Home Left

ଖଦି କେବଳ ବସ୍ତ୍ର ନୁହେଁ, ଏକ ବିଚାର

ଭୁବନେଶ୍ୱର,୨୦।୨ (ବ୍ୟୁରୋ): ରାଜ୍ୟ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡର ଖାରବେଳନଗରସ୍ଥିତ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ‘ଖଦି ବଜାର’ ଉଦ୍‌ଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ଶକ୍ତି, ଗୃହ, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ…

ଜୀବନରେ ଏହି ୪ ଜିନିଷକୁ ଧ୍ୟାନ ଦିଅନ୍ତୁ, ଧନ ସହ ସମ୍ମାନ ବଜାୟ ରହିବ; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ମନୁଷ୍ୟକୁ ସଫଳ ହେବାର ମାର୍ଗ ଦେଖାଇଥାଏ ଚାଣକ୍ୟ ନୀତି। କାରଣ ବିଫଳ ହେବାକୁ କେହି ବି ଚାହିଁ ନ ଥାନ୍ତି। ଏଥିପାଇଁ ସମସ୍ତେ କଠିନ ପରିଶ୍ରମ କରିଥାନ୍ତି। ଚାଣକ୍ୟ କୁହନ୍ତି କଠିନ ପରିଶ୍ରମ ଏବଂ ବଳିଦାନ ବିନା ସଫଳତାକୁ କଳ୍ପନା କରାଯାଇପାରିବ…

ପରୀ ହତ୍ୟାକାଣ୍ଡ: ଏଲ୍‌ଭିଏ ଟେଷ୍ଟ ଆବେଦନ ପ୍ରତ୍ୟାହାର କଲା ଏସ୍‌ଆଇଟି

ନୟାଗଡ ଅଫିସ,୨୦।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ ବା ଲେୟର୍‌ଡ ଭଏସ୍‌ ଆନାଲିସିସ୍‌ (ଏଲ୍‌ଭିଏ) ହୋଇପାରିଲା ନାହିଁ। ଏଲ୍‌ଭିଏ ଟେଷ୍ଟ ପାଇଁ ଏସ୍‌ଆଇଟି କରିଥିବା…

ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା

ଭୁବନେଶ୍ୱର,୨୦।୨(ବ୍ୟୁରୋ) : ରାଜ୍ୟ ପାଣିପାଗରେ ହଠାତ୍‌ ପରିବର୍ତ୍ତନ ଦେଖାଦେଇଛି। ଆନ୍ଧ୍ରର ଉତ୍ତର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଶନିବାର ରାଜ୍ୟର କିଛି ଜିଲାରେ ପାଗ କୋହଲା ସାଙ୍ଗକୁ ଆକାଶ ମେଘାଚ୍ଛନ ରହିଛି। ଆଜି ରାଜଧାନୀର କିଛି ସ୍ଥାନରେ ଝିପିଝିପି ବର୍ଷା…

ଅନ୍‌ଲାଇନ୍‌ରେ ମାଟ୍ରିକ ସାର୍ଟିଫିକେଟ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ମେ’ ୧୫ରେ ସରିବ। ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ମାଟ୍ରିକ ସାର୍ଟିଫିକେଟ୍‌ ମିଳିବ। ସାର୍ଟିଫିକେଟ୍‌ ସହ ସମସ୍ତ ଦସ୍ତାବିଜ ହାଇସ୍କୁଲ ପିଲାଙ୍କୁ ଅନ୍‌ଲାଇନ୍‌ରେ ମିଳିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଟୁଇଟ୍‌…

ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶାରେ ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ। ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବା ସହ ଲକ୍‌ଡାଉନ୍‌ ସ୍ଥିତି ଉପୁଜିବା ପରେ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବର୍ତ୍ତମାନ ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ ମହାରାଷ୍ଟ୍ର ଭଳି ପରିସ୍ଥିତି ଯେପରି ନ…

୩୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୨ତମ କାର୍ଯ୍ୟକାରୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶାର ୨୮ ଜିଲାର ମୋଟ ୩୩ କୋଟି ଟଙ୍କାର ପ୍ରକଳ୍ପକୁ…

ଗୃହରେ ଧାନ ଝଡ଼

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟର ମଣ୍ଡିଗୁଡ଼ିକରେ ଶହ ଶହ କୁଇଣ୍ଟାଲ ଧାନ ପଡ଼ିରହିଛି। ଧାନର ଅଭାବୀ ବିକ୍ରି ହେଉଛି। କୁଇଣ୍ଟାଲ ପିଛା ୫ରୁ ୧୦ କିଲୋ କାଟି ନିଆଯାଉଛି। ସରକାର ଓ ମିଲରଙ୍କ ମଧ୍ୟରେ ଧାନ କିଣାକୁ ନେଇ ମଧୁଚନ୍ଦ୍ରିକା ଯୋଗୁ ଚାଷୀ ଶୋଷଣର…

ରାଜ ପରିବାରରୁ ବିଚ୍ଛେଦ

ଲଣ୍ଡନ, ୨୦।୨: ବ୍ରିଟିଶ୍‌ ରାଜ ପରିବାରରୁ ପ୍ରିନ୍ସ ହ୍ୟାରି ଓ ତାଙ୍କ ସ୍ତ୍ରୀ ମେଘାନ ଚୂଡ଼ାନ୍ତ ସମ୍ପର୍କ ଛିନ୍ନ କରିଛନ୍ତି। ସେମାନେ ରାଜତନ୍ତ୍ରର କାର୍ଯ୍ୟକାରୀ ସଦସ୍ୟ ଭାବେ ଫେରିବେ ନାହିଁ ବୋଲି ରାଣୀ ଏଲିଜାବେଥ୍‌ଙ୍କୁ ଜଣାଇଦେଇଥିବା ବଙ୍କିହାମ୍‌ ପ୍ୟାଲେସ୍‌ ପକ୍ଷରୁ ଶୁକ୍ରବାର…

ସଂଘର୍ଷରେ ମରିଛନ୍ତି ୪ ଚାଇନା ସୈନ୍ୟ

ନୂଆଦିଲ୍ଲୀ, ୨୦।୨: ପୂର୍ବ ଲଦାଖର ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଗତବର୍ଷ ଜୁନ୍‌ରେ ଭାରତୀୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସେଥିରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ତେବେ ଚାଇନା ଏହାର ସୈନ୍ୟ ମୃତାହତ ସମ୍ପର୍କରେ ତଥ୍ୟ ଗୋପନ…

ମଡେଲ ନ ହୋଇ ବସ୍‌ ଚଲାଇଲେ ଯୁବତୀ, ଏମିତି କହିଲେ ଜୀବନର ପୂରା କାହାଣୀ

ଇଂଲଣ୍ଡରେ ରହୁଥିବା ୨୪ ବର୍ଷୀୟା ଜଣେ ଯୁବତୀ ପେସାରେ ଜଣେ ବସ୍‌ ଡ୍ରାଇଭର। ତାଙ୍କର ସୁନ୍ଦର ଚେହେରା ପାଇଁ ସେ ଟିକ୍‌ଟକ୍‌ରେ ଖୁବ୍‌ ଜଣାଶୁଣା। ଜୋଡି ଫାକ୍ସ ନାମକ ଏହି ଯୁବତୀ କୁହନ୍ତି, ବସ୍‌ ଚଳାଇବା ତାଙ୍କର ସ୍ବପ୍ନ ଥିଲା। ଏବେ…

ପରୀକ୍ଷା ଦେବାକୁ ଆସି ପୁତ୍ର ସନ୍ତାନ ଜନ୍ମଦେଲେ ଛାତ୍ରୀ, ସ୍ୱାମୀ ନାମ ରଖିଲେ ‘ପରୀକ୍ଷା’

ମୁଜାଫରପୁର,୨୦ ।୨: ବିହାରର ମୁଜାଫରପୁର ଜିଲାରେ ଏମ୍‌ଡିଡିଏମ୍ ପରୀକ୍ଷା କେନ୍ଦ୍ରରେ ଜଣେ ଛାତ୍ରୀ ଶାନ୍ତି ଦେବୀ ପରୀକ୍ଷା ଦେଉଥିବା ସମୟରେ ଗର୍ଭଯନ୍ତ୍ରଣା ପାଇଥିଲେ । ଆମ୍ବୁଲାନ୍ସ ଯୋଗେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସନ୍ଧ୍ୟାରେ ସେ ଏକ ପୁତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?