Home Left

ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ

ଯାଜପୁର ଟାଉନ,୧୮।୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ରଥଯାତ୍ରା ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଛି। ଚଳିତ ବର୍ଷ ଏହି ରଥଯାତ୍ରା ୯ଦିନ ପରିବର୍ତ୍ତେ ୮ଦିନ ହେବ। ଅକ୍ଟୋବର ୨୩ରେ ମା’ଙ୍କ ଷଷ୍ଠୀ ଓ ସପ୍ତମୀ ପୂଜା ଅନୁଷ୍ଠିତ ହେଉଥିବାରୁ ଏପରି ନିଷ୍ପତ୍ତି…

ଚାଇନାକୁ ଘାରିଛି ତାଇଓ୍ବାନ ଆକ୍ରମଣ ଭୟ: ଉପକୂଳ ଅଞ୍ଚଳରେ ମୁତୟନ କଲା କ୍ଷେପଣାସ୍ତ୍ର

ବେଜିଂ, ୧୮।୧୦: ଚାଇନାକୁ ଏବେ ତାଇଓ୍ବାନ ଆକ୍ରମଣ ଭୟ ଘାରିଛି। ସୁରକ୍ଷା ଦୃଷ୍ଟିରୁ ଚାଇନା ଦକ୍ଷିଣ ପୂର୍ବ ଉପକୂଳବର୍ତ୍ତୀ ଅଞ୍ଚଳରେ କ୍ଷେପଣାସ୍ତ୍ର ମୁତୟନ କରିଛି। ତାଇଓ୍ବାନ ଏବଂ ଚାଇନା ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ତାଇଓ୍ବାନ ଅଚାନକ ଚାଇନା ଉପରେ ଆକ୍ରମଣ…

କୋଭିଡ୍‌-୧୯ କଟକଣା: ଉପନିର୍ବାଚନ ପାଇଁ ସଂଶୋଧିତ ଗାଇଡ୍‌ଲାଇନ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଉପନିର୍ବାଚନ ପାଇଁ କୋଭିଡ୍‌-୧୯ କଟକଣାରେ କୋହଳ କରାଯାଇଛି। ସଂକ୍ରମିତ ଅଞ୍ଚଳ ବାହାରେ ୧୦୦ ବଦଳରେ ୨୦୦ ଲୋକ ଏକାଠି ହୋଇପାରିବେ। ଯଦି କୋଣସି ହଲ୍‌ରେ ବୈଠକ କରାଯାଉଥିବ ତେବେ ସେଠାରେ ସମୁଦାୟ ସିଟ୍‌ର ୫୦ ପ୍ରତିଶତରେ ବସିବାକୁ ଅନୁମତି ଦିଆଯାଇଛି।…

ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ସରିଲା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହୋଇଛି। ପ୍ରଥମ କଟ୍‌ ଅଫ୍‌ ମାର୍କରେ ମନୋନୀତ ହୋଇଥିବା ଛତ୍ରୀଛାତ୍ରମାନେ ନାମ ଲେଖାଇଛନ୍ତି। ତେବେ ଆସନ୍ତା ୨୨ ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ କଟ୍‌…

CORONAVIRUS UPDATE: ରାଜ୍ୟରେ ୨୦୧୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୨୦୧୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬୮…

ନକଲି ଭିଡିଓ ଭାଇରାଲ ମାମଲା: ଅପମାନିତ କରିଛି ଓଟିଭି

ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ ଓଟିଭି ସାମ୍ବାଦିକ ରମେଶ ରଥଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ତାଙ୍କୁ ନେଇ କେନ୍ଦୁଝର…

୩ ମାସରେ ସରିବ ଜମି ଅଧିଗ୍ରହଣ

ପୁରୀ ଅଫିସ,୧୮ା୧୦: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚୟ ପାଇବ ଶ୍ରୀକ୍ଷେତ୍ର। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବ ରୂପ ଦେବା ଲାଗି…

ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ

ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ। ଫଳରେ ସ୍ବାଭିମାନୀ ଓଡ଼ିଆଙ୍କ ମନ ଆଶା ଆଶଙ୍କାରେ ଛନ୍ଦି ହୋଇଯାଇଛି। କାରଣ ଓଡ଼ିଆ…

ବଲିଆ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ୩ ଦିନ ପରେ ଗିରଫ

ଲକ୍ଷ୍ନୌ, ୧୮।୧୦: ଉତ୍ତରପ୍ରଦେଶ ବଲିଆରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ଧିରେନ୍ଦ୍ର ପ୍ରତାପ ସିଂଙ୍କୁ ୩ ଦିନ ପରେ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିବାକୁ ସକ୍ଷମ ହୋଇଛନ୍ତି। ଜନେଶ୍ୱର ମିଶ୍ର ପାର୍କ ଅଞ୍ଚଳରୁ ଧିରେନ୍ଦ୍ରଙ୍କୁ ରବିବାର ଭୋର୍‌ ସମୟରେ ଗିରଫ…

ପଲିଥିନ ବ୍ୟବହାର ବଢୁଛି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ପଲିଥିନ ପରିବେଶ ଉପରେ ଭୟଙ୍କର ପ୍ରତିକୂଳ ପ୍ରଭାବ ପକାଉଛି। ଏହାର ଭୟାବହତା ବେଳକୁ ବେଳ ଗମ୍ଭୀର ସ୍ଥିତି ସୃଷ୍ଟି କରି ଚାଲିଛି। ଗ୍ରାମଠାରୁ ସହର ପର୍ଯ୍ୟନ୍ତ ପଲିଥିନର ବହୁଳ ବ୍ୟବହାର ଚିନ୍ତା ବଢ଼ାଇ ଦେଇଛି। ପଲିଥିନର ପ୍ରତିକୂଳ ପ୍ରଭାବକୁ ଦେଖି…

ପ୍ରାର୍ଥୀଙ୍କ ବିଶ୍ୱାସ ଗର୍ଭସ୍ଥ ସନ୍ତାନ ଦେବ ବିଜୟ

ପାଟନା,୧୮ ।୧୦: ବିହାର ବିଧାନସଭା ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ସବୁ ପ୍ରାର୍ଥୀ ବିଜୟ ଲକ୍ଷ୍ୟ ହାସଲରେ ଲାଗି ପଡିଛନ୍ତି । ଏତିକିବେଳେ ଜେଡିୟୁର ଜଣେ ମହିଳା ପ୍ରାର୍ଥୀ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଶୁଷୁମ୍ଲତା କୁଶାବାହା ଗର୍ଭବତୀ…

ମାସ୍କ୍‌ ନ ପିନ୍ଧିଲେ ଜେଲଦଣ୍ଡ

କଲୋମ୍ବୋ, ୧୮।୧୦: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଶ୍ରୀଲଙ୍କାରେ କଡ଼ା ଆଇନ ଲାଗୁ କରାଯାଇଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ଯେ, ମାସ୍କ୍‌ ନ ପିନ୍ଧିଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲ ଦଣ୍ଡାଦେଶ କରାଯିବ। ଏଭଳି ଅମାନିଆଙ୍କୁ ୬ ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri