Home Left

ହାଥ୍‌ରସ ମାମଲାର ତଦନ୍ତ କରୁଥିବା ଡିଆଇଜିଙ୍କ ସ୍ତ୍ରୀ ମୃତ

ଲକ୍ଷ୍ନୌ, ୨୫ା୧୦: ଉତ୍ତରପ୍ରଦେଶର ବହୁ ଚର୍ଚ୍ଚିତ ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ମାମଲାର ତଦନ୍ତ କରୁଥିବା ଡିଆଇଜି ଚନ୍ଦ୍ରପ୍ରକାଶଙ୍କ ସ୍ତ୍ରୀ ପୁଷ୍ପା ପ୍ରକାଶ (୩୬)ଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଶନିବାର ମିଳିଛି। ଲକ୍ଷ୍ନୌର ସୁଶାନ୍ତ ଗଲ୍ଫ ସିଟି ଏରିଆସ୍ଥିତ…

ଜିିତିଲେ ମାଗଣା ଟିକା: ବିଡେନ୍‌

ଓ୍ବାଶିଂଟନ, ୨୫।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଡୋମୋକ୍ରାଟିକ୍‌ ଦଳର ପ୍ରାର୍ଥୀ ଜୋ ବିଡେନ୍‌ଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଛି। ବିଡେନ୍‌ ଟ୍ରମ୍ପ୍‌ଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ଯେ, ଆମେରିକା…

ଶ୍ରୀମନ୍ଦିର ସମ୍ମୁଖରେ ହେବନି ବଡ଼ବଡ଼ୁଆ ଡାକ

ପୁରୀ ଅଫିସ,୨୫।୧୦: ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମ୍ମୁଖରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ବଡ଼ବଡ଼ୁଆ ଡାକିଥାନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତମାନେ ଶ୍ରୀକ୍ଷେତ୍ର ଆସିଥାନ୍ତି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସିଂହଦ୍ୱାର ସମ୍ମୁଖରେ ଏହି ଦୃଶ୍ୟ ଦେଖିବାକୁ ମିଳିଥାଏ। ହେଲେ ଏଥର…

ଆକୃଷ୍ଟ କରୁଛି ହେରିଟେଜ୍‌ ହୋମ୍‌ ଷ୍ଟେ’

ଭୁବନେଶ୍ୱର,୨୫।୧୦(ବ୍ୟୁରୋ):  ରାଜ୍ୟରେ ରୟାଲ ହେରିଟେଜ୍‌ ଟୁର୍‌ ପ୍ୟାକେଜ୍‌ ମାଧ୍ୟମରେ ଓଡ଼ିଶା ପର୍ଯ୍ୟଟନକୁ ଆଉପାଦେ ଆଗକୁ ନେବାକୁ ପର୍ଯ୍ୟଟନ ବିଭାଗ ‘ହେରିଟେଜ୍‌ ପ୍ୟାଲେସ୍‌ ଟୁରିଜମ୍‌’ ଯୋଜନା ଉପରେ ଗୁରୁତ୍ୱ ଦେଉଛି। ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ଗୁଜରାଟ ଆଦି ରାଜ୍ୟ ଭଳି ରୟାଲ ଟୁରିଜମ୍‌…

କ୍ରିକେଟରୁ ତନ୍ମୟ ଶ୍ରୀବାସ୍ତବଙ୍କ ଅବସର

ମୁମ୍ବାଇ, ୨୫ା୧୦ (ପି.ଟି.)- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ୨୦୦୮ ବିଜୟୀ ଦଳର ଅନ୍ୟତମ ବ୍ୟାଟ୍ସମ୍ୟାନ ତନ୍ମୟ ଶ୍ରୀବାସ୍ତବ ଶନିବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୩୦ ବର୍ଷୀୟ ବାମହାତୀ ଖେଳାଳି କିନ୍ତୁ ତାଙ୍କ ଭବିଷ୍ୟତ ଯୋଜନା ସମ୍ପର୍କରେ…

ସରସହୀନ ଶାରଦୀୟ ମହୋତ୍ସବ

କାମାକ୍ଷାନଗର, ୨୫।୧୦ (ସୁଧୀର କୁମାର ପରିଡ଼ା): ମା’ ଆସିଛନ୍ତି। ମଣ୍ଡପରେ ଚାଲିଛି ପୂଜାର୍ଚ୍ଚନା। ହେଲେ କାହାରି ମନରେ ଅଛି ଉତ୍ସାହ ନା ଉଦ୍ଦୀପନା। ଦେବୀ-ଶ୍ରଦ୍ଧାଳୁଙ୍କ ମଧ୍ୟରେ ପଡ଼ିଥିବା କରୋନା କଟକଣାର ପାଚେରି ଚଳିତବର୍ଷ ଶାରଦୀୟ ମହୋତ୍ସବକୁ ସରସହୀନ କରିଦେଇଛି। ଭକ୍ତଶୂନ୍ୟ ମଣ୍ଡପରେ…

