Home Left

ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ଜଣେ ଗିରଫ: ଟଙ୍କା, ମୋବାଇଲ ଜବତ

ଜୁନାଗଡ଼,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ନକଟିଗୁଡା ଗ୍ରାମରେ ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ମଙ୍ଗଳବାର ଜଣକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ନକଟିଗୁଡା ବନ୍ଦପଡ଼ାର ଅଜୟ କୁମାର ମେହେର(୪୩)। ପୋଲିସ ସୂତ୍ରରୁ ପ୍ରକାଶ ଯେ,…

ଅଡୁଆରେ କମଲନାଥ: ‘ଆଇଟମ’ ବୟାନକୁ ନେଇ ରିପୋର୍ଟ ମାଗିଲେ ମହିଳା କମିଶନ

ଭୋପାଳ,୨୦ ।୧୦: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ଜନସଭାରେ ଉଦ୍‌ବୋଧନ ଦେବା ସମୟରେ ଭାରତୀୟ ଜନତା ପାର୍ଟି(ଭାଜପା) ମନ୍ତ୍ରୀ ଇର୍ମତି ଦେବୀଙ୍କୁ ଆଇଟମ ବୋଲି କହି ଅଡୁଆରେ ପଡି ଯାଇଛନ୍ତି । ଯଦିଓ ସେ ଏକ ପ୍ରକାର ଏଥିପାଇଁ କ୍ଷମା…

୪୦୪୨ ଚାଉଳ ଦାନାରେ ଭଗବତ୍‌ ଗୀତା ଲେଖିଲେ ଛାତ୍ରୀ

ହାଇଦ୍ରାବାଦ୍‌,୨୦।୧୦:ହାଇଦ୍ରାବାଦର ଜଣେ ଛାତ୍ରୀ ଚାଉଳରେ ଭଗବତ୍‌ ଗୀତା ଲେଖିବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଆଇନ ଅଧ୍ୟୟନ କରୁଥିବା ରାମଗିରି ସ୍ବାରିକା ୪୦୪୨ଟି ଚାଉଳ ଦାନାରେ ଗୀତା ଲେଖିଛନ୍ତି। ସ୍ବାରିକା ତାଙ୍କ ନୂତନ ମାଇକ୍ରୋ ଆର୍ଟ ପ୍ରୋଜେକ୍ଟ ଅଧୀନରେ ଏହି କାର୍ଯ୍ୟ କରିଛନ୍ତି।…

ବିସ୍କୁଟ ଖାଇଲେ ୪୦ ଲକ୍ଷ ଟଙ୍କା ଦରମା ଦେବ ଏହି କମ୍ପାନୀ: ଏମିତି କରିପାରିବେ ଆବେଦନ

ଚାକିରିରେ କେବଳ ବିସ୍କୁଟ ଖାଇଲେ ମିଳିବ ମୋଟା ଅଙ୍କର ଅର୍ଥ ରାଶି। ଲକ୍ଷେ କି ୨ ଲକ୍ଷ ନୁହେଁ ମିଳିବ ୪୦ ଲକ୍ଷ ଟଙ୍କା। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ଏହା ସତ। ସ୍କଟଲାଣ୍ଡର ଏକ କମ୍ପାନୀ ଏହି ଅଫର…

କମଳନାଥଙ୍କ ମନ୍ତବ୍ୟକୁ ନେଇ ରାହୁଲ ଅସନ୍ତୁଷ୍ଟ

ଓ୍ବାୟନାଡ଼, ୨୦।୧୦: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଦ୍ୱାରା ରାଜ୍ୟ ମନ୍ତ୍ରୀ ଇମର୍ତି ଦେବୀଙ୍କ ବିରୋଧରେ ଦିଆଯାଇଥିବା ଆପତ୍ତିଜନକ ମନ୍ତବ୍ୟ ନେଇ ରାହୁଲ ଗାନ୍ଧୀ ମୁହଁ ଖୋଲିଛନ୍ତି। ଏହା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ରାହୁଲ କହିଛନ୍ତି। ଏଭଳି ମନ୍ତବ୍ୟ ପ୍ରୟୋଗକୁ ସେ ବ୍ୟକ୍ତିଗତ…

ସନ୍ଧ୍ୟା ୬ଟାରେ ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୨୦ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟା ୬ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ମଙ୍ଗଳବାର ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହାସହ ସେ ସମସ୍ତ ଦେଶବାସୀଙ୍କୁ ଯୋଡି ହୋଇ ରହିବାକୁ ଅପିଲ କରିଛନ୍ତି…

ସ୍ତ୍ରୀ ଗୌରୀଙ୍କୁ ଭାଉଜ ଡାକିଥାନ୍ତି ଶାହାରୁଖ୍‌: କାରଣ କହିଲେ ଏପରି…

ବଲିଉଡ୍‌ର କିଙ୍ଗ୍‌ ଖାଁ ଶାହାରୁଖ୍‌ ଏବେ ଖୁବ୍‌ ଚର୍ଚ୍ଚାରେ। ତାଙ୍କର କ୍ରିକେଟ ଦଳ ‘କୋଲକାତା ନାଇଟ୍‌ ରାଇଡର୍ସ’କୁ ନେଇ ସବୁ ସମୟରେ ସେ କିଛି ନା କିଛି ଟୁଇଟ୍‌ କରିଥାନ୍ତି। ତାଙ୍କର ସମଗ୍ର ବିଶ୍ୱରେ ଅନେକ ପ୍ରଶଂସକ ମଧ୍ୟ ରହିଛନ୍ତି। ତେବେ…

ଟିକା ନେଲେ ବି କରୋନା ସଂକ୍ରମଣଠାରୁ ରହି ହେବନି ଦୂରେଇ

ଲଣ୍ଡନ, ୨୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବ୍ରିଟେନ୍‌ର ବରିଷ୍ଠ ବୈଜ୍ଞାନିକ ପାଟ୍ରିକ୍‌ ଓ୍ବାଲେସ୍‌ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପାଟ୍ରିକ୍‌ କହିଛନ୍ତି ଯେ, ପ୍ରତିଷେଧକ ଟିକା ନେଲେ ବି କରୋନା ମହାମାରୀ…

ଏହି ୩ ଲୋକ ପୃଥିବୀ ପାଇଁ ବୋଝ: ଏଭଳି ଲୋକଙ୍କର ନାହିଁ ବଞ୍ଚିବାର ଅଧିକାର

ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି ବ୍ୟକ୍ତି ପୃଥିବୀ ଉପରେ ବୋଝ ସଦୃସ । ଏଭଳି ଲୋକଙ୍କର ବଞ୍ଚିବାର ଅଧିକାର ନାହିଁ…

ସ୍ତନ କର୍କଟ: ନିରାକରଣର ଉପାୟ

ଅକ୍ଟୋବର ମାସକୁ ସ୍ତନ କର୍କଟ ସଚେତନତା ମାସଭାବେ ପାଳନ କରାଯାଏ। ସାରା ବିଶ୍ୱରେ ମହିଳାଙ୍କ କ୍ଷେତ୍ରରେ ଏହି ରୋଗ ଭୟଙ୍କର ରୂପ ଧାରଣ କରୁଛି। ଭାରତରେ ପ୍ରତି ୪ ମିନିଟ୍‌ରେ ଜଣେ ମହିଳା ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାଯାଏ। ତେବେ…

ଛଡ଼ାନ୍ତୁ ଦାଗ

କପଡ଼ାରେ କୌଣସି ପ୍ରକାରର ପେଣ୍ଟିଂ ରଙ୍ଗ ଲାଗିଗଲେ ତାକୁ ଛଡ଼ାଇବା ପାଇଁ କିରୋସିନ ବ୍ୟବହାର କରନ୍ତୁ। ଦାଗ ଲାଗିଥିବା ସ୍ଥାନରେ କିରୋସିନ ପକାଇ କିଛି ସମୟ ରଖି ଇୟର ବଡ୍‌ରେ କିଛି ସମୟ ଘଷିବା ପରେ ସାବୁନ ଲଗାଇ ଗରମ ପାଣିରେ…

ସାଗୁ ପକୁଡ଼ି

ଆବଶ୍ୟକ ସାମଗ୍ରୀ- ସାଗୁ-୫୦ଗ୍ରାମ୍‌, ଆଳୁ- ୨ଟି ସିଝା, ମୁଗ-୫୦ଗ୍ରାମ୍‌, ଅଟା- ୧୦୦ ଗ୍ରାମ୍‌, ଜିରା- ଅଧା ଚାମଚ, ଟମାଟୋ- ୧ଟି ଛୋଟ, ସୈନ୍ଧବ ଲୁଣ ସ୍ବାଦ ଅନୁସାରେ ପ୍ରଣାଳୀ- ଏକ ପାତ୍ରରେ ପ୍ରଥମେ ଅଟା, ସାଗୁ, ସିଝା ଆଳୁ, ଜିରା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri