ଅମିତାଭଙ୍କ ଏକ ଟୁଇଟ୍ ବଦଳାଇଦେଲା ୮ ବର୍ଷ ଝିଅର ଭାଗ୍ୟ
କୁହାଯାଏ, ପ୍ରତିଭା ଥିଲେ ତାହା ଆପେ ଆପେ ଲୋକ ଲୋଚନକୁ ଆସିଯାଏ। କୌଣସି ବିଧା ବିଘ୍ନ ତାହାକୁ ରୋକିପାରି ନ ଥାଏ। ଏମିତି କିଛି ଘଟିଛି ଜଣେ ୮ ବର୍ଷର ଝିଅ କ୍ଷେତ୍ରରେ। ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ତାଙ୍କର ଏକ…
ନବରାତ୍ରିରେ ଦୁର୍ଗାଙ୍କ ହୋମକୁଣ୍ଡରେ ପକାନ୍ତୁ ଏହି ସାମାନ୍ୟ ଜିନିଷ: ଶତ୍ରୁ ହେବେ ବସ
ଶାରଦୀୟ ନବରାତ୍ରି ୧୭ ଅକ୍ଟୋବରରୁ ଆରମ୍ଭ ହୋଇଯାଇଛି। ଏହି ନଅ ଦିନରେ ମା’ ଦୁର୍ଗାଙ୍କର ନଅ ପ୍ରକାର ପୂଜା କରାଯାଏ।ଯଦି ନବରାତ୍ରିରେ ମା’ଙ୍କ କୃପା ପାଇବାକୁ ଚାହାନ୍ତି ତେବେ ଆପଣାନ୍ତୁ ଏହି ଉପାୟ। ନବରାତ୍ରି ଅଷ୍ଟମୀ କିମ୍ବା ନବମୀ ଦିନ ୧୦୮…
ମିଲିଟାରୀ କ୍ୟାଣ୍ଟିନ୍ରେ ମିଳିବନି ଚାଇନା ସାମଗ୍ରୀ
ନୂଆଦିଲ୍ଲୀ, ୨୪।୧୦: ଏବେ ଆଉ ମିଲିଟାରୀ କ୍ୟାଣ୍ଟିନ୍ରେ ଚାଇନା ସାମଗ୍ରୀ ମିଳିବନି। ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ଦେଶରେ ଥିବା ୩ ହଜାର ୫୦୦ରୁ ଅଧିକ ମିଲିଟାରୀ କ୍ୟାଣ୍ଟିନ୍ରେ ଏହି ଆଇନ୍ ଲାଗୁ ହେବ। ଆତ୍ମନିର୍ଭର ଭାରତ…
ଭାଇରାଲ ହେଉଛି ଜ୍ୟାକଲିନଙ୍କ ଟପ୍ଲେସ୍ ଫଟୋ
ମୁମ୍ବାଇ: ଜ୍ୟାକଲିନ ଫର୍ନାଡିଜ । ବଲିଉଡ୍ର ଆଗଧାଡିର ନାୟିକା । ସେ ନିଜ ଅଭିନୟକୁ ନେଇ ଯେତିକି ଚର୍ଚ୍ଚାରେ ଥାଆନ୍ତି କୋଟି କୋଟି ଦର୍ଶକଙ୍କର ହୃଦୟ ମଧ୍ୟ ଜିତି ଥାଆନ୍ତି ଏହି ନାୟିକା । ଏହାସହ ସୋସିଆଲ ମିଡିଆରେ ବି ବେଶ୍…
୬ ରାଜ୍ୟରେ ମିଳିବ ମାଗଣା କରୋନା ଟିକା: ସରକାରଙ୍କ ପ୍ରତିଶ୍ରୁତି !
ନୂଆଦିଲ୍ଲୀ, ୨୪।୧୦: ଭାରତର ୬ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣା କରୋନା ଟିକା ଦିଆଯିବା ସମ୍ପର୍କରେ ଘୋଷଣା କରାଯାଇଛି। ସେସବୁ ରାଜ୍ୟ ମଧ୍ୟରେ ବିହାର, ମଧ୍ୟପ୍ରଦେଶ, ଆସାମ, ତେଲଙ୍ଗାନା, କର୍ନାଟକ ଏବଂ ତାମିଲନାଡୁ ଆଦି ରାଜ୍ୟ ରହିଛି। ଟିକା ଏପର୍ଯ୍ୟନ୍ତ ମିଳି…
‘ସାମ୍ୟବାଦ୍ ଆନ୍ଦୋଳନର ଜନକ ଥିଲେ ଭଗବତୀ’
କଟକ ଅଫିସ, ୨୪ା୧୦: ମାକର୍ସବାଦୀ ଚିନ୍ତାଧାରାର ଆଦ୍ୟ ପ୍ରବର୍ତ୍ତକ ତଥା ମୁକ୍ତି ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ୭୭ତମ ସ୍ମୃତି ସମାରୋହ କଟକ ବାଲୁବଜାରସ୍ଥିତ ଓଷ୍ଟା ସମ୍ମିଳନୀ କକ୍ଷରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି କଟକ ନଗର କମିଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି।…
ଆକ୍ସନ ସିନ୍ କରିପାରିବେନି ସଞ୍ଜୟ!
ମୁମ୍ବାଇ: ବଲିଉଡ୍ର ମୁନ୍ନା ଭାଇ ସଞ୍ଜୟ ଦତ୍ତ କ୍ୟାନସରରୁ ଠିକ ହେବା ଖବର ଆସିବା ପରେ ତାଙ୍କ ପ୍ରଶଂସକଙ୍କ ମହଲରେ ଖୁସିର ଲହରୀ ଖେଳି ଯାଇଥିଲା । ଯଦିଓ ସେ କ୍ୟାନସରରୁ ସୁସ୍ଥ ହୋଇଛନ୍ତି ହେଲେ ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ…
ପୋଲିସକୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ୱର,୨୪ା୧୦ (ବ୍ୟୁରୋ): ଭୁବନେଶ୍ୱର ସାଲିଆସାହିରେ ଦାଦାବଟି ମାଗୁଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବା ନୟାପଲ୍ଲୀ ଥାନାର ପୋଲିସ ଟିମ୍ ଉପରେ ଆକ୍ରମଣ ହୋଇଛି। ଅଭିଯୁକ୍ତର ମା’ ଓ ଭଉଣୀ ମିଳିତ ଭାବେ ବିଧା ଗୋଇଠା ମାରିବା ସହ କାଠ ଫାଳିଆରେ…
ହାତ ତିଆରି ଖାଦ୍ୟର ହୋମ୍ ଡେଲିଭରି
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କରୋନା ଲୋକଙ୍କ ଜୀବିକା ଛଡ଼ାଇ ନେଇଛି, ଆଉ ଅନେକଙ୍କୁ ନୂଆ ରାହା ବି ଦେଖାଇଛି। ବିଶେଷକରି ଯୁବବର୍ଗ ଘରେ ହାତବାନ୍ଧି ନ ବସି ଭିନ୍ନ ପନ୍ଥା ବି ଖୋଜି ପାଇଛନ୍ତି। ଲକ୍ଡାଉନ୍ରେ ରୋଜଗାର ହରାଇବା ପରେ ଅନନ୍ୟ ପ୍ରୟାସ…
ଧରା ପଡ଼ିଲା ଚାଇନାର ଚାଲାକି: କରୁଥିଲା ମିଛ ଯୁଦ୍ଧାଭ୍ୟାସ
ବେଜିଂ, ୨୪।୧୦: ଏଲ୍ଏସିରେ ଯୁଦ୍ଧଭ୍ୟାସ କରୁଥିବାର ଭିଡ଼ିଓ ଚାଇନା ଟେଲିଭିଜନରେ ପ୍ରସାରିତ ହୋଇଥିଲା। ତେବେ ଏହା ମିଛ ବୋଲି ଏବେ ଜଣାପଡ଼ିଛି। ଚାଇନା ଚାଲାକି କରି କେବଳ ସୈନ୍ୟଙ୍କ ଫଟୋ ଉଠାଇ ଯୁଦ୍ଧାଭ୍ୟାସର ଭିଡ଼ିଓ ପ୍ରସ୍ତୁତ କରିଥିଲା। ଚାଇନାର ସରକାରୀ ଚ୍ୟାନେଲ…
ବନ କର୍ମଚାରୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ
କପ୍ତିପଦା,୨୩ା୧୦(ଡ଼ି.ଏନ.ଏ): ଶିକାରୀ ଭାବି ବନ ବିଭାଗ କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ପୋଡ଼ାଡ଼ିହା ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ସ୍ଥାନୀୟ ନଛିପୁର ଗ୍ରାମବାସୀ…
ଦିଆସିଲ କାଠିରେ କଳାଠାକୁର
ପୁରୀ ଅଫିସ,୨୪ା୧୦: ଦୃଢ଼ ଇଚ୍ଛାଶକ୍ତି ଥିଲେ ସବୁକିଛି ସମ୍ଭବ। କାରଣ ଆଗ୍ରହ ହିଁ ସଫଳତାର ନିକଟତର କରାଏ। ଜଣେ ଯୁବଶିଳ୍ପୀ ଏଭଳି ଦୃଢ଼ ଇଚ୍ଛାଶକ୍ତି ଯୋଗୁ ଦିଆସିଲ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ତିଆରି କରି ପ୍ରଶଂସା ସାଉଣ୍ଟିଛନ୍ତି। ସେ ହେଲେ…
Archives


