Home Left

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ଏଏସ୍‌ଆଇ, ଜଣେ ବ୍ୟବସାୟୀଙ୍କଠୁ…

ସୁନ୍ଦରଗଡ/ବଡଗାଁ,୧୩।୩(ଜୟ ନାରାୟଣ ମେଣ୍ଡୁଳି, ଅଶୋକ ଷଡ଼ଙ୍ଗୀ): ଲାଞ୍ଚ ନେଇ ଧରାପଡିଲେ ପୋଲିସ ଏଏସ୍‌ଆଇ। ମଦ ଦୋକାନ ଚଳାଇବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସୁନ୍ଦରଗଡ ଜିଲା ବଡ଼ଗାଁ ପୋଲିସ ଷ୍ଟେଶନର…

ପାକିସ୍ତାନୀ ଖେଳାଳିଙ୍କୁ କିଣିବା ପରେ ସନରାଇଜର୍ସ ହାଇଦ୍ରାବାଦର ବଢିଲା ଅଡୁଆ: ସୋସିଆଲ ମିଡିଆ ଆକାଉଣ୍ଟ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୧୩।୩: ନିକଟରେ ହଣ୍ଡ୍ରେଡ ନିଲାମ ଶେଷ ହୋଇଛି। ଏହି ସମୟରେ, ସନରାଇଜର୍ସ ଲିଡ୍ସ ଦଳ ପାକିସ୍ତାନୀ ସ୍ପିନ ବୋଲର ଅବରାର ଅହମ୍ମଦଙ୍କୁ ସେମାନଙ୍କ ଦଳରେ ସାମିଲ କରିଛି। ସନରାଇଜର୍ସ ଲିଡ୍ସ ଭାରତୀୟ କମ୍ପାନୀ ସନ ଗ୍ରୁପର ମାଲିକ, ଯାହା ଆଇପିଏଲରେ ସନରାଇଜର୍ସ…

ବନ୍ଧୁକ ମୁନରେ ମରଣାନ୍ତକ ଆକ୍ରମଣ କରି ଲୁଟ୍, ଫ୍ରିଜଠୁ ନେଇ ସୁନାଗହଣା…..

ରାୟଗଡ଼ା,୧୩।୩(ଆଶିଷ ରଞ୍ଜନ ପଣ୍ଡା): ବନ୍ଧୁକ ଦେଖାଇ ମାଡ ମାରିବା ସହ ସୁନା ଅଳଙ୍କାର ଓ ଆସବାବପତ୍ର ଲୁଟିନେଲେ ଲୁଟେରା । ଏମିତି ଘଟଣା ଘଟିଛି ରାୟଗଡା ସହରର ଫାୟାର୍ ଷ୍ଟେସନ୍ ନିକଟରେ ଘଟିଛି । ଦୁର୍ବୃତ୍ତଙ୍କ ମାଡରେ ଆହତ ହୋଇଥିବା ବ୍ୟକ୍ତି…

ଛାତିଥରା ଘଟଣା… ଅଧରାତିରେ ଚାରି ଝିଅଙ୍କୁ କୂଅରେ ଫିଙ୍ଗିଦେଲେ ମା’, ନିଜେ ବି ହାରିଲେ ଜୀବନ

ଭୋପାଳ,୧୩।୩: ଗୁରୁବାର ସକାଳେ ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। କେସଲି ପୋଲିସ ଷ୍ଟେସନ ଅଧୀନସ୍ଥ ଖାମାରିଆ ଗାଁରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିଥିବା ବେଳେ ଚାରି ଛୋଟ ଝିଅଙ୍କର ମୃତଦେହ ଏକ କୂଅରୁ…

‘ତାଙ୍କୁ ଗୁଳି କରିଦିଅ…’ କାହାକୁ ଏମିତି କହିଲେ ପୂର୍ବତନ ପାକିସ୍ତାନୀ କିମ୍ବଦନ୍ତୀ, କ୍ରିକେଟ୍‌ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୩।୩: ବାଂଲାଦେଶ ବିପକ୍ଷରେ ପ୍ରଥମ ଏକଦିବସୀୟ ମ୍ୟାଚରେ ପାକିସ୍ତାନର ପରାଜୟ ପରେ, ପୂର୍ବତନ ପାକିସ୍ତାନୀ କ୍ରିକେଟରମାନେ ନିରାଶାଜନକ ବୟାନ ଦେଇଛନ୍ତି। ମୀରପୁରରେ ଖେଳାଯାଇଥିବା ମ୍ୟାଚରେ, ପାକିସ୍ତାନର ସମ୍ପୂର୍ଣ୍ଣ ଦଳ ମାତ୍ର ୧୧୪ ରନ୍‌ରେ ଅଲଆଉଟ ହୋଇଯାଇଥିଲା, ଯାହାକି ବାଂଲାଦେଶ ମାତ୍ର ୧୫…

ଭୟଙ୍କର ଦୁର୍ଘଟଣା: ୨ଟି ଟ୍ରକ୍‌ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୨ ଡ୍ରାଇଭରଙ୍କ…

ଅତାବିରା, ୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ – ସମ୍ବଲପୁର ଜାତୀୟ ରାଜପଥରେ ଦୁଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଅତାବିରା – ଧର୍ମଶାଳା ଛକରେ ଏହି ଘଟଣା ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଯେ ଉଭୟ ଟ୍ରକ୍‌ ଚୁର୍‌ମାର୍‌ ହୋଇଯାଇଛି।…

ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍‌: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି ଭିତରେ ସବୁ ଦଳକୁ ବର୍ତ୍ତମାନ କ୍ରସ ଭୋଟିଂ ଭୟ ଘାରିଛି। ତେଣୁ ରାଜ୍ୟର…

ରୁଷିଆ ତେଲ ଉପରେ ବଡ଼ ୟୁ-ଟର୍ନ ନେଲା ଆମେରିକା: ଭାରତ ପରେ ଏବେ ସମସ୍ତଙ୍କୁ…ବିଶ୍ୱରେ ଚହଳ

ଓ୍ବାଶିଂଟନ,୧୩।୩: ଆମେରିକା ବର୍ତ୍ତମାନ ପର୍ଯ୍ୟନ୍ତ ବଜାରରେ ରୁଷୀୟ ତୈଳ ପ୍ରବେଶକୁ ଅବରୋଧ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ଏବେ ଅନ୍ୟ ଦେଶମାନଙ୍କୁ ରୁଷୀୟ ତୈଳ କ୍ରୟ କରିବାକୁ ଅନୁରୋଧ କରୁଛି। ପ୍ରାରମ୍ଭରେ, ଏହା ଭାରତକୁ ଏହି ଛାଡ ପ୍ରଦାନ କରିଥିଲା ଏବଂ ବର୍ତ୍ତମାନ…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ ବାଲିପଶି ଛକ ନିକଟ ଜାତୀୟରାଜପଥ ୧୪୯ରେ ଭାରସାମ୍ୟ ହରାଇ ଏକ ପିଚୁ…

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ ହେଉଛନ୍ତି ସ୍ବାର୍ଥୀ। ସ୍ବାର୍ଥ ପୂରଣ ହୋଇଗଲେ ସେମାନେ ଦୂରେଇ ଯିବେ। ସେମାନଙ୍କ ମତରେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ ପ୍ରତିଷ୍ଠାପିତ ହୋଇଛି। ତିରୁପତିସ୍ଥିତ ଶ୍ରୀଭେଙ୍କଟେଶ୍ୱର ବାଲାଜୀଙ୍କ ଦିବ୍ୟ କ୍ଷେତ୍ରରେ ଥିବା ରାଷ୍ଟ୍ରୀୟ ସଂସ୍କୃତ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ କରି ଗ୍ରୀନ୍‌ଲାଣ୍ଡ୍‌ ଏବଂ ଡେମୋକ୍ରାଟିକ୍‌ ରିପବ୍ଲିକ ଅଫ୍‌ ଦି କଙ୍ଗୋ (ଡିଆର୍‌ସି)ରୁ ୟୁକ୍ରେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?