ଅଦିନିଆ ରଥଯାତ୍ରାକୁ ବିରୋଧ
ପୁରୀ ଅଫିସ,୧୭।୧୦: ଅଦିନରେ ପୁଣି ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଛି। ଗତ ୧୦ ତାରିଖରେ ଆମେରିକାର ମେରିଲ୍ୟାଣ୍ଡ ଅନ୍ତର୍ଗତ ବାଲ୍ଟିମୋରଠାରେ ଏହି ରଥଯାତ୍ରା ହୋଇଥିଲା। ସେଠାକାର ଇସ୍କନ ପକ୍ଷରୁ ଉକ୍ତ ରଥଯାତ୍ରାକୁ ସୋସିଆଲ ମିଡିିଆରେ ପୋଷ୍ଟ କରାଯାଇଛି। ଏ ନେଇ ବିଭିନ୍ନ…
ସବୁ ସିଲ୍ ଥିବା ଦୋକାନ ଖୋଲିବ
ଭୁବନେଶ୍ୱର,୧୭।୧୦ (ବ୍ୟୁରୋ): ଭୁବନେଶ୍ୱରରେ କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହୋଇଥିବା ସମସ୍ତ ଦୋକାନ ବଜାର/ବ୍ୟବସାୟିକ ପ୍ରତିଷ୍ଠାନ ଉପରୁ ବିଏମ୍ସି କଟକଣା କୋହଳ କରିଛି। ପାର୍ବଣକୁ ଦୃଷ୍ଟିରେ ରଖି ଏସବୁ ଦୋକାନ ଖୋଲିବାକୁ ଘୋଷଣା କରାଯାଇଛି। ହେଲେ ସହରରେ କରୋନା ସଂକ୍ରମଣ…
ସୁବାସ ରାମଚନ୍ଦ୍ର ଦୋଷୀ ସାବ୍ୟସ୍ତ
ପୁରୀ ଅଫିସ,୧୭।୧୦: ୫ବର୍ଷରେ ଶୁକ୍ରବାର ବହୁ ଚର୍ଚ୍ଚିତ ପୁରୀ ଟ୍ରେନ୍ ପୋଡ଼ି ମାମଲାର ରାୟ ପ୍ରକାଶ ପାଇଛି। ପୁରୀର ଆସିଷ୍ଟାଣ୍ଟ ସେସନ୍ସ ଜଜ୍ କମ୍ ସିଜେଏମ୍ ଇନ୍ଦୁ ଶର୍ମା ଏହି ମାମଲାରେ ଅଭିଯୁକ୍ତ ସୁବାସ ରାମଚନ୍ଦ୍ରଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ…
ଗୋମୂତ୍ର ପିଇଲେ ଭଲ ହେବ କରୋନା: ଏମିତି କହୁଥିବା ଭାଜପା ନେତା ନିଜେ କରୋନାରେ ସଂକ୍ରମିତ
କୋଲକାତା,୧୭ ।୧୦: ପଶ୍ଚିମବଙ୍ଗ ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ତଥା ଏମ୍ପି ଦିଲ୍ଲିପ ଘୋଷ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାରୁ ଜଣାପଡିଛି…
ପାକିସ୍ତାନର ୨ ଦ୍ୱୀପ ଚାଇନା କବ୍ଜାରେ
ଇସଲାମାବାଦ, ୧୭।୧୦: ଭାରତକୁ ଘେରିବା ଲାଗି ଉଦ୍ୟମ କରୁଥିବା ପାକିସ୍ତାନକୁ ଚାଇନା ଉଚିତ ଶିକ୍ଷା ଦେଇଛି। ବନ୍ଧୁର ମୁଖାପିନ୍ଧି ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ସରକାର ସହାୟତାରେ ପାକିସ୍ତାନର ୨ ଦ୍ୱୀପ ଉପରେ ଚାଇନା କବ୍ଜା କରିଛି। ଦ୍ୱୀପ ହସ୍ତାନ୍ତର ଅଧ୍ୟାଦେଶକୁ ରାଷ୍ଟ୍ରପତି…
‘ଓଡ଼ିଶାରେ ବିଶ୍ୱସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ ହେଉ’
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ ଦେଶର ବୃହତ୍ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ମିଳିତଭାବେ ଓଡ଼ିଶାରେ ଏକ ବିଶ୍ବସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ କରନ୍ତୁ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରସ୍ତାବ ରଖିଛନ୍ତି। ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ଆନୁକୂଲ୍ୟରେ ଆୟୋଜିତ…
ଅପେକ୍ଷାରେ ୫୦ ବର୍ଷ
ଯାଜପୁର ଅଫିସ/ ଚଣ୍ଡିଖୋଲ, ୧୭।୧୦(ଡି.ଏନ.ଏ.): କଟକ ଫରେଷ୍ଟ ଡିଭିଜନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶନର ୫୦ ବର୍ଷ ପରେ ମଧ୍ୟ ଡାଳିଯୋଡ଼ା ରେଞ୍ଜ ଅନ୍ତର୍ଗତ ଯାଜପୁର ଜିଲାର ୧୫ଟି ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ (ପିଆର୍ଏଫ୍)କୁ ଏଯାଏ ସଂରକ୍ଷିତ ଜଙ୍ଗଲ(ଆର୍ଏଫ୍) ଭାବେ ଘୋଷଣା କରାଯାଇ…
ଏମ୍ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ବରଗଡ଼ ଅଫିସ,୧୭।୧୦: ରାଜ୍ୟସଭା ଏମ୍ପି ପ୍ରସନ୍ନ ଆଚାର୍ଯ୍ୟ କରୋନା (କୋଭିଡ୍-୧୯)ରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍କରି ଏମ୍ପି ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୂଚନା ଅନୁଯାୟୀ, ଏମ୍ପି ଆଚାର୍ଯ୍ୟ ବୁଧବାର ଦିଲ୍ଲୀରୁ ଭୁବନେଶ୍ବର ଫେରିଥିଲେ।…
ଓଡ଼ିଶାର ସୋଏବ ଏନ୍ଇଇଟି ଟପ୍ପର
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲାଙ୍ଗାନାର…
ଚାପରେ ରାଜକୋଷ
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କୋଭିଡ୍-୧୯ ଯୋଗୁ ରାଜ୍ୟ ରାଜକୋଷ ଉପରେ ଆର୍ଥିକ ଚାପ ବଢ଼ିଚାଲିଛି। ଗତ କିଛିବର୍ଷ ହେବ ରାଜ୍ୟ ପାଇଁ କେନ୍ଦ୍ରୀୟ ଅନୁଦାନ ହ୍ରାସ ଏହି ସମସ୍ୟାକୁ ଆହୁରି ବଢ଼ାଇ ଦେଇଛି । ଅର୍ଥ କମିଶନଙ୍କ ସୁପାରିସ ଅନୁଯାୟୀ ରାଜ୍ୟକୁ ତା’ର ପାଉଣା…
ପାକ୍ ସେନା ମୁଖ୍ୟଙ୍କ ଉପରେ ଦୋଷ ଲଦିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ
ଇସ୍ଲାମାବାଦ,୧୭ ।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଶନିବାର ପାକ୍ ସେନା ମୁଖ୍ୟ ଜେନରାଲ କମର ଜବେଦ ବାଜୱାଙ୍କ ଉପରେ ଏକ ଦୋଷ ଲଦିଛନ୍ତି । ଶରିଫ କହିଛନ୍ତି ବାଜୱା ମୋ ସରକାରକୁ ଭାଙ୍ଗି ଦେଇଥିଲେ । ସେ ଆହୁରି…
କେନାଲକୁ ପଶିଗଲା କାର: ପୂର୍ବତନ ମନ୍ତ୍ରୀଙ୍କ ପୁଅ ସମେତ ୩ ମୃତ
କଟକ ସଦର, ୧୭।୧୦: କଟକ ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ରାସ୍ତାକଡ଼ କେନାଲକୁ ପଶିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ…
Archives


