Home Left

ବୁଲେଟ୍‌କୁ ଧକ୍କା ଦେଲା ବସ୍‌, ଚାଲିଗଲା ୨ ଜୀବନ

ବୌଦ୍ଧ,୮ା୮(ଅଜିତ କୁମାର ବାରିକ): ଗୁରୁବାର ବିଳମ୍ବିତ ରାତିରେ ଜାତୀୟ ରାଜପଥ ନଂ ୫୭ର ବାଉଁଶୁଣୀ ଥାନା ଗଜରାଜପୁର ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ବସ୍‌ ସହ ବୁଲେଟ୍‌ ମଧ୍ୟରେ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁଯାୟୀ, ବାଉଁଶୁଣୀ…

ଏଇ ଭାରତରେ

ଜ୍ଞାନ ସେଟ୍ଟୀଙ୍କୁ ବୟସ ଏବେ ୨୮ । ସେ ପେସାରେ ଜଣେ ଇଞ୍ଜିନିୟର ଓ ରହୁଛନ୍ତି ମେଙ୍ଗାଲୁରୁରେ । ଏବେ ଚାକିରି ଛାଡ଼ି ଅଗଣାରେ ବଗିଚାଟିଏ କରିଛନ୍ତି। ସେହି ବଗିଚାର ନାମ ଦେଇଛନ୍ତି ‘ନମୋ ବଗିଚା’। ସେ ଘର ଅଗଣା ବଗିଚାରେ…

କହନ୍ତି ଜନତାଙ୍କ ପାଇଁ

ଆମ ଦେଶ ପୃଥିବୀର ସର୍ବବୃହତ୍‌ ଗଣତନ୍ତ୍ର ଦେଶ। ଏଠି ଶାସନ ଡୋର ଧରାଇ ଦିଅନ୍ତି ସାଧାରଣ ଜନତା, ଯେଉଁମାନେ କି ସାବାଳକ, ଭୋଟର। ତେଣୁ ଭୋଟରଙ୍କୁ ନିଜର କରିବାର କଳାଟା ଦଳୀୟ ନେତାଙ୍କର ଜରୁରୀ ହୋଇଥାଏ। ଭାବିଚିନ୍ତି ପ୍ରତ୍ୟେକ ଦଳ ନିଜ…

ଅସଲି ସ୍ବାଧୀନତା

ସ୍ବାଧୀନତା ଏମିତି ଯାହିତାହି କୌଣସି ଚିଜ ନୁହେଁ ଯାହାକି କେବଳ ଆମର ବାହ୍ୟଦେଶରେ ପରିଦୃଷ୍ଟ ହୋଇଥାଏ। ଏଇ ଯେମିତି ଆମ ଆଖିଦ୍ୱୟ ଲମ୍ବିଯାଏ ଆଖପାଖରେ ଥିବା ବିସ୍ତୀର୍ଣ୍ଣ ଖୋଲା ପଡ଼ିଆ ଆଡ଼େ। ତେବେ ଏହି ପ୍ରସଙ୍ଗରେ ଗୋଟିଏ ପ୍ରଶ୍ନ ଉଙ୍କିମାରେ, ମଣିଷର…

ଗଣତାନ୍ତ୍ରିକ ମୂଲ୍ୟବୋଧର ଅବକ୍ଷୟ

ବାଂଲାଦେଶରେ ସେନା ସମର୍ଥନରେ ହୋଇଥିବା ହିଂସାତ୍ମକ ବିଦ୍ରୋହ ଯୋଗୁ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ କ୍ଷମତାଚ୍ୟୁତ କରାଗଲା। ଏହା ପରେ ସେଠାରେ ଅରାଜକତା ଲାଗି ରହିଛି। ଅର୍ଥ ବ୍ୟବସ୍ଥା ନିମ୍ନଗାମୀ ହେବାରେ ଲାଗିଛି। ଇସଲାମ୍‌ ମୌଳବାଦୀଙ୍କ ଶକ୍ତି ବଢ଼ିଚାଲିଛି। ଯୁବକମାନେ ଅଧିକ କଠୋରପନ୍ଥୀ…

ରେଳ ଟ୍ରାକ୍‌ ଉପରେ ପଥର, ଦୀର୍ଘ ସମୟ ଅଟକିଲା ବିଶାଖାପାଟଣା- କୋର୍ବା ଟ୍ରେନ୍‌

ରାୟଗଡ଼ା,୮ା୮(ଆଶିଷ ରଞ୍ଜନ ପଣ୍ଡା): ଗୁରୁବାର ବିଳମ୍ବିତ ରାତିରେ ରେଳ ଟ୍ରାକ୍‌ ଉପରେ ପଥର ପଡିଯିବାରୁ ବିଶାଖାପାଟଣାରୁ କୋର୍ବା ଯାଉଥିବା ଟ୍ରେନ୍‌ ଦୀର୍ଘ ସମୟ ଧରି ଅଟକି ରହିଥିଲା। ବିଭାଗୀୟ ଅଧିକାରୀ ଏନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ପଥର ବାହାର…

ପାର୍କିଂ ବିବାଦକୁ ନେଇ ବିବାଦ: ଅଭିନେତ୍ରୀ ହୁମା କୁରେଶୀଙ୍କ ଭାଇଙ୍କୁ ହତ୍ୟା, ୨ ଗିରଫ

ନୂଆଦିଲ୍ଲୀ,୮।୮: ଦିଲ୍ଲୀର ନିଜାମୁଦ୍ଦିନ ଅଞ୍ଚଳରେ ଏକ ଆଘାତଜନକ ଘଟଣାରେ ଅଭିନେତ୍ରୀ ହୁମା କୁରେଶୀଙ୍କ ଭାଇ ଆସିଫ କୁରେଶୀଙ୍କୁ ପାର୍କିଂ ସ୍ଥାନକୁ ନେଇ ରାତି ଅଧରେ ହୋଇଥିବା ବଚସାରୁ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ…

ମୁଥ ମରାମରି ହେଲେ ଖେଳାଳି

ମାଡ୍ରିଡ୍‌, ୭ା୮: ସିଜନ ଆରମ୍ଭ ହେବା ପୂର୍ବରୁ ରିଅଲ ବେଟିସ ଓ ଇଟାଲିଆନ୍‌ କ୍ଲବ କୋମୋ ମଧ୍ୟରେ ଖେଳାଯାଇଥିବା ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଖେଳାଳିଙ୍କ ମଧ୍ୟରେ ମୁଥ ମରାମରି ଭଳି ଘଟଣା ଘଟିଛି। ସଦର୍ନ ସ୍ପେନରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ର ପ୍ରଥମାର୍ଦ୍ଧ…

୨୯୭ ବର୍ଷ ପରେ ରାଖୀପୂର୍ଣ୍ଣିମାରେ ଦୁର୍ଲଭ ସଂଯୋଗ: ଏସବୁ ରାଶିର ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, କ୍ୟାରିୟର ସହ ଚାକିରିରେ…

ବୈଦିକ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ପର୍ବପର୍ବାଣୀମାନଙ୍କରେ ଗ୍ରହମାନଙ୍କର ସ୍ବତନ୍ତ୍ର ସଂଯୋଗ ସୃଷ୍ଟି ହୂଏ। ଏହାର ପ୍ରଭାବ ମନୁଷ୍ୟ ଜୀବନ ସହ ଦେଶବିଦେଶରେ ଦେଖିବାକୁ ମିଳିଥାଏ। ଚଳିତ ବର୍ଷ ରାଖୀପୂର୍ଣ୍ଣିମାରେ ୨୯୭ ବର୍ଷ ପରେ ଦୁର୍ଲଭ ସଂଯୋଗ ହେବାକୁ ଯାଉଛି। ଚଳିତ ବର୍ଷ ସୂର୍ଯ୍ୟ…

ବରଗଡ଼ରେ ବଢି ଚାଲିଛି ନିଶା କାରବାର

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢି ଚାଲିଛି ନିଶା କାରବାର। ବେଆଇନ ନିଶା କାରବାର ରୋକିବା ପାଇଁ ବିଭିନ୍ନ ମହଲରେ ଦାବି ହେଉଛି। ପୋଲିସ ଏବଂ ଅବକାରୀ ମଧ୍ୟ ଚିରାଚରିତ ଢଙ୍ଗରେ ବିଭିନ୍ନ ସମୟରେ ଚଢାଉ କରୁଛନ୍ତି। କିନ୍ତୁ ଜିଲାରେ ନିଶା…

ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା: ମାଟିତଳୁ ମିଳିଲା ମୃତଦେହ

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ମୋହନା ବ୍ଲକରେ ଗୁଣି ସନ୍ଦେହରେ ହତ୍ୟା l ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦)ଙ୍କୁ କୁସୁମପୁର ଗାଁର କେତେଜଣ ଯୁବକ ମିଶି ହତ୍ୟା କରିବା ପରେ ପୋତି ଦେଇଥିବା ନେଇ ପରିବାର ଲୋକେ ମୋହନା ଥାନାରେ…

ଆତଙ୍କବାଦୀଙ୍କ ଟାର୍ଗେଟରେ କପିଲ ଶର୍ମା! ପୁଣିଥରେ କାଫେ ଉପରେ ଗୁଳିମାଡ଼କୁ ନେଇ ହଇଚଇ, ଧମକରେ… 

ମୁମ୍ବାଇ: ପୁଣି ଅଡ଼ୁଆରେ କମେଡିଆନ୍‌ ତଥା ଅଭିନେତା କପିଲ ଶର୍ମା। କାନାଡ଼ାର ସରେରେ ଥିବା ତାଙ୍କ ‘କାପ୍ସ’ କାଫେ ଉପରେ ଗୁଳିମାଡ଼ କରାଯାଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଭଳି କାଣ୍ଡ ପଛରେ ଗୋଲ୍ଡି ଢ଼ିଲ୍ଲୋ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri