ସହର ପ୍ରବେଶ ପଥରେ ଅଳିଆ ପଏଣ୍ଟ
କଟକ ଅଫିସ,୧୯ା୧୦: କଟକ ସହରର ମୁଖ୍ୟ ପ୍ରବେଶ ପଥ ମଧୁପାଟଣା। ପ୍ରତିଦିନ ବିଭିନ୍ନ ସ୍ଥାନରୁ ଲୋକେ ଏହି ରାସ୍ତା ଦେଇ ସହରକୁ ଆସିଥାନ୍ତି। ତେବେ ପ୍ରବେଶପଥ ନିକଟ ରାସ୍ତା ପାର୍ଶ୍ୱରେ ଆବର୍ଜନା ପଡ଼ିରହି ପରିବେଶକୁ ଦୂଷିତ କରୁଛି। ଏ ନେଇ ସାଧାରଣରେ…
ସ୍ତ୍ରୀଙ୍କ ନାଇଟ୍ ପିନ୍ଧି ଚର୍ଚ୍ଚାରେ କମେଡି କିଙ୍ଗ୍
ଛୋଟ ପରଦାରେ ଦ କପିଲ ଶର୍ମା ଶୋ’ ବେଶ୍ ଚର୍ଚ୍ଚିତ। ଲକ୍ଡାଉନ୍ ପରେ ପୁଣି ଆରମ୍ଭ ହୋଇଥିବା ଏହି ଶୋ’ ଲୋକଙ୍କ ମୁହଁରେ ହସ ଫୁଟାଇବାରେ ସହାୟକ ହୋଇଛି। ଶୋ’ର ମୁଖ୍ୟ ଚରିତ୍ର କପିଲ ଶର୍ମାଙ୍କ କମେଡି କେବଳ ଦେଶରେ ନୂହେଁ,…
ମହିଳା ମନ୍ତ୍ରୀଙ୍କ ଅପମାନ ସହି ପାରିଲେନି ଶିବରାଜ
ଭୋପାଳ,୧୯ ।୧୦: ମଧ୍ୟପ୍ରଦେଶରେ ୨୫ରୁ ଊର୍ଦ୍ଧ୍ୱ ଆସନରେ ଉପନିର୍ବାଚନ ହେବାକୁ ଯାଉଛି । ଏହାପରେ ଜଣାପଡିବ ଶାସନ ଭାର କାହା ହାତରେ ରହିବ । ଏହି ଉପନିର୍ବାଚନକୁ ନେଇ ପ୍ରଚାର ମଧ୍ୟ ଜୋର ଧରିଛି । ଆଉ ଏହାରି ଭିତରେ ରାଜନେତାମାନେ…
ଭାରତରେ ପାକିସ୍ତାନଠାରୁ ବି ଖରାପ ସ୍ଥିତି
ନୂଆଦିଲ୍ଲୀ,୧୯ା୧୦: ସରକାର ଯୋଜନା ପରେ ଯୋଜନା ଗଢ଼ୁଛନ୍ତି। କିନ୍ତୁ ସେଗୁଡ଼ିକର ସୁବିଧା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁନାହିଁ। ଦୁର୍ନୀତି ଓ ବାଟମାରଣା ଯୋଗୁ ଭାରତରେ ଅନାହାର ଓ କୁପୋଷଣ ବଢ଼ିବାରେ ଲାଗିଛି। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ)…
ଏଫ୍ଏଟିଏଫ୍ର ୬ ସର୍ତ୍ତ ପୂରଣରେ ପାକ୍ ବିଫଳ
ନୂଆଦିଲ୍ଲୀ,୧୯ା୧୦(ପି.ଟି.): ଫାଇନ୍ସାସିଆଲ ଆକ୍ସନ ଟାସ୍କ ଫୋର୍ସ (ଏଫ୍ଏଟିଏଫ୍)ର ୬ଟି ସର୍ତ୍ତକୁ ପୂରଣ କରିବାରେ ପାକିସ୍ତାନ ବିଫଳ ହୋଇଛି। ଭାରତର ମୋଷ୍ଟ ଓ୍ବାଣ୍ଡେଡ୍ ଆତଙ୍କବାଦୀ ମୌଲାନା ମାସୁଦ୍ ଆଝାର ଓ ହାଫିଜ୍ ସୟିଦ୍ଙ୍କ ବିରୋଧରେ ଇସ୍ଲାମାବାଦ କାର୍ଯ୍ୟାନୁଷ୍ଠାନ ନେଇପାରି ନାହିଁ। ଏହାସହ ପାକିସ୍ତାନର…
‘ଗଣତନ୍ତ୍ର ପାଇଁ ସବୁଠୁ ଖରାପ ସମୟ’
ନୂଆଦିଲ୍ଲୀ,୧୯ା୧୦(ପି.ଟି.): ଭାରତୀୟ ଗଣତନ୍ତ୍ର ଏବେ ସବୁଠୁ ଖରାପ ସମୟ ଦେଇ ଗତି କରୁଛି ବୋଲି ରବିବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମାଲୋଚନା କରିଛନ୍ତି। ୩ କୃଷି ଆଇନ, କୋଭିଡ୍-୧୯ ମହାମାରୀ, ଆର୍ଥିକ ମାନ୍ଦାବସ୍ଥା ଓ ଦଳିତଙ୍କ ଉପରେ ହେଉଥିବା ଆକ୍ରମଣକୁ…
ପାର୍ବଣରେ ବଢ଼ିପାରେ ସଂକ୍ରମଣ
ନୂଆଦିଲ୍ଲୀ,୧୯ା୧୦(ପି.ଟି.): ଭାରତରେ ଚଳିତ ପାର୍ବଣ ଋତୁରେ କରୋନା ସଂକ୍ରମଣ ବୃଦ୍ଧିପାଇବା ଆଶଙ୍କା ରହିଛି। ଏଥିପାଇଁ ବିଶେଷଜ୍ଞଙ୍କଠାରୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ କରିଦିଆଯାଇଛି। ନୀତି ଆୟୋଗ ବିଷେଶଜ୍ଞଙ୍କ ମତରେ ଶୀତଋତୁରେ କୋଭିଡ୍-୧୯ର ଦ୍ୱିତୀୟ ପ୍ରବାହ…
ଓଡ଼ିଶାର ପ୍ରଥମ ମହିଳା ଜିଲାପାଳ ଚନ୍ଦ୍ରମଣୀ ନାରାୟଣ ସ୍ବାମୀଙ୍କ ଦେହାନ୍ତ
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ଜିଲାପାଳ ଚନ୍ଦ୍ରମଣୀ ନାରାୟଣ ସ୍ବାମୀଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ରବିବାର ଦେହାନ୍ତ ହୋଇଛି। ତାଙ୍କୁ ୮୧ବର୍ଷ ହୋଇଥିଲା। ଓଡ଼ିଶା କ୍ୟାଡରର ଆଇଏଏସ୍ ଅଫିସର ଚନ୍ଦ୍ରମଣୀ ୧୯୬୪ରେ ପୁରୀ ଜିଲାର ଆସିଷ୍ଟାଣ୍ଟ କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ। ଏହାପରେ…
ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର
ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ ଜଗନ୍ନାଥପ୍ରେମୀ ବିଭିନ୍ନ ଦେଶରେ ରହିଛନ୍ତି। ଅନେକ ରାଷ୍ଟ୍ରରେ ପ୍ରବାସୀ ଓଡ଼ିଆ ଜଗନ୍ନାଥ ମନ୍ଦିର ଗଢି…
ପାକିସ୍ତାନରେ ବିଗୁଡିଛି ରାଜନୈତିକ ସ୍ଥିତି: ମରିୟମଙ୍କ ସ୍ୱାମୀ ଗିରଫ
ଇସ୍ଲାମାବାଦ,୧୯ ।୧୦: ପାକିସ୍ତାନରେ ବିଗିଡି ଚାଲିଛି ରାଜନୈତିକ ସ୍ଥିତି । ରବିବାର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ବିରୋଧି ଏକ ବଡ ରାଲି ବାହାର କରିଥିବା ବେଳେ ଏଥିରେ ହଜାର ହଜାର ସଂଖ୍ୟାରେ ଜନତା ଯୋଗ ଦେଇଥିଲେ । ଏବେ ଏହି…
ତିର୍ତ୍ତୋଲ ଉପନିର୍ବାଚନ: ୩ ଦଳ ଆଶାବାଦୀ, ଅସନ୍ତୁଷ୍ଟ ହେବେ ଚ୍ୟାଲେଞ୍ଜ
ଜଗତ୍ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ପରଲୋକ ପରେ ଏହି ଉପନିର୍ବାଚନ ହେବାକୁ ଯାଉଛି। ବିଷ୍ଣୁଙ୍କ ପୁଅ…
ବିରାଟ-ଅନୁଷ୍କାଙ୍କ ରୋମାଣ୍ଟିକ୍ ଫଟୋ ଉଠାଇଲେ ଏହି ପ୍ରସିଦ୍ଧ କ୍ରିକେଟର୍, ଦେଖିଲେ କହିବେ ସାବାସ୍
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ସେ ଏହି ସମୟକୁ ବେଶ୍ ଉପଭୋଗ କରୁଛନ୍ତି। ଗର୍ଭାବସ୍ଥାର ଅନୁଭବକୁ ନିଜ ପ୍ରଶଂସକଙ୍କ ସହ ବେଳେବେଳେ ଶେୟାର ମଧ୍ୟ କରୁଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ…
Archives


