Home Left

ବଜ୍ରକାପ୍ତା ର଼୍ୟାକେଟ ଧରାପଡ଼ିଲା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)/: ସୋନପୁର (ନି.ପ୍ର)ରାଜ୍ୟରେ ଏବେ ବନ୍ୟଜନ୍ତୁ ଶିକାର ଅବାଧରେ ଚାଲିଛି। କରୋନା ମହାମାରୀଠାରୁ ଶିକାରି ଓ ଚାଲାଣକାରୀ ବେଶ୍‌ ସକ୍ରିୟ ହୋଇପଡିଛନ୍ତି। ବନ ବିଭାଗ ଓ ପୋଲିସର ଅପାରଗତା ପାଇଁ ମାଫିଆମାନେ ସେମାନଙ୍କ ର଼୍ୟାକେଟକୁ ଆହୁରି ବ୍ୟାପକ କରିଛନ୍ତି। ବନ୍ୟଜନ୍ତୁ ଶିକାର…

ପ୍ରଥମ ଦିନରେ ଶାନ୍ତିସ୍ତୂପ ବୁଲିଲେ ୧୫୦୦ପର୍ଯ୍ୟଟକ

ପୁରୁଣା ଭୁବନେଶ୍ୱର,୧୮ା୧୦: (ଡି.ଏନ୍‌.ଏ.)କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୭ମାସ ହେଲା ବନ୍ଦ ଥିବା ଶାନ୍ତିସ୍ତୂପ ଧଉଳି ଶୁକ୍ରବାରଠାରୁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୩୦୦ ପର୍ଯ୍ୟଟକ ଧଉଳି ବୁଲିଥିବା ବେଳେ, ଶନିବାର ୬୦୦ ଏବଂ ରବିବାର ମଧ୍ୟ ୬୦୦ ପର୍ଯ୍ୟଟକ ଧଉଳି…

ପୂଜାରେ ଭାଙ୍ଗିବ ପରମ୍ପରା

ଭୁବନ, ୧୯।୧୦ (ବିପିନ ବିହାରୀ ସେଠୀ) : ସ୍ଥିତି ସ୍ବାଭାବିକ ଥିଲେ ଏତେବେଳକୁ ଆରମ୍ଭ ହୋଇସାରନ୍ତାଣି ଗହଳଚହଳ। ମେଢ଼, ମୂର୍ତ୍ତି, ସାଜସଜ୍ଜା ପାଇଁ ଚାଲିଥାନ୍ତା ପ୍ରତିଯୋଗିତା। ବଳଦଙ୍କୁ ନେଇ ବାହାରୁଥିବା ଅଭ୍ୟାସ ଶୋଭାଯାତ୍ରା, ବାଦ୍ୟବାଜଣାରେ କମ୍ପୁଥାନ୍ତା ପରିବେଶ। ବନ୍ଧୁବାନ୍ଧବରେ ପୂରି ଉଠନ୍ତାଣି ଘରଦ୍ୱାର।…

କଟକଣା ଭିତରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲୁ: ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଜୟନ୍ତ

ପୁରୀ ଅଫିସ,୧୯ା୧୦: କରୋନା କଟକଣାକୁ ପାଳନ କରି ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମତ ରଖିଛନ୍ତି। ଏ ନେଇ ସେ ରବିବାର ସାମାଜିକ ଗଣମାଧ୍ୟମ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଜୟନ୍ତ ତାଙ୍କ ପୋଷ୍ଟରେ ଉଲ୍ଳେଖ…

ସୌରଶକ୍ତି ପ୍ରକଳ୍ପକୁ ଅଣଦେଖା: ପୂରଣ ହେଉନି ଆର୍‌ପିଓ ଲକ୍ଷ୍ୟ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ଚାହିଦା ଦିନକୁ ଦିନ ବଢୁଛି। ହେଲେ ସେହି ହାରରେ ଉତ୍ପାଦନ ବୃଦ୍ଧି ପାଉନାହିଁ। ତାପଜ ଭଳି ପାରମ୍ପରିକ ଶକ୍ତି ଉତ୍ସଗୁଡ଼ିକ ଉପରେ ଚାପ ବଢ଼ିଚାଲିଛି। ପ୍ରଦୂଷଣ ମୁକ୍ତ ଅଣପାରମ୍ପରିକ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ସମଗ୍ର ବିଶ୍ୱରେ ଗୁରୁତ୍ୱ…

ସୁପର ସନ୍‌ଡେରେ ୩ ସୁପର ଓଭର

ଦୁବାଇ,୧୯।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସୁପର ସନ୍‌ଡେରେ ୩ ସୁପର ଓଭର ଦେଖିବାକୁ ମିଳିଛି। ୨ଟି ଯାକ ମ୍ୟାଚ ସୁପର ଓଭରରେ ସମାପ୍ତ ହୋଇଥିବାବେଳେ ପ୍ରଥମଟିରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ କୋଲକାତା ନାଇଟ ରାଇଡର୍ସ ଏବଂ ଦ୍ୱିତୀୟ ଡବଲ ସୁପର ଓଭର…

ଦ୍ୱିତୀୟଥର କନ୍ୟା ସନ୍ତାନ ହେବାରୁ ୪ ବର୍ଷର ଝିଅକୁ କାନ୍ଥରେ ପିଟି ହତ୍ୟା କଲା ମା’

ଲୁଧିଆନା, ୧୮।୧୦: ପଞ୍ଜାବର ଲୁଧିଆନାରୁ ଚକିତ କଲାଭଳି ଏକ ମାମଲା ସାମ୍ନାକୁ ଆସିଛି। ଜଣେ କଳିଯୁଗୀୟ ମା’ ଦ୍ୱିତୀୟଥର କନ୍ୟା ସନ୍ତାନ ଜନ୍ମ କରିବାରୁ ଚିନ୍ତାରେ ପଡ଼ିଯାଇଥିଲେ। ଏହାପରେ ସେ ନିଜର ୪ ବର୍ଷର ବଡ଼ ଝିଅକୁ ଗାଧୁଆ ଘର କାନ୍ଥରେ…

ଡି କକ୍‌ଙ୍କ ଅର୍ଦ୍ଧଶତକ; ପଞ୍ଜାବ ସାମ୍ନାରେ ୧୭୭ ରନ ଟାର୍ଗେଟ୍‌ ଧାର୍ଯ୍ୟ କଲା ମୁମ୍ବାଇ

ଦୁବାଇ, ୧୮।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ରବିବାର ଖେଳାଯାଇଥିବା ୨ୟ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ସହ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ନିର୍ଦ୍ଧାରିତ…

ଅଶୀଳ ଭିଡିଓ ଶୁଟ୍‌ କରି ଆମେରିକୀୟ ମହିଳା ଗିରଫ

ଡେରାଡୁନ, ୧୮।୧୦: ଉତ୍ତରାଖଣ୍ଡର ଋଷିକେଶ ପ୍ରସିଦ୍ଧ ଲ୍ୟାଣ୍ଡମାର୍କ ତଥା ଲକ୍ଷ୍ମଣଝୁଲା ଉପରେ ଅଶୀଳ ଭିଡିଓ ଶୁଟ୍‌ରେ ଅଂଶଗ୍ରହଣ କରିବା ଅଭିଯୋଗରେ ଜଣେ ୩୦ ବର୍ଷୀୟା ଆମେରିକୀୟ ମହିଳାଙ୍କୁ ଗିରଫ କରାଯାଇଛି। ଏହି ସ୍ଥାନରେ ଗତ ଅଗଷ୍ଟରେ ଜଣେ ୨୭ ବର୍ଷୀୟା ଫ୍ରେଞ୍ଚ୍‌…

ସୁପର୍‌ ଓଭରରେ ଜିତିଲା କୋଲକାତା

ଆବୁଧାବି, ୧୮।୧୦: ଆଇପିଏଲ୍‌ ଚଳିତ ସିଜନର ରବିବାର ଖେଳାଯାଇଥିବା ୩୫ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସୁପର୍‌ ଓଭରରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ କୋଲକାତା ପକ୍ଷରୁ ଧାର୍ଯ୍ୟ ୧୬୪ ରନର ଲକ୍ଷ୍ୟକୁ ପିଛା କରି ହାଇଦ୍ରାବାଦ୍‌…

ମୋଦି ଦେଇଥିବା ସମ୍ମାନ କେବେ ଭୁଲି ପାରିବି ନାହିଁ: ଚିରାଗ

ପାଟନା,୧୮।୧୦: ବିହାର ବିଧାନସଭା ନିର୍ବାଚନର କୋଳାହଳ ମଧ୍ୟରେ ଲୋକ ଜନଶକ୍ତି ପାର୍ଟିର ରାଷ୍ଟ୍ରୀୟ ସଭାପତି ଚିରାଗ ପାଶୱାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାରମ୍ବାର ପ୍ରଶଂସା କରୁଥିବା ନଜିର ରହିଛି। ନିର୍ବାଚନ ପୂର୍ବରୁ ଚିରାଗଙ୍କ ଏହା ଏକ ଚାଲ୍‌ ବୋଲି ବିରୋଧୀ କହିଛନ୍ତି।…

ପାକିସ୍ତାନକୁ ପ୍ରଶଂସା କରି ଫସିଲେ ଶଶି ଥରୁର

ନୂଆଦିଲ୍ଲୀ,୧୮।୧୦: ପୁଣି ବିବାଦରେ କଂଗ୍ରେସ ନେତା ଶଶି ଥରୁର। ପାକିସ୍ତାନର ଲାହୋର ଲିଟରେଚର୍‌ ଫେଷ୍ଟିଭାଲରେ ଯୋଗ ଦେଇ ଭାରତ ସରକାରଙ୍କୁ ନିନ୍ଦା କରି ସେ ଫସିଯାଇଛନ୍ତି। ନିକଟରେ ଲାହୋରରେ ଅନୁଷ୍ଠିତ ଲିଟରଚେର ଫେଷ୍ଟିଭାଲକୁ ସମ୍ବୋଧନ କରିବାକୁ ଯାଇ ଥରୁର ଭାରତ ସରକାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri