Home Left

୨୦୨୧ ଜାନୁୟାରୀରେ କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ: ରାହୁଲଙ୍କ ପ୍ରତ୍ୟାବର୍ତ୍ତନ ନେଇ ଅନିଶ୍ଚିତତା !

ନୂଆଦିଲ୍ଲୀ, ୧୭।୧୦: କଂଗ୍ରେସରେ ଅଧ୍ୟକ୍ଷ ନିଯୁକ୍ତି ନେଇ ସଙ୍କଟ ଜାରି ରହିଛି। ଦଳ ପକ୍ଷରୁ ଗଠନ କରାଯାଇଥିବା ୧୨ ଜଣିଆ ସଦସ୍ୟତା କମିଟି ପକ୍ଷରୁ ଇତିମଧ୍ୟରେ ଅଧ୍ୟକ୍ଷ ନିଯୁକ୍ତି ଲାଗି ୨ ଥର ବୈଠକ ମଧ୍ୟ ଅନୁଷ୍ଠିତ ହୋଇସାରିଛି। ୨୦୨୧ ଜାନୁୟାରୀରେ…

ବରଗଡ଼ରୁ ୮୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ: ୫ ଶିଶୁ ଆକ୍ରାନ୍ତ

ବରଗଡ଼ ଅଫିସ, ୧୭।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶନିବାର ଜିଲାରେ ପୁଣି ୮୦ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩୦ଜଣ ମହିଳା ଓ ୫୦ ଜଣ ପୁରୁଷ ଅଛନ୍ତି। ସେହିପରି ନୂଆ…

ଭାଜପାକୁ ଚିରାଗଙ୍କ ପ୍ରଶ୍ନ

ପାଟନା,୧୭ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ଟଣା ଭିଡା ଲାଗି ଯାଇଛି । ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ପ୍ରକାଶ ଜାଭେଡକରଙ୍କ ବୟାନକୁ ନେଇ…

ହୁମା ସାପ୍ତାହିକ ଶୁଖୁଆ ହାଟକୁ କରୋନା ଛାଟ: କେବେ ଖୋଲିବ ଚାହିଁ ରହିଛନ୍ତି ଗ୍ରାହକ

ଗଞ୍ଜାମ,୧୭।୧୦(ଡିଏନଏ ): ଗଞ୍ଜାମ ଜିଲା ହୁମା ଏବଂ ପାଳୁରୁ ଜଙ୍କସନ ମଧ୍ୟଭାଗରେ ଜିଲାର ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ ଅବସ୍ଥିତ l ଏହି ହାଟରେ ଶୁଖୁଆ ସମେତ ଘର କରଣ ସାମଗ୍ରୀ ସହ ବିଭିନ୍ନ ରକମର ପନିପରିବା ଆଦି ମିଳେ…

କର୍ଲାମୁଣ୍ଡା ପଞ୍ଚାୟତ ସମିତି ଉପାଧ୍ୟକ୍ଷାଙ୍କୁ ମିଳିଲା ଅଧ୍ୟକ୍ଷା ଦାୟିତ୍ୱ

କର୍ଲାମୁଣ୍ଡା, ୧୭।୧୦ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପଞ୍ଚାୟତ ସମିତିର ଅଧ୍ୟକ୍ଷାଙ୍କ ବିପକ୍ଷରେ ଆଗତ ଅନାସ୍ଥାପ୍ରସ୍ଥାବରେ ଭୋଟର ଗଣତି ପରେ ଅଧ୍ୟକ୍ଷାଙ୍କ ପରାଜୟ ହୋଇଥିବାରୁ ଗତ ୧୨ ତାରିଖ ଠାରୁ ଅଧ୍ୟକ୍ଷା ପଦବୀ ଖାଲି ପଡିଥିଲା। ଏ ନେଇ ଓଡିଶା…

ଆର୍‌ଜେଡ଼ିରୁ କଟିଲା ଟିକଟ: ନେତାଙ୍କ କାନ୍ଦୁଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା, ୧୭।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ପ୍ରତିଦିନ ନୂଆ ନୂଆ ଖବର ଆସିବାରେ ଲାଗିଛି। ୧୫ ବର୍ଷ ଧରି ଆର୍‌ଜେଡ଼ିରେ ଥିବା ନେତା ସୁରେଶ ଯାଦବଙ୍କ ଟିକଟ ଚଳିତ ଥର କଟି ଯାଇଛି। ସେ ରକ୍ସୋଲ ବିଧାନସଭା ଆସନରୁ ନିର୍ବାଚନ…

ଦେଶବାସୀଙ୍କୁ ନବରାତ୍ରୀର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୭ ।୧୦: ଶନିବାରଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ । ଏହି ୯ ଦିନରେ ମା’ ଦୁର୍ଗାଙ୍କର ୯ଟି ସ୍ୱରୂପକୁ ପୂଜା କରାଯାଇଥାଏ । ଏହି ପବିତ୍ର ନବରାତ୍ରି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି…

ବିହାର ନିର୍ବାଚନ: ୬୦ ଆସନରେ ମୁସଲମାନ୍‌ ଭୋଟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପାଟନା, ୧୭।୧୦: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏବେ ରାଜ୍ୟରେ ରାଷ୍ଟ୍ରବାଦୀ ରାଜନୀତି ଆରମ୍ଭ ହୋଇଛି। ଫଳରେ ହିନ୍ଦୁ ମୁସଲମାନ୍‌ଙ୍କୁ ନେଇ ଭୋଟ ବିଭାଜନ ହେବାର ଯଥେଷ୍ଟ କାରଣ ରହିଥିବା ଚର୍ଚ୍ଚା ହେଉଛି। ରାଜ୍ୟର ୬୦ ଆସନରେ ମୁସଲମାନ୍‌…

ସୁଶାନ୍ତଙ୍କ ଭାଇ ହସ୍ପିଟାଲରେ ଭର୍ତ୍ତି: ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିବାକୁ କହିଲେ ଭଉଣୀ ଶ୍ୱେତା

ମୁମ୍ବାଇ, ୧୭।୧୦: ବଲିଉଡ୍‌ର ସ୍ବର୍ଗୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସମ୍ପର୍କୀୟ ଭାଇ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ନୀରଜ କୁମାର ସିଂ ବବଲୁଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜନସମ୍ପର୍କ କରିବା ସମୟରେ ହଠାତ୍‌ ସେ ଛାତିରେ ଯନ୍ତ୍ରଣା ଅନୁଭବ…

ଦୁଇ ମୁହାଁ ଛୁଆ ଶାର୍କ ଉଦ୍ଧାର: ବୈଜ୍ଞାନିକ ହେଲେ ଆଶ୍ଚର୍ଯ୍ୟ

ମୁମ୍ବାଇ, ୧୭।୧୦: ପ୍ରକୃତିରେ କିଛି ଏମିତି ଅନେକ ଜିନିଷ ରହିଛି, ଯାହା ବିଷୟରେ ଆମେ କଳ୍ପନା ମଧ୍ୟ କରିପାରିବା ନାହିଁ। ଯେତେବେଳେ ଆମେ ଏହାକୁ ଦେଖିଥାଉ ସହଜରେ ବିଶ୍ୱାସ ମଧ୍ୟ କରିପାରି ନ ଥାଉ। ମହାରାଷ୍ଟ୍ରର ପାଲଘରରେ ଏମିତି କିଛି ଦେଖିବାକୁ…

ବିହାର ବିଧାନସଭା ନିର୍ବାଚନ: ୧୦ ଲକ୍ଷ ଯୁବକଙ୍କୁ ରୋଜଗାର ଯୋଗାଇବ ମହାମେଣ୍ଟ

ପାଟନା,୧୭ ।୧୦: ବିହାର ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସିଲାଣି । ଅକ୍ଟୋବର ୨୮ରେ ଏଠାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ଏଥିପାଇଁ ସବୁ ରାଜନୈତିକ ଦଳ ଚଳଚଞ୍ଚଳ ହୋଇ ପଡିଛନ୍ତି । ଆଉ ସବୁ ଦଳ ଭୋଟରଙ୍କୁ…

ପୋଲିସ ଆଗରେ ଗୁଳିକରି ହତ୍ୟା

ଲକ୍ଷ୍ନୌ/ବାଲିଆ, ୧୭ା୧୦: ଉତ୍ତରପ୍ରଦେଶର ବଲିଆ ଅନ୍ତର୍ଗତ ଦୁର୍ଜନପୁର ଗ୍ରାମରେ ରାଶନ ଦୋକାନ ବଣ୍ଟନ ଲାଗି ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଗୁରୁବାର ଗୁଳିମାଡ଼ କରି ଜଣଙ୍କୁ ହତ୍ୟା କରାଯାଇଛି। ଏସ୍‌ଏଚ୍‌ଜି ମଧ୍ୟରେ ପାଟିତୁଣ୍ଡ ହେବାରୁ ସବ୍‌ ଜୁଡିସିଆଲ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଏମ୍‌)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri