ଟାଇଗର ଉଡସ୍ ଗୁରୁତର ଆହତ
ଲସ୍ ଏଞ୍ଜେଲସ୍,୨୪।୨: ଗଲ୍ଫର ଟାଇଗର ଉଡସ୍ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଗୋଡରେ ଆଘାତ ଲାଗିଛି। ଚିକିତ୍ସା ଲାଗି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏୟାର ବ୍ୟାଗ୍ ଯୋଗୁ ତାଙ୍କର ବିଶେଷ କ୍ଷତି ହୋଇ ନ ଥିବା…
ଭାଜପା ଦଖଲରେ ଗୁଜରାଟର ୬ ପୌର ନିଗମ
ଅହମଦାବାଦ, ୨୪।୨ : ଗୁଜରାଟ ପୌର ନିର୍ବାଚନ ଭୋଟଗଣତି ମଙ୍ଗଳବାର ଜାରି ରହିଥିବାବେଳେ ଭାଜପା ୬ଟି ଯାକ ମହାନଗର ନିଗମ ଦଖଲ କରିଛି। ରାତି ୧୧ଟା ସୁଦ୍ଧା ମୋଟ୍ ୫୭୬ ଆସନ ମଧ୍ୟରୁ ଗୈରିକ ଦଳକୁ ୪୮୫ଟି ଆସନ ମିଳିଛି। କଂଗ୍ରେସକୁ…
ପିଲାଙ୍କ ରୁଚିକୁ ବୁଝନ୍ତୁ
ଛାତ୍ରୀଛାତ୍ରଙ୍କ ନିଜସ୍ବ ରୁଚି ଓ ଆଗ୍ରହ ରହିଥାଏ। ଅଭିଭାବକମାନେ ତାହାକୁ ହୃଦୟଙ୍ଗମ କରି ସେମାନଙ୍କୁ ସେହି ଦିଗରେ ଆଗେଇ ନେବା ଉଚିତ। କାରଣ ପ୍ରତ୍ୟେକ ଶିଶୁ ନିଜ ଭାଗ୍ୟ ଓ ଭବିଷ୍ୟତର ଜଣେ ଜଣେ ସୃଜନଶୀଳ ସ୍ଥପତି। ଗୁଣକୁ ଚିହ୍ନି ଗୁଣାମତ୍କ…
ଟ୍ରକ୍ ପୋଡ଼ି ମାମଲାରେ ଓ୍ବାରାଓ୍ବାରାଙ୍କୁ ଜାମିନ
ନୂଆଦିଲ୍ଲୀ, ୨୪।୨ : ତେଲୁଗୁ କବି ତଥା ସାମାଜିକ କର୍ମୀ ଓ୍ବାରାଓ୍ବାରା ରାଓଙ୍କୁ ମଙ୍ଗଳବାର ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍ ଅନ୍ୟ ଏକ ମାମଲାରେ ୬ ମାସ ପାଇଁ ଜାମିନ ପ୍ରଦାନ କରିଛନ୍ତି। ୨୦୧୬ରେ ମହାରାଷ୍ଟ୍ରର ସୁରଜଗଡ଼ ଲୁହାପଥର ଖଣି ପୋଡ଼ାଜଳା…
ବିସ୍ଫୋରଣରେ ୬ ମୃତ
ଚିକ୍କାବଲପୁର, ୨୪।୨ : କର୍ନାଟକର ଚିକ୍କାବଲପୁର ଏବଂ ବେଙ୍ଗାଲୁରୁ ସୀମାନ୍ତ ଏକ ଗ୍ରାମରେ ମଙ୍ଗଳବାର ବିସ୍ଫୋରଣ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ଖବର ଅନୁଯାୟୀ ଜିଲେଟିନ୍ ଷ୍ଟିକ୍ଗୁଡ଼ିକୁ ଗାଡ଼ିରେ ନେବାବେଳେ ତାହା…
ବଲିଉଡ୍ରେ କୁମାର ବିଶ୍ୱାସ
ନୂଆଦିଲ୍ଲୀ, ୨୪ା୨: କବି ଓ ରାଜନେତା ଭାବେ ଜଣାଶୁଣା କୁମାର ବିଶ୍ୱାସ ଏବେ ଫିଲ୍ମ ଦୁନିଆରେ ପାଦ ଥାପିଛନ୍ତି। ସାହିତି୍ୟକ ମଞ୍ଚରେ କବିତା ପାଠ, ଆନ୍ନା ହାଜାରେ ଆନ୍ଦୋଳନର ପ୍ରମୁଖ ଚେହେରା ପାଲଟିବା ପରେ ରାଜନୀତିରେ ପଶି ଭାଷଣ ଓ ମନ୍ତବ୍ୟ…
ଜେଲ ଗଲେ ଫୁଲବାଣୀର ପୂର୍ବତନ ବିଧାୟକ
ଫୁଲବାଣୀ ଅଫିସ,୨୪ା୨: ପଥଚାରୀଙ୍କୁ ମାଡ଼ ମାରିବା ସହ ଟଙ୍କା ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ସେ ୨୦୦୯ରେ ଫୁଲବାଣୀରୁ ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ ତାଙ୍କୁ…
ବ୍ରିଟିଶ ରାଣୀଙ୍କ ସମ୍ପର୍କୀୟଙ୍କୁ ଜେଲ
ଲଣ୍ଡନ, ୨୪।୨ : ବ୍ରିଟିଶ ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଜଣେ ସମ୍ପର୍କୀୟଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ୧୦ ମାସ ଜେଲ୍ ଦଣ୍ଡାଦେଶ ଦିଆଯାଇଛି। ଗତବର୍ଷ ଫେବୃୟାରୀରେ ଷ୍ଟ୍ରାଥ୍ମୋରର ୟର୍ଲ ସାଇମନ ବୋଓ୍ବେସ୍-ଲିଓନ୍ ସ୍କଟଲାଣ୍ଡସ୍ଥିତ ତାଙ୍କ ପୈତୃକ ଦୁର୍ଗରେ ଜଣେ ମହିଳାଙ୍କୁ ଯୌନ…
ଇଡି, ସିବିଆଇକୁ ଅସ୍ତ୍ର କରୁଛି କେନ୍ଦ୍ର
ନୂଆଦିଲ୍ଲୀ, ୨୪।୨ (ଆଇଏଏନ୍ଏସ୍): ପୁଡ଼ୁଚେରୀରେ କଂଗ୍ରେସ ସରକାର ଭାଙ୍ଗିବା ପରେ ବର୍ଷକ ମଧ୍ୟରେ ଏହି ଦଳ ଦୁଇଟି ରାଜ୍ୟରେ କ୍ଷମତା ହରାଇଛି। ଏହା ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସ ହାତରୁ କ୍ଷମତା ଯାଇଥିଲା। ଉଭୟ ରାଜ୍ୟରେ ଦଳୀୟ ବିଧାୟକମାନଙ୍କ ଇସ୍ତଫା ଯୋଗୁ ସରକାର…
ବିଜେଡି-ଭାଜପା ଟଣାଓଟରା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଦେଶର କେତେକ ରାଜ୍ୟରେ ପେଟ୍ରୋଲ ୧୦୦ ଟଙ୍କା ଛୁଇଁଲାଣି। ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ପ୍ରିମିୟମ ପେଟ୍ରୋଲ ଦର ୧୦୦ ଟଙ୍କା ଟପିଗଲାଣି। ଜନସାଧାରଣ ତ୍ରାହି ତ୍ରାହି ଡାକିଲେଣି।…
ସୁନ୍ଦର ପୁଅଙ୍କୁ ପାଖରେ ଦେଖି କ’ଣ ଭାବନ୍ତି ଝିଅ…
ଅନେକ ସମୟରେ ପାଖରେ ସୁନ୍ଦର ପୁଅକୁ ଦେଖିଲେ ଝିଅମାନେ ଅନେକ କିଛି ଭାବିଥାନ୍ତି। ତେବେ ସେମାନେ କ’ଣ ଭାବିଥାନ୍ତି ଏହା ସମସ୍ତଙ୍କ ଜାଣିବାକୁ ଇଚ୍ଛା ଥାଏ। କେବଳ ପୁଅମାନେ ଆଗେ କଥା ହୁଅନ୍ତି ତାହା ନୁହେଁ, ବଂର ଝିଅମାନେ ବହୁତ କିଛି…
ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ତୃତୀୟ ମୁକାବିଲା: ଜାଣନ୍ତୁ କେବେ ଆଉ କେଉଁଠି ଦେଖିପାରିବେ ଏହି ଦିବାରାତ୍ର ମ୍ୟାଚ୍
ଅହମ୍ମଦାବାଦ,୨୩।୨: ଭାରତ-ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ବେଶ୍ ଗୁରୁତ୍ୱପୂର୍ଣ୍ଣ। କାରଣ ଉଭୟ ଦଳ ମଧ୍ୟରେ ଟେଷ୍ଟ ସିରିଜ୍ ଶେଷ ହେବା ପରେ ଆଇସିସି ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ଦ୍ୱିତୀୟ ଟିମ୍ ବିଷୟରେ ଜଣାପଡ଼ିବ। କାରଣ ଏଥିପାଇଁ ଭାରତକୁ ନିହାତି ପକ୍ଷେ ଗୋଟିଏ…