ରୋଡ୍ରିଗୁଏଜ୍‌ ମହମ୍ମଡାନ ସ୍ପୋର୍ଟିଂର ମୁଖ୍ୟ କୋଚ୍‌

କୋଲକାତା, ୨୫ା୧୦ (ପି.ଟି.)- ମହମ୍ମଡାନ ସ୍ପୋର୍ଟିଂ କ୍ଲବ ଆସନ୍ତା ଆଇ-ଲିଗ୍‌ ସିଜନ ପାଇଁ ସ୍ପେନର ଜୋସ୍‌ କାର୍ଲୋସ ରୋଡ୍ରଗୁଏଜ୍‌ଙ୍କୁ ସେମାନଙ୍କ ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ପୂର୍ବରୁ ଏହି ପଦବୀରେ ରହିଥିବା ୟାନ୍‌ ଲ’ କ୍ୱାଲିଫାୟର୍ସ ଶେଷ ହେବା ପୂର୍ବରୁ…

ଅଫର୍‌ ଅଛି, ବେପାର ନାହିଁ

ଅନୁଗୋଳ ଅଫିସ, ୨୫ା୧୦: କରୋନା କବଳରେ ପାର୍ବଣ। ପୂର୍ବ ଭଳି ଉତ୍ସବର ମାହୋଲ ନାହିଁ। ସଂକ୍ରମଣ ଭୟରେ ଅଧିକାଂଶ ଲୋକେ ବାହାରକୁ ଆସୁ ନ ଥିବାରୁ ମାନ୍ଦା ପଡିଛି ପୂଜା ବଜାର। ଏଥିଯୋଗୁ ବେଶୀ କ୍ଷତିଗ୍ରସ୍ତ ହୋଇଛନ୍ତି ବ୍ୟବସାୟୀ। ଗ୍ରାହକଙ୍କୁ ଆକୃଷ୍ଟ କରିବାକୁ…

ବିବାହ ବନ୍ଧନରେ ବାନ୍ଧି ହେଲେ ନେହା କକ୍କର

ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡ୍‌ର ପ୍ଲେ-ବ୍ୟାକ୍‌ ସିଙ୍ଗର ସୁନ୍ଦରୀ ନେହା କକ୍କର। ଶନିବାର ଦିଲ୍ଲୀରେ ଥିବା ଏକ ଗୁରୁଦ୍ୱାରରେ ସେ ତାଙ୍କ ପ୍ରେମିକ ରୋହନପ୍ରୀତ୍‌ ସିଂହଙ୍କୁ ବିବାହ କରିଛନ୍ତି। ଶିଖ୍‌ ରୀତିନୀତିରେ ଏହି ବିବାହ ସମ୍ପନ୍ନ ହୋଇଛି। ଉଭୟଙ୍କ…

ମେହେନ୍ଦୀ ସେରିମନିରେ ନେହା କକ୍କର ପିନ୍ଧିଥିବା ଲେହେଙ୍ଗା ଦାମ୍‌ ଜାଣିଲେ ଉଡ଼ିଯିବ ହୋସ୍‌

ମୁମ୍ବାଇ,୨୪ା୧୦: ରୋହନ ପ୍ରୀତ ସିଂଙ୍କୁ ବିବାହ କରିବାକୁ ଯାଉଥିବା ବଲିଉଡ୍‌ ନେହା କକ୍କର ବର୍ତ୍ତମାନ ତାଙ୍କ ମେହେନ୍ଦୀ ସେରିମନି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ କ୍ୟାପଶନରେ ଲେଖିଛନ୍ତି, ‘ମେହେନ୍ଦୀ ଲଗାଉଙ୍ଗୀ ମେ ସଜନା କି ନାମ’ ଫଟୋରେ ନେହା…

ଉତ୍ତରପ୍ରଦେଶ: ଡିଆଇଜି ଚନ୍ଦ୍ର ପ୍ରକାଶଙ୍କ ସ୍ତ୍ରୀ କଲେ ଆତ୍ମହତ୍ୟା

ଲକ୍ଷ୍ନୌ,୨୪।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତରେ ସାମିଲ ଥିବା ୟୁପି ପୋଲିସର ଡିଆଇଜି ଚନ୍ଦ୍ର ପ୍ରକାଶଙ୍କ ସ୍ତ୍ରୀ ଶନିବାର ଆତ୍ମହତ୍ୟା କରିଛନ୍ତି। ଖବରପାଇ ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି ତାହା…

ସାବଧାନ! ଏଣିକି ଘରେ କୁକୁର ରଖିଲେ କରିବାକୁ ପଡ଼ିବ ଲାଇସେନ୍ସ, ଜାଣନ୍ତୁ ଏ ବାବଦରେ କେତେ ଅର୍ଥ ଦେବାକୁ ପଡ଼ିବ

ଡେରାଡୁନ,୨୪ା୧୦: ଏଣିକି ଘରେ କୁକୁର ରଖିବାକୁ ହେଲେ ଲାଇସେନ୍ସ କରିବାକୁ ପଡ଼ିବ। ଯଦି ଆପଣଙ୍କ ଘରେ କୁକୁର ଅଛି ଆଉ ଆପଣ ଏଥିପାଇଁ ଲାଇସେନ୍ସ କରିନାହାନ୍ତି ଏଥିପାଇଁ ଆପଣଙ୍କୁ ଜରିମାନା ପଡ଼ିପାରେ। ଉତ୍ତରାଖଣ୍ଡର ଡେରାଡୁନ ମହାନଗର ନିଗମ ପକ୍ଷରୁ ଏପରି ନିୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri