Home Left

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ ୨୨୦କୁ ଅବରୋଧ କରିବା ସହିତ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ବହଳଦା ତହସିଲଦାର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ ଉଦଘାଟନୀ ମ୍ୟାଚ ଅନୁଷ୍ଠିତ ହେବ। କିନ୍ତୁ, ଫର୍ମ ଅନୁସାରେ, ସିଜିନ ଆନୁଷ୍ଠାନିକ ଭାବରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୁଜାତା ଶର୍ମା। କଳାବଜାର କିମ୍ବା ବେଆଇନ ଭାବେ ଗଚ୍ଛିତ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶୁଭଶ୍ରୀ ପାଢୀ। ସରକାରୀ ନୂତନ…

ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା? ସାଟେଲାଇଟରୁ ଆସିଲା ସାଂଘାତିକ ଫଟୋ…

ବେଜିଂ,୧୩।୩: ଚାଇନା ଏବେ ଏସିଆରେ ଏକ ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଏହି ସୂଚନା ପୂର୍ୱ ଚୀନ ସାଗରର ଏକ ସାଟେଲାଇଟ ଚିତ୍ରରୁ ଆସିଛି। ଏହି ଚିତ୍ରରେ, 2,000 ଚୀନ ମାଛ ଧରିବା ଜାହାଜକୁ ସମୁଦ୍ରରେ ଏକାଠି ହୋଇଥିବାର ଦେଖାଯାଉଛି।…

ସୋନିଆ-ରାହୁଲଙ୍କ ଉପରେ ଝୁଲୁଛି ଖଣ୍ଡା: ଗୋଟିଏ ଝଟ୍‌କାରେ ହରାଇପାରନ୍ତି ସଦସ୍ୟତା

ନୂଆଦିଲ୍ଲୀ,୧୩।୩: ନେହେରୁ-ଗାନ୍ଧୀ ପରିବାର ଉପରେ ଆଇନଗତ ଖଣ୍ଡା ଝୁଲୁଛି। ଦୁଇଟି ପୃଥକ ମାମଲା ଗୋଟିଏ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ଏବଂ ଅନ୍ୟଟି ଲକ୍ଷ୍ନୌ ହାଇକୋର୍ଟରେ ଚାଲିଛି। ଏହାକୁ ନେଇ କଂଗ୍ରେସ ଦଳ ଭିତରେ ଚିନ୍ତା ବୃଦ୍ଧି ପାଇଛି। ଏହି ମାମଲାଗୁଡ଼ିକ…

ଦଣ୍ଡଯାତ୍ରାରୁ ହୋଇଥିଲା ପ୍ରେମ, ପ୍ରେମିକାଙ୍କୁ ପ୍ରତାରଣା କରି ବନ୍ଧାହେଲେ ପ୍ରେମିକ

ବ୍ରହ୍ମପୁର,୧୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ପ୍ରେମ କରି ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ଗ୍ରାମର କାଳିଆ ସାହୁ(୨୧)।…

କାହିଁକି ଜଣେ ପାକିସ୍ତାନୀ ଖେଳାଳିଙ୍କୁ କିଣିଲା କାବ୍ୟା ମାରାନଙ୍କ ଦଳ? SRH କୋଚ ନିଜେ ପ୍ରକାଶ କଲେ ସମ୍ପୂର୍ଣ୍ଣ ସତ୍ୟ

ନୂଆଦିଲ୍ଲୀ,୧୩।୩: ଦି ହଣ୍ଡ୍ରେଡ ଲିଗ ନିଲାମରେ ପାକିସ୍ତାନୀ ଖେଳାଳି ଅବରାର ଅହମ୍ମଦଙ୍କୁ କିଣିବା ପରେ ସନରାଇଜର୍ସ ହାଇଦ୍ରାବାଦ ଫ୍ରାଞ୍ଚାଇଜ ଉପରେ ନଜର ରଖାଯାଇଛି। ସନରାଇଜର୍ସ ଲିଡ୍ସ ଦଳ ଅବରାର ଅହମ୍ମଦଙ୍କ ପାଇଁ ୨.୩୪ କୋଟିର ବିଡ ଦେଇଥିଲା। ଏହି ପଦକ୍ଷେପ ସୋସିଆଲ…

ଇରାନ ବିରୋଧରେ ପାକିସ୍ତାନ? ସାଉଦି ଆରବକୁ ପୂର୍ଣ୍ଣ ସମର୍ଥନ ଦେଇ କ୍ରାଉନ ପ୍ରିନ୍ସଙ୍କୁ ଭେଟିବାକୁ ପହଞ୍ଚିଲେ ଶେହବାଜ ସରିଫ

ରିୟାଦ,୧୩।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସାଉଦି ଯୁବରାଜ ମହମ୍ମଦ ବିନ ସଲମାନଙ୍କ ସହ ଏକ ସ୍ବତନ୍ତ୍ର ସାକ୍ଷାତ କରିଥିଲେ। ଏହି ସାକ୍ଷାତ ଜେଦ୍ଦାରେ ହୋଇଥିଲା। ଆଲୋଚନା ସମୟରେ ଶେହବାଜ ସରିଫ ପଶ୍ଚିମ ଏସିଆର ବର୍ତ୍ତମାନର ଚ୍ୟାଲେଞ୍ଜିଂ ପରିସ୍ଥିତି ମଧ୍ୟରେ ସାଉଦି…

ନୂଆ ଗ୍ୟାସ୍‌ ସିଲିଣ୍ଡର ବୁକିଂ କରିବାକୁ ନାକେଦମ ହୋଇପଡୁଛନ୍ତି ଗ୍ରାହକ, ଜିଲାପାଳଙ୍କୁ ଭେଟି କଂଗ୍ରେସ କହିଲା…

ଛତ୍ରପୁର,୧୩ା୩(ଦିଲ୍ଲୀପ ସାମଲ): ଏଲ୍‌ପିଜି ବା ରନ୍ଧନ ଗ୍ୟାସ୍‌କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଆନ୍ଦୋଳନ କରାଯାଇଛି। ଏନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲାପାଳଙ୍କୁ ଭେଟି…

ମହଙ୍ଗା ହୋଇଯିବ ଇଲେକ୍ଟ୍ରୋନିକ୍‌ ଜିନିଷ : ବିଶେଷଜ୍ଞଙ୍କ ଚେତାବନୀ

ନୂଆଦିଲ୍ଲୀ,୧୩।୩: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ସଂଘର୍ଷ କେବଳ ତେଲ ଏବଂ ଗ୍ୟାସ ମୂଲ୍ୟକୁ ପ୍ରଭାବିତ କରିବ ତାହା ନୁହେଁ। ଏହାର ପ୍ରଭାବ ସୁଦୂରପ୍ରସାରୀ ହେବ ବୋଲି ଆଶା କରାଯାଉଛି। ଏହା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଟେକ୍ନୋଲୋଜି କ୍ଷେତ୍ର ସେମିକଣ୍ଡକ୍ଟର ପର୍ଯ୍ୟନ୍ତ ମଧ୍ୟ…

ସୁଧୁରୁନି ରାଶନ କାର୍ଡ ବିଭ୍ରାଟ, ଆବେଦନ କରି ଅପେକ୍ଷାରେ ବହୁ ଯୋଗ୍ୟ ବ୍ୟକ୍ତି

ଯାଜପୁର,୧୩ା୩(ହର୍ଷବର୍ଦ୍ଧନ ବେହେରା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଆଧାରରେ ଓଡ଼ିଶାରେ ରାଶନକାର୍ଡ ହିତାଧିକାରୀ ଚୟନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏହିକ୍ରମରେ ୨୦୧୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୨୦୧୫ରେ ରାଜ୍ୟରେ ନୂଆ ରାଶନ କାର୍ଡ ବଣ୍ଟନ ହୋଇଥିଲା। ନୂଆ ତାଲିକାରେ ପ୍ରତି ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?