ବିଦ୍ୟାଳୟରୁ ୨୦ ଛାତ୍ର କୁଆଡ଼େ ଉଭାନ: ଚିନ୍ତାରେ ଅଭିଭାବକ
କୋରାପୁଟ,୧।୧୨(ଅମିତାଭ ବେହେରା): କୋରାପୁଟ ସରକାରୀ ଉଛ ବିଦ୍ୟାଳୟ -ଲଙ୍କାପୁଟର ଛାତ୍ରବାସରୁ ୨୦ ଛାତ୍ର ନିଖୋଜ। ଆଜି ସକାଳୁ ପ୍ରଥମରୁ ପଞ୍ଚମ ର ୨୦ ଜଣ ଛାତ୍ର କୁଆଡେ ଚାଲି ଯାଇଥିବା ସୂଚନା ମିଳିଛି। ଛାତ୍ରବାସ ଆଗରେ ନିଖୋଜ ଛାତ୍ରଙ୍କ ଅଭିଭାବକମାନେ...
ବିଧାୟକଙ୍କୁ ହତ୍ୟା ଧମକ:ଦୁବୃର୍ତ୍ତଙ୍କୁ ଗିରଫ ଦାବିରେ ପ୍ରତିବାଦ ସଭା
କେସିଙ୍ଗା,୧।୧୨(ତୁମେଶ୍ୱର ସାହୁ):ଭବାନୀପାଟଣା ନିର୍ବାଚନ ମଣ୍ଡଳୀର କଂଗେସ ବିଧାୟକ ସାଗର ଦାସଙ୍କୁ ହତ୍ୟା ଧମକ ଦିଆଯାଇଛି। ଦେପୂର ଜୋନର କଂଗ୍ରେସ ସଭାପତି ଦେବାନନ୍ଦ ଯୋଶୀଙ୍କୁ ମାଧ୍ୟମରେ ଏହି ଧମକ ଦିଆଯାଇଛି। କେସିଙ୍ଗା ଟାଉନ ସଭାପତି ସୁବାଷ ଜୈନଙ୍କ ନେତୃତ୍ୱରେ ଥାନା ସମ୍ମୁଖରେ...
ଦ୍ୱିତୀୟ ଦିନିକିଆ ପୂର୍ବରୁ ଗମ୍ଭୀର, ଅଜିତ ଅଗରକରଙ୍କ ସହ BCCIର ଜରୁରୀ ବୈଠକ
ମୁମ୍ବାଇ,୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆସନ୍ତା ବୁଧବାର ଖେଳାଯିବାକୁ ଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ ପୂର୍ବରୁ ବିସିସିଆଇ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏବଂ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ ସହ ଏକ ଜରୁରୀ ବୈଠକ...
ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି, ଜାଣନ୍ତୁ କେତେ ରହିଛି ଦାମ୍…
କଟକ,୧।୧୨: ଆସନ୍ତା ଡିସେମ୍ବର ୯ରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ । ଏହି ମ୍ୟାଚକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାରବାଟୀର ପିଚ ଉଭୟ ରେଡ ଓ...
ଶହେ ତମ ଜନ୍ମଦିନ ପୂର୍ବରୁ AIIMS-ଭୁବନେଶ୍ୱରକୁ ୩.୪ କୋଟି ଟଙ୍କା ଦାନ କଲେ ଡାକ୍ତର ଲକ୍ଷ୍ମୀ ବାଇ
ଭୁବନେଶ୍ୱର,୧।୧୨: ଆସନ୍ତା ଡିସେମ୍ବର ୫ ତାରିଖରେ ଶହେ ବର୍ଷରେ ପାଦ ଦେବା ପୂର୍ବରୁ ଓଡ଼ିଶାର ଜଣାଶୁଣା ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର କେ. ଲକ୍ଷ୍ମୀ ବାଇ ତାଙ୍କ ଜୀବନ ବ୍ୟାପୀ ସଞ୍ଚୟରୁ ୩.୪ କୋଟି ଟଙ୍କା AIIMS-ଭୁବନେଶ୍ୱରକୁ ଦାନ କରିଛନ୍ତି।...
ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ
ସମ୍ବଲପୁର,୧।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଧାନ ସଂଗ୍ରହ ପକ୍ରିୟାରେ ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଚାଷୀ ସମ୍ବଲପୁର ସଦରଥାନା ଅନ୍ତର୍ଗତ ସିନ୍ଦୁରପଙ୍କ ବାଇପାସ ଛକରେ ଜାତୀୟ ରାଜପଥ(୫୩)ରେ ଅର୍ଥନୈତିକ ଅବରୋଧ...
ପଡିଆରେ ଯଶସ୍ବୀଙ୍କର ମଜାକ ଉଡାଇଲେ ବିରାଟ କୋହଲି, ଆଉ ତା’ପରେ…
ନୂଆଦିଲ୍ଲୀ,୧।୧୨: ରାଞ୍ଚିରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଅନେକ ସ୍ମରଣୀୟ ମୁହୂର୍ତ୍ତ ପ୍ରଦାନ କରିଥିଲା। ଏହି ସମୟରେ ଚର୍ଚ୍ଚାରେ ଥିଲେ ବିରାଟ କୋହଲି। ୧୩୫ ରନର ଏକ ଧମାକାଦାର ଇନିଂସ ପରେ ମଧ୍ୟ କୋହଲିଙ୍କ...
ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…
ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ ଅଧୀନ ଭଗିଆ ଅଞ୍ଚଳରେ । ୨୫ ବର୍ଷ ତଳେ ନିଖୋଜ ଶୁକଦେବ ଦେବନାଥ(୬୫)...
ସଚେତନ ହେଲେ ଏଡ୍ସ ହେବ ନାହିଁ
ଭଞ୍ଜନଗର,୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଯୁବ ରେଡକ୍ରସ, ଜାତୀୟ ସେବା ଯୋଜନା ଶାଖା (୧) ଏବଂ ଶାଖା (୨) ଓ ଏନ୍ସିସି ଆର୍ମି...
ସନ୍ତୁଳିତ ଖାଦ୍ୟ ଓ ସୁସ୍ଥ ଜୀବନ
ଶରୀର ପୋଷଣ ପାଇଁ ଖାଦ୍ୟ ଆବଶ୍ୟକ। ଖାଦ୍ୟ ମଧ୍ୟ ସାତ୍ତ୍ୱିକ ହେବା ଉଚିତ। ଖାଦ୍ୟର ମାନ, ମାତ୍ରା ଓ ସମୟ ମଧ୍ୟ ଠିକ୍ ନିର୍ଦ୍ଧାରଣ ହେବା ଉଚିତ। ଆହାର ଗ୍ରହଣ ପୂର୍ବରୁ ଭଗବାନଙ୍କୁ ଅର୍ପଣ କଲେ ଭଲ। ଖାଇବା ସମୟରେ...
KIIT ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ପ୍ରସଙ୍ଗ: ମୁହଁ ଖୋଲିଲେ ଭାଜପା ବିଧାୟକ
ଭୁବନେଶ୍ବର,୧।୧୨: KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହେବା ପ୍ରସଙ୍ଗରେ ଭାଜପା ବିଧାୟକ ସରୋଜ ପାଢ଼ୀ ମୁହଁ ଖୋଲିଛନ୍ତି। ବିଧାୟକ ପାଢ଼ୀ KIIT ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କଡ଼ା ଟିପ୍ପଣୀ ଦେଇଛନ୍ତି। KIITର ମନମାନି...
୯ ଜେଲ୍ରୁ ୧୩ କଏଦୀ ଫେରାର
ଭୁବନେଶ୍ୱର,୧।୧୨: ଗତବର୍ଷ ଜୁଲାଇରୁ ଏଯାବତ୍ ୯ଟି ଜେଲ୍ରୁ ୧୩ କଏଦୀ ଫେରାର ହୋଇଛନ୍ତିି। ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିପାରିଛି ପୋଲିସ। ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍ରେ ମୃତ୍ୟୁ ହୋଇଛି। ୮ ଜଣ ଆତ୍ମହତ୍ୟା କରିଛନ୍ତି,...
Archives


