Home Left

ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ : ‘ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ସ୍ଥିତି ନ ଉପୁଜୁ’

ପୁରୀ ଅଫିସ,୧୬ା୧୦: କରୋନା ବିପଦ ଟଳିନାହିଁ। ଆଗକୁ ଶୀତଋତୁରେ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ଏଥିପ୍ରତି ହେୟଜ୍ଞାନ କଲେ ସ୍ଥିତି ପୁଣି ସଙ୍ଗିନ ହୋଇପାରେ। କାର୍ତ୍ତିକ ମାସରେ ଶ୍ରୀମନ୍ଦିର ଖୋଲିଲେ ଶ୍ରଦ୍ଧାଳୁଙ୍କୁ ନିୟନ୍ତ୍ରଣ କରିବା ଅସମ୍ଭବ ହୋଇପଡ଼ିବ। ଯଦି ସେବାୟତ…

ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ

ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍‌ ବାଳକ ବିଦ୍ୟାଳୟ ଏବଂ ପରେ ସମ୍ମାନଜନକ ଦି ଡୁନ ସ୍କୁଲରେ ଶିକ୍ଷା ଲାଭ କରିଥିଲେ। ପରେ ସେ…

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟ୍‌ ଚୋରାଇବାକୁ ଚାହୁଁଛନ୍ତି ଏବି ଡି ଭିଲିୟର୍ସ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏବଂ ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଏବି ଡିଭିଲିୟର୍ସ କ୍ରିକେଟ୍‌ ଦୁଇ ବଡ ନାମ। ଆଇପିଏଲ ୨୦୨୦ରେ ଏହି ଦୁଇ ଖେଳାଳି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଏକାଠି ଖେଳୁଥିବା ଦେଖିବାକୁ ମିଳେ।…

‘୨୦୨୨ ପୂର୍ବରୁ ଭାକ୍‌ସିନ ପାଇବେନି ସୁସ୍ଥ’

ନୂଆଦିଲ୍ଲୀ,୧୬।୧୦(ଆଇଏଏନ୍‌ଏସ୍‌):ସ୍ବଳ୍ପ ବୟସ୍କ ଓ ସୁସ୍ଥ ବ୍ୟକ୍ତିଙ୍କୁ କରୋନା ଭାକ୍‌ସିନ ପାଇବାକୁ ହେଲେ ୨୦୨୨ ମସିହା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାସ୍ଥ୍ୟକର୍ମୀ…

୧୧ ନିୟୁତ ବେଆଇନ ଶରଣାର୍ଥୀଙ୍କୁ ନାଗରିକତ୍ୱ ମିଳିବ

ଓ୍ବାଶିଂଟନ, ୧୫ା୧୦:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍‌ ପାର୍ଟି ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବିଡେନ୍‌ ଜନମତକୁ ପ୍ରଭାବିତ କରିବା ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ନଭେମ୍ବର ୩ ନିର୍ବାଚନରେ ବିଜୟୀ ହେଲେ ବାହାରୁ ଆସି ବେଆଇନ ଭାବେ ଆମେରିକାରେ ରହୁଥିବା…

କଶ୍ମୀରରେ ‘୩୭୦’ ପାଇଁ ମେଣ୍ଟ

ଶ୍ରୀନଗର/ନୂଆଦିଲ୍ଲୀ,୧୬।୧୦:ପିପୁଲ୍ସ ଡେମୋକ୍ରଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ମୁକ୍ତି ପରେ ଜମ୍ମୁ-କଶ୍ମୀରରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଜମ୍ମୁ ଓ କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିବା ପାଇଁ ପୁଣିଥରେ ଲଢ଼େଇ…

୧୯ରେ ପୁଣି ଲଘୁଚାପ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆସନ୍ତା ୧୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ଖୋର୍ଦ୍ଧା,…

୯୦ ବର୍ଷ ପରେ ବଡ଼ ମାନ୍ଦାବସ୍ଥା

ଓ୍ବାଶିଂଟନ,୧୬।୧୦:ଗତ ବର୍ଷ ଶେଷ ଆଡ଼କୁ ଆସିଥିବା କରୋନା ଭୂତାଣୁ ମହାମାରୀ ରୂପ ନେଇ ସାରା ବିଶ୍ୱ ପାଇଁ ବିପର୍ଯ୍ୟୟ ସୃଷ୍ଟି କରିଛି। ଏହି ଭାଇରସ୍‌ କେବଳ ଲୋକଙ୍କ ଜୀବନ ନେଇନାହିଁ, ଜୀବିକା ମଧ୍ୟ ଉଜାଡ଼ିଛି। କରୋନା ଲକ୍‌ଡାଉନ ୨୦୦ରୁ ଊର୍ଦ୍ଧ୍ୱ ଦେଶର…

ଗୋଟିଏ ଫୋନ୍‌ କଲ୍‌ ଯୋଗୁ ଭାଙ୍ଗି ଯାଇଥିଲା ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ବିବାହ

ବଲିଉଡରେ ଡ୍ରିମଗାର୍ଲ ଭାବେ ସମସ୍ତଙ୍କ ନିକଟରେ ପରିଚିତ ଅଭିନେତ୍ରୀ ହେମାମାଳିନୀ ଆଜି ୭୨ତମ ଜନ୍ମଦିନ ପାଳୁଛନ୍ତି। ୧୯୪୮ ମସିହା ଅକ୍ଟୋବର ୧୬ ତାରିଖ ଆଜିର ଦିନରେ ତାମିଲନାଡୁର ଅମାନକୁଡିରେ ଜନ୍ମ ଗ୍ରହଣ କରିଥିଲେ ହେମାମାଳିନୀ। ସେ ତାଙ୍କ ଅଭିନୟ କ୍ୟାରିୟର ମଧ୍ୟରେ…

କଟକଣା ଢିଲା ହେଲେ ଜିଲାକୁ ବିପଦ

ଅନୁଗୋଳ ଅଫିସ, ୧୬ା୧୦ ସପ୍ତାହେ ପରେ ଦୁର୍ଗା ପୂଜା। ଏଣେ ଅନୁଗୋଳ ଜିଲାରେ ଦ୍ରୁତଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ। ଦୈନିକ ୨ଶହରୁ ଅଧିକ ପଜିଟିଭ୍‌ ବାହାରୁଛନ୍ତି ଜିଲାରୁ। ଏପରି ସ୍ଥିତିରେ ସରକାରୀ ଗାଇଡ୍‌ଲାଇନ ମଧ୍ୟରେ ପୂଜା ପାଳନ କରାଯିବା ଜିଲା ପ୍ରଶାସନ…

ଜନ୍ମ ହେବାପରେ ଡାକ୍ତରଙ୍କ ମୁହଁରୁ ମାସ୍କ କାଢ଼ିଲା ନବଜାତ

ନୂଆଦିଲ୍ଲୀ, ୧୫।୧୦: କରୋନା ମହାମାରୀ ହେତୁ ସମସ୍ତ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ମାସ୍କ ପରିଧାନ କରିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏହି…

ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଯଶୋମତୀଙ୍କୁ ୩ ମାସ ଜେଲ ଦଣ୍ଡ

ମୁମ୍ବାଇ, ୧୫।୧୦: ମହାରାଷ୍ଟ୍ର ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଯଶୋମତୀ ଠାକୁରଙ୍କୁ ଅମରାବତୀ କୋର୍ଟ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ଉପରକୁ ଆକ୍ରମଣ କରିବା ମାମଲାରେ ଯଶୋମତୀଙ୍କୁ ୩ ମାସ ଜେଲ୍‌ ଓ ୧୫ ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri