍ରିକାର ସର୍ବୋଚ୍ଚ ପର୍ବତ ମାଉଣ୍ଟ କିଲିମାଞ୍ଜାରୋ (୫,୮୯୫ ମିଟର) ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅଭିଯାନ ଦ୍ୱାରା ରାହୁଲ ‘ସେଭେନ…
ଏହି ଦିନ ହେବ ଟ୍ରମ୍ପ-ପୁଟିନଙ୍କ ଭେଟ: ତାରିଖ, ସ୍ଥାନ ଘୋଷଣା କଲେ ଆମେରିକା ରାଷ୍ଟ୍ରପତି
ଓ୍ବାଶିଂଟନ,୯।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୫ ଅଗଷ୍ଟ, ୨୦୨୫ରେ ଆଲାସ୍କାରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବେ। ଟ୍ରମ୍ପ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହି ତାରିଖ ଏବଂ ସ୍ଥାନ ଘୋଷଣା କରିଛନ୍ତି। ସେ ପୂର୍ବରୁ କହିଥିଲେ ଯେ ଏହି…
ରକ୍ତ ଭଣ୍ଡାର ଦାବି, ସିଡିଏମ୍ଓଙ୍କୁ ଫେରାଦ
ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରକ୍ତ ଭଣ୍ଡାର ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଫଳରେ ରୋଗୀମାନଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହାକୁ ନେଇ ଅସନ୍ତୋଷ ଲାଗି ରହିଛି। ଶୁକ୍ରବାର ବରଗଡ଼ର ସ୍ବେଚ୍ଛାସେବୀ…
ଉଚ୍ଚଶିକ୍ଷା ବିଭାଗର ଚିଠି: ସବୁ ବିଶ୍ବବିଦ୍ୟାଳୟରେ ଅଗଷ୍ଟ ୨୫ ସୁଦ୍ଧା…
ଭୁବନେଶ୍ୱର,୯।୮: ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ ଚିଠି ଲେଖିଛି। ସବୁ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଦିଆଯାଇଛି। ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା ପାଇଁ…
ଭାରତ ଉପରେ ଟାରିଫ୍ ଲାଗିବା ପରେ ପାକିସ୍ତାନର ଲାଗିଗଲା ଲଟେରୀ, ହେଲା ବଡ଼ ଫାଇଦା
ୱାଶିଂଟନ,୯।୮: ଆମେରିକା ଭାରତ ଉପରେ ଟାରିଫ୍ ଲାଗୁ କରିଛି। ଏହି ଟାରିଫ୍ ଯୋଗୁଁ ଭାରତର ବ୍ୟବସାୟୀମାନେ ଚିନ୍ତିତ ଥିବା ବେଳେ, ପାକିସ୍ତାନ ବଲ୍ଲେ ବଲ୍ଲେ ହୋଇଯାଇଛି। ପଞ୍ଜାବ ଏବଂ ହରିୟାଣାର ବାସୁମତୀ ଚାଷୀ ଏବଂ ରପ୍ତାନିକାରୀମାନେ ଏବେ ଗଭୀର ସମସ୍ୟାରେ ଅଛନ୍ତି।…
ଗରମଶିରା କଡ଼େଇରେ ପଡି ପୂଜକ ଗୁରୁତର: ଶିଝିଗଲା ଅଧା ଶରୀର
ସାକ୍ଷୀଗୋପାଳ,୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ):ଗରମଶିରା କଡ଼େଇରେ ପଡି ଜଣେ ପୂଜକ ଶୁକ୍ରବାର ଗୁରୁତର ହୋଇଛନ୍ତି। ସେ ହେଲେ ସଞ୍ଜୟ କୁମାର ପାଢ଼ୀ (୩୩)। ତାଙ୍କ ଘର ସତ୍ୟବାଦୀ ଥାନାର ଶ୍ରୀରାମଚନ୍ଦ୍ରପୁର ବଣିଆ ସାହିରେ। ଅପରାହ୍ନରେ ସେ ସାରୁଗଡିଆଛକରେ ଏକ ମିଠା…
୧୧ଶହରୁ ଊର୍ଦ୍ଧ୍ୱ ଭୋଟର ଥିବା ବୁଥ୍ ବିଭାଜନ ନେଇ ଆଲୋଚନା
ନୂଆପଡ଼ା,୮ା୮ (ମକାରୁ ବେମାଲ): ଭାରତର ନିର୍ବାଚନ ଆୟୋଗ ଓ ଓଡ଼ିଶା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ନୂଆପଡ଼ା ଜିଲାପାଳ ତଥା ନିର୍ବାଚନ ଅଧିକାରୀ ଏବଂ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
କାଲି ରାଜ୍ୟରେ ଅତି ପ୍ରବଳ ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୮।୮(ଅନୁରାଧା ମହାରଣା)- ରାଜ୍ୟରେ ଶନିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ପୁରୀ ଜିଲାରେ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ…
Archives


