Home Left

ଚନ୍ଦ୍ରରେ ମିଳିଲା ଜଳର ସନ୍ଧାନ

ନ୍ୟୁୟର୍କ,୨୭।୧୦: ଚନ୍ଦ୍ରରେ ମାନବ ବସତି ସ୍ଥାପନ କରିବାର ବୈଜ୍ଞାନିକ ଆଶା ଅଧିକ ଶକ୍ତିଶାଳୀ ହୋଇଛି। ଆମେରିକାର ସ୍ପେସ ଏଜେନ୍ସି ନାସା ଚନ୍ଦ୍ର ପୃଷ୍ଠରେ ଜଳ ଆବିଷ୍କାର କରିଛି। ନାସାର ‘ମୁନ ମିଶନ’ରେ ଜଳର ସନ୍ଧାନ ମିଳିଛି। ନାସାର ଷ୍ଟ୍ରାଟୋସାଇଫର୍‌ ଅବଜରଭେଟୋରୀ ଫର…

ବିନା ଚାର୍ଜରରେ ମୋବାଇଲ୍‌ ଫୋନ୍‌ ହେବ ଚାର୍ଜ

ନୂଆଦିଲ୍ଲୀ: ଏମିତି ଅନେକ ଥର ହୋଇଥିବ, ଆପଣ ଘରେ ଚାର୍ଜର ଭୁଲି ମୋବାଇଲ ସାଙ୍ଗରେ ନେଇ ବାହାରି ପଡ଼ିଥିବେ। ଆଉ କିଛି ସମୟ ପରେ ଯେତେବେଳେ ମୋବାଇଲ ଚାର୍ଜ ଶେଷ ହେବାର ସମୟ ଆସିଯିବ, ଆପଣଙ୍କୁ ଚାର୍ଜର କଥା ମନେପଡ଼ିଥିବ, କିନ୍ତୁ…

ଏଟିଏମରୁ ଟଙ୍କା ବାହାର କରୁଛନ୍ତି କି? ରୁହନ୍ତୁ ସତର୍କ, ନଚେତ୍‌ ଆକାଉଣ୍ଟ ହୋଇଯିବ ଖାଲି

ଏଟିଏମରୁ ଟଙ୍କା ବାହାର କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ନଚେତ ଆକାଉଣ୍ଟ ଖାଲି ହୋଇଯିବାର ଯଥେଷ୍ଟ ସମ୍ଭାବନା ରହିଛି। ବିଭିନ୍ନ ବ୍ୟାଙ୍କ ପକ୍ଷରୁ ଏନେଇ ସଚେତନ କରାଯାଉଥିଲେ ହେଁ ପ୍ରତିଦିନ କେଉଁଠି ନା କେଉଁଠି ଏଟିଏମ୍‌ ଭାଙ୍ଗି ଲୁଟ୍‌ କରୁଛନ୍ତି…

ବିଶ୍ୱର ଏପରି ୫ ଚମତ୍କାର ସ୍ଥାନ: ଦେଖିଲେ ହେବେ ଆଶ୍ଚର୍ଯ୍ୟ

ବିଶ୍ୱର ଅନେକ ଚମତ୍କାର ସ୍ଥାନ ବିଷୟରେ ଜାଣିଥିବେ ଏବଂ ଅନେକ ଚମତ୍କାର ସ୍ଥାନ ଦେଖିଥିବେ। ମାତ୍ର ଏହା ବ୍ୟତୀତ ଏପରି ଅନେକ ସ୍ଥାନ ଅଛି, ଯାହା ବହୁତ ସୁନ୍ଦର ଏବଂ ଆଶ୍ଚର୍ଯ୍ୟଜନକ। ତେବେ ଏପରି ୫ଟି ସ୍ଥାନ ବିଷୟରେ ଜାଣନ୍ତୁ, ଯାହାର…

ମା’ ଭଣ୍ଡାରଘରଣୀଙ୍କ ବିଜୟ ଉତ୍ସବ

ନବରଙ୍ଗପୁର,୨୬ା୧୦(ବି.ପ୍ର.)- ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଭଣ୍ଡାରଘରଣୀଙ୍କ ବିଜୟା ଦଶମୀ ପୂଜା ରବିବାର ରାତିରେ ସମାପନ ହୋଇଯାଇଛି। ସନ୍ଧ୍ୟାରେ ମା’ଙ୍କ ବିଜୟ ଶୋଭାଯାତ୍ରା ବାହାରିଥିଲା। ଏଥିରେ ମା’ଙ୍କ ବିମାନ ସହ ଆଖପାଖ ଅଞ୍ଚଳର ୧୩ରୁ ଊର୍ଦ୍ଧ୍ୱ ଶକ୍ତିପୀଠରୁ ଲାଠିଗୁଡ଼ିକ ଯୋଗଦେଇଥିଲେ।…

୩୦ ବର୍ଷରୁ ଅଧିକ ହୋଇଥିଲେ ଏହିସବୁ ଖାଦ୍ୟଠାରୁ ଦୂରେଇ ରୁହନ୍ତୁ, ନଚେତ୍‌…

ମହିଳା କିମ୍ବା ପୁରୁଷ, ବୟସ ବଢିବା ସାଙ୍ଗକୁ ଶରୀରରେ ଅନେକ ପରିବର୍ତ୍ତନ ଆସିଥାଏ। ପ୍ରାୟତଃ ଦେଖାଯାଉଛି କି ୨୦-୨୫ ବର୍ଷ ବୟସର ଯୁବତୀଯୁବକମାନେ କୌଣସି କାମ କରିବାରେ ବହୁତ ଫୁର୍ତ୍ତି ଦେଖାନ୍ତି। କିନ୍ତୁ ୩୦ ବର୍ଷ ଶରୀରରେ ସାମାନ୍ୟ ମନ୍ଥରତା ଦେଖାଯାଏ।…

ଭୁବନେଶ୍ୱରରୁ ଆଜି ପୁଣି ୯୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଭାବି ସ୍ବାମୀଙ୍କ ସହ ଫଟୋ ଶେୟାର କଲେ ବଲିଉଡର ଏହି ଲୋକପ୍ରିୟ ଅଭିନେତ୍ରୀ

ଖୁବଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ। ସେ ପ୍ରତିଷ୍ଠିତ ବ୍ୟବସାୟୀ ଗୌତମ କିଚଲୁ ବିବାହ କରିବେ। ପବିତ୍ର ଦଶହରା ଅବସରରେ ଦୁହେଁ ଏକାଠି ନଜର ଆସିଛନ୍ତି। ଏ ନେଇ କାଜଲ ସୋସିଆଲ ମିଡିଆରେ ଫଟୋ ଶେୟାର…

ହିମାଚଳ ପ୍ରଦେଶରେ ଭୂମିକମ୍ପ

ହିମାଚଳ ପ୍ରଦେଶ,୨୬।୧୦-ହିମାଚଳ ପ୍ରଦେଶର ଶିମଲା ଜିଲାରେ ସୋମବାର ଭୂ-କମ୍ପର ଝଟକା ଅନୁଭୂତ ହୋଇଛି। ଅପରାହ୍ନ ୧ଟା ୨୦ ମିନିଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ରିଚ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରହିଥିଲା। ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ। ସୂଚନାଯୋଗ୍ୟ,…

ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ

ଡେରାବିଶ,୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୃଷ୍ଣନଗର ପିଞ୍ଛାପାଟିଆ ଗାଁରେ ସୋମବାର ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କୁ ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ର ଓ ଗ୍ରାମର ଏକ ବିଦ୍ୟାଳୟ ଗୃହରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିକିତ୍ସା କରାଯାଉଛି।…

୪ଟି ପର୍ଯ୍ୟାୟରେ ହେବ କଟକ ଦୁର୍ଗାପୂଜା ଭସାଣ

କଟକ ଅଫିସ,୨୬।୧୦-କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହୋଇଛି ଦଶହରା। ଆସନ୍ତାକାଲି ଅନୁଷ୍ଠିତ ହେବ ଭସାଣ ଉତ୍ସବ। ଏଥିପାଇଁ କଟକରେ କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି କୃତ୍ରିମ ପୋଖରୀରେ ସମସ୍ତ…

ଦୁର୍ଘଟଣାରେ ଶିଶୁ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବାଲିଗୁଡା,୨୬ା୧୦(ଡି.ଏନ.ଏ.): ବାଲିଗୁଡ଼ା ଉପଖଣ୍ଡ ସାରଙ୍ଗଡ଼ ଥାନା ଗୁଞ୍ଜିବାଡ଼ି ଗ୍ରାମ ପଞ୍ଚାୟତର ଜିଡୁବାଡ଼ି ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବୋଲେରୋ ଧକ୍କାରେ ଜଣେ ୫ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ମୃତକ ହେଲେ ସୁଶୀଳ ପ୍ରଧାନଙ୍କ ପୁଅ ଯାଦବ। ଦୁର୍ଘଟଣା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri