Home Left

ବିଜୁ ମାର୍କେଟ ଦୋକାନ ଘରେ ଗୋଦାମ

ନୟାଗଡ଼ ଅଫିସ,୧୮ା୧୦: ନୟାଗଡ଼ ସହର ବିଜୁ ମାର୍କେଟର ଦୋକାନ ଘରେ ଗୋଦାମ ସଂଖ୍ୟା ବଢ଼ିବା ପରେ ଖୁଚୁରା ବ୍ୟବସାୟୀ ଚିନ୍ତାରେ ଅଛନ୍ତି। ସେମାନଙ୍କ ବ୍ୟବସାୟ ଦିନକୁ ଦିନ କମିବାରେ ଲାଗିଛି। ପୁଣି ବଜାରରେ ପାର୍କିଂ ବ୍ୟବସ୍ଥା, ଦୋକାନୀ ଓ ଗ୍ରାହକଙ୍କ ପାଇଁ…

ସମ୍ଭାବନାର ଅନ୍ୟ ନାମ ସୁଶାନ୍ତ

ଆବଶ୍ୟକତା ହିଁ ଉଦ୍ଭାବନର ଜନନୀ । ତେବେ ବହୁ ପରୀକ୍ଷା ନିରୀକ୍ଷା ପରେ ଜଣେ ଯୁବ ବିଜ୍ଞାନୀ ବିଜ୍ଞାନ ଓ କାରିଗରି କୌଶଳରେ ଦକ୍ଷତା ପାଇଁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅନେକ ଥର ବିଭିନ୍ନ କ୍ଷେତ୍ରରୁ ପୁରସ୍କୃତ ହୋଇଛନ୍ତି ।…

ସିଂହର ଲାଇଭ୍‌ ଶୋ’ କରୁଥିଲେ କିଛି ବ୍ୟକ୍ତି, ଆଉ ତା’ ପରେ…

ଗାନ୍ଧିନଗର,୧୮ା୧୦: ଆଜିକାଲି ଲୋକମାନେ ନିଜର ସଉକ ପାଇଁ କିଛି ବି କରିବାକୁ ପଛାଉନାହାନ୍ତି। ବେଳେବେଳେ ଏହି ସଉକ ପାଇଁ ଜେଲ୍‌ ଯିବା ଏପରିକି ଜୀବନ ମଧ୍ୟ ଯାଉଥିବା ଅନେକ ନଜିର ରହିଛି। ଏବେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି। ଗୁଜରାଟର…

ଚକୋଲେଟ୍‌ର ଯାଦୁକର

ଏଇ ଦୁନିଆରେ ପ୍ରତିଭାର କିଛି ଅଭାବ ନାହିଁ। ଜଣେ ଜଣେ ବ୍ୟକ୍ତି ଏଭଳି ପ୍ରତିଭାର ଅଧିକାରୀ ହୋଇଥାଆନ୍ତି ଯେ, ଲାଗେ ତାଙ୍କ ପରି ଆଉ ଦ୍ୱିତୀୟ କେହି ହୋଇପାରିବେ ନାହିଁ। ସେମିତି ଜଣେ ପ୍ରତିଭା ହେଉଛନ୍ତି ଅମୌରୀ ଗୁଇଚୋନ୍‌। ପେସାରେ ସେ…

ନବରାତ୍ରି, ବାସ୍ତୁ

ନବରାତ୍ରିର ପବିତ୍ର ଉତ୍ସବରେ ମା’ଙ୍କର ନଅ ରୂପର ହୁଏ ପୂଜା। ଏହି ପୂଜା ସମୟରେ ଯଦି କିଛିଟା ବାସ୍ତୁଶାସ୍ତ୍ର ଉପରେ ଧ୍ୟାନ ଦିଆଯାଏ,ତେବେ ମନୋବାଞ୍ଛିତ ଫଳ ନିଶ୍ଚୟ ପ୍ରାପ୍ତି ହେବ। ତା’ସହ ଘରକୁ ସୁଖ, ଶାନ୍ତି ଓ ସମୃଦ୍ଧି ଆସିବ ବୋଲି…

ଶରିଫଙ୍କୁ ଟାର୍ଗେଟ କଲେ ଇମ୍ରାନ

ଇସ୍‌ଲାମାବାଦ,୧୮ ।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ମଧ୍ୟରେ କଥା କଟାକଟି ଲାଗି ରହିଛି । ଏହି କ୍ରମରେ ଶରିଫ ଦେଇଥିବା ବୟାନକୁ ନେଇ ଏବେ ମୁହଁ ଖୋଲିଛନ୍ତି ଇମ୍ରାନ । ଶରିଫ ଗୋଟିଏ…

କଟକଣା ମାନିଲେ, ଅରୁଣ ସ୍ତମ୍ଭ ପାଖକୁ ଗଲେନି

ପୁରୀ ଅଫିସ୍‌,୧୮ା୧୦: କରୋନା କଟକଣା ପାଇଁ ମାର୍ଚ୍ଚ ୨୦ରୁ ଶ୍ରୀମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। କିନ୍ତୁ ଅନେକ ସମୟରେ ବିଭିନ୍ନ ଦଳର ନେତା, ମନ୍ତ୍ରୀ ମହାପ୍ରଭୁଙ୍କ ଆଶିଷ ଭିକ୍ଷା ପାଇଁ ଆସି ଅରୁଣ ସ୍ତମ୍ଭ ପାଖକୁ ଯାଇଛନ୍ତି। ଅରୁଣ ସ୍ତମ୍ଭ ନିକଟରୁ…

ମିଳିତ ସୈନ୍ୟ ବାହିନୀ-ତାଲିବାନ ବିଦ୍ରୋହୀ ମୁହାଁମୁହିଁ

କାବୁଲ, ୧୮।୧୦: ଆଫଗାନିସ୍ତାନରେ ମିଳିତ ସୈନ୍ୟ ବାହିନୀ ଏବଂ ତାଲିବାନ ବିଦ୍ରୋହୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୭ ସୈନ୍ୟ ନିହତ ହୋଇଥିବାବେଳେ ୫ ତାଲିବାନ ବିଦ୍ରୋହୀଙ୍କ ମୃତ୍ୟୁ ଘଟିଛି। ଉତ୍ତର କୁନ୍ଦୁଜ ପ୍ରଦେଶର ଇମାମ ସାହିବ୍‌ ଜିଲାରେ ଏହା ଘଟିଛି। ଜିଲାର…

କରୋନା ଆକ୍ରାନ୍ତଙ୍କ ପତ୍ତା ମିଳୁନି

କଟକ ଅଫିସ,୧୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ବାରଦା ଗ୍ରାମର ଜଣେ ୭୨ ବର୍ଷୀୟ ବ୍ୟକ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ୨୯ ତାରିଖରେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ତାଙ୍କୁ…

୨୦୦ ହେଲାନି, ଏବେ ୨୦୦୦ ଉପରେ ଆଖି: ପୂର୍ବପରି ଖତ ଖାଇଯିବା ନେଇ ଆଶଙ୍କା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜଧାନୀରେ ରାହାଗିରି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୨୦୧୬ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ୨ଟି ସଂସ୍ଥା ସିଏସ୍‌ଆର୍‌ ଫଣ୍ଡ୍‌ରୁ ୨୦୦ ସାଇକେଲ ପ୍ରଦାନ କରିଥିଲେ। ଏବେ ସେଗୁଡ଼ିକ ବିଏମ୍‌ସି ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଖତ ଖାଉଛି। ସେଥିରୁ କିଛି ସାଇକେଲ୍‌…

ଅନ୍‌ଲାଇନରେ ପାଠ ପଢି ପାରୁ ନ ଥିବା ପିଲାଙ୍କୁ ଶିକ୍ଷାଦାନ କରୁଛନ୍ତି କନଷ୍ଟେବଳ

ନୂଆଦିଲ୍ଲୀ,୧୮ ।୧୦: କରୋନା ମହାମାରୀ ପରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏବେ ପିଲାମାନଙ୍କୁ ଅନ୍‌ଲାଇନରେ ପାଠପଢାଯାଉଛି । ଏତିକି ବେଳେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ରାଜଧାନୀ ଦିଲ୍ଲୀର କନଷ୍ଟେବଳ ଥାନ ସିଂ । ରେଡ ଫୋର୍ଟ ଅଞ୍ଚଳରେ…

ଏସ୍‌ସିବି ଆଇସୋଲେଶନ ୱାର୍ଡ: କରୋନା ରୋଗୀଙ୍କୁ ମିଳୁନି ଉନ୍ନତମାନର ଖାଦ୍ୟ

କଟକ ଅଫିସ,୧୮ା୧୦: ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ପାଇଁ ଗତ ମାର୍ଚ୍ଚରେ ଆଇସୋଲେଶନ ୱାର୍ଡ ଖୋଲାଯାଇଥିଲା। ପ୍ରଥମ ୨ ମାସ ଏଠାରେ ରୋଗୀ ସଂଖ୍ୟା କମ୍‌ ଥିଲା। ହେଲେ ପରବର୍ତ୍ତୀ ସମୟରେ ରୋଗୀ ସଂଖ୍ୟା ବୃଦ୍ଧି ପାଇଥିଲା। ଏପରି ପ୍ରତିଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri