ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…
ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ ଭାନ୍ସ କହିଥିଲେ, ‘ମୋ ସ୍ତ୍ରୀଙ୍କ ନାମ ଉଚ୍ଚାରଣ କରିବାକୁ ସାହସ କରନାହିଁ।’ ସେ…
ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….
ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖଇରପାଲି ଗ୍ରାମର…
କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ
ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ ମିଡିଆରେ ତିନୋଟି ଚିଠି ସହିତ ଏକ ଫଟୋ ଶେୟାର କରିଛନ୍ତି, ଏବଂ ତା…
୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ
ଭୁବନେଶ୍ୱର,୧।୯(ସୁନିତ୍ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ସର୍ଭେ…
ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା
ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର ସାଂସ୍କୃତିକ କଳା। ଅଗଷ୍ଟ ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ…
BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…
ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର ସମ୍ମିଳନୀର ଶେଷରେ ସମସ୍ତ ଦେଶ ଦ୍ୱାରା ସହମତ ଏକ ମିଳିତ ବିବୃତ୍ତି ଜାରି…
ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ
ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ ହେଉଛି। ଅଗରକରଙ୍କ କାର୍ଯ୍ୟକାଳ ସେପ୍ଟେମ୍ବରରେ ଶେଷ ହେବାକୁ ଯାଉଛି। ବର୍ତ୍ତମାନ ସବୁଠାରୁ…
ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ
ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା ଥରାହି କଥବର୍ଟ ସୋମବାର ଏହି ଦାବି କରିଛନ୍ତି। ଶାସକ ଦଳ ଏବଂ ଏହାର…
‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ
ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ, ଯଦିଓ ସେ ସ୍ବୀକାର କରିଛନ୍ତି ଯେ ଏଥିପାଇଁ ସମୟସୀମା ଅନିଶ୍ଚିତ ରହିଛି। ଓଭାଲ…
ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ
ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ, ମୁଖ୍ୟ ବକ୍ତା ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…
ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…
ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ ଡିହାଇଡ୍ରେସନ ପରେ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ମୁମ୍ବାଇ ଅଣାଯାଇଥିଲା ଏବଂ ସେ…
ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ
ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ। ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ୟଯାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ବୈଠକରେ…

