Home Left

ତପ୍ତପାଣି ଘାଟିରେ ଓଲଟିଲା କଲେଜ ବସ୍‌: ଓଜେଇଇ ପରୀକ୍ଷାର୍ଥୀ ଗୁରୁତର

ଦିଗପହଣ୍ଡି,୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ୩୨୬ନଂ ଜାତୀୟ ରାଜପଥ ତପ୍ତପାଣି ଘାଟିରେ ଘଟିଛି ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୨୫ରୁ ଊର୍ଦ୍ଧ୍ବ ଓଜେଇଇ ପରୀକ୍ଷାର୍ଥୀ ଆହାତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ…

ସରକାରୀ ଅଧିକାରୀଙ୍କ ଆଗରେ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା

ଲକ୍ଷ୍ନୌ,୧୬।୧୦: ପୂର୍ବ ଉତ୍ତର ପ୍ରଦେଶର ବଲିଆରେ ଏକ ଗୁଳିକାଣ୍ଡ ଘଟିଛି। ସରକାରୀ ଅଧିକାରୀଙ୍କ ଆଗରେ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଯୋଗୀ ସରକାରଙ୍କୁ ସମାଲୋଚନା କରାଯାଇଛି। ବିବାଦ ଘନେଇବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାବେଳେ…

ବିହାରରେ ୧୨ ରାଲି କରିବେ ମୋଦି

ପାଟନା,୧୬ ।୧୦: ବିହାର ବିଧାନସଭା ପାଇଁ ତାରିଖ ଘୋଷଣା ଚାଲିଥିବା ବେଳେ ଏବେ ସବୁ ରାଜନୈତିକ ଦଳ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ରହିଛନ୍ତି । ତେବେ ସେଠାରେ ଏନ୍‌ଡିଏ କ୍ଷମତା ହାସଲ ପାଇଁ ସବୁ ପ୍ରକାର ପ୍ରୟାସ ଜାରି ରଖିଥିବା ବେଳେ…

ହେଡ୍‌ଫୋନରେ ଲୁଚିଥିଲା ବୁଢ଼ିଆଣୀ, ଗୀତ ଶୁଣିବା ପାଇଁ କାନରେ ଲଗାଇଲେ ମହିଳା, ଆଉ ତାପରେ…

କାନବେରା, ୧୬।୧୦: ଅଷ୍ଟ୍ରଲିଆର ଓଲି ଥର୍ଷ୍ଟ ନାମକ ଜନୈକା ମହିଳା ପ୍ଲମ୍ବର ଗୀତ ଶୁଣିବା ପାଇଁ ନିଜର ହେଡଫୋନକୁ କାନରେ ଲଗାଇଥିଲେ। ଏହାର କିଛି ସମୟ ପରେ କାନ ସଲିବା ସେ ଅନୁଭବ କଲେ। ଯେତେବେଳେ ସେ ହେଡଫୋନକୁ କାନରୁ କାଢ଼ି…

ଆତଙ୍କବାଦୀ ଆକ୍ରମଣରେ ୧୪ ମୃତ

କରାଚି,୧୬।୧୦: ପାକିସ୍ତାନର ଦକ୍ଷିଣପଶ୍ଚିମ ବେଲୁଚିସ୍ତାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୧୪ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୭ ଜଣ ଯବାନ ଓ ୭ ଜଣ ସଭିଲ ସିକ୍ୟୁରିଟିର ସଦସ୍ୟ ରହିଛନ୍ତି। ଗ୍ବାଦର ଜିଲାର ଓରମାରା ସହରରେ…

ବେପରୁଆ ଅର୍ଥ ପରିଚାଳନା: ୨୭ ବିଭାଗ ଫେରାଇଛନ୍ତି ୧୩୦୪.୧୭ କୋଟି

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟର ବିତ୍ତୀୟ ପରିଚାଳନା ଠିକ୍‌ ଢଙ୍ଗରେ ହେଉ ନାହିଁ। ପୂର୍ଣ୍ଣାଙ୍ଗ ଏବଂ ଅତିରିକ୍ତ ବଜେଟ ପ୍ରସ୍ତୁତି ବେଳେ ଖର୍ଚ୍ଚ ଉପରେ ଧ୍ୟାନ ଦିଆଯାଉ ନାହିଁ। ବିଭାଗଗୁଡିକୁ ଯୋଗାଇ ଦିଆଯାଉଥିବା ଅର୍ଥ ମଧ୍ୟ ଖର୍ଚ୍ଚ ହେଉ ନାହିଁ। ଶେଷ ୩ ମାସରେ…

ଛତ୍ରପୁରରେ ଡ୍ରେନ୍‌ ଉପରୁ ଜବରଦଖଲ ଉଚ୍ଛେଦ ଆରମ୍ଭ

ଛତ୍ରପୁର,୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଭିନ୍ନ ସ୍ଥାନରେ ଥିବା ଡ୍ରେନ୍‌ ଉପରେ ଲୋକେ ଜବରଦଖଲ କରିଛନ୍ତି। ଏଥିସହ ଡ୍ରେନ୍‌ରେ ଅଳିଆ ଆବର୍ଜନା ଆଦି ପକାଉଛନ୍ତି। ଫଳରେ ଡ୍ରେନ୍‌ ପାଣି ନିଷ୍କାସିତ ହୋଇପାରୁନି ବିଶେଷକରି ବର୍ଷାଦିନେ ପରିସ୍ଥିତି ବେହାଲ ହୋଇପଡୁଛି। ବାରମ୍ବାର…

ଜେଲରେ କଏଦୀଙ୍କ ଆତ୍ମହତ୍ୟା: ପେଟରୁ ମିଳିଲା ସୁଇସାଇଡ୍‌ ନୋଟ୍‌

ମୁମ୍ବାଇ, ୧୬।୧୦: ମହାରାଷ୍ଟ୍ରର ନାସିକ ସେଣ୍ଟ୍ରାଲ ଜେଲରେ ଜଣେ କଏଦୀ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଆଜୀବନ କାରାଦଣ୍ଡ ଭୋଗୁଥିବା ଅସଗର ଅଲି ମନସୁରୀ। ପୋଷ୍ଟମର୍ଟମ ସମୟରେ ଡାକ୍ତର ତାଙ୍କ ପେଟରୁ ଏକ ସୁସାଇଡ୍‌ ନୋଟ୍‌ ଜବତ କରିଛନ୍ତି।…

ଭୋଟବେଳେ କୋଭିଡ୍‌ ନିୟମ ପାଳନ ନିର୍ଦ୍ଦେଶ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): କରୋନା ସମୟରେ ନିରାପଦ ଭାବେ ନିର୍ବାଚନ ପରିଚାଳନା କରିବା ଲାଗି ଭାରତ ନିର୍ବାଚନ ଆୟୋଗ ନିୟମାବଳୀ ଜାରି କରିଛନ୍ତି। ନିର୍ବାଚନରେ ନିୟୋଜିତ କର୍ମଚାରୀ ଏବଂ ଭୋଟରଙ୍କ ସୁରକ୍ଷା ନେଇ ଏଥିରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ନିର୍ବାଚନ କାର୍ଯ୍ୟରେ ନିୟୋଜିତ…

ଦୁଇ ଓଡ଼ିଆ ସାମାଜିକ କର୍ମୀଙ୍କୁ ମିଳିଲା ‘ଜୀବରକ୍ଷା’ ସମ୍ମାନ

କଟକ ଅଫିସ,୧୬।୧୦: ମାନବ ସେବା ହିଁ ମାଧବ ସେବା। ଏହି ଉକ୍ତିକୁ ଅନୁସରଣ କରି ସମାଜରେ ଅନେକ ଲୋକ ସେବାରେ ନିଜକୁ ନିୟୋଜିତ କରିଛନ୍ତି। ଏଭଳି ଦୁଇ ଓଡ଼ିଆ ସାମାଜିକ କର୍ମୀ ଅନ୍ୟର ସେବା ଲାଗି ନିଜ ଜୀବନକୁ ଉତ୍ସଗୀକୃତ କରିଛନ୍ତି।…

୧୫ ସହରରେ ସ୍ବୟଂକ୍ରିୟ ବାୟୁ ପ୍ରଦୂଷଣ ପରିଚାଳନା ଷ୍ଟେଶନ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ରାଜ୍ୟର ୧୫ଟି ବାୟୁ ପ୍ରଦୂଷଣ ସମ୍ବେଦନଶୀଳ ସହରରେ ପ୍ରଦୂଷଣ ମାପିବା ପାଇଁ ସ୍ବୟଂକ୍ରିୟ ବାୟୁ ପ୍ରଦୂଷଣ ପରଚିାଳନା ଷ୍ଟେଶନ ସ୍ଥାପନ ହେବ। କଟକ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲାର ବିଭିନ୍ନ ସହରରେ ୧୫ଟି ଷ୍ଟେଶନ…

ଆଜିଠୁ ଭୁବନେଶ୍ୱରରେ ତୃତୀୟ ସେରୋ ସର୍ଭେ

ଭୁବନେଶ୍ୱର,୧୬।୧୦ (ବ୍ୟୁରୋ): ଭୁବନେଶ୍ୱରରେ ୧୬ ତାରିଖ ଶୁକ୍ରବାରଠାରୁ ସହରରେ ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ ହେବ। ଆର୍‌ଏମ୍‌ଆର୍‌ସି ସହଯୋଗରେ ୩ଦିନ ଧରି ୨୫ ଓ୍ବାର୍ଡରେ ଏହି ସର୍ଭେ କରାଯିବ। ଏଥିପାଇଁ ୫ଟି ଟିମ୍‌ ପ୍ରସ୍ତୁତ କରାଯାଇଥିବାବେଳେ ଜୋନାଲ ଡେପୁଟି କମିଶନରମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri