ସୁଧୁରୁନି ରାଶନ କାର୍ଡ ବିଭ୍ରାଟ, ଆବେଦନ କରି ଅପେକ୍ଷାରେ ବହୁ ଯୋଗ୍ୟ ବ୍ୟକ୍ତି
ଯାଜପୁର,୧୩ା୩(ହର୍ଷବର୍ଦ୍ଧନ ବେହେରା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଆଧାରରେ ଓଡ଼ିଶାରେ ରାଶନକାର୍ଡ ହିତାଧିକାରୀ ଚୟନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏହିକ୍ରମରେ ୨୦୧୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୨୦୧୫ରେ ରାଜ୍ୟରେ ନୂଆ ରାଶନ କାର୍ଡ ବଣ୍ଟନ ହୋଇଥିଲା। ନୂଆ ତାଲିକାରେ ପ୍ରତି ଜିଲାରେ…
ବଡ଼ ଧମକ ଦେଲାଣି ଇରାନ! ବୋମା ପକାଇ ଉଡାଇ ଦେବ ଗ୍ୟାସ ସହ ତେଲ ଡିପୋ, ଆମେରିକାକୁ କହିଲା…
ତେହରାନ୍,୧୩।୩: ଇରାନ ଆମେରିକାକୁ ଏକ ଚେତାବନୀ ଦେଇଛି, ଯେଉଁଥିରେ କୁହାଯାଇଛି ଯେ ଏହା ଆମେରିକାକୁ ତା’ର କାର୍ଯ୍ୟ ପାଇଁ ପଶ୍ଚାତାପ କରିବାକୁ ବାଧ୍ୟ କରିବ। ଇରାନ ଘୋଷଣା କରିଛି ଯେ ସେ ହର୍ମୁଜ ପ୍ରଣାଳୀ ଉପରେ ତା’ର କବଜାକୁ ଆହୁରି କଡ଼ା…
LPG ସଙ୍କଟ: ବନ୍ଦ ହେବ ନାହିଁ ହୋଟେଲ କି ରେସ୍ତୋରାଁ, ସରକାର ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୩।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଗ୍ୟାସ ସଙ୍କଟ ମଧ୍ୟରେ, ହୋଟେଲ ଏବଂ ରେସ୍ତୋରାଁ ଶିଳ୍ପକୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏବଂ…
କେଉଁଠୁ ଆସୁଛି ଏତେ ସିଲିଣ୍ଡର? ଘର ସହ ଦୋକାନରୁ ମିଳିଲା ୨୫୦ ସିଲିଣ୍ଡର
ଅରରିଆ,୧୩।୩: ଗୁରୁବାର ବିଳମ୍ବିତ ସାରେ ଫୋର୍ବସଗଞ୍ଜ ସହରର ୱାର୍ଡ ନମ୍ବର ୧୫ର ପୋଖର ବସ୍ତିରେ ଏଲପିଜି ସିଲିଣ୍ଡରର ଅବୈଧ ସଂରକ୍ଷଣ ସମ୍ପର୍କରେ ସୂଚନା ପାଇ, ଏସଡିଓ ଅଭୟ କୁମାରଙ୍କ ନେତୃତ୍ୱରେ ଉପ-ବିଭାଗୀୟ ପ୍ରଶାସନ ଏକ ଚଢାଉ କରିଥିଲା ଏବଂ ଏକ ଆବାସିକ…
ଚାଲିଥିଲା ବ୍ରାଉନସୁଗାର ବେପାର, ମାଡ଼ି ବସିଲା ପୋଲିସ
ବରଗଡ଼,୧୩ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ବ୍ରାଉନସୁଗାର କାରବାରରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାନ୍ତିପଡ଼ାର ରାଜୁ ତାଣ୍ଡି (୪୬), ମାଷ୍ଟରଟିକ୍ରାର ଗୋପୀ ମହାନନ୍ଦ(୪୦) ଏବଂ ବିଶିପଡ଼ାର ଶ୍ରବଣ କୁମ୍ଭାର(୨୨)।…
ରାଜ୍ୟ ସଭାରେ ଏମପି ନିରଞ୍ଜନ ବିଶିଙ୍କ ଦାବି, ସମ୍ବଲପୁର-କୋରାପୁଟ-ବାଲେଶ୍ୱରରେ ଏମ୍ସ….
ବଲାଙ୍ଗୀର,୧୩।୩(ସୁନିଲ୍ କୁମାର ମହାନ୍ତି): ରାଜ୍ୟ ସଭା ଏମପି ନିରଞ୍ଜନ ବିଶି ରାଜ୍ୟ ସଭାରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍ସ ) ପ୍ରତିଷ୍ଠା ପାଇଁ ଦୃଢ଼ ଦାବି କରିଛନ୍ତି । ସେ ଦାବି…
ରାଜ୍ୟ ବାହାରକୁ କାହିଁକି ଯାଇଛନ୍ତି ୮ ବିଧାୟକ, କାରଣ କହିଲେ ତାରା… ରାଜନୀତିରେ ହଇଚଇ
ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ତାରା କହିଛନ୍ତି ବିଧାୟକମାନେ ନିଜ ଇଚ୍ଛାରେ ବୁଲିବାକୁ ଯାଇଛନ୍ତି। ସେମାନେ ଘୋଡ଼ା ବେପାର…
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! ଏହି ସବୁ ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ୱର,୧୩।୩: ଆସନ୍ତା ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ…
ଲୋକମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି! ଯୁଦ୍ଧ ଭିତରେ ଭାରତ ସରକାର ନେଲେ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୩।୩: ଇରାନ ଯୁଦ୍ଧର ପ୍ରଭାବ ଭାରତରେ ମଧ୍ୟ ଅନୁଭୂତ ହେଉଛି। ଏଲପିଜି ସିଲିଣ୍ଡରକୁ ନେଇ ବ୍ୟାପକ ଆତଙ୍କ ଦେଖାଦେଇଛି। ଗ୍ୟାସର କଳାବଜାରୀ ଶୀର୍ଷରେ ପହଞ୍ଚିଛି। ସାଧାରଣ ଜନତା ବ୍ୟଥିତ ଅବସ୍ଥାରେ। ଲୋକମାନେ ଭୟ କରୁଛନ୍ତି ଯେ ଏହି ଅଭାବ ଖାଦ୍ୟ ଏବଂ…
ଟି-୨୦ ବିଶ୍ୱକପ୍ ବିଜୟ ପରେ ଶ୍ରୀଲଙ୍କା, ଆୟର୍ଲାଣ୍ଡ ଗସ୍ତ କରିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୩।୩: ଟି-୨୦ ବିଶ୍ୱକପ୍ ବିଜୟ ପରେ ଟିମ୍ ଇଣ୍ଡିଆର ବ୍ୟସ୍ତ କାର୍ଯ୍ୟସୂଚୀ ରହିଛି। ରିପୋର୍ଟ ଅନୁସାରେ, ଭାରତୀୟ ଦଳ ଶ୍ରୀଲଙ୍କା ଏବଂ ଆୟର୍ଲାଣ୍ଡ ଗସ୍ତ କରି ଟି-୨୦ ସିରିଜ ଖେଳିବାର ଯୋଜନା ରଖିଛି। ସମ୍ପ୍ରତି ଭାରତୀୟ ଦଳ ICC ପୁରୁଷ T20…
ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ, ସ୍କୁଲରେ ମିଳିବ ଶାରୀରିକ….
ଭୁବନେଶ୍ବର,୧୩।୩: ସୁରୁଖୁରୁରେ ଚାଲିଛି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ । ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବା ବେଳେ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ତେବେ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା…
ବିପଦରେ ଅଲିଭ୍ରିଡ୍ଲେ କଇଁଛଙ୍କ ଅଣ୍ଡାଦାନ, କଟକଣା ସତ୍ତ୍ୱେ ପଶି ଆସୁଛନ୍ତି…
କେନ୍ଦ୍ରାପଡ଼ା,୧୩ା୩ (ଜଗନ୍ନାଥ ଧଳ): ବିରଳ ଅଲିଭ୍ରିଡ୍ଲେ କଇଁଛଙ୍କ ପ୍ରଜନନ ସ୍ଥଳ ଗହୀରମଥା ଏବେ ପ୍ରକୃତିର କ୍ରୋଧ ସହ କୃତ୍ରିମ ବିପଦ ସହିତ ଲଢ଼ୁଛି। ବିଶ୍ୱପ୍ରସିଦ୍ଧ ଏହି ଏନ୍ତୁଡ଼ିଶାଳରେ ଶାବକ ଜନ୍ମ ନେବା ପୂର୍ବରୁ ବହୁ ସଂଖ୍ୟାରେ ମରିବା ସୁନିଶ୍ଚିତ ହୋଇଯାଉଛି। ସମୁଦ୍ର…

