ଟସ୍ ଜିତି ରାଜସ୍ଥାନକୁ ବ୍ୟାଟିଂ ପାଇଁ ନିମନ୍ତ୍ରଣ କଲେ ଓ୍ବାର୍ନର
ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍ର ୪୦ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ସନ୍ରାଇଜର୍ସ ହାଇଦ୍ରାବାଦ୍ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ଜିତି ହାଇଦ୍ରାବାଦ୍ ଅଧିନାୟକ ଡେଭିଡ୍ ଓ୍ବାର୍ନର ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ ପ୍ରଥମେ…
କରୋନା ଆକ୍ରାନ୍ତ ହେଲେ ମହିଳା କ୍ରିକେଟ୍ ଟିମ୍ ଟ୍ରେନର
ନୂଆଦିଲ୍ଲୀ, ୨୨।୧୦: ମହିଳା ଟି୨୦ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟ ପୂର୍ବରୁ ଗୋଟିଏ ଦଳର ଟ୍ରେନର କରୋନା ଆକ୍ରାନ୍ତ ହୋଇଛି। ତାଙ୍କ ନାମ ସାଲିନୀ। ଏହା ଜଣାପଡ଼ିବା ପରେ ଆୟୋଜକଙ୍କ ଚିନ୍ତା ବଢ଼ିଯାଇଛି। ମହିଳା ଟି୨୦ ଚ୍ୟାଲେଞ୍ଜ ସହ ଜଡ଼ିତ ସମସ୍ତ ସଦସ୍ୟଙ୍କୁ ବର୍ତ୍ତମାନ…
ଦଶହରାରେ ଖୋଲା ରହିବ ଆର୍ଟିଓ ଅଫିସ
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଗାଡି ରେଜିଷ୍ଟ୍ରେଶନ ପାଇଁ ଦଶହରାରେ ଆର୍ଟିଓ ଅଫିସ ଖୋଲା ରହିବ। ଏ ନେଇ ଏସ୍ଟିଏ ପକ୍ଷରୁ ଟୁଇଟ୍କରି ସୂଚନା ଦିଆଯାଇଛି। ସୂଚନା ମୁତାବକ, ୨୪ ଏବଂ ୨୬ ତାରିଖ ଦିନ ସମସ୍ତ ଆର୍ଟିଓ ଅଫିସ ଖୋଲା ରହିବ। ଉଭୟ…
ଏହି ବିରଳ ଶିଶୁପୁତ୍ରକୁ ଜନ୍ମ ଦେବା ପରେ ଛାଡ଼ି ଚାଲିଗଲେ ମା’
ମା’ର ମମତା ଆଗରେ ସବୁକିଛି ତୁଚ୍ଛ। ଜଣେ ମା’ ତାର ସନ୍ତାନର ଖୁସି ପାଇଁ ସବୁକିଛି କରିବାକୁ ରାଜି ଥାଏ। ବେଳେ ବେଳେ ଏମିତିକିଛି ଘଟଣା ସାମ୍ନାକୁ ଆସିଥାଏ ଯାହାପରେ ମା’ର ମମତାକୁ ନେଇ ପ୍ରଶ୍ନ ଉଠିଥାଏ। ଏବେ ସୋସିଆଲ ମିଡିଆରେ…
ଆଇପିଏଲ୍ରେ ୫୦୦ ଚୌକା ମାରିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ
ଆବୁଧାବି, ୨୨।୧୦: ଆଇପିଏଲ୍ ତ୍ରୟୋଦଶ ସଂସ୍କରଣରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍ରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮ ଉଇକେଟ୍ରେ କୋଲକାତା ନାଇଟ୍ ରାଇଡର୍ସକୁ ପରାସ୍ତ କରିଛି। ମ୍ୟାଚ୍ରେ ବାଙ୍ଗାଲୋର ଅଧିନାୟକ କୋହଲି ୧୮ ରନ କରି ଅପରାଜିତ ରହିବା ସହ ଦଳକୁ…
ଲାରାଙ୍କ ୪୦୦ ରନ ରେକର୍ଡକୁ ଭାଙ୍ଗିପାରିବେ ଏହି ୨ ବ୍ୟାଟ୍ସମ୍ୟାନ
ନୂଆଦିଲ୍ଲୀ, ୨୨।୧୦: ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟ୍ ଇତିହାସରେ ଗୋଟିଏ ଇନିଂସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବା ରେକର୍ଡ ଓ୍ବେଷ୍ଟଇଣ୍ଡିଜର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରାଙ୍କ ନାମରେ ରହିଛି। ୨୦୦୪ ମସିହାରେ ଆଣ୍ଟିଗୁଆରେ ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ୪ର୍ଥ ଟେଷ୍ଟ ମ୍ୟାଚ୍ରେ…
ଏହି ଲୋକପ୍ରିୟ ଅଭିନେତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା
କନ୍ନଡ ଫିଲ୍ମର ଲୋକପ୍ରିୟ ଅଭିନେତା ସୁରେନ୍ଦ୍ର ବଣ୍ଟଓ୍ବାଲଙ୍କର ପରଲୋକ ଘଟିଛି। କର୍ନାଟକସ୍ଥିତ ବାସଭବନରୁ ବୁଧବାର ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ତେବେ ତାଙ୍କ ଶରୀରରେ ଅନେକ କ୍ଷତି ଚିହ୍ନଥିବା ଦେଖିବାକୁ ମିଳିଛି। କେହି ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା…
ରାଜସ୍ଥାନ ବିପକ୍ଷ ମ୍ୟାଚ୍ ପୂର୍ବରୁ ସନ୍ରାଇଜର୍ସକୁ ଝଟ୍କା; ଖେଳିବେନି ଏହି ଷ୍ଟାର ଖେଳାଳି
ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍ର ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସର ମୁକାବିଲା ସନ୍ରାଇଜର୍ସ ହାଇଦ୍ରାବାଦ୍ ସହ ହେବ। ତେବେ ଏହି ମ୍ୟାଚ୍ ପୂର୍ବରୁ ଡେଭିଡ୍ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ହାଇଦ୍ରାବାଦ୍ ଦଳକୁ ବଡ଼ ଝଟ୍କା ଲାଗିଛି। ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ କେନ୍…
ରାଜଧାନୀରୁ ୨୦୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୯୨
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୬୪ ଏବଂ ଲୋକାଲ କେସ୍ ୧୩୭ ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ…
ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ବିଶାଳକାୟ ପ୍ରାଣୀ, ଉଠାଇବା ପାଇଁ ଡାକିବାକୁ ପଡ଼ିଲା କ୍ରେନ୍
ବେଙ୍ଗାଲୁରୁ,୨୨ା୧୦: କର୍ନାଟକର ସମୁଦ୍ରରେ ଜଣେ ମତ୍ସ୍ୟଜୀବୀ ମାଛ ଧରିବା ପାଇଁ ଜାଲ ପକାଇଥିଲେ। ତାଙ୍କ ଜାଲରେ ଦୁଇଟି ‘ମଣ୍ଟା ରେ’ ନାମକ ବିଶାଳକାୟ ପ୍ରାଣୀ ପଡ଼ିଥିଲେ। ଏମାନଙ୍କର ଓଜନ ଯଥାକ୍ରମେ ୭ କ୍ୱିଣ୍ଟାଲ ୫୦ କିଲୋଗ୍ରାମ ଏବଂ ୨ କ୍ୱିଣ୍ଟାଲ ୫୦…
ବିରାଟ-ଅନୁଷ୍କା ବିଜ୍ଞାପନରେ ଏକାଠି କାମ କରିବା ପାଇଁ ନେଇଥାନ୍ତି ଏତିକି ଟଙ୍କା
ବଲିଉଡ୍ ଏବଂ କ୍ରିକେଟ ଦୁନିଆରେ ଅନୁଷ୍କା-ବିରାଟ ଏକ ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡି। ୨୦୧୭ ମସିହାରେ ଏହି ଯୋଡି ଇଟାଲିରେ ବିବାହ କରିଥିଲେ। ବିବାହ ସମୟର ଫଟୋ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ମଧ୍ୟ ହୋଇଥିଲା। ପ୍ରଶଂସକ ଏହି ଯୋଡିକୁ ‘ଭିରୁଷ୍କା’…
୧୮ଟି ଦେଶରେ ପୁଣି ରିଲିଜ ହେବ ଏହି ଫିଲ୍ମ, ଚାହିଁ ରହିଛନ୍ତି ଦର୍ଶକେ
ମୁମ୍ବାଇ: ଶାହାରୁଖ ଏବଂ କାଜଲଙ୍କ ଅଭିନୀତ ଆଇକନିକ ଫିଲ୍ମ‘ ଦିଲ୍ଓ୍ବାଲେ ଦୁଲହାନିଆ ଲେ ଜାୟେଙ୍ଗ’ ଇତିମଧ୍ୟରେ ୨୫ ବର୍ଷ ପୂରଣ କରିଛି। ଏହି ଫିଲ୍ମଟି ବେଶ୍ କିଛିଦିନ ଧରି ହେଡ୍ଲାଇନ୍ରେ ରହିଆସିଛି। ଆଜି ବି ଏହି ଫିଲ୍ମର ଚାହିଦା ରହିଛି। ଫଳସ୍ବରୂପ…
Archives


