Home Left

ପିଆଜ ମାଳ ପିନ୍ଧି ପ୍ରଚାର କଲେ ତେଜସ୍ବୀ

ପାଟନା, ୨୬।୧୦: ଦେଶରେ ପିଆଜ କିଲୋ ଆସି ୧୦୦ ଟଙ୍କାରେ ପହଞ୍ଚିଛି। ଏହାର ପ୍ରଭାବ ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ଦେଖିବାକୁ ମିଳିଛି। ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ପ୍ରଚାରରେ ପିଆଜ ମାଳ ପିନ୍ଧିଥିବାର ଦେଖିବାକୁ ମିଳିଛି। ପିଆଜ ଦାମ ବୃଦ୍ଧି…

ଆଉ ଯନ୍ତ୍ରଣାଦାୟକ ୧୨ ଘଣ୍ଟା ବାକି ଅଛି, କାହିଁକି ଏମିତି କହିଲେ ଧୋନୀ

ଦୁବାଇ,୨୬।୧୦:ଆଇପିଏଲର ଚଳିତ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସର ପ୍ଲେଅଫ୍‌ ଦୌଡରୁ ବାଦ୍‌ ପଡିଛି। ଦଳକୁ ଆଉ ମାତ୍ର ଦୁଇଟି ମ୍ୟାଚ୍‌ ଖେଳିବାର ଅଛି। ଚେନ୍ନାଇ ଯଦି ପରବର୍ତ୍ତୀ ଦୁଇଟି ମ୍ୟାଚ ଜିତିବ କେବଳ ୧୨ ପଏଣ୍ଟ ନେଇ ଚଳିତ ଆଇପିଏଲ୍‌ ଯାତ୍ରା…

ଭିସା ପାଇଁ ବିବାହ କରିଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ୍‌ ତଥା ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ଏକ ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀ ରଧିକା ଆପ୍ତେ। ଏବେ ଓଟିଟି ପ୍ଲାଟ୍‌ଫର୍ମରେ ମଧ୍ୟ ତାଙ୍କୁ ଦେଖିବାକୁ ମିଳୁଛି। ଅନ୍ୟପଟେ ଓଟିଟି ପ୍ଲାଟଫର୍ମରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତା ହେଉଛନ୍ତି…

ଲାଲ୍‌ ଚୌକରେ ତ୍ରିରଙ୍ଗା ଉଡ଼ାଇବାକୁ ଯାଉଥିବା ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ଶ୍ରୀନଗର, ୨୬।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ସଦସ୍ୟା ମେହବୁବା ମୁଫ୍‌ତି ତ୍ରିରଙ୍ଗାକୁ ନେଇ ଦେଇଥିବା ମନ୍ତବ୍ୟ ନେଇ ରାଜ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସୋମବାର କେତେକ ଭାଜପା କର୍ମୀ ଶ୍ରୀନଗରର ଲାଲ୍‌ ଚୌକରେ ତ୍ରିରଙ୍ଗା ଉଡ଼ାଇବା ଲାଗି ଯାଉଥିବାବେଳେ…

କାରଗିଲ୍‌ ଯୁଦ୍ଧ ଭୋକିଲା ଲଢ଼ିଥିଲେ ପାକିସ୍ତାନୀ ସୈନ୍ୟ: ନଓ୍ବାଜ ଶରିଫ୍‌

ଲଣ୍ଡନ, ୨୬।୧୦: ଭାରତ ପାକିସ୍ତାନ ମଧ୍ୟରେ ୧୯୯୯ରେ ହୋଇଥିବା କାରଗିଲ୍‌ ଯୁଦ୍ଧ ସମ୍ପର୍କରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ସମୟରେ ପାକିସ୍ତାନୀ ସୈନ୍ୟଙ୍କ ପାଖରେ ଖାଇବାକୁ ଖାଦ୍ୟର ଅଭାବ ଥିଲା। ସେମାନେ ଭୋକିଲା ଯୁଦ୍ଧ ଲଢ଼ିଥିଲେ…

୨୯ ଦିନ ପରେ ଯୁଦ୍ଧ ଶେଷ: ଆର୍ମେନିଆ-ଅଜରବୈଜାନ ଅସ୍ତ୍ରବିରତି

ୟେରେଭାନ୍‌/ବାକୁ, ୨୬।୧୦: ଦୀର୍ଘ ୨୯ ଦିନ ପରେ ଆର୍ମେନିଆ ଏବଂ ଅଜରବୈଜାନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା କରାଯାଇଛି। ଦୁଇ ଦେଶ ଅକ୍ଟୋବର ୨୫-୨୬ ତାରିଖ ମଧ୍ୟ ରାତିରେ ଲାଗି ରହିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ସହମତି ପ୍ରକାଶ କରିଛନ୍ତି। ଅସ୍ତ୍ରବିରତି…

ଭାଜପା ବିଜ୍ଞାପନରେ କେବଳ ମୋଦି, ନୀତିଶ ଗାଏବ୍‌

ପାଟନା, ୨୬।୧୦: ଆସନ୍ତା ଅକ୍ଟୋବର ୨୮ରେ ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ହେବ। କିନ୍ତୁ ଏହାର ଠିକ ପୂର୍ବରୁ ଭାଜପା ଖବରକାଗଜରେ ଏକ ବିଜ୍ଞାପନ ଦେଇଥିଲା। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ବିଜ୍ଞାପନରେ କେବଳ ପ୍ରଧାନମନ୍ତ୍ରୀ…

କରୋନା ସଙ୍କଟ ମଧ୍ୟରେ ଟିକାକୁ ନେଇ ରାଜନୀତି କରୁଛି ଭାଜପା: ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୨୬।୧୦: ବିହାର ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଛି। ଶିବସେନାର ବାର୍ଷିକ ଦଶହରା ରାଲି ରବିବାର ଦାଦରର ସାବାର୍କ ଅଡିଟୋରିୟମରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବିହାର ବିଧାନସଭା ନିର୍ବାଚନରେ ଭାଜପା ଦେଇଥିବା ପ୍ରତିଶ୍ରୁତି ଉପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ…

ସମୁଦ୍ରକୂଳରେ ଜବରଦସ୍ତ ଡ୍ୟାନ୍ସ କରି ଚର୍ଚ୍ଚାରେ ଏହି କ୍ରିକେଟର୍‌ଙ୍କ ପ୍ରେମିକା

କରୋନା ଯୋଗୁ ଚଳିତ ବର୍ଷ ୟୁଏଇରେ ଆଇପିଏଲ ୨୦୨୦ ଖେଳାଯାଉଛି। ଏହି ଟୁର୍ନାମେଣ୍ଟ ପାଇଁ ଅଧିକାଂଶ ଖେଳାଳି ସେମାନଙ୍କ ପରିବାରକୁ ସାଙ୍ଗରେ ନେଇ ନାହାନ୍ତି। ତଥାପି, କିଛି ଖେଳାଳିଙ୍କ ପରିବାର ସେମାନଙ୍କୁ ଏବଂ ଦଳକୁ ସମର୍ଥନ କରିବାକୁ ସେଠାରେ ଅଛନ୍ତି। ଏହିପରି…

ଆଇପିଏଲ୍‌ ଇତିହାସରେ ପ୍ରଥମଥର ପାଇଁ ଏପରି ଘଟିଲା

ଆଇପିଏଲ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଉପରେ ରାଜସ୍ଥାନ ରୟାଲ୍ସ ବିଜୟ ସହିତ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ‘ପ୍ଲେ ଅଫ’କୁ ଯିବାର ସମ୍ଭାବନା ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି।ଅବଶ୍ୟ ଗତ ଅକ୍ଟୋବର ୨୩ରେ ମୁମ୍ବାଇ ଇଣ୍ଡିଆନ୍ସ ଠାରୁ ୧୦ ଉଇକେଟ ପରାଜୟ ପରେ…

ଆମେ ଛୋଟ ପିଲା ନୁହେଁ, ବିଭ୍ରାନ୍ତ ହୋଇଯିବୁ: ଓଓ୍ବେସି

ନୂଆଦିଲ୍ଲୀ,୨୫।୧୦: ନାଗରିକ ସଂଶୋଧନ ଆଇନକୁ ନେଇ ଆର୍‌ଏସଏସ ମୁଖ୍ୟ ମୋହନ ଭାଗବତଙ୍କ ବିବୃତିରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଅଲ ଇଣ୍ଡିଆ ମଜଲିସ୍‌-ଏ-ଇତ୍ତେହାଦୁଲ ମୁସଲିମିନ (ଆଇଏଏମଆଇଏମ) ଅଧ୍ୟକ୍ଷ ଅସଦୁଦ୍ଦିନ ଓୱେସି। ସେ କହିଛନ୍ତି, ମୁସଲମାନମାନେ ପିଲା ନୁହନ୍ତି ଯେ ସେମାନେ ବିଭ୍ରାନ୍ତ ହୋଇଯିବେ।…

୬୫ ବର୍ଷରେ ଦ୍ୱିତୀୟ ବିବାହ କରିବେ ଦେଶର ପ୍ରଖ୍ୟାତ ଓକିଲ

ପୂର୍ବତନ ସଲିସିଟର ଜେନେରାଲ ତଥା ଦେଶର ଜଣାଶୁଣା ଓକିଲ ହରିଶ ସାଲଭେ ଆସନ୍ତା ସପ୍ତାହରେ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସାଲଭେଙ୍କୁ ଏବେ ୬୫ ବର୍ଷ। ୩୮ ବର୍ଷ ବୈବାହିକ ଜୀବନ ବିତାଇବା ପରେ ଗତ ମାସରେ ସ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri